ଅର୍ଜୁନ ତେନ୍ଦୁଲକରଙ୍କ ଅଲ୍ରାଉଣ୍ଡ ପ୍ରଦର୍ଶନ
ମୁମ୍ବାଇ, ୧୫ା୫ (ପି.ଟି.)-ମୁମ୍ବାଇ ଟି୨୦ ଲିଗ୍ରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚରେ ଅର୍ଜୁନ ତେନ୍ଦୁଲକର ଅଲ୍ରାଉଣ୍ଡ ପ୍ରଦର୍ଶନ କରିଥିବାବେଳେ ତାଙ୍କ ଦଳ ଆକାଶ ଟାଇଗର୍ସ ମୁମ୍ବାଇ ଓ୍ବେଷ୍ଟର୍ନ ସବ୍ଅର୍ବ ୫ ଉଇକେଟରେ ଟ୍ରିମ୍ଫ୍ ନାଇଟ୍ ମୁମ୍ବାଇ ନର୍ଥ ଇଷ୍ଟ ଦଳକୁ ହରାଇ…
ଡ୍ରିମ୍ସ ସ୍ବୟଂଶାସିତ କଲେଜକୁ ଗାନ୍ଧୀ ସମ୍ମାନ
ଭୁବନେଶ୍ୱର,୧୫-୫: ଇଣ୍ଡିଆନ ସୋସାଇଟ ଫର ଟେକ୍ନିକାଲ ଏଜୁକେଶନ (ଆଇଏସ୍ଟିଇ) ପକ୍ଷରୁ ୨୦୧୮ ବର୍ଷ ପାଇଁ ଡ୍ରିମ୍ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟକୁ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଭାବେ ଗାନ୍ଧୀ ସମ୍ମାନ ପ୍ରଦାନ କରାଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ରାଜେନ୍ଦ୍ର କୁମାର ଦାସଙ୍କୁ ନାରାୟଣ…
ସ୍ମାର୍ଟ ମୋବିଲିଟିକୁ ହ୍ୟୁଣ୍ଡାଇର ପ୍ରୋତ୍ସାହନ
ଭୁବନେଶ୍ୱର,୧୫-୫: ହ୍ୟୁଣ୍ଡାଇ ମୋଟର୍ସ ପକ୍ଷରୁ ସ୍ମାର୍ଟମୋବିଲିଟିକୁ ପ୍ରୋତ୍ସାହନ ସ୍ବରୂପ ନୂଆ କର୍ପୋରେଟ କ୍ୟାମ୍ପେନ ଆରମ୍ଭ କରାଯାଇଛି। ଏହା ‘ଓ୍ବାନ୍ସ ଅପନ ଏ ଟାଇମ୍ ହ୍ୟୁଣ୍ଡାଇ ଏ କାର କମ୍ପାନୀ’ ଭାବେ ଆରମ୍ଭ ହୋଇଛି। ଭବିଷ୍ୟତର ଶେୟାର୍ଡ ମୋବିଲିଟି, କନେକଟେଡ ଏବଂ କ୍ଲିନ…
କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଏଏଆଇ, ସିଆଇଆଇର ନିବେଦନ
କଲିକତା,୧୫-୫: ଫନୀ ଦ୍ୱାରା ପୁରୀ,ଖୋର୍ଦ୍ଧା,କଟକ ସମେତ ରାଜ୍ୟର ୧୪ଟି ଜିଲାର ୧୫୯ ବ୍ଳକ, ୧୮୧୬୮ ଗ୍ରାମ, ୫୨ଟି ସହରାଞ୍ଚଳ ଏବଂ ୧.୬୫ କୋଟି ଜନସାଧାରଣ ପ୍ରଭାବିତ ହୋଇଛନ୍ତି। ଲୋକମାନେ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବାରୁ ସେମାନଙ୍କୁ ରିଲିଫ ଏବଂ ଥଇଥାନ ଲାଗି…
ହୋଣ୍ଡା ଟୁହ୍ବିଲର୍ସ-ଆଇଡିଏଫ୍ସି ଫାଷ୍ଟ ବ୍ୟାଙ୍କ ଚୁକ୍ତି
ଭୁବନେଶ୍ୱର,୧୫-୫: ଗ୍ରାହକଙ୍କୁ ଫାଇନାନ୍ସର ଅଧିକ ବିକଳ୍ପ ପ୍ରଦାନ କରିବା ଲକ୍ଷ୍ୟରେ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଆଇଡିଏଫ୍ସି ଫାଷ୍ଟ ବ୍ୟାଙ୍କ ସହ ଚୁକ୍ତିରେ ସାମିଲ ହୋଇଛି। କମ୍ପାନୀର ବିକ୍ରି ଓ ମାର୍କେଟିଂ ଉପସଭାପତି ୟଦବିନ୍ଦର ସିଂ ଗୁଲେରିଆ…
ଶକ୍ତି ପୁନରୁଦ୍ଧାର କ୍ଷେତ୍ରରେ ପାଓ୍ବାର ଗ୍ରୀଡର ଯୋଗଦାନ
କଲିକତା,୧୫-୫: ଫନୀ ପରେ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଯୋଗାଣ ତଥା ତୁରନ୍ତ ଶକ୍ତି ପୁନରୁଦ୍ଧାର କାର୍ଯ୍ୟରେ ପାଓ୍ବାର ଗ୍ରୀଡ କର୍ପୋରେଶନ ଅଫ୍ ଇଣ୍ଡିଆ ଲିମିଟେଡ(ପାଓ୍ବାରଗ୍ରୀଡ) ନିଜର ଯୋଗଦାନ ରଖିଛି। କ୍ଷତିଗ୍ରସ୍ତ ଅଞ୍ଚଳରେ ତୁରନ୍ତ ପୁନରୁଦ୍ଧାର ପଦ୍ଧତି(ଇଆର୍ଏସ୍) ଜ୍ଞାନକୌଶଳକୁ କମ୍ପାନୀ ବ୍ୟବହାର କରୁଛି।…
ୟୁନାଇଟେଡ ବ୍ୟାଙ୍କର ଆର୍ଥତ୍କ ଫଳାଫଳ
କଲିକତା,୧୫-୫: ୟୁନାଇଟେଡ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ୨୦୧୮-୧୯ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ବ୍ୟାଙ୍କର କାରବାର ୨.୦୮ ଲକ୍ଷ କୋଟି ଟଙ୍କା ଟପିଛି। ଶେଷ ଶେଷ ତ୍ରୈମାସରେ ଏହା ୯୫.୧୮ କୋଟି ଟଙ୍କାର ନେଟ୍…
ଆଇବିସିରୁ ଫେରିଛି ୭୦ ହଜାର କୋଟି
ନୂଆଦିଲ୍ଲୀ,୧୫-୫:ଇନ୍ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍(ଆଇବିସି) ଜରିଆରେ ଫଶିଯାଇଥିବା ଋଣ ଅସୁଲ ସୁବିଧାଜନକ ହୋଇଛି। ୨୦୧୮-୧୯ରେ ୭୦ ହଜାର କୋଟି ଟଙ୍କା ଅନାଦାୟ ଋଣ(ଏନ୍ପିଏ) ଫେରି ଆସିଛି। ଋଣ ଅସୁଲ ଲାଗି ପୂର୍ବରୁ ଥିବା ଅନ୍ୟ ବ୍ୟବସ୍ଥା ତୁଳନାରେ ଏହା ଅଧିକ ଫଳପ୍ରଦ…
ଏପ୍ରିଲରେ ପାଇକାରୀ ମୁଦ୍ରାସ୍ଫୀତି ୩.୦୭%: ପନିପରିବା ଦର ଆକାଶଛୁଆଁ
ନୂଆଦିଲ୍ଲୀ,୧୫-୫: ଏପ୍ରିଲରେ ଖୁଚୁରା ମୁଦ୍ରାସ୍ଫୀତି ହାର ବୃଦ୍ଧି ପାଇଥିବା ବେଳେ ପାଇକାରୀ ମୁଦ୍ରାସ୍ଫୀତି ହାର ହ୍ରାସ ପାଇଛି। ମଙ୍ଗଳବାର କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍ଓ) ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, ଏପ୍ରିଲରେ ପାଇକାରୀ ମୁଦ୍ରାସ୍ଫୀତି ୩.୦୭%କୁ ଖସିଆସିଛି, ଯାହା କି ମାର୍ଚ୍ଚରେ ୩.୧୮%…
ନିଶାନ ପକ୍ଷରୁ ସହାୟତା
ଭୁବନେଶ୍ୱର,୧୫-୫: ଫନୀ ପ୍ରଭାବିତ ଲୋକଙ୍କୁ ସହାୟତା କରିବା ଲାଗି ନିଶାନ ଇଣ୍ଡିଆ ଆଗେଇ ଆସିଛି। କମ୍ପାନୀ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଜରୁରୀକାଳୀନ ମରାମତି ଟିମ୍ ମୁତୟନ କରାଯାଇଛି। ଯାନ ମରାମତିରେ ଉନ୍ନତି ଆଣିବା ଲାଗି ଡିଲରଶିପଗୁଡିକରେ ଅତିରିକ୍ତ ତାଲିମପ୍ରାପ୍ତ ଶ୍ରମିକ…
ଆଇଟିସିର ନୂଆ ବି’ନାଚୁରାଲ ଉନ୍ମୋଚନ
ମୁମ୍ବାଇ,୧୫-୫: ପ୍ରମୁଖ କମ୍ପାନୀ ଆଇଟିସିର ଫୁଡ ଡିଭିଜନ ପକ୍ଷରୁ ଏହାର ବିନାଚୁରାଲ ରେଞ୍ଜରେ ଫ୍ରୁଟ ବେଭରେଜ ପ୍ରଡକ୍ଟ ବଜାରକୁ ଆସିଛି। ଏହା ପ୍ରିମିୟମ ଫ୍ରୁଟ ବେଭରେଜ ରେଞ୍ଜରେ ଆସୁଥିବା ବେଳେ କମ୍ପାନୀର ବ୍ରାଣ୍ଡ ଆମ୍ବାସାଡାର ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ କମ୍ପାନୀର…
ନିଜ କର୍ମଚାରୀଙ୍କୁ ଆମାଜନର ପ୍ରସ୍ତାବ ;ଚାକିରି ଛାଡ଼, ବ୍ୟବସାୟ କର
ନୂଆଦିଲ୍ଲୀ,୧୫-୫: ବିଶ୍ୱର ସର୍ବବୃହତ ଇ-କମର୍ସ କମ୍ପାନୀ ଆମାଜନ ଏହାର କର୍ମଚାରୀଙ୍କୁ ଏକ ଅଦ୍ଭୁତ ପ୍ରସ୍ତାବ ଦେଇଛି। ଗ୍ରାହକଙ୍କ ନିକଟରେ ସାମଗ୍ରୀକୁ ଯଥାଶୀଘ୍ର ପହଞ୍ଚାଇବା ଲକ୍ଷ୍ୟରେ କମ୍ପାନୀ ଏଭଳି ପ୍ରସ୍ତାବ ଦେଇଥିବା କୁହାଯାଉଛି। କର୍ମଚାରୀମାନେ ଆମାଜନର ଚାକିରି ଛାଡ଼ି କମ୍ପାନୀର ପ୍ୟାକେଜ ଡେଲିଭରୀ…
Archives


