ବାଣିଜ୍ୟ

ସମ୍ବଲପୁରରେ ରାପିଡୋ ବାଇକ୍‌ ସେବା ଶୁଭାରମ୍ଭ

ସମ୍ବଲପୁର,୨୧-୬: ପ୍ରମୁଖ ବାଇକ୍‌ ଟାକ୍ସି ସେବା ପ୍ରଦାନକାରୀ ରାପିଡୋ ପକ୍ଷରୁ ସମ୍ବଲପୁରରେ ସେବା ଶୁଭାରମ୍ଭ କରାଯାଇଛି। ଟ୍ରାଫିକ ଅସୁବିଧାକୁ ଧ୍ୟାନରେ ରଖି କମ୍ପାନୀ ଏଭଳି ଏକ ସେବା ପ୍ରଦାନ କରୁଛି। ଏହି ଅବସରରେ ଗ୍ରାହକଙ୍କ ଲାଗି ୩ କିମି ପିଛା ୧୫…

ନୂଆ ପ୍ୟାକ୍‌ରେ ଭିକୋ ବଜ୍ରଦନ୍ତି ପେଷ୍ଟ

ଭୁବନେଶ୍ୱର,୨୧-୬: ଭିକୋ ବଜ୍ରଦନ୍ତି ପେଷ୍ଟ ଏବେ ନୂଆ ପ୍ୟାକରେ ଉପଲବ୍ଧ ହେଉଛି। ଏହି ପ୍ରଡକ୍ଟରେ କମ୍ପାନୀ ୧୮ ପ୍ରକାରର ଜଡିବୁଟିର ସମାହାରକୁ ସାମିଲ କରିଛି। ଏହା ଜିବାଣୁଠାରୁ ଦାନ୍ତକୁ ସୁରକ୍ଷା ପ୍ରଦାନ କରିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ରହିଛି। ଏହା…

ଭାରତରେ ଲଞ୍ଚ ହେବନି ଫେସ୍‌ବୁକ୍‌ କ୍ରିପ୍ଟୋକରେନ୍ସି

ନୂଆଦିଲ୍ଲୀ,୨୧-୬: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ ଭାରତରେ ନିଜର କ୍ରିପ୍ଟୋକରେନ୍ସି ‘ଲିବ୍ରା’କୁ ଲଞ୍ଚ କରିବ ନାହିଁ। ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାର ପୂର୍ବରୁ ଦେଶରେ କୌଣସି ପ୍ରକାର କ୍ରିପ୍ଟୋକରେନ୍ସିର ପ୍ରଚଳନକୁ ବ୍ୟାନ୍‌ କରିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ ଫେସ୍‌ବୁକ ନିଜର…

୧୫ମାସରେ ଉଠିଯିବ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ନିର୍ମାଣ ଖର୍ଚ୍ଚ

ନୂଆଦିଲ୍ଲୀ,୨୧-୬: ଦେଶର ପ୍ରଥମ ଇଞ୍ଜିନବିହୀନ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସ ମାସକୁ ୭ କୋଟି ଟଙ୍କା ଆୟ କରୁଛି। ଏଭଳି ହାରରେ ଆୟ ହୋଇଚାଲିଲେ ଆସନ୍ତା ୧୨ରୁ ୧୫ ମାସ ମଧ୍ୟରେ ଏହି ଟ୍ରେନ ନିର୍ମାଣରେ ହୋଇଥିବା ଖର୍ଚ୍ଚ ଆଦାୟ ହୋଇଯିବ…

କିରାନା ଦୋକାନ, ରେଷ୍ଟୁରାଣ୍ଟ ଖୋଲିବା ହେବ ସହଜ

ନୂଆଦିଲ୍ଲୀ,୨୧-୬: କେନ୍ଦ୍ର ସରକାର କିରାନା ଦୋକାନ ଏବଂ ରେଷ୍ଟୁରାଣ୍ଟ ଖୋଲିବା ଲାଗି ଆବଶ୍ୟକ ଲାଇସେନ୍ସ ସଂଖ୍ୟା କମାଇବାକୁ ଯାଉଛନ୍ତି। ନାଲିଫିତା ବ୍ୟବସ୍ଥାକୁ ହ୍ରାସ କରିବା ଲାଗି ସରକାର ସିଙ୍ଗଲ ଓ୍ବିଣ୍ଡୋ ସିଷ୍ଟମ ଲାଗୁ କରନ୍ତୁ ବୋଲି ଦୀର୍ଘଦିନ ହେବ ଦାବି ହୋଇ…

ଇଲେକ୍ଟ୍ରିକ ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌ ହେବ ଛାଡ଼

ନୂଆଦିଲ୍ଲୀ,୨୧-୬: ଦେଶରେ ପ୍ରଦୂଷଣମୁକ୍ତ ଇଲେକ୍ଟ୍ରିକ ବାହନ ଚଳାଚଳକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବ୍ୟାଟେରି ଚାଳିତ ସମସ୍ତ ପ୍ରକାର ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌କୁ ଛାଡ଼ କରିବାକୁ ଯାଉଛନ୍ତି। ସଡ଼କ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ…

ଆମେରିକା-ଇରାନ ଯୁଦ୍ଧ ଲାଗିଲେ; ଅଶୋଧିତ ତେଲ ଦରରେ ଲାଗିବ ନିଆଁ

ନୂଆଦିଲ୍ଲୀ,୨୧-୬: ଇରାନ ବିରୋଧରେ ଆମେରିକାର କଟକଣା ଜାରି ପରେ ତେହରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଆମେରିକାର ଏକ ସାମରିକ ଡ୍ରୋନକୁ ଇରାନ ଖସାଇ ଦେଇଛି। ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ଏବେ ଯୁଦ୍ଧର ଆଶଙ୍କା…

ମୌସୁମୀ ବିଗାଡ଼ିଦେବ ଅର୍ଥନୀତି

ନୂଆଦିଲ୍ଲୀ,୨୦।୬: ଚଳିତବର୍ଷ ଦେଶରେ ମୌସୁମୀ ପ୍ରବାହ ବିଳମ୍ବିତ ହୋଇଛି। ନିର୍ଦ୍ଧାରିତ ସମୟଠାରୁ ସପ୍ତାହକ ବିଳମ୍ବରେ ମୌସୁମୀ ଦେଶରେ ପ୍ରବେଶ କରିଛି। ଜୁନ୍‌ରେ ଅଦ୍ୟାବଧି ସାରା ଦେଶରେ ସାମାନ୍ୟରୁ ପ୍ରାୟ ୪୩ରୁ ୪୪ ପ୍ରତିଶତ କମ ବର୍ଷା ହୋଇଛି। ଅନ୍ୟପକ୍ଷରେ ଆଉ ୧୫…

ଗ୍ରୁପ୍‌ କମ୍ପାନୀରେ ନିବେଶ: ଇପିଏଫଓ ଫଣ୍ଡ ମ୍ୟାନେଜରଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୨୦।୬: ଗ୍ରୁପ୍‌ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍‌ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍‌ଭେଷ୍ଟମେଣ୍ଟର ମୂଲ୍ୟ ହ୍ରାସ ପାଇବା କାରଣରୁ ଇପିଏଫ୍‌ଓ ପକ୍ଷରୁ ଉକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।…

ଘରୋଇ କମ୍ପାନୀଙ୍କୁ ମିଳିପାରେ ଟ୍ରେନ ପରିଚାଳନା ଅଧିକାର

ନୂଆଦିଲ୍ଲୀ,୨୦।୬: କେନ୍ଦ୍ର ସରକାର କେତେକ ରୁଟ୍‌ରେ ପାସେଞ୍ଜର ଟ୍ରେନ ପରିଚାଳନା ଦାୟିତ୍ୱ ଘରୋଇ କମ୍ପାନୀଙ୍କ ହାତରେ ଟେକିଦେବାକୁ ଗମ୍ଭୀରତାର ସହ ବିଚାର କରୁଛନ୍ତି। ରେଲଓ୍ବେ ବୋର୍ଡର ଏକ ଦସ୍ତାବେଜ୍‌ରୁ ଜଣାପଡିଛି ଯେ, କେନ୍ଦ୍ର ସରକାର ୧୦୦ ଦିନ ଭିତରେ କମ୍‌ ଭିଡ…

ସୁବ୍ରମଣ୍ୟନ୍‌ଙ୍କ ଅଭିଯୋଗକୁ ଇଏସିଙ୍କ ଖଣ୍ଡନ

ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ଇଏସି-ପିଏମ୍‌) ବୁଧବାର ପୂର୍ବତନ ମୁଖ୍ୟ ଆର୍ଥିକ ଉପଦେଷ୍ଟା(ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ୍‌ଙ୍କ ଜିଡିପି ଡାଟାକୁ ନେଇ ଉଠାଇଥିବା ବିବାଦକୁ ଖଣ୍ଡନ କରିଛନ୍ତି। ଇଏସି-ପିଏମ୍‌ଙ୍କ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନ ଦେଶର ଜିଡିପି ଆକଳନ ପଦ୍ଧତି ଏକ ଉତ୍ତରଦାୟୀ,…

ଜେଟ୍‌ ଏୟାରଓ୍ବେଜ୍‌ ମାମଲା: ପାଇଲଟ, ୨ ବିଦେଶୀ ଭେଣ୍ଡର ଅଦାଲତ ଗଲେ

ନୂଆଦିଲ୍ଲୀ,୨୦ା୬: ଜେଟ୍‌ ଏୟାରଓ୍ବେଜ୍‌ର ପାଇଲଟ, ଇଞ୍ଜିନିୟର ସଂଗଠନ ଏବଂ ନେଦରଲାଣ୍ଡର ୨ ଭେଣ୍ଟର ବୁଧବାର ଦେବାଳିଆ ଅଦାଲତ ଏନ୍‌ସିଏଲ୍‌ଟିରେ ପହଞ୍ଚତ୍ଛନ୍ତି। ନିଜକୁ ଜେଟ୍‌ର ଦେବାଳିଆ ପ୍ରକ୍ରିୟାରେ ସାମିଲ କରିବା ଲାଗି ସେମାନେ ଆବେଦନ ପତ୍ର ଦେଇଛନ୍ତି। ୨ ବିଦେଶୀ ଭେଣ୍ଡର ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?