ବାଣିଜ୍ୟ

ଜବତ ଦସ୍ତାବିଜ ଫେରିପାଇବା ଉଦ୍ୟମ;ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହେଲେ କୋଚ୍ଚରଙ୍କ କମ୍ପାନୀ

ନୂଆଦିଲ୍ଲୀ,୧୫-୫: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ତଥା ଏମ୍‌ଡି ଚନ୍ଦା କୋଚ୍ଚର ଏବଂ ଦୀପକ କୋଚ୍ଚରଙ୍କ ସହ ଜଡ଼ିତ କମ୍ପାନୀ ନିଜର ଜବତ ହୋଇଥିବା ଦସ୍ତାବିଜ ଫେରିପାଇବା ଲାଗି ପ୍ରିଭେନ୍ସନ ଅଫ୍‌ ମନି ଲଣ୍ଡରିଂ ଆକ୍ଟ ଆପିଲେଟ ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହୋଇଛି।…

ଦେବାଳିଆ ରିପୋର୍ଟକୁ ଏୟାର ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ,୧୫-୫: ଭାରତର ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଇସ୍ରାଏଲ ମିଡିଆରେ ପ୍ରକାଶ ପାଇଥିବା ଦେବାଳିଆ ଖବରକୁ ଖଣ୍ଡନ କରିଛି। ଏହା ଭିତ୍ତିହୀନ ବୋଲି କମ୍ପାନୀ କହିଛି। ଉଲ୍ଲେଖଥାଉ କି, ବହୁ ସଂଖ୍ୟାରେ ଇସ୍ରାଏଲ ନାଗରିକ ଭାରତ ଆସିବା ପାଇଁ ଏୟାର…

ଜେଟ୍‌ ଏୟାରଓ୍ବେଜ୍‌ରେ ଇସ୍ତଫା ଦୌଡ

ନୂଆଦିଲ୍ଲୀ,୧୫-୫: ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ର ପୁନଃକାର୍ଯ୍ୟକ୍ଷମ ହେବା ଆଶା ପ୍ରାୟ ଶେଷ ହୋଇଯିବା ପରେ ଟପ୍‌ ମ୍ୟାନେଜମେଣ୍ଟ ଅଧିକାରୀଙ୍କ ମଧ୍ୟରେ ନୈରାଶ୍ୟ ଖେଳିଯାଇଛି। ଚିଫ୍‌ ଏକ୍‌ଜିକ୍ୟୁଟିଭ ଅଧିକାରୀ(ସିଇଓ) ବିନୟ ଦୁବେ, ଡେପୁଟି ସିଇଓ ତଥା ସିଏଫ୍‌ଓ ଅମିତ ଅଗ୍ରଓ୍ବାଲ…

୧୦ କୋଟିର ଅନୀୟମିତତା ଧରିଲା ପେଟିଏମ୍‌

ନୂଆଦିଲ୍ଲୀ,୧୪-୫: ଡିଜିଟାଲ ପେମେଣ୍ଟ କମ୍ପାନୀ ପେଟିଏମ୍‌ରେ ୧୦ କୋଟି ଟଙ୍କାର ଅନୀୟମିତତା ହୋଇଥିବା ଜଣାପଡିଛି। କମ୍ପାନୀର ଆଭ୍ୟନ୍ତରୀଣ ଯାଞ୍ଚରୁ ଏହା ଧରାପଡିଛି ବୋଲି ପେଟିଏମ୍‌ର ପ୍ରମୁଖ ବିଜୟ ଶେଖର ଶର୍ମା ମଙ୍ଗଳବାର କହିଛନ୍ତି। ଏହା ଜଣାପଡିବା ପରେ କମ୍ପାନୀ ଏଥିରେ ସମ୍ପୃକ୍ତ…

