ବାଣିଜ୍ୟ

୨୦୨୫ରେ ଜାପାନକୁ ଟପିବ ଭାରତ

ନୂଆଦିଲ୍ଲୀ,୧୩।୭: ଚଳିତ ବର୍ଷ ବ୍ରିଟେନକୁ ଟପି ଭାରତ ବିଶ୍ୱର ପଞ୍ଚମ ବୃହତ ଅର୍ଥନୀତି ହେବ। ସେହିଭଳି ୨୦୨୫ରେ ଏହା ଜାପାନକୁ ଟପି ତୃତୀୟ ବୃହତ ଅର୍ଥବ୍ୟବସ୍ଥା ହେବାକୁ ଯାଉଛି ବୋଲି ଶୁକ୍ରବାର ଆଇଏସ୍‌ଏସ୍‌ ମାର୍କିଟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି।…

ଓଡ଼ିଶା ବଜାରରେ ରେନୋର ନୂଆ ଡଷ୍ଟର

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲ ଯାନ ଓଡ଼ିଶା ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ପାହାଳସ୍ଥିତ ରେନୋ ଭୁବନେଶ୍ୱରର ନର୍ଥ ଶୋ’ରୁମଠାରେ ଏହାକୁ ସୁପରସେଲ୍‌ସ ଅଟୋମୋବାଇଲସ୍‌ ପ୍ରାଇଭେଟ ଲିମିଟେଡର ସ୍ବତ୍ତ୍ୱାଧିକାରୀ ବିଶାଲ ଧାଓ୍ବନ, ଏସ୍‌ବିଆଇ ଡିଜିଏମ୍‌ ରବିନ୍ଦ୍ର କୁମାର…

ମୁଦ୍ରାସ୍ଫୀତି ଜୁନ୍‌ରେ ୩.୧୮%କୁ ବୃଦ୍ଧି

ନୂଆଦିଲ୍ଲୀ,୧୩।୭: ଖାଦ୍ୟଶସ୍ୟ, ଡାଲି, ମାଂସ, ମାଛ ଆଦି ପ୍ରୋଟିନଯୁକ୍ତ ଖାଦ୍ୟପଦାର୍ଥର ଦର ବୃଦ୍ଧି ଯୋଗୁ ଜୁନ୍‌ରେ ଖୁଚୁରା ମୁଦ୍ରାସ୍ଫୀତି ୩.୧୮ ପ୍ରତିଶତକୁ ବୃଦ୍ଧି ପାଇଛି। ସରକାରୀ ତଥ୍ୟ ଅନୁଯାୟୀ, ଉପଭୋକ୍ତ ମୂଲ୍ୟ ସୂଚକାଙ୍କ ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ଗତବର୍ଷ ଜୁନ୍‌ରେ ୪.୯୨…

ପାର୍ଲାମେଣ୍ଟରେ ହେଲା ନୂଆ ରେକର୍ଡ; ମଧ୍ୟରାତ୍ରି ଯାଏ ଚାଲିଲା ରେଳ ବଜେଟ ଆଲୋଚନା

ନୂଆଦିଲ୍ଲୀ,୧୩।୭: ବଜେଟରେ ରେଲଓ୍ବେକୁ ମିଳିବାକୁ ଥିବା ଅନୁଦାନ ଉପରେ ଗୁରୁବାର ଲୋକ ସଭାରେ ଦୀର୍ଘ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଆଲୋଚନା ହୋଇଥିଲା। ଏହା ଏକ ନୂଆ ରେକର୍ଡ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି। ରେଳଓ୍ବେକୁ…

୮% ଜିଡ଼ିପି ବୃଦ୍ଧି ଜରୁରୀ: ରଙ୍ଗରାଜନ

ହାଇଦ୍ରାବାଦ,୧୩।୭: ଆସନ୍ତା ୫ ବର୍ଷରେ ଭାରତକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପହଞ୍ଚାଇବାକୁ ହେଲେ ଦେଶକୁ ୮% ହାରରେ ବାର୍ଷିକ ଅଭିବୃଦ୍ଧି ହାସଲ କରିବାକୁ ହେବ। ଏଥିସହିତ ଏ ଦିଗରେ ସ୍ପଷ୍ଟ ରୂପରେଖ ଜାରି କରିବା ମଧ୍ୟ ଜରୁରୀ ବୋଲି…

ଫ୍ଲିପକାଟର୍ର୍ ଆଣିଲା କ୍ରେଡିଟ କାର୍ଡ

ମୁମ୍ବାଇ,୧୩।୭: ଅନ୍‌ଲାଇନ ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ଗ୍ରାହକଙ୍କ ଲାଗି ନିଜସ୍ବ କ୍ରେଡିଟ କାର୍ଡ ଲଞ୍ଚ କରିଛି। ଗ୍ରାହକ ନିଜ ପାଖରେ ଅର୍ଥ ନ ଥିଲେ ମଧ୍ୟ ଏହି କାର୍ଡ ଜରିଆରେ ଫ୍ଲିପକାର୍ଟରୁ କିଣାକିଣି କରିପାରିବେ। ଆକ୍ସିସ୍‌ ବ୍ୟାଙ୍କ ଓ ମାଷ୍ଟରକାର୍ଡ ସହିତ…

