ବାଣିଜ୍ୟ

କଳାଧନ ନେଇ ୫୦ ଭାରତୀୟଙ୍କୁ ନୋଟିସ ଦେଲା ସୁଇଜରଲାଣ୍ଡ

ନୂଆଦିଲ୍ଲୀ,୧୭-୬: ସ୍ବିସ୍‌ ବ୍ୟାଙ୍କରେ ଅଘୋଷିତ ଅର୍ଥ(କଳାଧନ) ଲୁଚାଇ ରଖିଥିବା ଭାରତୀୟଙ୍କ ବିରୋଧରେ ଉଭୟ ସ୍ବିଜରଲାଣ୍ଡ ଏବଂ ଭାରତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଛି। ସ୍ବିଜରଲାଣ୍ଡ ଅଧିକାରୀ ଏ ସମ୍ପର୍କରେ ଅତିକମ୍‌ରେ ୫୦ ଭାରତୀୟଙ୍କ ବ୍ୟାଙ୍କ ଆକାଉଣ୍ଟ ସମ୍ପର୍କିତ ସୂଚନା ଭାରତୀୟ…

ଟ୍ରେଡ୍‌ ଓ୍ବାରରୁ ଭାରତକୁ ମିଳିବ ଫାଇଦା

ନୂଆଦିଲ୍ଲୀ,୧୭-୬: ଆମେରିକା ଓ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟ୍ରେଡ୍‌ ଓ୍ବାରର ଫାଇଦା ଉଠାଇ ଭାରତ କେମିକାଲ ଓ ଗ୍ରାନାଇଟ୍‌ ସମେତ ପ୍ରାୟ ୩୫୦ ପ୍ରକାର ସାମଗ୍ରୀ ଏହି ଦୁଇ ଦେଶକୁ ରପ୍ତାନି କରିପାରିବ ବୋଲି ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ…

ଏଲ୍‌ଜି ପକ୍ଷରୁ କୁକିଂ କଣ୍ଟେଷ୍ଟ

ଭୁବନେଶ୍ୱର,୧୭-୬(ବ୍ୟୁରୋ): ଏଲ୍‌ଜି ଇଲେକଟ୍ରୋନିକ୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ କୁକିଂ କଣ୍ଟେଷ୍ଟ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ କମ୍ପାନୀ ଘରୋଇ ବଜାରରେ ୨୨ତମ ପୂର୍ତ୍ତି ପାଳନ କରୁଛି। ରଜପର୍ବ ଉପଲକ୍ଷେ ଏଭଳି ଏକ ପ୍ରତିଯୋଗିତା ଦ୍ୱିତୀୟ ବର୍ଷ ଲାଗି…

ପିଏନ୍‌ବିର ନୂଆ ସିଏଲ୍‌ପିସି ଶୁଭାରମ୍ଭ

ଭୁବନେଶ୍ୱର,୧୭-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ପକ୍ଷରୁ ସ୍ଥାନୀୟ ଜୟଦେବ ବିହାରଠାରେ ଏକ କେନ୍ଦ୍ରୀକୃତ ଋଣ ପ୍ରୋସେସିଂ ସେଣ୍ଟର(ସିଏଲ୍‌ପିସି) ଶୁଭାରମ୍ଭ କରାଯାଇଛି। ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଜୈୟ କୁମାର ଆଜାଦ ଏହାକୁ ଉନ୍ମୋଚନ କରିଥିଲେ। ଗ୍ରାହକଙ୍କୁ ଉନ୍ନତ ସେବା ଯୋଗାଣ ଏବଂ…