କେନ୍ଦ୍ରକୁ ଓଡ଼ିଶାର ଅନୁରୋଧ ;ଏଫ୍‌ସିଆରଏ ମଞ୍ଜୁରୀ ତ୍ୱରାନ୍ବିତ କର

ନୂଆଦିଲ୍ଲୀ,୧୪-୫: ବାତ୍ୟା ଫନୀ ଯୋଗୁ ଓଡ଼ିଶାର ନାହିଁ ନ ଥିବା କ୍ଷତି ହୋଇଛି। ରାଜ୍ୟରେ ଥଇଥାନ ଓ ପୁନରୁଦ୍ଧାର ଲାଗି ଦେଶର ବିଭିନ୍ନ ପ୍ରାନ୍ତରରୁ ସହାୟତା ମିଳିବାରେ ଲାଗିଛି। ତେବେ ବିଦେଶୀ ସହାୟତା ପାଇବା ଲାଗି ଫରେନ୍‌ କଣ୍ଟ୍ରିବ୍ୟୁଶନ ରେଗୁଲେଶନ ଆକ୍ଟ(ଏଫ୍‌ସିଆର୍‌ଏ)…

ହ୍ୟାକିଂ ସମ୍ଭାବନା: ଅପ୍‌ଡେଟ୍‌ ଲାଗି ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୧୫-୫: ସିକ୍ୟୁରିଟି ଫିଚର୍ସରେ ତ୍ରୁଟି ପରିଲକ୍ଷିତ ହେବା ପରେ ହ୍ବାଟ୍ସଆପ୍‌ ଏହାର ୟୁଜରଙ୍କୁ ତୁରନ୍ତ ଏହି ଆପ୍‌କୁ ଅପ୍‌ଡେଟ୍‌ କରିନେବା ଲାଗି ଚେତାଇ ଦେଇଛି। କାରଣ ସିକ୍ୟୁରିଟିରେ ଥିବା ତ୍ରୁଟି ଯୋଗୁ ଯେକୌଣସି ମୂହୁର୍ତ୍ତରେ ୟୁଜରଙ୍କ ଫୋନ୍‌ ହ୍ୟାକ୍‌ ହୋଇଯିବାର ସମ୍ଭାବନା…

ନିଯୁକ୍ତି ସଙ୍କଟ: ନୂଆ ସରକାରଙ୍କୁ ଆହ୍ବାନ

ନୂଆଦିଲ୍ଲୀ,୧୩।୫: ଆଉ କେଇଟା ଦିନ ପରେ ଦେଶରେ ଚାଲିଥିବା ସାଧାରଣ ନିର୍ବାଚନ ମହାକୁମ୍ଭ ଶେଷ ହୋଇଯିବ। ମେ ୨୩ରେ ଫଳାଫଳ ଘୋଷଣା ପରେ କେନ୍ଦ୍ରରେ ନୂଆ ସରକାର କ୍ଷମତାକୁ ଆସିବେ। କିନ୍ତୁ ଆର୍ଥିକ ଦୃଷ୍ଟିରୁ ଦେଖିଲେ ଅନେକ ଆର୍ଥିକ ଆହ୍ବାନ ରହିଛି,…

ଏନ୍‌ବିଏଫ୍‌ସି ସେକ୍ଟରରେ ବଢ଼ିବ ସଙ୍କଟ

ନୂଆଦିଲ୍ଲୀ,୧୩।୫: ଦେଶର  ଅଣ-ବ୍ୟାଙ୍କିଙ୍ଗ୍‌ କମ୍ପାନୀ କ୍ଷେତ୍ର (ଏନ୍‌ବିଏଫ୍‌ସି) ସଙ୍କଟର ଦ୍ୱାରଦେଶରେ ଛିଡ଼ା ହୋଇଛି। କେତେକ ବଡ଼ କମ୍ପାନୀ ଦ୍ୱାରା ହୋଇଥିବା ବିତ୍ତୀୟ ଅନୀୟମିତତା  ଏବଂ ଋଣ ପ୍ରଦାନ ପାଇଁ ଅର୍ଥର ଅଭାବ ଯୋଗୁ ଉକ୍ତ କ୍ଷେତ୍ର ଧ୍ୱସ୍ତ ହେବାକୁ ଯାଉଛି ବୋଲି…

