ବାଣିଜ୍ୟ

ମାରୁତି ଆସନ୍ତାବର୍ଷ ଏପ୍ରିଲରୁ ବିକିବନି ଡିଜେଲ କାର୍‌

ନୂଆଦିଲ୍ଲୀ,୨୫-୪: ଦେଶର ସର୍ବବୃହତ କାର୍‌ ନିର୍ମାତା କମ୍ପାନୀ ମାରୁତି ସୁଜୁକି ଆସନ୍ତାବର୍ଷ ଏପ୍ରିଲ ପହିଲାରୁ ଡିଜେଲ ଇଞ୍ଜିନ କାର୍‌ ଉତ୍ପାଦନ ବନ୍ଦ କରିଦେବ। ବର୍ତ୍ତମାନ କମ୍ପାନୀ ୨୩% ଡିଜେଲ ଇଞ୍ଜିନ କାର ବିକୁଛି। ଉଲ୍ଲେଖଥାଉ କି, ୨୦୨୦ ଏପ୍ରିଲରୁ ବିଏସ୍‌ ୬…

ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୬-୪: ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଏହାର କଲିକତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ୧୫୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବ୍ୟାଙ୍କର ଏମ୍‌ଡି ତଥା ସିଇଓ ସିଏଚ୍‌ ଏସ୍‌.ଏସ୍‌. ମଲ୍ଲିକାର୍ଜୁନ ରାଓ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଅଲ୍‌ବ୍ୟାଙ୍କ କିଶୋର ଏବଂ ଅଲ୍‌ବ୍ୟାଙ୍କ…

ଚିପ୍ସରେ ବ୍ୟବହୃତ ଆଳୁ କିସମ ଚାଷ ;ଚାଷୀଙ୍କୁ ଅଦାଲତକୁ ଟାଣିଲା ପେପ୍ସିକୋ

ନୂଆଦିଲ୍ଲୀ,୨୬-୪: ଆଳୁ ଚାଷ କରି ଏବେ ଗୁଜରାଟର ୯ ଜଣ ଚାଷୀ ଅଡୁଆରେ ପଡିଯାଇଛନ୍ତି। ସେମାନଙ୍କୁ ଏବେ ଅଦାଲତଙ୍କ ଚକ୍କର କାଟିବାକୁ ପଡୁଛି। ସେମାନେ ସ୍ବତନ୍ତ୍ର କିସମର ଆଳୁ ଏଫ୍‌ଏଲ୍‌-୨୦୨୭ ଚାଷ କରିବା କାରଣରୁ ଅଦାଲତ ଦୌଡିବାକୁ ବାଧ୍ୟ ହେଉଛନ୍ତି। ପେପ୍ସି…

ଅର୍ଥ ଅଭାବ ଲାଗି ଛିଡା ହେଲା ଏୟାର ଇଣ୍ଡିଆର ୧୯ ବିମାନ

ନୂଆଦିଲ୍ଲୀ,୨୬-୪: ଜେଟ୍‌ ଏୟାରଓ୍ବେଜ ଭଳି ଏୟାର ଇଣ୍ଡିଆରେ ଆର୍ଥିକ ସଙ୍କଟ ଦେଖାଦେଇଛି। ଅର୍ଥର ଅଭାବ କାରଣରୁ କମ୍ପାନୀର ୧୯ ବିମାନ ଏବେ ବିମାନ ବନ୍ଦରରେ ଛିଡା ହୋଇଛି। ଏଥିରେ ବୋଇଂ ୭୭୭, ବୋଇଂ ୭୮୭ ଏବଂ ଏୟାରବସ୍‌ ଏ୩୨୦ ଭଳି ବିମାନ…

୪୦% ବଢ଼ିବ ଇଣ୍ଟରନେଟ ୟୁଜରଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୬-୪: ଦେଶରେ କ୍ରମାଗତ ଡାଟା ଶସ୍ତା ହେଉଥିବାରୁ ୨୦୨୩ ସୁଦ୍ଧା ଇଣ୍ଟରନେଟ ୟୁଜରଙ୍କ ସଂଖ୍ୟା ପ୍ରାୟ ୪୦କ୍ଷ ବୃଦ୍ଧି ପାଇବ। ସେହିପରି ଏହି ଅବଧି ମଧ୍ୟରେ ସ୍ମାର୍ଟଫୋନଧାରୀଙ୍କ ସଂଖ୍ୟା ମଧ୍ୟ ଦୁଇଗୁଣା ହୋଇଯିବ ବୋଲି ମ୍ୟକିନ୍ସେ ରିପୋର୍ଟରେ କୁହାଯାଇଛି। ଏଥିରେ କୁହାଯାଇଛି…

