ବାଣିଜ୍ୟ

ଘନଉଛି ଇଣ୍ଡିଗୋ ପ୍ରମୋଟରଙ୍କ ବିବାଦ

ନୂଆଦିଲ୍ଲୀ,୧୫-୭: ଦେଶର ପ୍ରମୁଖ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋର ଦୁଇ ପ୍ରମୋଟର ରାହୁଲ ଭାଟିଆ ଏବଂ ରାକେଶ ଗଙ୍ଗଓ୍ବାଲଙ୍କ ମଧ୍ୟରେ ବିବାଦ ଘନଉଛି। ଦୁଇ ପକ୍ଷ ଉଭୟ ଉଭୟଙ୍କୁ କମ୍ପାନୀର ପରିଚାଳନା ନେଇ ଦୋଷାରୋପ କରୁଥିବା ଦେଖାଯାଉଛି। କମ୍ପାନୀର ପରିଚାଳନାରେ…

ଏଫ୍‌ପିଆଇଙ୍କ ପୁଞ୍ଜି ପ୍ରତ୍ୟାହାର ଧାରା ଜାରି

ନୂଆଦିଲ୍ଲୀ,୧୫-୭: ଜୁଲାଇରେ ବିଦେଶୀ ନିବେଶକମାନେ ପୁଞ୍ଜି ପ୍ରତ୍ୟାହାର ଧାରା ଜାରି ରଖିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୪୯୫୩ କୋଟି ଟଙ୍କା ଉଠାଇ ନେଇଛନ୍ତି। ଚଳିତ ମାସ ୧ରୁ ୧୨ ତାରିଖ ମଧ୍ୟରେ ଏମାନେ ଇକ୍ୱିଟିରୁ ଏହି ପୁଞ୍ଜି ପ୍ରତ୍ୟାହାର କରିଛନ୍ତି। କିନ୍ତୁ…

ରିଟେଲ କ୍ଷେତ୍ର ଅଭିବୃଦ୍ଧି ଉପରେ ନଜର;ଆସିବ ଜାତୀୟ ରିଟେଲ ନୀତି

ନୂଆଦିଲ୍ଲୀ,୧୫-୭: ସରକାର ଆଗାମୀ ଦିନରେ ଏକ ଜାତୀୟ ରିଟେଲ ନୀତି ଆଣିବା ଦିଗରେ ଅଗ୍ରସର ହେଉଛନ୍ତି। ଶିଳ୍ପ ପ୍ରୋତ୍ସାହନ ଏବଂ ଆନ୍ତଃ ବାଣିଜ୍ୟ ବିଭାଗ ପକ୍ଷରୁ ଏ ନେଇ ଶୀଘ୍ର ଏକ ଡ୍ରାଫ୍ଟ ପେପର ପ୍ରସ୍ତୁତ କରାଯିବା ସହ ଅଂଶୀଦାରଙ୍କ ମତାମତ…

ମାର୍ଚ୍ଚ ସୁଦ୍ଧା ସବୁ ରେଳ ଇଞ୍ଜିନରେ ଲାଗିବ ଜିପିଏସ୍‌

ଭୁବନେଶ୍ୱର,୧୫-୭(ବ୍ୟୁରୋ): ରେଳ ମନ୍ତ୍ରଣାଳୟ, ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ସହ ମିଳିତ ହୋଇ ନୂଆ ପ୍ରକଳ୍ପ ରିୟଲ ଟାଇମ୍‌ ଟ୍ରେନ ଇନ୍‌ଫରମେଶନ ସିଷ୍ଟମ (ଆର୍‌ଟିଆଇଏସ୍‌) ଆରମ୍ଭ କରିଛି। ଏହା ଦ୍ୱାରା ରେଲଓ୍ବେ ଏହାର ଇଞ୍ଜିନରେ ଜିପିଏସ୍‌ ଡିଭାଇସ୍‌ ଲଗାଇଛି। ବର୍ତ୍ତମାନ…

