ସୁଇସ୍ ବ୍ୟାଙ୍କରେ ଧନ ସ୍ଥିତି: ଭାରତର ର଼୍ୟାଙ୍କ ଖସିଲା
ନୂଆଦିଲ୍ଲୀ,୧-୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍ଡିଏ ସରକାର କଳାଧନ ପ୍ରତି କଡ଼ା ମନୋଭାବ ଆପଣାଇଛନ୍ତି। ଫଳରେ ଭାରତୀୟମାନେ ଭୟଭୀତ ହୋଇ ସୁଇସ୍ ବ୍ୟାଙ୍କରୁ ଅର୍ଥ ଉଠାଇବା ଆରମ୍ଭ କଲେଣି। ସୁଇସ୍ ନ୍ୟାଶନାଲ ବ୍ୟାଙ୍କ ପକ୍ଷରୁ ଜାରି ଧନ ସଂକ୍ରାନ୍ତ ସଦ୍ୟତମ…
ଆୟକର ଛାଡ଼ ସୀମା ବଢ଼ିପାରେ; ବିତ୍ତଶାଳୀଙ୍କ ଉପରେ ଲାଗିବ ୪୦% ଟିକସ: ସର୍ଭେ
ନୂଆଦିଲ୍ଲୀ,୧-୭: ଆସନ୍ତା ସାଧାରଣ ବଜେଟରେ ବ୍ୟକ୍ତିଗତ ଆୟକରଦାତାଙ୍କ ଲାଗି ଆୟକର ଛାଡ଼ ସୀମା ବର୍ତ୍ତମାନର ୨.୫ ଲକ୍ଷ ଟଙ୍କାରୁ ବୃଦ୍ଧି ପାଇପାରେ। ଏଥିସହିତ ୧୦ କୋଟି ଟଙ୍କାରୁ ଅଧିକ ଆୟ କରୁଥିବା ବ୍ୟକ୍ତିଙ୍କଠାରୁ ୪୦ ପ୍ରତିଶତ ହାରରେ ଟିକସ ଆଦାୟ ଲାଗୁ…
ଆଜିଠୁ ଟଙ୍କା ଟ୍ରାନ୍ସଫର ଛାଡ଼: ଆର୍ଟିଜିଏସ୍, ଏନ୍ଇଏଫ୍ଟି ଫି ଛାଡ
ନୂଆଦିଲ୍ଲୀ,୧-୭: ସୋମବାରଠାରୁ ଆର୍ଟିଜିଏସ୍ ଓ ଏନ୍ଇଏଫ୍ଟି ବ୍ୟବସ୍ଥା ମାଧ୍ୟମରେ ଫଣ୍ଡ୍ ଟ୍ରାନ୍ସଫର କରିବା ପାଇଁ ଆଉ ଫିସ୍ ଦେବାକୁ ପଡିବ ନାହିଁ। ରିଜର୍ଭ ବ୍ୟାଙ୍କର ଘୋଷଣା ଅନୁଯାୟୀ ଏହା ସମ୍ପୂର୍ଣ୍ଣ ମାଗଣା ହେବ। ଜୁଲାଇ ପହିଲାରୁ ଏ ସମ୍ପର୍କରେ ଗ୍ରାହକଙ୍କୁ ମାଗଣା…
ପେଟ୍ରୋଲ, ଡିଜେଲରେ ଜିଏସ୍ଟି: ନିଷ୍ପତ୍ତି ନେବ ଜିଏସ୍ଟି କାଉନ୍ସିଲ: ଧର୍ମେନ୍ଦ୍ର
ନୂଆଦିଲ୍ଲୀ,୧-୭:ପେଟ୍ରୋଲ, ଡିଜେଲ, ବିମାନ ଇନ୍ଧନ ଓ ପ୍ରାକୃତିକ ବାଷ୍ପକୁ ଜିଏସ୍ଟି ଅଧୀନକୁ ଆଣିବା ଲାଗି ଜିଏସ୍ଟି କାଉନସିଲ୍ ନିଷ୍ପତ୍ତି ନେବ ବୋଲି ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସଂସଦରେ କହିଛନ୍ତି। ରାଜ୍ୟ ସଭାରେ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି…
ଜିଏସ୍ଟିରେ ଆଜିଠୁ ଲାଗୁ ହେବ ନୂଆ ରିଟର୍ନ ସିଷ୍ଟମ
ନୂଆଦିଲ୍ଲୀ,୧-୭: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍ଟି) ଲାଗୁ ହେବାର ଦୁଇବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ସରକାର ସୋମବାର ଠାରୁ ଏକ ନୂଆ ରିଟର୍ନ ବ୍ୟବସ୍ଥା ଲାଗୁ କରିବେ। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ପରୋକ୍ଷ ଟିକସ ବ୍ୟବସ୍ଥାରେ କେତେକ ସଂସ୍କାର ଘୋଷଣା…
ଡବ୍ଲ୍ୟୁସିଓ ନିର୍ଦ୍ଦେଶକ ନିର୍ବାଚିତ ହେଲେ ପ୍ରଣବ ଦାସ
ଭୁବନେଶ୍ୱର,୧-୭: ଭାରତୀୟ ରାଜସ୍ବ ସେବା(ଆଇଆର୍ଏସ୍) ଅଧିକାରୀ ପ୍ରଣବ ଦାସ ବ୍ରୁସେଲସ୍ଥିତ ବିଶ୍ୱ ସୀମା ଶୁଳ୍କ ପ୍ରତିଷ୍ଠାନ (ଡବ୍ଲ୍ୟୁସିଓ)ର ନିର୍ଦ୍ଦେଶକ ନିର୍ବାଚିତ ହୋଇଛନ୍ତି। ଜଣେ ଓଡ଼ିଆ ତଥା ପ୍ରଥମ ଭାରତୀୟ ଭାବେ ଦାସ ଏଭଳି ପଦବୀକୁ ନିର୍ବାଚିତ ହୋଇଥିବାରୁ ସେ ରାଜ୍ୟ ତଥା…
