ବାଣିଜ୍ୟ

ଜେଟ୍‌ର ଯୋଗ୍ୟ କର୍ମଚାରୀଙ୍କୁ ନିଯୁକ୍ତି ମିଳିଯିବ: ଜୟନ୍ତ ସିହ୍ନା

ନୂଆଦିଲ୍ଲୀ,୨୧ା୪: ଆର୍ଥିକ ସଙ୍କଟ କାରଣରୁ ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯିବା ପରେ ପ୍ରାୟ ୨୨ ହଜାର କର୍ମଚାରୀଙ୍କ ଭବିଷ୍ୟତ ଏବେ ଅନ୍ଧକାରରେ ବୁଡ଼ି ଯାଇଛି। ଏହା ଉପରେ ନିଜ ପ୍ରତିକ୍ରିୟାରେ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା କହିଛନ୍ତି ଯେ,…

ଆଇଡିବିଆଇର ନୂଆ ବ୍ୟବସ୍ଥା

ଭୁବନେଶ୍ୱର,୨୧।୪: ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ସଞ୍ଚୟ ଖାତା ଖୋଲିବା ପାଇଁ ମୋବାଇଲ ଏବଂ ଓ୍ବେବ ଭିତ୍ତିକ ଇଣ୍ଟରଫେସକୁ ଉନ୍ମୋଚନ କରାଯାଇଛି। ଗ୍ରାହକମାନେ ଆଧାର,କ୍ୟୁ ଆର୍‌ କୋଡ ବ୍ୟବହାର କରି ଏକ ଅନୁକୂଳ ଇଣ୍ଟରଫେସରେ ସେମାନଙ୍କ ଖାତା ଖୋଲି ପାରିବେ। ଏହାକୁ ଆକ୍ଟିଭେଟ ମଧ୍ୟ…

ଜେଟ୍‌ ଅଂଶଧନ ଉପରେ ରିଲାଏନ୍ସର ନଜର

ନୂଆଦିଲ୍ଲୀ,୨୧ା୪: ଟେକ୍ସଟାଇଲରୁ ଆରମ୍ଭ କରି ଟେଲିକମ୍‌ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ନିଜର ପ୍ରଭୁତ୍ୱ ବିସ୍ତାର କରିଥିବା ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବେ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜର ଅଂଶଧନ କିଣିବାକୁ ଆଗ୍ରହୀ ଥିବା ଜଣାପଡିଛି। ଅନ୍ୟପକ୍ଷରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ…

କୋଲକାତା ଚାଲିଯିବ ଟାଟା ସ୍ପଞ୍ଜ କର୍ପୋରେଟ ଅଫିସ;ସିଙ୍ଗୁର ବିବାଦ ପରେ ଟାଟା ଗ୍ରୁପ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

କୋଲକାତା/କେନ୍ଦୁଝର(ସ୍ବ.ପ୍ର),୨୦-୪: ଟାଟା ଷ୍ଟିଲ୍‌ର ଏକ ସହଯୋଗୀ କମ୍ପାନୀ ଟାଟା ସ୍ପଞ୍ଜ ଆଇରନ ଲିମିଟେଡ ଏହାର କର୍ପୋରେଟ ଅଫିସ୍‌କୁ କୋଲକାତାକୁ ସ୍ଥାନାନ୍ତର ଲାଗି ନିଷ୍ପତ୍ତି ନେଇଛି। ସିଙ୍ଗୁର ବିବାଦ ପରେ ଟାଟା ଗ୍ରୁପ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଶେଷ ଗୁରୁତ୍ୱ ବହନ କରୁଛି।…

ଏସ୍‌ବିଆଇ ବିରୋଧରେ ଅଭିଯୋଗ ଆଣିଲେ ମାଲ୍ୟା

ଲଣ୍ଡନ,୨୦-୪: ପଳାତକ ଘୋଷିତ ବିଜୟ ମାଲ୍ୟା ରାଷ୍ଟ୍ରାୟତ୍ତ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ବିରୋଧରେ ଅଭିଯୋଗ ଆଣିଛନ୍ତି। ସୋସିଆଲ ମିଡିଆରେ ଏସ୍‌ବିଆଇକୁ ଟାର୍ଗେଟ କରି ମାଲ୍ୟା କହିଛନ୍ତି, ଏହା ଦେଶର ଟିକସଦାତାଙ୍କ ଟଙ୍କାକୁ ଇଂଲଣ୍ଡରେ ଆଇନଗତ ମାମଲା ଲଢିବାରେ ଖର୍ଚ୍ଚ…

ମୋଦିଙ୍କୁ ବ୍ୟାଙ୍କ ସଂଘର ଚିଠି;ଜେଟକୁ ଅଧିଗ୍ରହଣ କରନ୍ତୁ ସରକାର

ମୁମ୍ବାଇ,୨୦-୪: ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯିବା ପରେ ଶୁକ୍ରବାର ବ୍ୟାଙ୍କ ସଂଘଗୁଡ଼ିକ ଏ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଜେଟ୍‌ର ୨୨ ହଜାର କର୍ମଚାରୀଙ୍କ ଭବିଷ୍ୟତର ସୁରକ୍ଷା ଲାଗି କେନ୍ଦ୍ର ସରକାର ଜେଟ୍‌ ଏୟାରଓ୍ବେଜକୁ ହାତକୁ ନିଅନ୍ତୁ ବୋଲି…