ରାଜ୍ୟରେ ରାସାୟନିକ ଶିଳ୍ପ ପାର୍କ ବିକାଶ ସମ୍ଭବ:ନାଲ୍‌କୋ ସିଏମ୍‌ଡି

ଭୁବନେଶ୍ୱର,୧୫-୭: ଇନଷ୍ଟିଚ୍ୟୁଟ ଅଫ୍‌ କେମିକାଲ ଟେକ୍ନୋଲୋଜି(ଆଇସିଟି) ଭୁବନେଶ୍ୱର କ୍ୟାମ୍ପସ ଦ୍ୱାରା ପ୍ରେରିତ ରାସାୟନିକ ଶିଳ୍ପ କ୍ଲଷ୍ଟର ରାଜ୍ୟର ଶିଳ୍ପାୟନକୁ ଇନ୍ଧନ ଯୋଗାଣ ଦିଗରେ କାର୍ଯ୍ୟ କରିବ। ନାଲ୍‌କୋ ସିଏମ୍‌ଡି ତପନ କୁମାର ଚାନ୍ଦ ଶନିବାର ଏହା କହିଛନ୍ତି। ଆଇସିଟି ଭୁବନେଶ୍ୱର କ୍ୟାମ୍ପସରେ…

ଇଣ୍ଡିଆନ ଅଏଲର ସ୍ବଚ୍ଛତା ପକ୍ଷ

ଭୁବନେଶ୍ୱର,୧୫-୭: ସ୍ବଚ୍ଛତା ପକ୍ଷ ଉପଲକ୍ଷେ ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଅଏଲ ପକ୍ଷରୁ ପୁରୀ ବଡଦାଣ୍ଡରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା ଅବସରରେ କମ୍ପାନୀ ପକ୍ଷରୁ ଗୁଣ୍ଡିଚା ମନ୍ଦିର, ବଡଦାଣ୍ଡକୁ ସ୍ବଚ୍ଛ ରଖିବାକୁ ପ୍ରୟାସ କରାଯାଇଥିଲା। କମ୍ପାନୀର ମାନବ ସମ୍ବଳ ଏବଂ ସିଏସ୍‌ଆର୍‌…

ଅନ୍ତର୍ଜାତୀୟ ଉଡାଣ ଉପରେ ଏୟାର ଏସିଆର ରିହାତି

ଭୁବନେଶ୍ୱର,୧୫ା୭: ଏୟାର ଏସିଆ ପକ୍ଷରୁ ଅନ୍ତର୍ଜାତୀୟ ଉଡାଣ ଉପରେ ଆକର୍ଷଣୀୟ ରିହାତି ଘୋଷଣା କରାଯାଇଛି। ଭୁବନେଶ୍ୱରରୁ ଯାତ୍ରୀମାନେ ବ୍ୟାଙ୍କକ, କୁଆଲାଲୁମ୍ପୁର ଭଳି ସ୍ଥାନଗୁଡିକୁ ୭୦% ପର୍ଯ୍ୟନ୍ତ ରିହାତିରେ ବିମାନ ଯାତ୍ରା କରି ପାରିବେ। ଏବେ ବିମାନ ଯାତ୍ରା ପାଇଁ ଆଗୁଆ ବୁକିଂ…

ବ୍ରାଣ୍ଡ ଫ୍ୟାକ୍ଟ୍ରିରେ ରେଡ ଜୋନ ସେଲ୍‌

ଭୁବନେଶ୍ୱର,୧୫-୭: ବ୍ରାଣ୍ଡ ଫ୍ୟାକ୍ଟ୍ରି ପକ୍ଷରୁ ରେଡ୍‌ ଜୋନ୍‌ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଷ୍ଟୋରରେ ସାରା ବର୍ଷ ବିଭିନ୍ନ ଅଫର ପ୍ରଦାନ କରାଯାଉଛି। ରେଡ୍‌ ଜୋନ୍‌ ସେଲ୍‌ ମାଧ୍ୟମରେ ଗ୍ରାହକମାନେ ଗୋଟିଏ ପୋଷାକ କ୍ରୟରେ ଆଉ ୨ଟି ବ୍ରାଣ୍ଡେଡ ପୋଷାକ ମାଗଣାରେ…

ସୋନି ଆଣିଲା ନୂଆ ସାଉଣ୍ଡବାର

ଭୁବନେଶ୍ୱର,୧୫-୭: ସୋନି ଇଣ୍ଡିଆ ପକ୍ଷରୁ ଡଲ୍‌ବି ଆଟମସ ସୁବିଧା ଥିବା ନୂଆ ସାଉଣ୍ଡବାର ଏଚ୍‌ଟି-ଜେଡ୍‌୯ଏଫ୍‌ ଏବଂ ଏସ୍‌ଏଜେଡ ୯ ବଜାରକୁ ଆସିଛି। ଏହି ପ୍ରଡକ୍ଟ ସାରା ଦେଶରେ ଥିବା ସୋନି ସେଣ୍ଟର, ଗୁରୁତ୍ୱପୂର୍ଣ୍ଣ ଇଲେକଟ୍ରୋନିକ୍ସ ଷ୍ଟୋର ଏବଂ ଇ-କମର୍ସ ଷ୍ଟୋରଗୁଡିକରେ ଉପଲବ୍ଧ…

ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡର ନୂଆ ଉତ୍ପାଦ

ଭୁବନେଶ୍ୱର,୧୫-୭: ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡ ପକ୍ଷରୁ ଡିଟରଜେଣ୍ଟ ସେଗମେଣ୍ଟରେ ନୂଆ ପ୍ରଡକ୍ଟ ଭୂମ ବଜାରକୁ ଆସିଛି। ଏହାକୁ ଫ୍ୟାଶନ ବିଶେଷଜ୍ଞଙ୍କ ଦ୍ୱାରା ଡିଜାଇନ କରାଯାଇଛି। ଫ୍ୟାବ୍ରିକ କେୟାର ଏବଂ ଲଣ୍ଡ୍ରି ବ୍ରାଣ୍ଡ ବର୍ଗରେ ଉପସ୍ଥିତିକୁ ଦୃଢ କରିବା ଲକ୍ଷ୍ୟରେ କମ୍ପାନୀ ପକ୍ଷରୁ…

ବଜେଟ ଘୋଷଣାକୁ ନେଇ ରାଜନଙ୍କ ଆଶଙ୍କା;ବିଦେଶରେ ସରକାରୀ ବଣ୍ଡ ବିକିବା ବିପଦପୂର୍ଣ୍ଣ

ନୂଆଦିଲ୍ଲୀ,୧୪-୭: କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାର ବିଦେଶ ବଜାରରେ ସରକାରୀ ବଣ୍ଡ ବିକ୍ରି କରି ଅର୍ଥ ଯୋଗାଡ କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ଏହାକୁ ନେଇ ଆଶଙ୍କାବ୍ୟକ୍ତ କରିଛନ୍ତି। ସରକାରଙ୍କ…

ଅସହିଷ୍ଣୁତା ବୃଦ୍ଧି ଯୋଗୁ ଦେଶର ବିକାଶ ବାଧାପ୍ରାପ୍ତ ହେବ: ଆଦି ଗୋଦ୍‌ରେଜ

ନୂଆଦିଲ୍ଲୀ,୧୪-୭: ଦେଶରେ ବୃଦ୍ଧି ପାଉଥିବା ଅସହିଷ୍ଣୁତା, ଘୃଣା ଜନିତ ଅପରାଧ ଓ ମୋରାଲ ପୋଲିସିଂ ବୃଦ୍ଧି ପାଇବା ଯୋଗୁ ଆର୍ଥିକ ବିକାଶକୁ କ୍ଷତି ପହଞ୍ଚାଇବ ବୋଲି ଗୋଦ୍‌ରେଜ ଗ୍ରୁପ୍‌ ଅଧ୍ୟକ୍ଷ ଆଦି ଗୋଦ୍‌ରେଜ ଶନିବାର କହିଛନ୍ତି। ମୁମ୍ବାଇର ସେଣ୍ଟ ଜାଭିଏର କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?