କର୍ମଚାରୀଙ୍କୁ ଜୁନର ବେତନ ଦେଇପାରିବନି ବିଏସ୍ଏନ୍ଏଲ
ନୂଆଦିଲ୍ଲୀ,୨୫-୬: ରାଷ୍ଟ୍ରାୟତ୍ତ ଟେଲିକମ୍ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) କେନ୍ଦ୍ର ସରକାରଙ୍କୁ ଜରୁରୀ ପତ୍ର ପଠାଇ କମ୍ପାନୀର ଅପରେଶନ ଜାରି ରଖିବାକୁ ଅସମର୍ଥ ବୋଲି ଜଣାଇଛି। କର୍ମଚାରୀଙ୍କୁ ଜୁନର ଦରମା ଦେବାକୁ କମ୍ପାନୀ ନିଜର ଅକ୍ଷମତା ପ୍ରକାଶ କରିଛି। ଦରମା…
ଆୟକର ବିଭାଗ ୬୪,୭୦୦ କୋଟି ରିଫଣ୍ଡ ଦେଲେ
ନୂଆଦିଲ୍ଲୀ,୨୫-୬: ଆୟକର ବିଭାଗ ଚଳିତ ଆର୍ଥିକ ବର୍ଷରେ ୬୪,୭୦୦ କୋଟି ଟଙ୍କା ରିଫଣ୍ଡ ପ୍ରଦାନ କରିଛି। ସେହିପରି ୨୦୧୮-୧୯ ଆର୍ଥିକ ବର୍ଷରେ ୧.୬୧ ଲକ୍ଷ କୋଟି ଟଙ୍କା ରିଫଣ୍ଡ କରାଯାଇଥିଲା ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସୋମବାର ଲୋକ ସଭାରେ ସୂଚନା…
ବିଦେଶରେ ୩୪ ଲକ୍ଷ କୋଟିର କଳାଧନ ରହିଛି
ନୂଆଦିଲ୍ଲୀ,୨୫-୬: ଭାରତୀୟମାନେ ୧୯୮୦ରୁ ୨୦୧୦ ମଧ୍ୟରେ ୩୦ ବର୍ଷର ଅବଧିରେ ପ୍ରାୟ ୨୪୬.୪୮ ବିଲିୟନ ଡଲାର(୧୭,୨୫,୩୦୦ କୋଟଇ ଟଙ୍କା)ରୁ ୪୯୦ ବିଲିୟନ ଡଲାର(୩୪, ୩୦,୦୦୦ କୋଟି ଟଙ୍କା) କଳାଧନ ଦେଶ ବାହାରକୁ ପଠାଇଛନ୍ତି। ତିନୋଟି ପ୍ରମୁଖ ସଂସ୍ଥାନ ଏନ୍ଆଇପିଏଫ୍ପି, ଏନ୍ସିଏଇଆର୍ ଏବଂ…
ବହୁଦୃଷ୍ଟିରୁ ବିରଳ ଥିଲେ ବିରଲ
ନୂଆଦିଲ୍ଲୀ,୨୫-୬: ଡ.ଉର୍ଜିତ ପଟେଲ ଆର୍ବିଆଇର ଡେପୁଟି ଗଭର୍ନର ପଦରୁ ଗଭର୍ନର ଭାବେ ପଦୋନ୍ନତି ପାଇବା ପରେ ଡ.ବିରଲ ଆଚାର୍ଯ୍ୟଙ୍କୁ ମଧ୍ୟ ପଦୋନ୍ନତି ମିଳିଥିଲା ଏବଂ ସେ ଡେପୁଟି ଗଭର୍ନର ହୋଇଥିଲେ। ପଟେଲ ଇସ୍ତଫା ଦେବା ପରେ ସମସ୍ତେ ଭାବିଥିଲେ ଯେ, ତାଙ୍କର…
ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ;ଚୋକ୍ସିଙ୍କ ମେଡିକାଲ ରିପୋର୍ଟ ଯାଞ୍ଚ କରିବେ ବିଶେଷଜ୍ଞ ଦଳ
ମୁମ୍ବାଇ,୨୫-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)ର ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ମହାଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ମେଡିକାଲ ରିପୋର୍ଟ ପରୀକ୍ଷା ପାଇଁ ବମ୍ବେ ହାଇକୋର୍ଟ ସୋମବାର ଏକ ବିଶେଷଜ୍ଞ ଦଳ ଗଠନ…
ଆର୍ବିଆଇରେ ବିରଲଙ୍କ ପରେ ରହିଲେନି ବିରୋଧର ସ୍ବର
ନୂଆଦିଲ୍ଲୀ,୨୫-୬: ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ନର ପଦରୁ ଡ.ବିରଲ ଆଚାର୍ଯ୍ୟଙ୍କ ଇସ୍ତଫା ପରେ କେନ୍ଦ୍ର ସରକାରଙ୍କ ଅଯଥା ହସ୍ତକ୍ଷେପକୁ ବିରୋଧ କରୁଥିବା କୌଣସି ଉଚ୍ଚ ଅଧିକାରୀ ଆଉ କେନ୍ଦ୍ରୀୟ ବ୍ୟାଙ୍କରେ ରହିଲେନି। ବିମୁଦ୍ରୀକରଣ ଓ ଆର୍ବିଆଇରେ ଗଚ୍ଛିତ ଥିବା ବଳକା…
ବନ୍ୟା, ଭୂମିକମ୍ପ ପାଇଁ ଅଲଗା ହେବ ଗାଡ଼ି ବୀମା ପଲିସି
ନୂଆଦିଲ୍ଲୀ,୨୪।୬: ସାଧାରଣ ବୀମା କମ୍ପାନୀ ଭୂମିକମ୍ପ, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ, ଭଙ୍ଗାରୁଜା ଏବଂ ଦଙ୍ଗା ଭଳି ଘଟଣା ଲାଗି ଏଣିକି ଗାଡ଼ି ଲାଗି ସ୍ବତନ୍ତ୍ର ବାର୍ଷିକ ବୀମା ପଲିସି ଉପଲବ୍ଧ କରିବେ। ବୀମା ନିୟାମକ ଆଇଆର୍ଡିଏ ସାଧାରଣ ବୀମା କମ୍ପାନୀଙ୍କୁ…
ମିଶିଯିବେ ସାଧାରଣ ବୀମା କମ୍ପାନୀ
ନୂଆଦିଲ୍ଲୀ,୨୪।୬: କେନ୍ଦ୍ର ସରକାର ସାଧାରଣ ବୀମା କମ୍ପାନୀଙ୍କୁ ମିଶାଇ ଦେବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏନେଇ ବିଚାରବିମର୍ଶ ଚାଲିଛି। ସରକାର ଏ ଦିଗରେ ବିଭିନ୍ନ ବିକଳ୍ପ ଉପରେ ବିଚାର କରୁଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ସମସ୍ତ ରାଷ୍ଟ୍ରାୟତ୍ତ ସାଧାରଣ…
ପି-ନୋଟ୍ସ ଜରିଆରେ ୮୨,୬୧୯ କୋଟି ନିବେଶ
ମୁମ୍ବାଇ,୨୪।୬: ଭାରତୀୟ ପୁଞ୍ଜି ବଜାରରେ ପାର୍ଟିସିପେଟରୀ ନୋଟ୍ସ(ପି-ନୋଟ୍ସ) ଜରିଆରେ ମେ’ ଶେଷ ସୁଦ୍ଧା ନିବେଶ ପ୍ରାୟ ୧୪୦୦ କୋଟି ଟଙ୍କା ବୃଦ୍ଧି ପାଇ ୮୨,୬୧୯ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ପୂର୍ବ ମାସ ତୁଳନାରେ ଏହା ୧.୭୨% ଅଧିକ। ବିଦେଶୀ ନିବେଶକଙ୍କୁ ବିଦେଶୀ…
ବିଏସ୍ଏନ୍ଏଲ୍ର ପୁନରୁଦ୍ଧାର ଲାଗି ମୋଦିଙ୍କ ହସ୍ତକ୍ଷେପ ଲୋଡିଲେ ଇଞ୍ଜିନିୟର
ନୂଆଦିଲ୍ଲୀ,୨୪।୬: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍)ର ପୁନରୁଦ୍ଧାର ଲାଗି କମ୍ପାନୀର ଇଞ୍ଜିନିୟର ଓ ଆକାଉଣ୍ଟସ ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଅଲ୍ ଇଣ୍ଡିଆ ଗ୍ରାଜୁଏଟ୍ ଇଞ୍ଜିନିୟର୍ସ ଏବଂ ଟେଲିକମ୍ ଅଫିସର୍ସ ଆସୋସିଏଶନ ପକ୍ଷରୁ ଗତ…
ସିଡନୀ ଏୟାରପୋର୍ଟରେ ମହଙ୍ଗା ପଡିଲା ଚୋରି; ଏୟାର ଇଣ୍ଡିଆର ସିନିୟର କମାଣ୍ଡର ସସ୍ପେଣ୍ଡ
ନୂଆଦିଲ୍ଲୀ,୨୪ା୬: ଏୟାର ଇଣ୍ଡିଆର ଜଣେ ସିନିୟର କମାଣ୍ଡର ତଥା ଆଞ୍ଚଳିକ ଡାଇରେକ୍ଟର ରୋହିତ ଭାସିନ୍ଙ୍କୁ ସିଡନୀ ଏୟାରପୋର୍ଟରେ ଏକ ଡ୍ୟୁଟି ଫ୍ରି ଦୋକାନରୁ ସାମଗ୍ରୀ ଚୋରି କରିବା ଅଭିଯୋଗରେ ସସ୍ପେଣ୍ଡ କରାଯାଇଛି। କମ୍ପାନୀ ଡାଇରେକ୍ଟର(ପର୍ସୋନେଲ) ଅମୃତା ଶରଣ ଏହି ସସ୍ପେଣ୍ଡ ନିର୍ଦ୍ଦେଶ…
୧୨୦୦ ଟଙ୍କାରେ ବିକ୍ରି ହେଉଛି ଗୋଟିଏ ଆମ୍ବ
ନୂଆଦିଲ୍ଲୀ,୨୪ା୬:ଗୋଟିଏ ଆମ୍ବର ଦାମ ୧୨୦୦ ଟଙ୍କା, ଏହା କେହି କେବେ କଳ୍ପନା ମଧ୍ୟ କରି ନ ଥିବେ। କିନ୍ତୁ ଏହା ନିରାଟ ସତ। ଆମ୍ବର ମହାରାଣୀ କୁହାଯାଉଥିବା ବିଖ୍ୟାତ ‘ନୁରଜାହାଁ’କୁ ଏବେ ୧୨୦୦ ଟଙ୍କାରେ ବିକ୍ରି କରାଯାଉଛି। ଚଳିତବର୍ଷ ମୌସୁମୀ ସହାୟକ…