ସାମ୍‌ସଙ୍ଗ ଆଣିଲା ନୂଆ ଗାଲାକ୍ସି ଏମ୍‌୪୦

ନୂଆଦିଲ୍ଲୀ,୧୭-୬: ପ୍ରମୁଖ କମ୍ପାନୀ ସାମ୍‌ସଙ୍ଗ ପକ୍ଷରୁ ନୂଆ ଗାଲାକ୍ସି ଏମ୍‌୪୦ ମଡେଲ ବଜାରକୁ ଆସିଛି। ଏଥିରେ ୬.୩ ଇଞ୍ଚ ଏଫ୍‌ଏଚ୍‌ଡି ଇନଫିନିଟି ଓଡିସ୍ପଲେ, ଶକ୍ତିଶାଳୀ ସ୍ନାପଡ୍ରାଗନ ୬୭୫ ଅକ୍ଟାକୋର ପ୍ରୋସେସର, ଟ୍ରିପଲ ରିୟର କ୍ୟାମେରା ଭଳି ପ୍ରମୁଖ ବୈଶିଷ୍ଟ୍ୟ ରହିଛି। ଯୁବବର୍ଗଙ୍କୁ…

ଯାନ ମୂଲ୍ୟ ବଢାଇ ପାରେ ହୋଣ୍ଡା କାର୍‌ସ

ନୂଆଦିଲ୍ଲୀ,୧୭-୬: ହୋଣ୍ଡା କାର୍‌ସ ଇଣ୍ଡିଆ ଆସନ୍ତା ମାସଠାରୁ ଏହାର ବିଭିନ୍ନ ମଡେଲ ଯାନ ଉପରେ ମୂଲ୍ୟ ବଢାଇବା ନେଇ ବିଚାର କରୁଛି। କମ୍ପାନୀ ଏହାର ବିଭିନ୍ନ ମଡେଲଗୁଡିକର ଦାମ୍‌ ୧.୨% ପର୍ଯ୍ୟନ୍ତ ବଢାଇପାରେ। ଇନ୍‌ପୁଟ ମୂଲ୍ୟ ବୃଦ୍ଧି ଏବଂ ସୁରକ୍ଷା ଫିଚର…

ବିଶ୍ୱକପ କ୍ରିକେଟ ପ୍ରଭାବ;ବଡ଼ ସ୍କ୍ରିନ୍‌ ଟିଭି ବିକ୍ରି ୧୦୦% ବୃଦ୍ଧି

ନୂଆଦିଲ୍ଲୀ,୧୭-୬: କ୍ରିକେଟପ୍ରେମୀଙ୍କ ମଧ୍ୟରେ ଏବେ ବିଶ୍ୱକପ୍‌ କ୍ରିକେଟ ଜ୍ୱର ବଢ଼ିବାରେ ଲାଗିଛି। ଏଥିଯୋଗୁ ବଡ଼ ସ୍କ୍ରିନ୍‌ର ଟିଭି ସେଟ୍‌ର ଚାହିଦା ବେଶ୍‌ ବଢ଼ିଥିବା ଦେଖାଯାଇଛି। ବର୍ଷା କାରଣରୁ ବିଶ୍ୱକପ୍‌ର କେତେକ ମ୍ୟାଚ୍‌ ରଦ୍ଦ ହୋଇଥିଲେ ହେଁ ଭାରତୀୟଙ୍କ ମଧ୍ୟରେ ବିଶ୍ୱକପ୍‌ କ୍ରିକେଟ…

ପୁଞ୍ଜିବଜାରରେ ୧୧,୧୩୨ କୋଟି ଏଫ୍‌ପିଆଇ ନିବେଶ

ମୁମ୍ବାଇ,୧୭-୬: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ଜୁନ୍‌ରେ ଅଦ୍ୟାବଧି ଘରୋଇ ପୁଞ୍ଜି ବଜାରରେ ୧୧,୧୩୨ କୋଟି ଟଙ୍କା ନିବେଶ କରିଛନ୍ତି। ଡିପୋଜିଟୋରୀ ପରିସଂଖ୍ୟାନରୁ ଏହା ସ୍ପଷ୍ଟ ହୋଇଛି। ପ୍ରାପ୍ତ ତଥ୍ୟ ଅନୁଯାୟୀ, ଜୁନ ୧୪ ତାରିଖ ସୁଦ୍ଧା ଏଫ୍‌ପିଆଇଙ୍କ ପକ୍ଷରୁ ଶେୟାରରେ ୧,୫୧୭.୧୨…

ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ମିଳିପାରେ ୩୦ ହଜାର କୋଟି

ନୂଆଦିଲ୍ଲୀ,୧୭-୬: ଅର୍ଥ ମନ୍ତ୍ରଣାଳୟ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର ପୁଞ୍ଜି ଆଧାରର ମୂଲ୍ୟାଙ୍କନ ଆରମ୍ଭ କରିଛି। ସେମାନଙ୍କର ସର୍ବନିମ୍ନ ପୁଞ୍ଜି ସର୍ତ୍ତ ପାଳନ କରିବାର ଆବଶ୍ୟକତା ରହିଛି। ଏଥିଲାଗି ସରକାର ନିୟମାନୁଯାୟୀ ସେମାନଙ୍କୁ ସହାୟତା କରିବାକୁ ଚାହୁଁଛନ୍ତି। ଚଳିତ ଆର୍ଥିକ ବର୍ଷରେ ସାଧାରଣ ବଜେଟରେ…

ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ମାମଲା;ରେଟିଂ ଏଜେନ୍ସି, ଅଡିଟର ସେବିର ଯାଞ୍ଚ ଘେରରେ

ନୂଆଦିଲ୍ଲୀ,୧୭-୬: ଇନଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ୍‌ ଫାଇନାନ୍ସିଆଲ ସର୍ଭିସେସ୍‌(ଆଇଏଲ୍‌ଆଣ୍ଡଏଫ୍‌ଏସ୍‌)ରେ ହୋଇଥିବା ଆର୍ଥିକ ଅନିୟମିତତା ମାମଲାରେ କମ୍ପାନୀର ମ୍ୟାନେଜମେଣ୍ଟ, ରେଟିଂ ଏଜେନ୍ସି, ଅଡିଟରଙ୍କ ସମ୍ପର୍କରେ ସିକ୍ୟୁରିଟିଜ୍‌ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ(ସେବି) ଯାଞ୍ଚ କରୁଛି। ଏମାନଙ୍କ ବିରୋଧରେ ସେବି ପକ୍ଷରୁ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।…

ଦେଶରେ ଦରମା ସମସ୍ୟା ରହିଛି: ପାଇ

ବେଙ୍ଗାଲୁରୁ,୧୭-୬: ଭାରତରେ ନିଯୁକ୍ତିର ସମସ୍ୟା ନାହିଁ, ବରଂ ଦରମା ସମସ୍ୟା ରହିଛି ବୋଲି ଇନ୍‌ଫୋସିସ୍‌ର ପୂର୍ବତନ ସିଏଫଓ ତଥା ଶୀର୍ଷ ନିବେଶକ ଟି.ଭି.ମୋହନଦାସ ପାଇ କହିଛନ୍ତି। ତାଙ୍କ ମତରେ ଦେଶରେ କମ୍‌ ଆୟ ହେଉଥିବା ନିଯୁକ୍ତି ସୃଷ୍ଟି ହେଉଛି, ଯାହାକୁ ଡିଗ୍ରୀଧାରୀ…

କମୁଛି ତେଲ ଚାହିଦା, ଧିମାଉଛି ଅର୍ଥନୀତି

ନୂଆଦିଲ୍ଲୀ,୧୬-୬: ଦେଶର ଇନ୍ଧନ(ତେଲ) ଚାହିଦା ମେ’ରେ ଅପରିବର୍ତ୍ତିତ ରହିଛି। ପୂର୍ବବର୍ଷ ଯାହା ଚାହିଦା ଥିଲା ଚଳିତ ବର୍ଷ ଏହି ଅବଧିରେ ତାହା ରହିଥିବାରୁ ଦେଶର ଅର୍ଥନୀତିର ବିକାଶ ହାର ଧିମେଇବାରେ ଲାଗିଛି ବୋଲି ସଙ୍କେତ ମିଳୁଛି। ଔଦ୍ୟୋଗିତ ଉତ୍ପାଦନ ଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?