ବାଣିଜ୍ୟ

ରାଜ୍ୟ ସମବାୟ ବ୍ୟାଙ୍କର ବ୍ୟାଙ୍କ ଅନ୍‌ ହ୍ବିଲ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧-୫ : ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳଗୁଡିକରେ ବ୍ୟାଙ୍କ ଅନ୍‌ ହ୍ବିଲ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ବିଶେଷ ପ୍ରଭାବିତ ପୁରୀ ଜିଲାରେ ଏଭଳି ୧୩ ଗୋଟି ଭ୍ରାମ୍ୟମାଣ ଏଟିଏମ୍‌ ପରିଚାଳିତ କରାଯାଉଛି। ଜିଲାର ବିଭିନ୍ନ ଅଞ୍ଚଳ…

ଗାଡ଼ିର ଥାର୍ଡ ପାର୍ଟି ବୀମା ପ୍ରିମିୟମ ବଢ଼ିବ

ନୂଆଦିଲ୍ଲୀ,୨୧-୫: ବୀମା ନିୟାମକ ଆଇଆର୍‌ଡିଏଆଇ ଚଳିତ ଆର୍ଥିକ ବର୍ଷରେ କାର୍‌,ଦୁଇ ଚକିଆ ଏବଂ ବାଣିଜି୍ୟକ ଯାନର ଥାର୍ଡ ପାର୍ଟି ବୀମା ପ୍ରିମିୟମ ବୃଦ୍ଧି କରିବାକୁ ଯାଉଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ, ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ୧୦୦୦ ସିସିରୁ କମ୍‌ କାର୍‌ ପାଇଁ…

ଇନ୍‌ଫୋସିସ୍‌ ସିଇଓଙ୍କୁ ମିଳିଛି ୨୪.୬୭ କୋଟିର ପ୍ୟାକେଜ

ବେଙ୍ଗାଲୁରୁ,୨୧-୫: ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ସଲିଲ୍‌ ପାରେଖଙ୍କୁ ଆର୍ଥିକ ବର୍ଷ ୨୦୧୮-୧୯ରେ ୨୪.୬୭ କୋଟି ଟଙ୍କାର ଦରମା ପ୍ୟାକେଜ ମିଳିଥିଲା। କମ୍ପାନୀ ନିଜର ବାର୍ଷିକ ରିପୋର୍ଟରେ ଏ ସମ୍ପର୍କରେ ସୂଚନା ଦେଇଛି। ପାରେଖ ଜାନୁୟାରୀ ୨୦୧୮ରେ କମ୍ପାନୀରେ…

ଭାରତୀୟ ସଡ଼କରେ ଦୌଡ଼ିପାରେ ଟେସ୍‌ଲା କାର୍‌

ନୂଆଦିଲ୍ଲୀ,୨୧-୫: ଭାରତରେ ଟେସ୍‌ଲା କାର୍‌ ଲଞ୍ଚକୁ ନେଇ ଦ୍ୱିଧାରେ ଥିବା ସିଇଓ ଏଲନ ମସ୍କଙ୍କ ମୁଣ୍ଡବ୍ୟଥା ହ୍ରାସ କରିଛି ଭାରତୀୟ କମ୍ପାନୀ ଅଶୋକ ଲେଲ୍ୟାଣ୍ଡ। ଭାରତୀୟ ସଡ଼କରେ ଟେସ୍‌ଲାର ଇଲେକ୍ଟ୍ରିକ କାର୍‌ ଦୌଡାଇବାକୁ ନେଇ ଲେଲ୍ୟାଣ୍ଡ ପକ୍ଷରୁ ପାର୍ଟନରସିପ୍‌ ପାଇଁ ପ୍ରସ୍ତାବ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଉଦ୍ୟୋଗ ଜଗତ ଚୁପ୍‌

ନୂଆଦିଲ୍ଲୀ,୨୧-୫: ଭାରତୀୟ ଉଦ୍ୟୋଗ ଜଗତ ସୋମବାର ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଚୁପ୍‌ ରହିଛି। କେହି କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ରବିବାର ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ସରିବା ପରେ ବିଭିନ୍ନ ଟିଭି ଚ୍ୟାନେଲ ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ ଜାରି କରାଯାଇଥିଲା। ତଦନୁଯାୟୀ…

ନୂଆ ସରକାରଙ୍କୁ ଅର୍ଥନୀତିଜ୍ଞଙ୍କ ପରାମର୍ଶ ;ଏମ୍‌ଏସ୍‌ପି ହଟାଅ, କମ୍ପାନୀ ଟିକସ ୫% କମାଅ

ନୂଆଦିଲ୍ଲୀ,୨୧-୫: ଆସନ୍ତା ୨୩ ତାରିଖ ପରେ ଦେଶରେ ନୂଆ ସରକାର ଗଠନ ହେବାକୁ ଯାଉଛି। ଅର୍ଥନୀତିକୁ ଗତିଶୀଳ କରିବା ପାଇଁ ନୂଆ ସରକାରଙ୍କ ନିକଟରେ ଏକାଧିକ ଆହ୍ବାନ ରହିଛି। ତେବେ ବିଶିଷ୍ଟ ଅର୍ଥନୀତିଜ୍ଞ ସୁରଜିତ ଭଲ୍ଲା ନୂଆ ସରକାରଙ୍କ ପାଇଁ କେତେକ…

