ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ
ସିଙ୍ଗାପୁର,୨-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନୀରବଙ୍କ ଭଉଣୀ ପୂର୍ବି ମୋଦି ଓ ଭିଣୋଇ ମୟଙ୍କ ମେହଟାଙ୍କ…
ମୁଦ୍ରାଲୋନ୍ ଆକାଉଣ୍ଟରେ ୨୩୧୩ ଠକେଇ
ନୂଆଦିଲ୍ଲୀ, ୨-୭ – ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମ୍ଏମ୍ଓ୍ବାଇ) ଆକାଉଣ୍ଟରେ ୨୩୧୩ ଠକେଇ ସାମ୍ନାକୁ ଆସିଛି। ୨୦୧୬-୧୭ ଆର୍ଥିକ ବର୍ଷ ପରଠାରୁ ଏହି ମାମଲାଗୁଡିକ ସାମ୍ନାକୁ ଆସିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକସଭାକୁ ଏକ ଲିଖିତ ଉତ୍ତରରେ ସୋମବାର ସୂଚନା ଦେଇଛନ୍ତି।…
ବନ୍ଦ ହୋଇଛି ୬.୮ ଲକ୍ଷ କମ୍ପାନୀ
ନୂଆଦିଲ୍ଲୀ,୨-୭: ବର୍ତ୍ତମାନ ପର୍ଯ୍ୟନ୍ତ ସାରା ଦେଶରେ ମୋଟ ୬.୮ ଲକ୍ଷ କମ୍ପାନୀ ବନ୍ଦ ହୋଇଛି। ଦେଶ ମଧ୍ୟରେ ୧୮.୯୪ ଲକ୍ଷ କମ୍ପାନୀ ରେଜିଷ୍ଟ୍ରାର ଅଫ୍ କମ୍ପାନୀଜ ଅଧିନରେ ପଞ୍ଜିକୃତ ଥିବା ବେଳେ ଏଗୁଡିକ ମଧ୍ୟରୁ ୩୬.୦୭% କମ୍ପାନୀ ବନ୍ଦ ହୋଇଛି। ବନ୍ଦ…
ସବ୍ସିଡିଯୁକ୍ତ ଏଲପ୍ଜି ୩ ଟଙ୍କା କମିଲା
ନୂଆଦିଲ୍ଲୀ,୨-୭: ସୋମବାର ସବ୍ସିଡିଯୁକ୍ତ ଏଲପିଜି ଦର ୩.୦୨ ଟଙ୍କା ହ୍ରାସ ଘଟିଛି। ଏହା ଫଳରେ ୧୪.୨ ଲିଟର ବିଶଷ୍ଟ ସିଲିଣ୍ଡର ଦାମ ୪୯୪.୩୫ ଟଙ୍କାକୁ ଖସିଛି। ଏହା ରବିବାର ମୁମ୍ବାଇରେ ସିଲିଣ୍ଡର ପିଛା ୪୯୫.୦୯ ଟଙ୍କା ଥିଲା ଯାହା ୪୯୨.୦୪ ଟଙ୍କାକୁ…
ଡେପୁଟି ଗଭର୍ନର ଭାବେ ବିଶ୍ୱନାଥନଙ୍କୁ ପୁନଃନିଯୁକ୍ତି
ମୁମ୍ବାଇ,୧-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ଡେପୁଟି ଗଭର୍ନର ଭାବେ ଏନ୍.ଏସ୍.ବିଶ୍ୱନାଥନଙ୍କୁ ଆହୁରି ଏକ ବର୍ଷ ପାଇଁ ପୁନଃନିଯୁକ୍ତ କରାଯାଇଛି। ଦ୍ୱିତୀୟଥର ପାଇଁ ସେ ଏହି ଦାୟିତ୍ୱରେ ରହିଛନ୍ତି। ଏଥିପୂର୍ବରୁ ତାଙ୍କୁ ୪ ଜୁଲାଇ ୨୦୧୬ରେ କେନ୍ଦ୍ରୀୟ ବ୍ୟାଙ୍କର ଡେପୁଟି ଗଭର୍ନର ଭାବେ…
ରାଜସ୍ବ ବଢ଼ିଲେ ୧୨,୧୮% ସ୍ଲାବ୍ ମିଶିଯିବ: ଜେଟ୍ଲୀ
ନୂଆଦିଲ୍ଲୀ,୧-୭: ଜିଏସ୍ଟି ପ୍ରଚଳନର ମୁଖ୍ୟ ସୂତ୍ରଧର ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀ ଜିଏସ୍ଟି ଆଇନ ଲାଗୁ ହେବାର ୨ ବର୍ଷ ପୂର୍ତ୍ତି ଅବସରରେ କହିଛନ୍ତି ଯେ, ରାଜସ୍ବ ଆଦାୟ ବଢ଼ିଲେ ୧୨ ଓ ୧୮ ପ୍ରତିଶତ ସ୍ଲାବ୍କୁ ମିଶାଇ…
‘ଋଣ ଅସୁଲ ଲାଗି ବାଉନ୍ସର ପଠାଇପାରିବେନି ବ୍ୟାଙ୍କ’
ନୂଆଦିଲ୍ଲୀ,୨-୭: ଋଣ ଅସୁଲ ଲାଗି ବ୍ୟାଙ୍କଗୁଡ଼ିକ ବାଉନ୍ସର ଅଥବା ରିକଭରି ଏଜେଣ୍ଟ ନିଯୁକ୍ତ କରିପାରିବେ ନାହିଁ ବୋଲି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ସୋମବାର ଲୋକ ସଭାରେ ପ୍ରକାଶ କରିଛନ୍ତି। ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି ଯେ, ପୋଲିସ…
ବକେୟା ସେବା କର ୧.୬୬ ଲକ୍ଷ କୋଟିକୁ ବୃଦ୍ଧି: ସିଏଜି
ନୂଆଦିଲ୍ଲୀ,୨-୭: ସୋମବାର ସଂସଦରେ କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜି) ରିପୋର୍ଟ ଉପସ୍ଥାପନ କରାଯାଇଛି। ୨୦୧୭-୧୮ ଆର୍ଥିକ ବଷର୍ର୍ରେ ମୋଟ ବକେୟା ସେବା କର ପରିମାଣ ୧.୧୮ ଲକ୍ଷ କୋଟିରୁ ୧.୬୬ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।…
ବ୍ୟାଙ୍କରେ ଦାବିହୀନ ଜମାରାଶି ୨୭% ବଢ଼ିଲା
ନୂଆଦିଲ୍ଲୀ,୨-୭: ଦେଶର ବ୍ୟାଙ୍କଗୁଡ଼ିକରେ ୨୦୧୮ରେ ଦାବିହୀନ ଜମା ରାଶି ପରିମାଣ ୨୬.୮% ବୃଦ୍ଧି ପାଇ ୧୪,୫୭୮ କୋଟି ଟଙ୍କାରେ ପହଞ୍ଚତ୍ଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସୋମବାର ଲୋକସଭାରେ ବିଭିନ୍ନ ପ୍ରଶ୍ନର ଲିଖିତ ଉତ୍ତରରେ କହିଛନ୍ତି ଯେ, ୨୦୧୬ରେ ଦାବିହୀନ ଜମାରାଶି…
ଜିଏସ୍ଟି ଆଦାୟ ୧ ଲକ୍ଷ କୋଟି ତଳକୁ ଖସିଲା
ନୂଆଦିଲ୍ଲୀ,୨-୭: ଜୁନ୍ରେ ଜିଏସ୍ଟି ଆଦାୟ ୧ ଲକ୍ଷ କୋଟି ତଳକୁ ଖସିଆସିଛି। ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ, ଏହି ମାସରେ ୯୯,୯୩୯ କୋଟି ଟଙ୍କା ଆଦାୟ ହୋଇଛି। ଗତବର୍ଷର ଏହି ଅବଧିରେ ଜିଏସ୍ଟି ଆଦାୟ ୯୫,୬୧୦ କୋଟି…
ଜିଏସ୍ଟିକୁ ୨ ବର୍ଷ;ଉପଲବ୍ଧି ଅନେକ, ବଦଳିନି ଆହ୍ବାନ
ନୂଆଦିଲ୍ଲୀ,୨-୭: ଦୁଇବର୍ଷ ପୂର୍ବେ ଆଜିର ଦିନରେ ଦେଶରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍ଟି) ଲାଗୁ ହୋଇଥିଲା। ପରୋକ୍ଷ ଟିକସ କ୍ଷେତ୍ରରେ ଏକାଧିକ ନିୟମକୁ ପ୍ରତ୍ୟାହାର କରାଯାଇ ଦେଶରେ ଏକକ ଟିକସ ବ୍ୟବସ୍ଥା ଲାଗୁ କରାଗଲା। ଜିଏସ୍ଟି ଲାଗୁ ହେବା ପ୍ରାରମ୍ଭିକ ପର୍ଯ୍ୟାୟ…
ଋଣରେ ବୁଡ଼ିଥିବା ଅନୀଲ ଅମ୍ବାନୀ ବିକିବେ ମୁମ୍ବାଇର ମୁଖ୍ୟାଳୟ
ନୂଆଦିଲ୍ଲୀ,୧।୭: ରିଲାଏନ୍ସ ଗ୍ରୁପ୍ର ଚେୟାରମ୍ୟାନ ଅନୀଲ ଅମ୍ବାନୀ ନିଜ ଋଣଭାରରୁ ମୁକୁଳିବା ପାଇଁ ଲାଗିପଡ଼ିଛନ୍ତି। ଏଥିଯୋଗୁ ଅନୀଲ ଏବେ ମୁମ୍ବାଇରେ ସାନ୍ତାକ୍ରୁଜ୍ରେ ଥିବା ତାଙ୍କ ମୁଖ୍ୟାଳୟକୁ ବିକିବା ପାଇଁ ଯୋଜନା କରୁଥିବା ସୂଚନା ମିଳିଛି। ଏଥିପାଇଁ ଅନୀଲ ବ୍ଲାକଷ୍ଟୋନ ସହ କିଛି…