ଓଏଚ୍ପିସି ପକ୍ଷରୁ ୨୭.୮୫ ଲକ୍ଷ ଫନୀ ସହାୟତା
ଭୁବନେଶ୍ୱର,୧-୭:ରାଜ୍ୟ ଜଳ ବିଦ୍ୟୁତ ନିଗମ (ଓଏଚ୍ପିସି) ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ୨୭.୮୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ନିଗମ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏସଂକ୍ରାନ୍ତ ଚେକ୍ ଦିଆଯାଇଛି। ଏହି ଅବସରରେ ନିଗମର ସିଏମ୍ଡି…
ଯାଜପୁରରୋଡରେ ଖୋଲିଲା ଗୋ-ଷ୍ଟେପ୍ ଶୋ’ରୁମ
ଭୁବନେଶ୍ୱର,୧-୭: ରାମ୍ଜୀ ଏଣ୍ଟରପ୍ରାଇଜେସର ଦ୍ୱିତୀୟ ଚେନ୍ ଷ୍ଟୋର ଗୋଷ୍ଟେପ୍ ଯାଜପୁର ରୋଡଠାରେ ଖୋଲିଛି। ଏଠାରେ ଗ୍ରାହକ ପ୍ରିମିୟମ ଫୁଟଓ୍ବେର ପ୍ରଡକ୍ଟ ଲାଭ କରିପାରିବେ। ମହିଳା,ପୁରୁଷ ଏବଂ ଶିଶୁଙ୍କ ବର୍ଗରେ ଏଠାରେ ପ୍ରଡକ୍ଟ ଉପଲବ୍ଧ। ଷ୍ଟୋରରେ ଗ୍ରାହକମାନେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର…
ଏଆର୍ସିସି ଚତୁର୍ଥ ରାଉଣ୍ଡରେ ଯୋଗଦେବ ହୋଣ୍ଡା ଟିମ୍
ଭୁବନେଶ୍ୱର,୧ -୭: ଏଫ୍ଆଇଏମ୍ ଏସିଆନ୍ ରୋଡ୍ ରେସିଂ ଚାମ୍ପିୟନଶିପର ଚତୁର୍ଥ ରାଉଣ୍ଡରେ ଭାଗନେବା ଲାଗି ହୋଣ୍ଡାର ଭାରତୀୟ ଟିମ୍ ଆଇଡେମିଶୁ ହୋଣ୍ଡା ରେସିଂ ଇଣ୍ଡିଆ ଟିମ୍ ଜାପାନରେ ପହଞ୍ଚିଛି। ସେଠାକାର ସୁଜୁକା ସର୍କିଟରେ ଏହି ଟିମ୍ ରେସିଂରେ ଯୋଗଦେବ। ଚଳିତ ସିଜିନରେ…
କାର ଜିତିଲେ ବଜାର କୋଲକତାର ଭାଗ୍ୟଶାଳୀ ବିଜେତା
କଟକ,୧-୭: ପ୍ରମୁଖ ରିଟେଲ ଚେନ୍ ବଜାର କୋଲକତାର ଭାଗ୍ୟଶାଳୀ ଗ୍ରାହକ ଭାବେ କଟକର ପ୍ରାଣକୃଷ୍ଣ ଭୋଇ ଏକ ରେନୋ କ୍ୱିଡ କାର ଜିତିବାକୁ ସକ୍ଷମ ହୋଇଛନ୍ତି। ବଜାର କୋଲକତା ପକ୍ଷରୁ କଟକର ଦୋଳମୁଣ୍ଡାଇଠାରେ ଖୋଲାଯାଇଥିବା ନୂଆ ଷ୍ଟୋରରୁ କ୍ରୟ ଉପରେ ଶୁକ୍ରବାର…
କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କୁ ସହାୟତା
ଭୁବନେଶ୍ୱର,୧-୭: କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କ ପୁନର୍ବାସ ଲାଗି ଗୃହ ନିର୍ମାଣ ସାମଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ଶୁଶାନ୍ତ ରାଉତଙ୍କ ଉପସ୍ଥିତିରେ ପଦ୍ମକେଶରୀପୁର, ଇଞ୍ଜନା ଏବଂ ପଟିଆ ଗ୍ରାମର କ୍ଷତିଗ୍ରସ୍ତ ପରିବାରଗୁଡିକୁ ଏହି ସହାୟତା ଯୋଗାଇ ଦିଆଯାଇଥିଲା।…
୧୦୦ ଟଙ୍କା ଶସ୍ତା ହେଲା ଏଲ୍ପିଜି ସିଲିଣ୍ଡର
ନୂଆଦିଲ୍ଲୀ,୧-୭: ଅଣ ସବ୍ସିଡିଯୁକ୍ତ ଏଲ୍ପିଜି ସିଲିଣ୍ଡର ଦର ୧୦୦.୫୦ ଟଙ୍କା ହ୍ରାସ ପାଇଛି। ଜୁଲାଇ ପହିଲାରୁ ଏହା ଲାଗୁ ହୋଇଯିବ। ଫଳରେ ଦିଲ୍ଲୀରେ ଘରୋଇ ବ୍ୟବହାର ହେଉଥିବା ଅଣସବ୍ସିଡିଯୁକ୍ତ ଏଲ୍ପିଜି ସିଲିଣ୍ଡର ଦର ୬୩୭ ଟଙ୍କା ହେବ। ଇଣ୍ଡିଆନ ଅଏଲ କର୍ପୋରେଶନ…