ଆଇଏମ୍‌ପିଏସ୍‌କୁ ଶୁଳ୍କମୁକ୍ତ କଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୩।୭: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଏସ୍‌ବିଆଇ ଇମିଡିଏଟ୍‌ ପେମେଣ୍ଟ ସର୍ଭିସ୍‌(ଆଇଏମ୍‌ପିଏସ୍‌) ଉପରେ ଲାଗୁ ଥିବା ଚାର୍ଜ ଅଥବା ଶୁଳ୍କକୁ ସମ୍ପୂର୍ଣ୍ଣ ଛାଡ କରିଦେଇଛି। ଏବେ ଗ୍ରାହକ ଅନ୍‌ଲାଇନରେ ଆଇଏମ୍‌ପିଏସ୍‌ ମାଧ୍ୟମରେ ଟଙ୍କା ପଠାଇବା ଉପରେ କୌଣସି ଶୁଳ୍କ ଦେବେ ନାହିଁ।…

ଜିଭା ଆୟୁର୍ବେଦା ପକ୍ଷରୁ ଦେୟମୁକ୍ତ ପରାମର୍ଶ ପ୍ରଦାନ

ଭୁବନେଶ୍ୱର,୧୨।୭(ବ୍ୟୁରୋ) : ଜିଭା ଆୟୁର୍ବେଦା ପକ୍ଷରୁ ଜିଭା ସ୍ବାସ୍ଥ୍ୟ ସପ୍ତାହର ସପ୍ତମ ସଂସ୍କରଣ ଅବସରରେ ସାରା ଦେଶରେ ଦେୟମୁକ୍ତ ପରାମର୍ଶ ପ୍ରଦାନ କରାଯାଉଛି। ସାରା ଦେଶରେ ଥିବା କମ୍ପାନୀର ୮୦ କ୍ଲିନିକରେଏହି ସ୍ବାସ୍ଥ୍ୟ ସପ୍ତାହ ପାଳନ କରାଯାଉଛି। ଏହା ଦ୍ୱାରା ୧୦…

ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ : ଆମେରିକାରେ ଗ୍ରୀନ୍‌ କାର୍ଡ ସୀମା ହଟିବ

ଓ୍ବାଶିଂଟନ,୧୨।୭: ଗ୍ରୀନ୍‌ କାର୍ଡ ଜାରି ରଖିବାର ବର୍ତ୍ତମାନର ୭ ପ୍ରତିଶତ ସୀମାକୁ ହଟାଇବା ଲାଗି ଆଗତ ଏକ ବିଲ୍‌କୁ ଆମେରିକା ପାର୍ଲାମେଣ୍ଟ ବୁଧବାର ଅନୁମୋଦନ କରିଛି। ଆମେରିକାରେ ସ୍ଥାୟୀ ଭାବେ ବସବାସ କରିବା ତଥା କାମ କରିବା ଲାଗି ଗ୍ରୀନ୍‌ କାର୍ଡ…

ଇ-ବାଣିଜ୍ୟ କାରବାରରେ ପାଦ ଥାପିବ ବିଓବି

ନୂଆଦିଲ୍ଲୀ,୧୨।୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ଇ-ବାଣିଜ୍ୟ କାରବାରରେ ପାଦ ଥାପିବାକୁ ଯାଉଛି। ଏହା ଅନ୍‌ଲାଇନ ବଜାର ମଞ୍ଚରୁ ବ୍ୟାଙ୍କ ସେବା ତଥା କୃଷି ସମ୍ପର୍କିତ ଉତ୍ପାଦ ଉପସ୍ଥାପନ କରିବ। ବ୍ୟାଙ୍କ ପକ୍ଷରୁ କ୍ୟାଟାଲଗ୍‌ ତଥା କ୍ରୟ ମ୍ୟାନେଜମେଣ୍ଟ, ମୂଲ୍ୟ…

ଚୋକ୍‌ସିଙ୍କ ୨୪.୭୭ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୨।୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ଦେଶ ତଥା ବିଦେଶରେ ଥିବା ୨୪.୭୭ କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। ଜବତ ହୋଇଥିବା ସମ୍ପତ୍ତି ମଧ୍ୟରେ ଦୁବାଇସ୍ଥିତ…

ମାଲ୍ୟାଙ୍କ ସମ୍ପତ୍ତି ଜବତକୁ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୧୨।୭ : ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ବମ୍ବେ ହାଇକୋର୍ଟରୁ ଗୁରୁବାର ଜୋରଦାର ଝଟକା ଲାଗିଛି। ସମ୍ପତ୍ତି ଜବତ ଉପରେ କଟକଣା ଲାଗୁ କରିବା ଲାଗି ମାଲ୍ୟାଙ୍କ ପକ୍ଷରୁ ଆଗତ ମାମଲାକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ମାଲ୍ୟାଙ୍କ ସମ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?