ପୁଞ୍ଜି ବଜାରରୁ ୩୨୦୭ କୋଟି କାଢି ନେଲେ ଏଫପିଆଇ

ମୁମ୍ବାଇ,୧୩।୫: ପୁଞ୍ଜି ବଜାରରୁ ଫରେନ ପୋର୍ଟଫୋଲିଓ ନିବେଶକମାନେ ୩୨୦୭ କୋଟି ଟଙ୍କା ପ୍ରତ୍ୟାହାର କରି ନେଇଛନ୍ତି। ଆମେରିକା ଏବଂ ଚାଇନା ମଧ୍ୟରେ ବ୍ୟବସାୟିକ ଯୁଦ୍ଧ ଯୋଗୁ ନିବେଶକଙ୍କ ଚିନ୍ତା ବଢିଯାଇଛି। ଏହାର ପ୍ରଭାବ ପୁଞ୍ଜି ବଜାରରେ ପଡିଥିବା ଜଣାପଡିଛି। ବିଦେଶୀ ନିବେଶକମାନେ…

ବ୍ରିଟେନର ଅତିଧନୀ ତାଲିକା: ହିନ୍ଦୁଜା ଭ୍ରାତା ଶୀର୍ଷରେ

ଲଣ୍ଡନ,୧୩।୫: ବ୍ରିଟେନର ଅତିଧନୀଙ୍କ ତାଲିକାରେ ଏନ୍‌ଆର୍‌ଆଇ ହିନ୍ଦୁଜା ଭ୍ରାତା ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି।  ୨୨ ବିଲିୟନ ପାଉଣ୍ଡ(ପ୍ରାୟ ୨ ଲକ୍ଷ କୋଟି ଟଙ୍କା) ସମ୍ପତ୍ତି ସହ ହିନ୍ଦୁଜା ଭ୍ରାତା ତାଲିକାର ପ୍ରଥମ ସ୍ଥାନରେ ରହିଥିବା ବେଳେ ଅନ୍ୟତମ ପ୍ରବାସୀ ଭାରତୀୟ ରୁବେନ…

ସିମ୍‌ ଭଳି ପୋର୍ଟେବଲ ହେବ ସେଟ୍‌ ଟପ୍‌ ବକ୍ସ

ନୂଆଦିଲ୍ଲୀ,୧୩।୫: ଗ୍ରାହକଙ୍କୁ ଭଲ ତଥା ଅଧିକ ସେବା ଯୋଗାଣ ପ୍ରତି ଦୃଷ୍ଟିନିବଦ୍ଧ କରିଥିବା ଭାରତୀୟ ଟେଲିକମ ରେଗୁଲେଟୋରୀ ଅଥରିଟି(ଟ୍ରାଇ) ବର୍ଷ ଶେଷରେ ଏକ ନୂଆ ନିୟମ ଆଣିବାକୁ ଯାଉଛି। ଯାହାଦ୍ୱାରା ମୋବାଇଲ ସିମ୍‌ ଭଳି ସେଟ୍‌ ଟପ୍‌ ବକ୍ସ(ଏସ୍‌ଟିବି)କୁ ମଧ୍ୟ ପୋର୍ଟେବଲ…

ଚାଇନାକୁ ଟ୍ରମ୍ପଙ୍କ ଚେତାବନୀ: ସାଲିସ ନ କଲେ ପରିଣାମ ଭୋଗିବ

ନୂଆଦିଲ୍ଲୀ,୧୩।୫: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଥମୁନାହିଁ। ଏପରିସ୍ଥିତିରେ  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାକୁ ଚେତାବନୀ ଦେଇଛନ୍ତି। ବାଣିଜ୍ୟ ନେଇ ଆମେରିକା ସହ ସାଲିସ କରିବାକୁ ଟ୍ରମ୍ପ କହିଛନ୍ତି। ଏଭଳି ନ କଲେ ପରିଣାମ ଭୟାବହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri