ବାଣିଜ୍ୟ

ବଜାଜ ଗ୍ରୁପ୍‌ ପକ୍ଷରୁ ୧୦ କୋଟି ଫନୀ ସହାୟତା

ଭୁବନେଶ୍ୱର,୨୯-୬ – ବଜାଜ ଗ୍ରୁପ କମ୍ପାନୀ ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବଜାଜ ଅଟୋ ଲିମିଟେଡର ଆଞ୍ଚଳିକ ପ୍ରବନ୍ଧକ ସଦାନନ୍ଦ ସ୍ବାମୀ, ଲୋନ୍‌ ବିଜନେସ…

ଭୁବନେଶ୍ୱରରେ ବିଗ୍‌ ବଜାରର ୬ ନମ୍ବର ଷ୍ଟୋର

ଭୁବନେଶ୍ୱର,୨୯-୬-ପ୍ରମୁଖ ସୁପରମାର୍କେଟ ଚେନ୍‌ ବିଗ୍‌ ବଜାର ପକ୍ଷରୁ ସ୍ଥାନୀୟ ପାହାଳ, ରୁଦ୍ରପୁରସ୍ଥିତ ସିମ୍ଫୋନୀ ମଲ୍‌ଠାରେ ନୂଆ ବିଗ୍‌ ବଜାର ଷ୍ଟୋର ଶୁଭାରମ୍ଭ ହୋଇଛି। ଏହା ସହରରେ କମ୍ପାନୀର ୬ ନମ୍ବର ଆଉଟଲେଟ। ଗ୍ରାହକଙ୍କୁ ସ୍ବତନ୍ତ୍ର କ୍ରୟ ଅଭିଜ୍ଞତା ପ୍ରଦାନ ଲକ୍ଷ୍ୟରେ ଏଭଳି…

କଳିଙ୍ଗ ନଗରରେ ହେବ ଜାତୀୟ ନିବେଶ ଏବଂ ଉତ୍ପାଦନ ଜୋନ

ନୂଆଦିଲ୍ଲୀ,୨୯-୬-ଓଡ଼ିଶାର ଯାଜପୁର ଜିଲା କଳିଙ୍ଗ ନଗରରେ ଜାତୀୟ ନିବେଶ ଏବଂ ଉତ୍ପାଦନ ଜୋନ(ଏନ୍‌ଆଇଏମ୍‌ଜେଡ୍‌) ସ୍ଥାପନ ହେବ। ଏସଂକ୍ରାନ୍ତ ନିଷ୍ପତ୍ତିକୁ କେନ୍ଦ୍ର ସରକାର ଶୁକ୍ରବାର ଚୂଡାନ୍ତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଏସଂକ୍ରାନ୍ତ ପ୍ରସ୍ତାବ ପାଇବା ପରେ କେନ୍ଦ୍ର ଏଭଳି ପଦକ୍ଷେପ…

୮.୬୫% ସୁଧ ହାର ଉପରେ ଇପିଏଫ୍‌ଓ କାଏମ

ନୂଆଦିଲ୍ଲୀ,୨୯-୬-ଶ୍ରମ ମନ୍ତ୍ରଣାଳୟ ଓ କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ) ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ପିଏଫ୍‌ ସୁଧ ହାର ୮.୫୫ରୁ ୮.୬୫%କୁ ବୃଦ୍ଧି କରିବା ଲାଗି ନେଇଥିବା ନିଷ୍ପତ୍ତିରେ କାଏମ ରହିବ। ପର୍ଯ୍ୟାପ୍ତ ନଗଦ ଗଚ୍ଛିତ ଥିବାର ଦ୍ୱାହି ଦେଇ ପିଏଫ୍‌ ଉପରେ…

ଜେଟ୍‌ ଏୟାରଓ୍ବେଜ୍‌କୁ ଉଦ୍ଧାର କରିବେ କର୍ମଚାରୀ

ନୂଆଦିଲ୍ଲୀ,୨୯-୬: ଆର୍ଥିକ ସଙ୍କଟ କାରଣରୁ ଅସ୍ଥାୟୀ ଭାବେ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜ୍‌ ଉଦ୍ଧାର କରିବା ଲାଗି ଏହାର କର୍ମଚାରୀମାନେ ଆଗେଇ ଆସିଛନ୍ତି। ଏୟାରଲାଇନ୍ସର ୭୫% ଅଂଶଧନ କିଣିବା ଲାଗି ବିଡ୍‌ ଦାଖଲ ଉଦ୍ଦେଶ୍ୟରେ ଜେଟ୍‌ର କର୍ମଚାରୀ ସଂଘ ଏବଂ ଏଡିଆଇ…

ପ୍ରଥମ ୨ ମାସରେ ବିତ୍ତୀୟ ନିଅଣ୍ଟ ୫୨% ଛୁଇଁଲା

ନୂଆଦିଲ୍ଲୀ,୨୯-୬: କେନ୍ଦ୍ର ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ୨ ମାସରେ ବଜେଟ ଅନୁମାନର ୫୨%ରେ ପହଞ୍ଚତ୍ୟାଇଛି। ମହାଲେଖା ନିୟନ୍ତ୍ରକ(ସିଜିଏ) ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, ନିରପେକ୍ଷ ରୂପରେ ବିତ୍ତୀୟ ନିଅଣ୍ଟ ପରିମାଣ ୩,୬୬,୧୫୭ କୋଟି ଟଙ୍କା…

ଟେଲିକମ ସେକ୍ଟର ପାଇଁ ରିଲିଫ୍‌ ପ୍ୟାକେଜ ସପକ୍ଷରେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୯-୬: ସଙ୍କଟଗ୍ରସ୍ତ ଟେଲିକମ୍‌ ସେକ୍ଟରକୁ ଉଦ୍ଧାର କରିବା ଲାଗି ବଜେଟରେ ଲାଇସେନ୍ସ ଫି ହ୍ରାସ ସହ ଏକ ସିରିଜ ରିଲିଫ୍‌ ପ୍ୟାକେଜ ପ୍ରଦାନ କରାଯିବାର ଆବଶ୍ୟକତା ରହିଛି ବୋଲି ଟେଲିକମ ମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ଏଥିସହିତ ଟେଲିକମ ସେକ୍ଟର ପାଇଁ…

ଘରେ ଘରେ ଲାଗିବ ପ୍ରିପେଡ୍‌ ସ୍ମାର୍ଟ ମିଟର

ନୂଆଦିଲ୍ଲୀ,୨୯-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସାରା ଦେଶରେ ୩୦ କୋଟି ପ୍ରିପେଡ୍‌ ସ୍ମାର୍ଟ ମିଟର ଲଗାଇବାକୁ ଯୋଜନା କରୁଛନ୍ତି। ବିଜୁଳି ଚୋରିକୁ ରୋକିବା ଉଦ୍ଦେଶ୍ୟରେ ଆସନ୍ତା ୩ ବର୍ଷ ଭିତରେ ଘରେ ଘରେ ସ୍ମାର୍ଟ ମିଟର ଲଗାଯିବାକୁ…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୭%

ଭୁବନେଶ୍ୱର,୨୯-୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଧିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଏପ୍ରିଲରେ ୧୧୨ ପଏଣ୍ଟ ଥିଲା। ଏହା ମେ ମାସରେ ୨ ପଏଣ୍ଟ ବୃଦ୍ଧି ଘଟି ୩୧୪ ପଏଣ୍ଟ ହୋଇଛି। ଖବର ଆସିବା ପର୍ଯ୍ୟନ୍ତ ରାଜ୍ୟର ତାଳଚେର,…

ବ୍ରଡ୍‌ବ୍ୟାଣ୍ଡ ସହ ଯୋଡି ହେବ ସବୁ ପଞ୍ଚାୟତ

ନୂଆଦିଲ୍ଲୀ,୨୮-୬: କେନ୍ଦ୍ର ସରକାରଙ୍କ ଭାରତ ନେଟ୍‌ କାର୍ଯ୍ୟକ୍ରମ ଦ୍ୱାରା ଦେଶର ସବୁ ପଞ୍ଚାୟତକୁ ବ୍ରଡ୍‌ବ୍ୟାଣ୍ଡ ନେଟ୍‌ଓ୍ବର୍କ ସହ ଯୋଡିବାକୁ ଲକ୍ଷ୍ୟ ରଖାଯାଇଛି। ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ଏହି କାର୍ଯ୍ୟକୁ ରୂପରେଖ ପ୍ରଦାନ କରାଯିବ। ଏହା ଦ୍ୱାରା ହାଇସ୍ପିଡ ବ୍ରଡ୍‌ବ୍ୟାଣ୍ଡ ସଂଯୋଗ…

ଡ୍ୟୁକ୍‌ର ନୂଆ ଟି-ଶାର୍ଟ କଲେକ୍ସନ

ଭୁବନେଶ୍ୱର,୨୮-୬: ଡ୍ୟୁକ୍‌ ଫ୍ୟାଶନ୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ନୂଆ ମର୍ସିରାଇଜଡ୍‌ କଟନ ଟି-ସାର୍ଟ କଲେକଶନ ୨୦୧୯ ବଜାରରେ ଉପଲବ୍ଧ ହେଉଛି। ଏହା ଡିଜାଇନ ଏବଂ ଷ୍ଟାଇଲ ଦୃଷ୍ଟିରୁ ବେଶ୍‌ ଆକର୍ଷଣୀୟ ହୋଇଥିବା ବେଳେ ସ୍ବତନ୍ତ୍ର ଫ୍ୟାବ୍ରିକରେ ଏହା ପ୍ରସ୍ତୁତ ହୋଇଛି। କାଜୁଆଲ…

ଖାଦ୍ୟଡବା, ପ୍ୟାକେଟରେ ଦର୍ଶାଇବାକୁ ହେବ ଚିନି, ଚର୍ବି, ଲୁଣ ମାତ୍ରା

ନୂଆଦିଲ୍ଲୀ,୨୮-୬: ଖାଦ୍ୟପଦାର୍ଥ ନିର୍ମାତା ପ୍ରସ୍ତୁତ ଖାଦ୍ୟକୁ ପ୍ୟାକେଟ ଓ ଡବାରେ ବିକ୍ରି କରିବା ବେଳେ ଏଣିକି ନୂଆ ନିୟମ ପାଳନ କରିବାକୁ ବାଧ୍ୟ ରହିବେ। ଏଣିକି ପ୍ୟାକେଟ, ଡବାରେ ଚିପ୍‌, ସୁପ୍‌, ବିସ୍କୁଟ୍‌, ଜୁସ୍‌ ଆଦିକୁ ବିକ୍ରି କରିବା ପୂର୍ବରୁ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?