ବାଣିଜ୍ୟ

ନୂଆ ରଙ୍ଗରେ ଆସିଲା ଟିଭିଏସ୍‌ ଏନ୍‌ଟର୍କ

ହୋସୁର,୧-୭: ଟିଭିଏସ୍‌ ମୋଟର କମ୍ପାନୀ ପକ୍ଷରୁ ଏହାର ଲୋକପ୍ରିୟ ସ୍କୁଟର ମଡେଲ ଏନ୍‌ଟର୍କ ୧୨୫ ନୂଆ ମେଟ୍‌ ସିଲଭର ରଙ୍ଗରେ ବଜାରକୁ ଆସିଛି। କମ୍ପାନୀ ଏହାକୁ ଦେଶର ପ୍ରଥମ କନେକଟେଡ ସ୍କୁଟର ଭାବେ ବଜାରକୁ ଆଣିଥିଲା। ଏହା ୨୦୧୮-୧୯ ଆର୍ଥତ୍କ ବର୍ଷରେ…

ଟଳିବ ବାଣିଜ୍ୟ ଯୁଦ୍ଧ;ଚାଇନା-ଆମେରିକା କଥାବାର୍ତ୍ତା ପାଇଁ ରାଜି

ଓସାକା,୩୦-୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ଶନିବାର ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧକୁ ବନ୍ଦ କରିବା ପାଇଁ ରାଜି ହୋଇଛନ୍ତି। ଦୁଇ ନେତା ପୁନର୍ବାର କଥାବାର୍ତ୍ତା ଆରମ୍ଭ କରିବାକୁ ସହମତ…

ବ୍ୟାଙ୍କ ଠକେଇ ନେଇ ଇଡିର ଦାବି: ନୀରବ,ଚୋକ୍‌ସିଙ୍କଠୁ ଆଗରେ ସନ୍ଦେସରା ଭ୍ରାତା

ନୂଆଦିଲ୍ଲୀ,୩୦-୬: ଜାଲ୍‌ କମ୍ପାନୀ ପ୍ରତିଷ୍ଠା କରି ବ୍ୟାଙ୍କଗୁଡ଼ିକରୁ ବହୁ ହଜାର କୋଟି ଟଙ୍କା ଠକି ନେବାରେ ଷ୍ଟର୍ଲିଂ ବାୟୋଟେକ କମ୍ପାନୀ ମାଲିକ ସନ୍ଦେସରା ଭ୍ରାତାଙ୍କୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚକିତ କଲା ଭଳି ତଥ୍ୟ ପ୍ରଘଟ କରାଯାଇଛି। ପଞ୍ଜାବ ନ୍ୟାଶନାଲ…

ଏକ ରାଷ୍ଟ୍ର, ଏକ ରାଶନ କାର୍ଡ ଲାଗୁ;ରାଜ୍ୟଗୁଡ଼ିକୁ ବର୍ଷେ ମିଳିଲା

ନୂଆଦିଲ୍ଲୀ,୩୦-୬: କେନ୍ଦ୍ର ସରକାର ସାରା ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟ ସରକାରଗୁଡ଼ିକୁ ଏଥିପାଇଁ ଆସନ୍ତାବର୍ଷ ଜୁନ୍‌ ୩୦ ଯାଏ ସମୟ ଦିଆଯାଇଛି। ଏହି ବ୍ୟବସ୍ଥା ଦ୍ୱାରା ହିତାଧିକାରୀ ଦେଶର ଯେକୌଣସି ସ୍ଥାନରୁ…

ହ୍ରାସ ପାଉଛି ଚଳନ୍ତି ଜମା ନିଅଣ୍ଟ

ନୂଆଦିଲ୍ଲୀ,୩୦-୬: ଭାରତର ଚଳନ୍ତି ଜମା ନିଅଣ୍ଟ(ସିଏଡି) ପରିମାଣ ଆର୍ଥିକ ବର୍ଷ ୨୦୧୯ର ଚତୁର୍ଥ ତ୍ରୈମାସରେ ଜିଡିପିର ୦.୭% ଅର୍ଥାତ୍‌ ୪.୬ ବିଲିୟନ ଡଲାରକୁ ହ୍ରାସ ପାଇଛି। ଗତ ଆର୍ଥିକ ବର୍ଷର ସମାନ ଅବଧିରେ ଏହା ଜିଡିପିର ୧.୮% ଅର୍ଥାତ୍‌ ୧୩ ବିଲିୟନ…

ଚନ୍ଦା କୋଚ୍ଚର, ବେଣୁଗୋପାଳ ଧୂତ୍‌ଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୩୦-୬: ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର, ତାଙ୍କ ସ୍ବାମୀ ଦୀପକ କୋଚ୍ଚର ଏବଂ ଭିଡିଓକନ ଗ୍ରୁପ୍‌ ପ୍ରମୋଟର ବେଣୁଗୋପାଳ ଧୂତ୍‌ଙ୍କୁ ଜେରା କରିଛି। ଜଣେ ଅଧିକାରୀ ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି।…