ପବନ ହଂସକୁ ବିକ୍ରି ଲାଗି ପୁଣି ଉଦ୍ୟମ

ନୂଆଦିଲ୍ଲୀ,୨୧-୫: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ପବନ ହଂସକୁ ବିକ୍ରି କରିଦେବା ଲାଗି ପୁନର୍ବାର ପ୍ରୟାସ ଆରମ୍ଭ କରିଛନ୍ତି। ଚଳିତ ମାସ ଶେଷରେ ନୂଆକରି ବିଡିଂ ପ୍ରକ୍ରିୟା ଆରମ୍ଭ କରିବାକୁ କେନ୍ଦ୍ର ସରକାର ବିଚାର କରୁଛନ୍ତି। ଏଥିଲାଗି ନୂଆ ସରକାର ଦସ୍ତାବିଜ ଜାରି…

ପୁରୀ-ହବିବଗଞ୍ଜ-ପୁରୀ ଟ୍ରେନର ମିଳିତ ବଗି ସଂଯୋଗ

ଭୁବନେଶ୍ୱର,୨୧-୫ : ଯାତ୍ରୀଙ୍କୁ ଉନ୍ନତ ସେବା ଯୋଗାଣ କରିବା ଲକ୍ଷ୍ୟରେ ରେଲଓ୍ବେ ପକ୍ଷରୁ ପୁରୀ-ହବିବଗଞ୍ଜ-ପୁରୀ ମଧ୍ୟରେ ଚଳାଚଳ କରୁଥିବା ସ୍ବତନ୍ତ୍ର ଟ୍ରେନରେ ମିଳିତ ବଗି ସ୍ଥାୟୀ ସଂଯୋଗ କରାଯାଇଛି। ଗୋଟିଏ ଏସି ପ୍ରଥମ ଶ୍ରେଣୀ ଓ ଦ୍ୱିତୀୟ ଶ୍ରେଣୀରେ ଏହି ବଗି…

ସୁନା ଆମଦାନୀ ୫୪% ବୃଦ୍ଧି

ନୂଆଦିଲ୍ଲୀ,୨୧-୫: ଦେଶର ସୁନା ଆମଦାନୀ ଏପ୍ରିଲରେ ୫୪ ପ୍ରତିଶତ ବୃଦ୍ଧି ପାଇ ୩.୯୭ ବିଲିୟନ ଡଲାରରେ ପହଞ୍ଚତ୍ୟାଇଛି। ଫଳରେ ବାଣିଜ୍ୟ ନିଅଣ୍ଟ ବୃଦ୍ଧି ପାଇବାରୁ ଚଳନ୍ତି ଜମା ନିଅଣ୍ଟ(ସିଏଡି)କୁ ନେଇ ଚିନ୍ତା ବଢ଼ିଯାଇଛି। ଗତବର୍ଷ ଏପ୍ରିଲରେ ସୁନା ଆମଦାନୀ ୨.୫୮ ବିଲିୟନ…

ଏକ୍‌ଜିଟ ପୋଲ୍‌:ଉଛୁଳିଲା ବଜାର

ମୁମ୍ବାଇ,୨୧-୫: ଦେଶର ସାଧାରଣ ନିର୍ବାଚନ ଫଳାଫଳ ୨୩ରେ ଆସିବାକୁ ଥିବା ବେଳେ କେନ୍ଦ୍ରରେ ପୁଣି ଥରେ ଏନ୍‌ଡିଏ ସରକାର ଶାସନ କ୍ଷମତାକୁ ଫେରିବା ନେଇ ଏକ୍‌ଜିଟ ପୋଲ୍‌ କହିସାରିଛି। ଏପରିସ୍ଥିତିରେ ସୋମବାର ଏହାର ପ୍ରଭାବ ଶେୟାର ବଜାର ଉପରେ ପରିଲକ୍ଷିତ ହୋଇଛି।…

୧୦ ହଜାର କୋଟିର ସମ୍ପତ୍ତି ବିକିବ ରିଲାଏନ୍ସ କ୍ୟାପିଟାଲ

ନୂଆଦିଲ୍ଲୀ,୨୦-୫: ନଗଦ ସଙ୍କଟର ସମ୍ମୁଖୀନ ହୋଇଥିବା ଉଦ୍ୟୋଗପତି ଅନିଲ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ କ୍ୟାପିଟାଲ ଚଳିତ ଆର୍ଥିକ ବର୍ଷରେ ୧୦ ହଜାର କୋଟି ଟଙ୍କାର ସମ୍ପତ୍ତି ବିକ୍ରି କରି ଏହାର ଋଣ ପରିମାଣକୁ ୫୦ ପ୍ରତିଶତ ହ୍ରାସ କରିବ। କମ୍ପାନୀ ପକ୍ଷରୁ…

ଆଜିଠାରୁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୨୦-୫: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ଯଥେଷ୍ଟ ବୃଦ୍ଧି ପାଇଥିଲେ ମଧ୍ୟ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ନ ଥିଲା। ତେବେ ରବିବାର ନିର୍ବାଚନ ଶେଷ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri