ବେଦାନ୍ତର ଅଗ୍ନି ନିରାପତ୍ତା ତାଲିମ ଶିବିର
ଭୁବନେଶ୍ୱର,୨୪।୧୨ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଅଗ୍ନି ଜାଗରୁକତା ପଦକ୍ଷେପ ଅଧୀନରେ ଏକ ତାଲିମ ଶିବିର ‘ଅଗ୍ନି ନରାପତ୍ତା ତାଲିମ ’କାର୍ଯ୍ୟକ୍ରମ ଝାରସୁଗୁଡ଼ାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଶାୟୀ ଛାତ୍ର ଓ କର୍ମଚାରୀମାନଙ୍କୁ...
ବଜାରରେ ହୋଣ୍ଡାର ଆକ୍ଟିଭା ୧୨୫
ଭୁବନେଶ୍ୱର,୨୪।୧୨:ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ୨୦୨୫ ଆକ୍ଟିଭା ୧୨୫ (ହୋଣ୍ଡାର ଆକ୍ଟିଭା ୧୨୫)’ ର ଅନାବରଣ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଏଚ୍ଏମ୍ଏସ୍ଆଇର ଏମଡି/ପରିଚାଳନା ନିର୍ଦ୍ଦେଶକ, ସଭାପତି...
କୃଷି ଓ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ
ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା): କୃଷି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକମାନଙ୍କ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ସମ୍ପର୍କିତ ତଥ୍ୟ ସୋମବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉଭୟ କୃଷି ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ଚଳିତ...
ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀଗୁଡିକ କେବଳ ଭଏସ୍ କଲ୍ ଏବଂ ଡାଟା ବ୍ୟବହାର କରୁନଥିବା ଗ୍ରାହକଙ୍କୁ SMS...
ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ
ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ ଓ ମନଲୋଭା କଳାକୃତିର ହାଣ୍ଡିକ୍ରାଫ୍ଟ ସାମଗ୍ରୀ କିଣିବାକୁ ଅଧିକ ପସନ୍ଦ କରୁଛନ୍ତି। ଏପରିକି...
ଜିନ୍ଦଲ ଷ୍ଟେନ୍ଲେସ୍କୁ ସୋର୍ଡ ଅଫ୍ ଅନର ପୁରସ୍କାର
ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍ଲେସ ଲିମିଟେଡ (ଜେଏସ୍ଏଲ୍)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍ ଅନର’ ମିଳିଛି। ଏପରିକି ଜେଏସ୍ଏଲ୍ର ହିସାର ୟୁନିଟକୁ ବ୍ରିଟିଶ ସେଫ୍ଟି କାଉନସିଲ୍ ପକ୍ଷରୁ ସମ୍ମାନଜନକ ‘ସୋର୍ଡ ଅଫ୍ ଅନର’ ସମ୍ମାନରେ ସମ୍ମାନିତ...
୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ
ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪ ଅଗଷ୍ଟ ସୁଦ୍ଧା ୧୪ଟି କ୍ଷେତ୍ରରେ ୧.୪୬...
ଓଏସିସ୍ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ
ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ କ୍ଷେତ୍ରରେ ଭୁବନେଶ୍ୱରର ଜୟଦେବବିହାରସ୍ଥିତ ଓଏସିସ୍ ଫର୍ଟିଲିଟି ସେଣ୍ଟର ଏକ ନୂଆ ମାଇଲଖୁଣ୍ଟ ହାସଲ...
ଲାଇଫ୍ ଷ୍ଟାଇଲର ସେଲ୍ ଅଫ୍ ଦି ସିଜନ
ନୂଆଦିଲ୍ଲୀ,୨୧।୧୨: ଲାଇଫ୍ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍ ଅଫ୍ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର ଉପରେ ଆକର୍ଷଣୀୟ ରିହାତି ଦିଆଯାଉଛି। ଫ୍ୟାଶନ ବ୍ରାଣ୍ଡ ସାମଗ୍ରୀ ଉପରେ ବର୍ତ୍ତମାନ ୫୦%ର...
ବିଆଇଏସ୍ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ(ବିଆଇଏସ୍)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ଦୈନନ୍ଦିନ ଜୀବନରେ ବିଜ୍ଞାନଭିତ୍ତିକ ଚିନ୍ତାଧାରାକୁ ସମୃଦ୍ଧ କରିବା ଉଦ୍ଦେଶ୍ୟରେ...
ଓରେରାର ନୂତନ ୱେବ୍ସାଇଟ୍ ଉନ୍ମୋଚିତ
ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍ସାଇଟ୍ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର ଆନୁଷ୍ଠାନିକ ଶୁଭାରମ୍ଭ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହ...
ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ
ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ସହ ଆମେରିକାର ମୁଦ୍ରାସ୍ଫୀତ ହାର କମିବା ଯୋଗୁ ଭାରତୀୟ ପୁଞ୍ଜିବଜାରରେ...
Archives