ସ୍ବଳ୍ପ ସଞ୍ଚୟ ଯୋଜନା ସୁଧହାର ହ୍ରାସ;ସଂସଦରେ ସରକାରଙ୍କୁ ଘେରିବ କଂଗ୍ରେସ

ନୂଆଦିଲ୍ଲୀ,୩୦-୬: କେନ୍ଦ୍ରର ମୋଦି ସରକାର ଏକ ବଡ଼ ନିଷ୍ପତ୍ତି କ୍ରମେ ସୁକନ୍ୟା ଯୋଜନା, ପବ୍ଲିକ୍‌ ପ୍ରୋଭିଡେଣ୍ଟ ଫଣ୍ଡ, ବରିଷ୍ଠ ନାଗରିକ ସଞ୍ଚୟ ଯୋଜନା ଭଳି ସ୍ବଳ୍ପ ସଞ୍ଚୟ ଯୋଜନାର ସୁଧ ହାର ୧୦ ବେସିସ୍‌ ପଏଣ୍ଟ ଅର୍ଥାତ୍‌ ୦.୧ ପ୍ରତିଶତ ହ୍ରାସ…

ଏୟାର ଇଣ୍ଡିଆକୁ ପାଇଲଟଙ୍କ ଚେତାବନୀ;ବକେୟା ଦିଅ ନଚେତ୍‌ ଏନ୍‌ସିଏଲ୍‌ଟିକୁ ଯିବୁ

ନୂଆଦିଲ୍ଲୀ,୩୦-୬: ଋଣରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆକୁ ପୁନର୍ବାର ବିକ୍ରି କରିବା ଲାଗି କେନ୍ଦ୍ର ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଆସନ୍ତା ମାସରୁ ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଅନ୍ୟପକ୍ଷରେ ପାଇଲଟମାନଙ୍କ ମଧ୍ୟରୁ କମ୍ପାନୀକୁ ଚେତାବନୀ…

ୟୁବିଆଇର ବାର୍ଷିକ ସାଧାରଣ ବୈଠକ: ରିଟେଲ,କୃଷି,ଏମ୍‌ଏସ୍‌ଏମ୍‌ଇ ଋଣକୁ ୟୁବିଆଇର ଫୋକସ

କଲିକତା,୨୯-୬ – ୟୁନାଇଟେଡ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ) ପକ୍ଷରୁ ଏହାର ୧୦ମ ବାର୍ଷିକ ସାଧାରଣ ବୈଠକ କଲିକତାଠାରେ ଅନୁଷ୍ଠିତ ହୋଇ ଯାଇଛି। କେନ୍ଦ୍ର ସରକାରଙ୍କ ପ୍ରତିନିଧିଙ୍କ ସମେତ ବ୍ୟାଙ୍କର ଅଂଶୀଦାରମାନେ ଏଥିରେ ଅଂଶ ଗ୍ରହଣ କରିଥିଲେ। ବୈଠକରେ ବ୍ୟାଙ୍କର ଏମ୍‌ଡି ତଥା…

କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କୁ ସହାୟତା

ଭୁବନେଶ୍ୱର,୨୯-୬ -କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ପୁନର୍ବାସ ଲାଗି ଗୃହ ନିର୍ମାଣ ସାମଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ଉପସ୍ଥିତିରେ ପଦ୍ମକେଶରୀପୁର, ଇଞ୍ଜନା ଏବଂ ପଟିଆ ଗ୍ରାମର କ୍ଷତିଗ୍ରସ୍ତ ପରିବାରଗୁଡିକୁ ଏହି ସହାୟତା ଯୋଗାଇ…

ନୂଆ ରଙ୍ଗରେ ଆସିଲା ଟିଭିଏସ୍‌ ଏନ୍‌ଟର୍କ

ହୋସୁର,୨୯-୬ – ଟିଭିଏସ୍‌ ମୋଟର କମ୍ପାନୀ ପକ୍ଷରୁ ଏହାର ଲୋକପ୍ରିୟମ ସ୍କୁଟର ମଡେଲ ଏନ୍‌ଟର୍କ ୧୨୫ ନୂଆ ମେଟ୍‌ ସିଲଭର ରଙ୍ଗରେ ବଜାରକୁ ଆସିଛି। କମ୍ପାନୀ ଏହାକୁ ଦେଶର ପ୍ରଥମ କନେକଟେଡ ସ୍କୁଟର ଭାବେ ବଜାରକୁ ଆଣିଥିଲା। ଏହା ୨୦୧୮-୧୯ ଆର୍ଥତ୍କ…

ହୋଣ୍ଡା ଟୁହ୍ବିଲର୍ସ ପକ୍ଷରୁ ସଡକ ସୁରକ୍ଷା ସମରକ୍ୟାମ୍ପ

ନୂଆଦିଲ୍ଲୀ,୨୯-୬ – ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ସ୍ଥାନୀୟ ଟ୍ରାଫିକ ଟ୍ରେନିଂ ପାର୍କଠାରେ ପିଲାମାନଙ୍କ ଲାଗି ନେଇ ଏକ ସଡକ ସୁରକ୍ଷା ସମର କ୍ୟାମ୍ପ ଅନୁଷ୍ଠିତ ହୋଇ ଯାଇଛି। ଏହା ୬ ଦିନ ଧରି ଚାଲୁଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?