ଆଲେନ୍‌ ପକ୍ଷରୁ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬-୪: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ନୂତନ ଶିକ୍ଷା ଅଧିବେଶନ ପାଇଁ ସ୍ଥାନୀୟ ରେଳ ଅଡିଟୋରିୟମଠାରେ ଏକ ଓରିଏଣ୍ଟେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ମାସ ୨୫ରୁ ପ୍ରତିଷ୍ଠାନରେ ପାଠପଢା ଆରମ୍ଭ ହୋଇଛି। ଅଧିବେଶନକୁ ଆଲେନ୍‌ କ୍ୟାରିୟର…

ଜିଓ ଦ୍ୱିତୀୟ ସର୍ବବୃହତ ଟେଲିକମ୍‌ କମ୍ପାନୀ

ନୂଆଦିଲ୍ଲୀ,୨୬-୪: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ଆରମ୍ଭ ହେବାର ମାତ୍ର ଅଢ଼େଇ ବର୍ଷ ମଧ୍ୟରେ ଆଉ ଏକ ସଫଳତା ହାସଲ କରିଛି। ଗ୍ରାହକ ସଂଖ୍ୟା ଆଧାରରେ ଏହା ଭାରତୀ ଏୟାରଟେଲକୁ ପଛରେ ପକାଇ ଦେଶର ଦ୍ୱିତୀୟ ସର୍ବବୃହତ ଟେଲିକମ୍‌…

ଋଣ ସମାଧାନ:ଆର୍‌ବିଆଇ ଦେଇପାରେ ଅତିରିକ୍ତ ୬୦ଦିନର ସମୟ

ମୁମ୍ବାଇ,୨୬-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଅସୁଲ ହେଉ ନ ଥିବା ଋଣ(ଏନ୍‌ପିଏ) ମାମଲାର ସମାଧାନ ଲାଗି ନିୟମରେ ସଂଶୋଧନ କରିବାକୁ ପ୍ରସ୍ତୁତ ହେଉଛି। ସଂଶୋଧିତ ନିୟମରେ ବକେୟା ଋଣ ଫେରସ୍ତ ଦେବାକୁ ଆର୍‌ବିଆଇ ଅତିରିକ୍ତ ୬୦ ଦିନ ସମୟ ଦେଇପାରେ। ଏହାଦ୍ୱାରା…

ଆଳୁ ଚାଷୀଙ୍କ ଭୋକିଲା ପେଟରେ ପେପ୍ସିକୋର ଆଇନ ଛାଟ: ଚିପ୍ସ୍‌ରେ ବ୍ୟବହୃତ କିସମ ପାଇଁ ମାଗିଲା କ୍ଷତିପୂରଣ

ଅହମ୍ମଦାବାଦ,୨୫।୪: ଦେଶରେ ଚାଷୀ ଆତ୍ମହତ୍ୟା ଏବେ ବି ଥମିନି। ଚାଷୀ ଫସଳ ଅମଳ ପାଇଁ ଋଣ ପରିଶୋଧ କରିବାକୁ ଅକ୍ଷମ ହେଉଛନ୍ତି। ଆବଶ୍ୟକତା ଅନୁସାରେ ଫସଲ ଅମଳ ନ ହେବାରୁ ସେମାନଙ୍କ ଆର୍ଥିକ ସ୍ଥିତି ଲଗାତାର ଶୋଚନୀୟ ହେବାରେ ଲାଗିଛି। ଏପରି…

ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଲା

ଚେନ୍ନାଇ,୨୫-୪: ଲୋକପ୍ରିୟ ଭିଡ଼ିଓ ଆପ୍‌ ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଯାଇଛି। ବୁଧବାର ଜଷ୍ଟିସ ଏନ.କିରୁବାକରନ ଏବଂ ଜଷ୍ଟିସ ଏସ୍‌.ଏସ୍‌. ସୁନ୍ଦରଙ୍କୁ ନେଇ ଗଠିତ ମାଡ୍ରାସ ହାଇକୋର୍ଟଙ୍କ ମଦୁରାଇ ଖଣ୍ଡପୀଠ ଏହି ବ୍ୟାନକୁ ହଟାଇ ଦେଇଛନ୍ତି। ପିଲାମାନଙ୍କ ବିରୋଧରେ ହେଉଥିବା ଅପରାଧକୁ ନେଇ…

୨୩୪୮କୋଟି ଜାଲିଆତି ମାମଲା: ଭୂଷଣ ଷ୍ଟିଲ ଅଧ୍ୟକ୍ଷଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି

ନୂଆଦିଲ୍ଲୀ,୨୫-୪: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ୨୩୪୮ କୋଟି ଟଙ୍କାର ବ୍ୟାଙ୍କ ଜାଲିଆତି ମାମଲାରେ ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ୍‌ ଲିମିଟେଡର ଅଧ୍ୟକ୍ଷ ସଞ୍ଜୟ ସିଂଘଲ ଏବଂ ତାଙ୍କ ସ୍ତ୍ରୀ ଆରତୀ ସିଂଘଲଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି କରିଛି। ଆରତୀ କମ୍ପାନୀର…

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି କରିଛନ୍ତି। ସେମାନେ ଆସନ୍ତା ସପ୍ତାହରେ ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri