ବାଣିଜ୍ୟ

ବୟନିକାର ୧୫୦ କୋଟି କାରବାର ଲକ୍ଷ୍ୟ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ୨୦୧୮-୧୯ ଆର୍ଥତ୍କ ବର୍ଷରେ ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ବୟନିକା ୧୧୭ କୋଟି ଟଙ୍କାର କାରବାର କରିବାକୁ ସକ୍ଷମ ହୋଇଛି। ଚଳିତବର୍ଷ ୧୫୦ କୋଟି ଟଙ୍କାର କାରବାର କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। ଏଠାରେ ଅନୁଷ୍ଠିତ ବୟନିକାର ୩୬ତମ…

ସୁନା ୩୬ ହଜାର ଛୁଇଁବ

ନୂଆଦିଲ୍ଲୀ,୧୨।୭: ଆମେରିକା ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ସୁଧ ହାର କମାଯାଇପାରେ ବୋଲି ଫେଡେରାଲ ରିଜର୍ଭ ଅଧ୍ୟକ୍ଷ ଜେରମ ପାଓ୍ବେଲ ମନ୍ତବ୍ୟ ଦେବା ପରେ ସୁନା ବଜାରରେ ହଇଚଇ ସୃଷ୍ଟି ହୋଇଛି। ନିବେଶକମାନେ ସୁନାରେ ନିବେଶ କରିବା ସୁରକ୍ଷିତ ମନେ କରିବାରୁ…

୨୧,୭୦୦ କୋଟିର ସମ୍ପତ୍ତି ବିକିବେ ଅନିଲ ଅମ୍ବାନୀ

ମୁମ୍ବାଇ,୧୨।୭ : ଏକ ସମୟରେ ଦେଶର ଶ୍ରେଷ୍ଠ ଧନୀଙ୍କ ମଧ୍ୟରେ ଗଣା ହେଉଥିବା ରିଲାଏନ୍ସ ଏଡିଏଜି ଗ୍ରୁପ୍‌ ମାଲିକ ଅନିଲ ଅମ୍ବାନୀ ଏବେ ଋଣ ପରିଶୋଧ ପାଇଁ ନିଜର ସମ୍ପତ୍ତି ବିକିବାରେ ଲାଗିଛନ୍ତି। ସଡ଼କଠାରୁ ଆରମ୍ଭ କରି ରେଡିଓ ଷ୍ଟେଶନ ଏପରି…

ପିସିଏରୁ ବାହାରିବ ୟୁକୋ ବ୍ୟାଙ୍କ

ଭୁବନେଶ୍ୱର,୧୨।୭(ବ୍ୟୁରୋ) : ରାଷ୍ଟ୍ରାୟତ୍ତ ୟୁକୋ ବ୍ୟାଙ୍କ ଗତବର୍ଷ ମାର୍ଚ୍ଚ ତ୍ରୈମାସଠାରୁ ଏହାର ପରିଚାଳନାଗତ ଲାଭରେ ଅଭିବୃଦ୍ଧି ହାସଲ କରୁଛି। ପରିଚଳନାରେ ଉନ୍ନତି ଆଣିବା ଲାଗି ଅନାଦାୟ ଋଣ (ଏନ୍‌ପିଏ) ଅସୁଲ ଉପରେ ବ୍ୟାଙ୍କ ବର୍ତ୍ତମାନ ଧ୍ୟାନ କେନ୍ଦ୍ରିତ କରୁଛି। ପ୍ରତି ତ୍ରୈମାସରେ…

ସମ୍ପତ୍ତି ଲିଜ୍‌ ଦେବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୧୨।୭ : ଟେଲିକମ୍‌ କ୍ଷେତ୍ରରେ ଘରୋଇ ଖେଳାଳିଙ୍କ ସହ ପ୍ରତିଯୋଗିତାର ସମ୍ମୁଖୀନ ହୋଇପାରୁ ନ ଥିବାରୁ ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌)ର ଆୟ ଦିନକୁ ଦିନ କମିବାରେ ଲାଗିଛି। ଫଳସ୍ବରୂପ ଏହା ପ୍ରତିବର୍ଷ କ୍ଷତି ସହିଚାଲିଛି। ଏଭଳି ସ୍ଥିତିରେ…

୧୦୦ କୋଟିରୁ ଉର୍ଦ୍ଧ୍ୱ ଉଠାଣ କରିଛନ୍ତି ୪୪୮ ସଂସ୍ଥା

ନୂଆଦିଲ୍ଲୀ,୧୧-୭: ଗତ ଗୋଟିଏ ବର୍ଷ ମଧ୍ୟରେ ଦେଶର ୪୪୮ ସଂସ୍ଥା ପ୍ରତ୍ୟେକ ୧୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ କରିଛନ୍ତି। ଏହି ସଂସ୍ଥାଗୁଡିକ ମିଳିତ ଭାବେ ୫.୫୬ ଲକ୍ଷ କୋଟି ଟଙ୍କା ଉଠାଇଥିବା ଜଣା ପଡିଛି। ଏଭଳି ଉଠାଣକୁ ନଜରରେ ରଖି…

ପାସେଞ୍ଜର ଯାନ ବିକ୍ରି ୧୮% କମିଲା

ନୂଆଦିଲ୍ଲୀ,୧୧-୭: ଚଳିତ ବର୍ଷ ଜୁନମାସରେ ପାସେଞ୍ଜର ଯାନ ବିକ୍ରି ୧୭.୫୪% ହ୍ରାସ ଘଟି ୨.୨୫ ଲକ୍ଷ ୟୁନିଟ ରହିଛି। ଏହା ଗତ ବର୍ଷ ସମାନ ସମୟରେ ୨.୭୩ ଲକ୍ଷ ୟୁନିଟ ରହିଥିଲା। ଦେଶ ମଧ୍ୟରେ କାର ବିକ୍ରି ୨୪.୯୭% ହ୍ରାସ ଘଟି…

ଜନଧନ ଜମା ୧ ଲକ୍ଷ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧୧-୭: ଜନଧନ ଯୋଜନାରେ ଖୋଲାଯାଇଥିବା ଆକାଉଣ୍ଟଗୁଡିକରେ ଜମା ପରିମାଣ ୧ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି ଯୋଜନା ୫ ବର୍ଷ ତଳେ ଆରମ୍ଭ କରାଯାଇଥିଲା। ଅର୍ଥମନ୍ତ୍ରଣାଳୟ ତଥ୍ୟ ମୁତାବକ ଏହି ଜମା ୩୬.୦୬ କୋଟି ଆକାଉଣ୍ଟରେ ରହିଛି। ଉକ୍ତ ଯୋଜନାକୁ…

ସେପ୍ଟେମ୍ବରରୁ ମିଳିବ ସବୁ ଭାରତୀୟଙ୍କ ସ୍ବିସବ୍ୟାଙ୍କ ତଥ୍ୟ

ନୂଆଦିଲ୍ଲୀ,୧୧-୭: କଳାଟଙ୍କା ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଭାରତ ବିଭିନ୍ନ ପଦକ୍ଷେପ ନେଉଛି। ଏହି ଧାରାରେ ସ୍ବିସ ବ୍ୟାଙ୍କରେ ଜମା କରିଥିବା ସବୁ ଭାରତୀୟଙ୍କ ପ୍ରଥମ ପର୍ଯ୍ୟାୟ ତଥ୍ୟ ସେପ୍ଟେମ୍ବରରେ ମିଳିବ ବୋଲି ଜଣା ପଡିଛି। ସେହିଭଳି ଯେଉଁ ଆକାଉଣ୍ଟଗୁଡିକ…

ରେଲଓ୍ବେର ହେବନି ଘରୋଇ କରଣ

ନୂଆଦିଲ୍ଲୀ,୧୧-୭: ଭାରତୀୟ ରେଲଓ୍ବେର ଘରୋଇକରଣ ହେବ ନାହିଁ। ଏ ନେଇ କୌଣସି ପ୍ରସ୍ତାବ ନାହିଁ। ଘରୋଇ ଅପରେଟରଙ୍କ ହାତରେ ଦୁଇ ଟ୍ରେନ ଦେବା ଲାଗି ରହିଥିବା ପ୍ରସ୍ତାବ ଉପରେ ପ୍ରଶ୍ନର ଉତ୍ତର ରଖି ରେଳମନ୍ତ୍ରୀ ପୀୟୂଷ ଗୋୟଲ ବୁଧବାର ଏହା କହିଛନ୍ତି।…

ଭୂଷଣ ମାମଲାରେ ୨୮୪ଜଣଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୧-୭: ଭୂଷଣ ଷ୍ଟିଲ ବେଆଇନ୍‌ ଋଣ କାରବାର ମାମଲାରେ ସିରିୟସ ଫ୍ରଡ ଇନଭେଷ୍ଟିଗେଶନ ଅଫିସ(ଏସ୍‌ଏଫ୍‌ଆଇଓ) ପକ୍ଷରୁ ୨୮୪ ବ୍ୟକ୍ତି ଏବଂ ସଂସ୍ଥାଙ୍କ ବିରୋଧରେ ଚାର୍ଜଶିଟ ଦାଏର ହୋଇଛି। ଏହି ମାମଲାରେ ୬୦୦ ବ୍ୟକ୍ତିଙ୍କ ବିରୋଧରେ ଅଭିଯୋଗ ଆସିଥିବା ବେଳେ ମୋଟ ୭୦…

ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି ହୋଣ୍ଡା

ନୂଆଦିଲ୍ଲୀ,୧୦।୭: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଗ୍ରାହକଙ୍କ ଲାଗି ଖୁଚୁରା ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି। ଏହି ପଦକ୍ଷେପ ଅନ୍ତର୍ଗତ କମ୍ପାନୀ ଚୋଳମଣ୍ଡଳମ୍‌ ଇନଭେଷ୍ଟମେଣ୍ଟ ଆଣ୍ଡ ଫାଇନାନ୍ସ କମ୍ପାନୀ ସହ ଚୁକ୍ତିରେ ସାମିଲ ହୋଇଛି। ହୋଣ୍ଡାର ବିକ୍ରି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?