ବାଣିଜ୍ୟ

ହୋମ୍‌ ଲୋନ୍‌କୁ ରେପୋ ରେଟ୍‌ ସହ ଲିଙ୍କ କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୧୮-୬: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ହୋମ୍‌ ଲୋନ୍‌କୁ ଏମ୍‌ସିଏଲ୍‌ଆର୍‌ରୁ ହଟାଇ ରେପୋ ରେଟ୍‌ ସହ ଲିଙ୍କ କରିବ ବୋଲି ଘୋଷଣା କରିଛି। ଏହା ଜୁଲାଇ ପହିଲାରୁ କାର୍ଯ୍ୟକାରୀ ହେବ। ଏହାଦ୍ୱାରା ଗ୍ରାହକ ବେଶ ପ୍ରଭାବିତ ହେବେ ବୋଲି ଆଶଙ୍କା ରହିଛି।…

ୟଶ୍‌ ବିର୍ଲା ଓ୍ବିଲଫୁଲ ଡିଫଲ୍ଟର ଘୋଷିତ

ନୂଆଦିଲ୍ଲୀ,୧୮-୬: କୋଲକାତାର ୟୁକୋ ବ୍ୟାଙ୍କ ଯଶୋବର୍ଦ୍ଧନ ବିର୍ଲା(ୟଶ୍‌ ବିର୍ଲା)ଙ୍କୁ ଓ୍ବିଲଫୁଲ ଡିଫଲ୍ଟର ଘୋଷଣା କରିଛି। ତାଙ୍କ ଗ୍ରୁପ୍‌ଙ୍କ ଗୋଟିଏ କମ୍ପାନୀ ବିର୍ଲା ସୂର଼୍ୟା ଲିମିଟେଡ ଉପରେ ୬୭.୫୫ କୋଟି ଟଙ୍କାର ବକେୟା ଋଣ ରହିଛି। ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ, କମ୍ପାନୀ…

ଏନ୍‌ସିଏଲ୍‌ଟିକୁ ଯିବ ବ୍ୟାଙ୍କ ସମୂହ;ଜେଟ୍‌ର ପୁନରୁଦ୍ଧାର ଆଶା ଶେଷ

ନୂଆଦିଲ୍ଲୀ,୧୮-୬: ନଗଦ ସଙ୍କଟ କାରଣରୁ ଅଚାନକ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜ୍‌ର ପୁନରୁଦ୍ଧାର ଲାଗି ସବୁ ଉଦ୍ୟମ ଫସର ଫାଟିଛି। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ନେତୃତ୍ୱରେ ଗଠିତ ବ୍ୟାଙ୍କ ସମୂହ ବକେୟା ଋଣ ଆଦାୟ ଲାଗି ଦେବାଳିଆ ଆଇନ(ଆଇବିସି) ଅଧୀନରେ ଏନ୍‌ସିଏଲ୍‌ଟି…

ହାଇକୋର୍ଟରେ ଚୋକସିଙ୍କ ସତ୍ୟପାଠ;ଫେରାର ହୋଇନି, ଟ୍ରିଟ୍‌ମେଣ୍ଟ ପାଇଁ ବିଦେଶ ଯାଇଛି

ନୂଆଦିଲ୍ଲୀ,୧୮-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତିର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ସୋମବାର ବମ୍ବେ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି। ସେ ଦେଶରୁ ପଳାୟନ କରିନାହାନ୍ତି ବରଂ ନିଜର ମେଡିକାଲ ଟ୍ରିଟ୍‌ମେଣ୍ଟ ପାଇଁ ବିଦେଶ ଯାଇଛନ୍ତି…

ଭାରତକୁ ତେଲ,ଏଲ୍‌ପିଜି ଯୋଗାଣ ଜାରି ରଖିବ ୟୁଏଇ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୭-୬: ସଂଯୁକ୍ତ ଆରବ ଏମିରେଟ(ୟୁଏଇ) ହର୍ମୁଜ ଜଳ ସନ୍ଧି କ୍ଷେତ୍ରରେ ଦେଖାଦେଇଥିବା ବାଧା ସତ୍ତ୍ୱେ ଭାରତକୁ ଅଶୋଧିତ ତେଲ ଏବଂ ଏଲ୍‌ପିଜି ଯୋଗାଣ ଅବ୍ୟାହତ ରଖିବ ବୋଲି ପ୍ରତିଶ୍ରୁତି ଦେଇଛି। ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଟୁଇଟ୍‌ ଜରିଆରେ ଏ…

ଖସିପାରିବେନି ଟିକସ ଖିଲାପୀ;ଜରିମାନା ଦେଲେ ମଧ୍ୟ ଯିବେ ଜେଲ୍‌

ନୂଆଦିଲ୍ଲୀ,୧୮-୬: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର କଳାଧନ ବିରୋଧରେ ସଂଗ୍ରାମ ଜାରି ରଖିଛନ୍ତି। ଏବେ ଏହି ଦିଗରେ ଆଉ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ଟିକସ ଖିଲାପୀଙ୍କ ଲାଗି ଆଉ ଏକ ନୂଆ ନିୟମ…

ନାଲ୍‌କୋ ଅଧ୍ୟକ୍ଷଙ୍କୁ ଗ୍ଲୋବାଲ ଇଣ୍ଡିଆନ୍‌ ବିଜନେସ୍‌ ଲିଡର ସମ୍ମାନ

ଭୁବନେଶ୍ୱର,୧୮-୬:ନାଲ୍‌କୋ ଅଧ୍ୟକ୍ଷ ତପନ କୁମାର ଚାନ୍ଦଙ୍କୁ ଗ୍ଲୋବାଲ ଇଣ୍ଡିଆନ୍‌ ବିଜନେସ୍‌ ଲିଡର ସମ୍ମାନ ମିଳିଛି। ଉଲ୍ଲେଖନୀୟ ବୃତ୍ତିଗତ ସଫଳତା ଏବଂ ସାମାଜିକ ଅବଦାନ ଲାଗି ଚାନ୍ଦଙ୍କୁ ଏଭଳି ସମ୍ମାନରେ ସମ୍ମାନିତ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ନାଲ୍‌କୋର ନିଗମ ସଞ୍ଚାର…

କର୍ପୋରେଶନ ବ୍ୟାଙ୍କର ନୂତନ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର,୧୮-୬: କର୍ପୋରେଶନ ବ୍ୟାଙ୍କ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ଏ.ଆର୍‌. ରାଘବେନ୍ଦ୍ର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ସେ ୧୯୮୪ରେ କର୍ନାଟକର ଚିକ୍‌ମାଙ୍ଗାଲୋରଠାରେ ବ୍ୟାଙ୍କରେ ଯୋଗ ଦେଇଥିଲେ। ଭୁବନେଶ୍ୱର କାର୍ଯ୍ୟାଳୟରେ ଅବସ୍ଥାପିତ ହେବା ପୂର୍ବରୁ ସେ ବ୍ୟାଙ୍କର ମାଙ୍ଗାଲୋରସ୍ଥିତ…

ବଜାରରେ ହିରୋର ୩ ନୂଆ ମଡେଲ

ଭୁବନେଶ୍ୱର,୧୮-୬: ହିରୋମୋଟୋକର୍ପ ପକ୍ଷରୁ ଓଡ଼ିଶା ବଜାରରେ ସୋମବାର ୩ ନୂଆ ମଡେଲର ବଜାର ପ୍ରବେଶ ହୋଇଛି। ଏହି ମଡେଲଗୁଡିକ ମଧ୍ୟରେ ହିରୋ ମାଏଷ୍ଟ୍ରୋ ଏଜ୍‌ ୧୨୫, ଏକ୍ସପଲ୍‌ସ ୨୦୦ଟି ଏବଂ ଏକ୍ସଟ୍ରିମ ୨୦୦ ଏସ୍‌ ରହିଛି। ନୂଆ ମଡେଲଗୁଡିକୁ କଟକର ଜେଏମ୍‌ଜି…

ଗୀତମ୍‌ରେ ଏମ୍‌ବିବିଏସ୍‌ ନାମଲେଖା

ବିଶାଖାପାଟଣା,୧୮-୬:ଗୀତମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌ ଆଣ୍ଡ ରିସର୍ଚ୍ଚ( ଜିଆଇଏମ୍‌ଏସ୍‌ ଆର୍‌)ରେ ଏମ୍‌ବିବିଏସ୍‌ ନାମଲେଖା ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଗୀତମ ଡିମ୍‌ଡ ୟୁନିଭର୍ସିଟିର ମେଡିକାଲ କଲେଜ ହୋଇଥିବା ବେଳେ ୨୦୧୯-୨୦ ବର୍ଷ ଲାଗି ନାମଲେଖା ହେଉଛି। ମେଡିକାଲ କଲେଜର ସିଟ୍‌ଗୁଡିକ…

୧୦୦୦ କୋଟିର ୬ ଏନ୍‌ପିଏ ଆକାଉଣ୍ଟ ବିକିବ ପିଏନ୍‌ବି

ନୂଆଦିଲ୍ଲୀ,୧୭-୬: ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ୧୦୦୦ କୋଟି ଟଙ୍କାରୁ ଅଧିକ ୬ ଏନ୍‌ପିଏ ଆକାଉଣ୍ଟକୁ ବିକ୍ରି କରିବାକୁ ଘୋଷଣା କରିଛି। ବିକ୍ରି ହେବାକୁ ଥିବା ଆକାଉଣ୍ଟ ଗୁଡ଼ିକ ମଧ୍ୟରେ ବନ୍ଦନା ବିଦ୍ୟୁତ ଏବଂ ଭିସା ଷ୍ଟିଲ ରହିଛି। ଅଣ ବ୍ୟାଙ୍କିଙ୍ଗ…

ଘରୋଇ ପେସାଦାରଙ୍କ ହାତରେ ରହିବ ରେଲଓ୍ବେର ପ୍ରଚାର ଅଭିଯାନ

ନୂଆଦିଲ୍ଲୀ,୧୭-୬: ଭାରତୀୟ ରେଲଓ୍ବେର ପ୍ରଚାର ଅଭିଯାନ(ପବ୍ଲିସିଟି କ୍ୟାମ୍ପେନ)ର ନୂଆ କଳେବର ହେବାକୁ ଯାଉଛି। ଏଥିଲାଗି ୧୭ ଘରୋଇ ପେସାଦାରଙ୍କୁ ନିଯୁକ୍ତ କରାଯିବ। ପ୍ରତି ଜୋନ୍‌ ଲାଗି ଗୋଟିଏ ଲେଖାଏ ଟିମ୍‌ ଗଠନ ହେବ, ଯେଉଁଥିରେ ଜଣେ ଟିମ୍‌ ଲିଡରଙ୍କ ସହିତ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?