ସର୍ବାଧିକ ଆୟକର ଦେଇ ଅକ୍ଷୟ ଓ ସଲମାନଙ୍କୁ ପଛରେ ପକାଇଲେ ଅମିତାଭ

ମୁମ୍ବାଇ,୧୯।୪: ବଲିଉଡ୍‌ର ସୁପରଷ୍ଟାର ତଥା ବିଗ୍‌ ବି ଅମିତାଭ ବଚ୍ଚନ ୨୦୧୮-୧୯ ଆର୍ଥିକ ବର୍ଷରେ ସିନେ ତାରକାଙ୍କ ମଧ୍ୟରେ ସର୍ବାଧିକ ଆୟକର ଭରିଥିବା ଜଣାପଡ଼ିଛି। ଚଳିତ ଆର୍ଥିକ ବର୍ଷରେ ଅମିତାଭ ବଚ୍ଚନ ୭୦ କୋଟି ଟଙ୍କା ଆୟକର ଦେଇଛନ୍ତି। ଏନେଇ ସୂଚନା…

ଗୁଗଲ, ଆପଲ ଆପ୍‌ ଷ୍ଟୋରରୁ ହଟିଲା ଟିକ୍‌ଟକ୍‌

ନୂଆଦିଲ୍ଲୀ,୧୮-୪: ଗୁଗଲ ଏବଂ ଆପଲ ନିଜର ଆପ୍‌ ଷ୍ଟୋରରୁ ଟିକଟକ ଆପ୍‌କୁ ହଟାଇ ଦେଇଛି। ମାଡ୍ରାସ ହାଇକୋଟର୍ର୍ ଭାରତରେ ଏହି ଆପ୍‌କୁ ବ୍ୟାନ କରିବା ପରେ ଏଥିରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରି ନ ଥିଲେ। ଫଳରେ ଏବେ ଏହି ଆପ୍‌କୁ ହଟାଇ…

ବିମୁଦ୍ରୀକରଣ ପରେ ନିଯୁକ୍ତି ହରାଇଛନ୍ତି ୫୦ ଲକ୍ଷ

ନୂଆଦିଲ୍ଲୀ,୧୮-୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ ନଭେମ୍ବର ୮ରେ ବିମୁଦ୍ରୀକରଣ ଘୋଷଣା କଲେ। ଏହାଦ୍ୱାରା ଆତଙ୍କବାଦ, ଦୁର୍ନୀତି ଓ କଳାଧନ ଦେଶରୁ ଲୋପ ପାଇବ ବୋଲି ଦାବି କରା ଯାଇଥିଲା। ତେବେ ଅଚାନକ ୫୦୦ ଓ ୧୦୦୦ ଟଙ୍କିଆ ନୋଟ ବନ୍ଦ…

ପରିବର୍ତ୍ତିତ ମାର୍ଗରେ ଯିବ ସମ୍ବଲପୁର, ବିଶାଖାପାଟଣା-ନାନ୍ଦେଡ୍‌ ଏକ୍ସପ୍ରେସ

ଭୁବନେଶ୍ୱର,୧୮-୪:ସମ୍ବଲପୁର-ନାନ୍ଦେଡ-ସମ୍ବଲପୁର ଏବଂ ବିଶାଖାପାଟଣା-ନାନ୍ଦେଡ-ବିଶାଖାପାଟଣା ତ୍ରିସାପ୍ତାହିକ ଏକ୍ସପ୍ରେସ ଚଳିତ ମାସ ୪ର୍ଥ ସପ୍ତାହଠାରୁ ପରିବର୍ତ୍ତିତ ମାର୍ଗ ଦେଇ ଯିବ। ଏହା ବିଜୟଓ୍ବାଡା ପରିବର୍ତ୍ତେ ଗୁଣ୍ଡାଲା-ରାୟନାପଡୁ ମାର୍ଗ ଦେଇ ଚଳାଚଳ କରିବ। ରାୟନାପଡୁଠାରେ ଏହି ଏକ୍ସପ୍ରେସର ରହଣି ବ୍ୟବସ୍ଥା କରାଯାଇଛି। ୨୨ ତାରିଖଠାରୁ ସମ୍ବଲପୁରରୁ…

ଜରୁରୀ ପାଣ୍ଠି ଦେଲେନି ଋଣପ୍ରଦାନକାରୀ;ସାମୟିକ ବନ୍ଦ ହେଲା ଜେଟ୍‌

ନୂଆଦିଲ୍ଲୀ,୧୮-୪: ଋଣରେ ବୁଡ଼ି ଯାଇଥିବା ଜେଟ୍‌ ଏୟାରଓ୍ବେଜରେ ଦୀର୍ଘ ୨୫ ବର୍ଷ ପରେ ତାଲା ଝୁଲିଲା। ପରିଚାଳନ ବ୍ୟବସ୍ଥାକୁ ଜିଇଁ ରଖିବା ଲାଗି କମ୍ପାନୀ ମ୍ୟାନେଜମେଣ୍ଟ ବ୍ୟାଙ୍କଗୁଡ଼ିକ(ଋଣପ୍ରଦାନକାରୀ)ଠାରୁ ଜରୁରୀକାଳୀନ ଭିତ୍ତିରେ ୪୦୦ କୋଟି ଟଙ୍କା ଦେବାକୁ କହିଥିଲେ। କିନ୍ତୁ ସେମାନେ ଏହାକୁ…

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ ପସନ୍ଦ ଆସିବା ଭଳି କଣ୍ଟେଣ୍ଟ ଉପରେ କାର୍ଯ୍ୟ କରିବାକୁ ପ୍ରଡକ୍ସନ ହାଉସ ଲକ୍ଷ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri