ବାଣିଜ୍ୟ

ଟ୍ରେନରେ ମସାଜ ପ୍ରସ୍ତାବ ପ୍ରତ୍ୟାହାର କଲା ରେଲଓ୍ବେ

ନୂଆଦିଲ୍ଲୀ,୧୬-୬: ଭାରତୀୟ ରେଲଓ୍ବେ ପକ୍ଷରୁ ଟ୍ରେନରେ ଯାତ୍ରୀଙ୍କୁ ମସାଜ ଦେବାର ବ୍ୟବସ୍ଥା କରାଯାଇଥିଲା। ତେବେ ଏହାକୁ ପଶ୍ଚିମ ରେଲଓ୍ବେ ପ୍ରତ୍ୟାହାର କରିନେଇଛି। ମଧ୍ୟପ୍ରଦେଶର ରାଜଧାନୀ ଇନ୍ଦୋରଠାରୁ ଚାଲିବାକୁ ଥିବା ୩୯ ଟ୍ରେନରେ ଏହି ବ୍ୟବସ୍ଥା ଆରମ୍ଭ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ରେଲଓ୍ବେର…

ବାଣିଜ୍ୟ ନିଅଣ୍ଟ ୬ ମାସର ସର୍ବୋଚ୍ଚ ସ୍ତରରେ

ନୂଆଦିଲ୍ଲୀ,୧୬-୬: ଦେଶର ରପ୍ତାନି ମେ’ରେ ୩.୯୩ ପ୍ରତିଶତ ବଢ଼ି ୩୦ ବିଲିୟନ ଡଲାରରେ ପହଞ୍ଚତ୍ୟାଇଛି। ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ଜାରି ତଥ୍ୟ ଅନୁସାରେ ଇଲେକ୍ଟ୍ରୋନିକ୍ସ ଓ ରସାୟନ କ୍ଷେତ୍ରରେ ଉନ୍ନତ ପ୍ରଦର୍ଶନ ଯୋଗୁ ରପ୍ତାନି ବୃଦ୍ଧି ପାଇଛି। ତେବେ ଏହି…

ଏଟିଏମ୍‌ର ସୁରକ୍ଷା ପାଇଁ ଗାଇଡ୍‌ଲାଇନ ଜାରି

ନୂଆଦିଲ୍ଲୀ,୧୬-୬: ଏଟିଏମର ସୁରକ୍ଷା ବୃଦ୍ଧି ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗାଇଡ୍‌ଲାଇନ ଜାରି କରିଛି। ଚଳିତବର୍ଷ ସେପ୍ଟେମ୍ବର ସୁଦ୍ଧା ଏହାକୁ ଲାଗୁ କରିବା ଲାଗି ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ବିଫଳ ହେଲେ ସେମାନଙ୍କୁ ଜରିମାନା ଦେବାକୁ ହେବ ବୋଲି ନିର୍ଦ୍ଦେଶରେ…

ନରେଶ ଗୋୟଲଙ୍କୁ ଆଇଟି ସମନ

ନୂଆଦିଲ୍ଲୀ,୧୬-୬: ଜେଟ୍‌ ଏୟାରଓ୍ବେଜ୍‌ର ପ୍ରମୋଟର ନରେଶ ଗୋୟଲଙ୍କ କଥିତ ଟିକସ ଫାଙ୍କି ମାମଲାରେ ଜେରା ପାଇଁ ଆୟକର(ଆଇଟି) ବିଭାଗ ପକ୍ଷରୁ ସମନ ଜାରି କରାଯାଇଛି। କମ୍ପାନୀ ବନ୍ଦ ହୋଇଯିବା ପରେ ଏଥିରେ ହୋଇଥିବା ଅନିୟମିତତା ନେଇ ଆୟକର ବିଭାଗ ପକ୍ଷରୁ ଗୋୟଲଙ୍କୁ…

ମେଟ୍ରୋ ଟ୍ରେନ ଯାତ୍ରା ଲାଗି ଆସିବ ଏକକ କାର୍ଡ

ନୂଆଦିଲ୍ଲୀ,୧୬-୬: ମେଟ୍ରୋ ରେଳ ଯାତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଖୁବଶୀଘ୍ର ଏକ ନୂଆ କାର୍ଡ ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ଦେଶର ସମସ୍ତ ମେଟ୍ରୋ ରେଳରେ ଯାତ୍ରା କରିହେବ। ଏହା ପ୍ରଚଳନରେ ଥିବା ଓ୍ବନ୍‌ ନେଶନ-ଓ୍ବନ୍‌ କାର୍ଡଠାରୁ ସମ୍ପୂର୍ଣ୍ଣ ଭିନ୍ନ ହେବ। ଓ୍ବନ୍‌…

ରବି ମିଶ୍ର ଆର୍‌ବିଆଇ ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର

ମୁମ୍ବାଇ,୧୬-୬: ଓଡ଼ିଶାର ଡ.ରବି ଏନ. ମିଶ୍ରଙ୍କୁ ପଦନ୍ନୋତି ଦିଆଯାଇ ରିଜର୍ଭ ବ୍ୟାଙ୍କର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଭାବେ ନିଯୁକ୍ତ କରାଯାଇଛି। ରୋଜମେରୀ ସେବାଷ୍ଟିଆନଙ୍କ ଅବସର ପରେ ଏହି ପଦଟି ଦୀର୍ଘଦିନ ହେଲା ଖାଲି ପଡିଥିଲା। ଏଥିପୂର୍ବରୁ ମିଶ୍ର କେନ୍ଦ୍ରୀୟ ବ୍ୟାଙ୍କର ରିସ୍କ ମ୍ୟାନେଜମେଣ୍ଟ…

ଜେଇଇ ଆଡଭାନ୍ସରେ ଫିଟ୍‌ଜୀ ଛାତ୍ରୀଛାତ୍ରଙ୍କ ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୧୬-୬(ବ୍ୟୁରୋ): ଶୁକ୍ରବାର ପ୍ରକାଶିତ ଜେଇଇ ଆଡଭାନ୍ସରେ ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍‌ଜୀ ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସବୁବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନୁଷ୍ଠାନର କଟକ ଏବଂ ଭୁବନେଶ୍ୱର ସେଣ୍ଟରର ଛାତ୍ରୀଛାତ୍ର ସଫଳତା ଧାରା ବଜାୟ ରଖିବାକୁ ସକ୍ଷମ…

ରିୟଲମି ଆଣିଲା ନୂଆ ସି୨ ସ୍ମାର୍ଟଫୋନ

ଭୁବନେଶ୍ୱର,୧୬-୬(ବ୍ୟୁରୋ): ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ରିୟଲମି ପକ୍ଷରୁ ଓଡ଼ିଶା ବଜାରରେ ନୂଆ ସି୨ ସ୍ମାର୍ଟଫୋନ ମଡେଲର ପ୍ରବେଶ କରାଯାଇଛି। ସ୍ଥାନୀୟ ଶହୀଦନଗରସ୍ଥିତ ଲକ୍ଷ୍ମୀ ମୋବାଇଲ ଏବଂ ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟର ଟି-ସିରିଜ ଷ୍ଟୋରରେ ନୂଆ ମଡେଲଟିର ଉନ୍ମୋଚନ ହୋଇଥିଲା। ରିୟଲମିର ଓଡ଼ିଶା…

ବିଏସ୍‌-୬ ପ୍ରମାଣପତ୍ର ଲାଭକଲା ହିରୋ

ନୂଆଦିଲ୍ଲୀ,୧୫-୬ : ହିରୋ ମୋଟୋକର୍ପ ଦେଶର ପ୍ରଥମ କମ୍ପାନୀ ଭାବେ ଏହାର ଦୁଇ ଚକିଆ ଯାନ ଲାଗି ବିଏସ୍‌-୬ ପ୍ରମାଣପତ୍ର ଲାଭ କରିଛି। କମ୍ପାନୀର ସ୍ପ୍ଲେଣ୍ଡର ଆଇସ୍ମାର୍ଟ ମୋଟର ସାଇକେଲ ଇଣ୍ଟରନ୍ୟାଶନାଲ ସେଣ୍ଟର ଫର ଅଟୋମୋଟିଭ ଟେକ୍ନୋଲୋଜି ପକ୍ଷରୁ ଟାଇପ ଆପ୍ରୁଭାଲ…

ପିତୃଦିବସ ଲାଗି କଲ୍ୟାଣ ଜୁଏଲର୍ସର ଗହଣା ସମ୍ଭାର

ନୂଆଦିଲ୍ଲୀ,୧୫-୬ : ପିତୃ ଦିବସ ଅବସରରେ କଲ୍ୟାଣ ଜୁଏଲର୍ସ ପକ୍ଷରୁ ନୂଆ ଗହଣା ସମ୍ଭାର ଆରମ୍ଭ କରାଯାଇଛି। କମ୍ପାନୀ ଏହାର ମେନସଓ୍ବେର ଡିଜାଇନ ମଧ୍ୟରେ ସ୍ପୋର୍ଟ,ଡ୍ରେସି ଏବଂ କ୍ଳାସି ଭଳି ବର୍ଗ ସାମିଲ କରିଛି। ଏହା ମଧ୍ୟରେ ମୁଦି, ଡାଇମଣ୍ଡ ଷ୍ଟଡେଡ…

ଯେସାକୁ ତେସା ନୀତି : ଆମେରିକା ସାମଗ୍ରୀରେ ଟାରିଫ ବଢ଼ାଇବ ଭାରତ

ନୂଆଦିଲ୍ଲୀ,୧୫-୬: ନିକଟରେ ଭାରତ ଠାରୁ ଆମେରିକା ଜିଏସ୍‌ପି ପ୍ରତ୍ୟାହାର କରିଛି। ପୂର୍ବରୁ ଭାରତରୁ ଆମଦାନୀ ହେଉଥିବା କେତେକ ପ୍ରକାରର ଇସ୍ପାତ ଓ ଆଲୁମିନିୟମ ଉପରେ ଆମେରିକା ଟାରିଫ ବୃଦ୍ଧି କରିଥିଲା। ଆମେରିକାକୁ ଜବାବ ଦେବା ଲାଗି ଭାରତ ମଧ୍ୟ ‘ଯେସାକୁ ତେସା…

ଫୋବର୍‌ସ ତାଲିକା:୨୦୦୦ ଶୀର୍ଷ କମ୍ପାନୀଙ୍କ ମଧ୍ୟରେ ୫୭ ଭାରତୀୟ ସାମିଲ

ନୂଆଦିଲ୍ଲୀ,୧୫-୬: ପ୍ରଖ୍ୟାତ ଫୋବର୍‌ସ ପତ୍ରିକା ପକ୍ଷରୁ ବିଶ୍ୱର ଶୀର୍ଷ ୨୦୦୦ କମ୍ପାନୀଙ୍କ ଏକ ତାଲିକା ପ୍ରକାଶ କରାଯାଇଛି। ଏଥିରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ସମେତ ୫୭ ଭାରତୀୟ କମ୍ପାନୀ ସାମିଲ ହୋଇଛନ୍ତି। ଏହି ତାଲିକାରେ ହାଇସିଂ ଫାଇନାନ୍ସ କ୍ଷେତ୍ରରେ ଶୀର୍ଷ ଭାରତୀୟ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?