ମିଡିଆ,ବିମାନ ଚଳାଚଳ, ବୀମା, ଏକକ ବ୍ରାଣ୍ଡ ରିଟେଲରେ ଏଫ୍ଡିଆଇ କୋହଳ ପ୍ରସ୍ତାବ
ନୂଆଦିଲ୍ଲୀ,୬-୭: ମିଡିଆ, ବିମାନ ଚଳାଚଳ, ବୀମା ଏବଂ ଏକକ ବ୍ରାଣ୍ଡ ରିଟେଲ୍ କ୍ଷେତ୍ରରେ ଏଫ୍ଡିଆଇ ନିୟମ କୋହଳ କରିବାକୁ ବଜେଟରେ ପ୍ରସ୍ତାବ ଦିଆଯାଇଛି। ଏହି କ୍ଷେତ୍ରଗୁଡିକରେ ଅଧିକ ବିଦେଶୀ ପୁଞ୍ଜି ଆକୃଷ୍ଟ କରାଇବାକୁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ୨୦୧୮-୧୯ ଆର୍ଥତ୍କ…
ଷ୍ଟାର୍ଟଅପ୍ଗୁଡିକୁ ମିଳିବ ପ୍ରୋତ୍ସାହନ
ନୂଆଦିଲ୍ଲୀ,୬-୭: ଦେଶ ମଧ୍ୟରେ ଷ୍ଟାର୍ଟଅପଗୁଡିକୁ ସରକାର ପ୍ରୋତ୍ସାହିତ କରିବେ ବୋଲି ବଜେଟରେ ଘୋଷଣା କରିଛନ୍ତି। ଏଥି ଲାଗି ବିଭିନ୍ନ ପ୍ରୋତ୍ସାହନ ଯୋଜନା ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଫଇସଲା ହୋଇ ନ ଥିବା ଆୟକର ମାମଲାର ସମାଧାନ କରିବାକୁ ସରକାର ପଦକ୍ଷେପ…
ଚଳିତ ବର୍ଷ ୩ ଟ୍ରିଲିୟନ ଡଲାର ଛୁଇଁବ ଅର୍ଥନୀତି
ନୂଆଦିଲ୍ଲୀ,୬-୭: ଚଳିତ ଆର୍ଥତ୍କ ବର୍ଷରେ ଦେଶର ଅର୍ଥନୀତି ୩ ଟ୍ରିଲିୟନ ଡଲାର ଛୁଇଁବ। ଆଗାମୀ ଦିନରେ ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାର ବିଶିଷ୍ଟ କରିବା ନେଇ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହାକୁ ହାସଲ କରିବା ଲାଗି ଦେଶରେ…
ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ୧.୦୫ ଲକ୍ଷ କୋଟି
ନୂଆଦିଲ୍ଲୀ,୬-୭: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହା ଅନ୍ତରୀଣ ବଜେଟରେ ୯୦,୦୦୦ କୋଟି ଟଙ୍କା ରହିଥିଲା। ଦେଶର ମୋଟ ଜିଡିପିକୁ ବାହ୍ୟ ଋଣ କ୍ଷେତ୍ରରେ ଭାରତ ସାରା ବିଶ୍ୱ…
ରେଳ ଭିତ୍ତିଭୂମି ବିକାଶ ଉପରେ ଫୋକସ
ନୂଆଦିଲ୍ଲୀ,୬-୭: ବଜେଟରେ କେନ୍ଦ୍ର ସରକାର ରେଳ ଭିତ୍ତିଭୂମି ବିକାଶ ଉପରେ ଫୋକସ ରଖିଛନ୍ତି। ୨୦୧୮ରୁ ୨୦୩୦ ସୁଦ୍ଧା ଦେଶର ରେଳ ଭିତ୍ତିଭୂମିରେ ୫୦ ଲକ୍ଷ କୋଟି ଟଙ୍କାର ନିବେଶ ଆବଶ୍ୟକତା ରହିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଉପସ୍ଥାପନ କରି ଏହା…
ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ;ଜିଡିପି ୭% ରହିବା ସମ୍ଭାବନା
ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ବଜେଟ ଉପସ୍ଥାପନ କରିବେ। ଏହାର ଦିନକ ପୂର୍ବରୁ ପରମ୍ପରା ଅନୁଯାୟୀ ଗୁରୁବାର ସେ ସଂସଦରେ ୨୦୧୮-୧୯ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି. ସୁବ୍ରମଣ୍ୟନଙ୍କ ଦ୍ୱାରା…
ଅର୍ଥନୈତିକ ସର୍ଭେ ରିପୋର୍ଟ;୫ ଲକ୍ଷ କୋଟି ଡଲାର ଅର୍ଥନୀତିର ସ୍ବପ୍ନ
ନୂଆଦିଲ୍ଲୀ,୫-୭: ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି.ସୁବ୍ରମଣ୍ୟନଙ୍କ ଦ୍ୱାରା ପ୍ରସ୍ତୁତ ୨୦୧୮-୧୯ ଅର୍ଥନୈତିକ ସର୍ଭେ ରିପୋର୍ଟ ଗୁରୁବାର ସଂସଦରେ ଉପସ୍ଥାପିତ ହୋଇଛି। ଦେଶକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ନିଯୁକ୍ତି, ବିକାଶ, ନିବେଶ ବୃଦ୍ଧି…
ଆଜି ବଜେଟ ଉପସ୍ଥାପନ
ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଦୀର୍ଘ ୪୯ ବର୍ଷ ପରେ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସେ ବଜେଟ ଉପସ୍ଥାପନ କରିବାକୁ…
ରୁଷିଆ ଶକ୍ତିମନ୍ତ୍ରୀଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା: ତୈଳ, ବାଷ୍ପ କ୍ଷେତ୍ରରେ ନିବେଶ ଲାଗି କମ୍ପାନୀଙ୍କୁ ଆହ୍ବାନ
ଭୁବନେଶ୍ୱର,୪ା୭: କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରୁଷିଆ ଶକ୍ତିମନ୍ତ୍ରୀ ଆଲେକଜାଣ୍ଡାର ନୋଭାକଙ୍କ ସହ ଟେଲିଫୋନ ଯୋଗେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଶକ୍ତି କ୍ଷେତ୍ରରେ ଭାରତ-ରୁଷିଆ ସମ୍ପର୍କ ଦୃଢୀକରଣ, ଷ୍ଟ୍ରାଟେଜିକ୍ ସହଭାଗିତା ଏବଂ ହାଇଡ୍ରୋକାର୍ବନ କ୍ଷେତ୍ରକୁ ଦୁଇ…
ବିଏସ୍ଏନ୍ଏଲ୍, ଏମ୍ଟିଏନ୍ଏଲ୍କୁ ମିଳିପାରେ ୭୪ହଜାର କୋଟିର ପ୍ୟାକେଜ ପ୍ରସ୍ତାବ
ନୂଆଦିଲ୍ଲୀ,୪-୭: ଭାରି ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) ଏବଂ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍ଟିଏନ୍ଏଲ୍)କୁ ୭୪ ହଜାର କୋଟି ଟଙ୍କାର ସହାୟତା ପ୍ୟାକେଜ ଦେବାକୁ ପ୍ରସ୍ତାବ ଦିଆଯିବା ପରେ କେନ୍ଦ୍ର…
ଶିଳ୍ପପତି ବି.କେ.ବିର୍ଲାଙ୍କ ପରଲୋକ
ନୂଆଦିଲ୍ଲୀ,୪-୭: ଶିଳ୍ପପତି କୁମାର ମଙ୍ଗଳମ ବିର୍ଲାଙ୍କ ଜେଜେବାପା ତଥା ବି.କେ.ବିର୍ଲା ଗ୍ରୁପ୍ ଅଫ୍ କମ୍ପାନୀର ଅଧ୍ୟକ୍ଷ ବି.କେ.ବିର୍ଲାଙ୍କର ୯୮ ବର୍ଷରେ ବୁଧବାର ମୁମ୍ବାଇରେ ପରଲୋକ ହୋଇଯାଇଛି। ୧୯୨୧ ଜାନୁୟାରୀ ୧୨ରେ ଜନ୍ମିତ ବସନ୍ତ କୁମାର ବିର୍ଲା ଶିଳ୍ପ ଜଗତରେ ବି.କେ. ନାମରେ…
ମାସେ ବଢ଼ିଲା ଜିଏସ୍ଟି କମ୍ପୋଜିଶନ ସ୍କିମ୍ ବାଛିବା ସମୟ
ନୂଆଦିଲ୍ଲୀ,୪-୭: ଆୟକର ବିଭାଗ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କାରବାର କରୁଥିବା ସେବା ପ୍ରଦାନକାରୀ କମ୍ପାନୀଙ୍କୁ ଜିଏସ୍ଟି କମ୍ପୋଜିଶନ ସ୍କିମ୍ ବାଛିବା ଲାଗି ଆହୁରି ଏକ ମାସ ସମୟ ଦେଇଛି। ଏଣିକି ଚଳିତ ମାସ ୩୧ ପର୍ଯ୍ୟନ୍ତ ସେମାନଙ୍କୁ ଚୟନ ସୁଯୋଗ…

