ବାଣିଜ୍ୟ

ଆଦାୟ ହେବ ଟିକସ: କ୍ଷତି ଦର୍ଶାଇ ଠକୁଛନ୍ତି ୨.୫ ଲକ୍ଷ କମ୍ପାନୀ

ନୂଆଦିଲ୍ଲୀ,୧୪-୬: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ମୋଦି ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବିମୁଦ୍ରୀକରଣ ପରେ ଭୂତ କମ୍ପାନୀଙ୍କୁ ବନ୍ଦ କରି ଦେଶର ଚାଲିଥିବା ସମାନ୍ତରାଳ ଅର୍ଥନୀତିକୁ ଧ୍ୱସ୍ତ କରିବା ପରେ ମୋଦି ସରକାର ଏବେ…

୧୦୦ରୁ ଊର୍ଦ୍ଧ୍ୱ ଟିସିଏସ୍‌ କର୍ମଚାରୀ କୋଟିପତି

ବେଙ୍ଗାଲୁରୁ,୧୪-୬: ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ରେ କୋଟିପତି କର୍ମଚାରୀଙ୍କ ସଂଖ୍ୟା ୧୦୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ କର୍ମଚାରୀ ନିଜ କ୍ୟାରିୟର ଏହି କମ୍ପାନୀରୁ ଆରମ୍ଭ କରିଛନ୍ତି। ଆର୍ଥିକ ବର୍ଷ ୨୦୧୭ରେ ଟିସିଏସ୍‌ରେ ୯୧ ଜଣ କୋଟିପତି କର୍ମଚାରୀ…

ଇଏସ୍‌ଆଇ ଅଂଶଦାନ ୪%କୁ ହ୍ରାସ

ନୂଆଦିଲ୍ଲୀ,୧୪-୬: କେନ୍ଦ୍ର ସରକାର କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇ)ର ସ୍ବାସ୍ଥ୍ୟ ବୀମା କାର୍ଯ୍ୟକ୍ରମରେ ନିଯୁକ୍ତିଦାତା ଏବଂ କର୍ମଚାରୀଙ୍କ ମୋଟ ଅଂଶଦାନକୁ ୬.୫%ରୁ ୪%କୁ ହ୍ରାସ କରିଛନ୍ତି। ଏହାଦ୍ୱାରା ୧୨.୮୫ ଲକ୍ଷ ନିଯୁକ୍ତିଦାତା ପ୍ରତିବର୍ଷ ୫ ହଜାର କୋଟି ଟଙ୍କା ସଞ୍ଚୟ କରିପାରିବେ।…

୧୪ ଦିନ ଭିତରେ ମିଳିବ କିଷାନ କ୍ରେଡିଟ୍‌ କାର୍ଡ

ନୂଆଦିଲ୍ଲୀ,୧୪-୬: ବହୁ ଚାଷୀ ଏବେ ସୁଦ୍ଧା ସଂସ୍ଥାଗତ ଋଣରୁ ବଞ୍ଚତ୍ତ ହେଉଥିବାରୁ ଆବେଦନ ପାଇବାର ୧୪ ଦିନ ଭିତରେ ଯୋଗ୍ୟ ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି) ପ୍ରଦାନ କରିବାକୁ କେନ୍ଦ୍ର ସରକାର ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ଦେଶରେ ୬.୯୫ କୋଟି…

ଜିଡିପି ବିବାଦ: ସୁବ୍ରମଣ୍ୟନ୍‌ଙ୍କୁ ଜବାବ ଦେବେ ସରକାର

ନୂଆଦିଲ୍ଲୀ,୧୩-୬: ଏନ୍‌ଡିଏ ସରକାର ଅମଳରେ ଜିଡିପି ହାର ଦର୍ଶାଇବାରେ ମିଥ୍ୟାର ଆଶ୍ରୟ ନିଆଯାଇଥିଲା ବୋଲି ପୂର୍ବତନ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ସୁବ୍ରମଣ୍ୟନ୍‌ ଏକ ରିପୋର୍ଟ ପ୍ରକାଶ କରି ଅଭିଯୋଗ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ପିଏମ୍‌-ଇଏସି) ଏହାର ଜବାବ ଦେବାକୁ…

କର୍ପୋରେଟ ଜାଲିଆତି ରୋକିବା ଉଦ୍ୟମ: ପରୀକ୍ଷା ଦେବେ କମ୍ପାନୀର ସ୍ବାଧୀନ ଡାଇରେକ୍ଟର

ନୂଆଦିଲ୍ଲୀ,୧୩-୬: ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଦେଶର କର୍ପୋରେଟ ଗଭର୍ନାନ୍ସ ସିଷ୍ଟମକୁ ବଦଳାଇବାକୁ ଉଦ୍ୟମ କରୁଛନ୍ତି। ନିଜର ପ୍ରଥମ କାର୍ଯ୍ୟକାଳ ବେଳେ କର୍ପୋରେଟ ସେକ୍ଟରରେ ଏକାଧିକ ଜାଲିଆତି ଘଟଣା ଧରାପଡିଥିଲା। ଏବେ କର୍ପୋରେଟ ସିଷ୍ଟମରେ ପରିବର୍ତ୍ତନ…

ଆର୍‌ବିଆଇର ବଳକା ଅର୍ଥ ପ୍ରଦାନ; ଜଲାନ କମିଟିରେ ହେଉନି ସହମତି

ନୂଆଦିଲ୍ଲୀ,୧୩-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ବଳକା ଅର୍ଥ ପ୍ରଦାନକୁ ନେଇ ଗାଇଡଲାଇନ ପ୍ରସ୍ତୁତ କରିବାକୁ ଗଠିତ ୬ ଜଣିଆ ବିମଳ ଜଲାନ କମିଟିରେ ସହମତି ପ୍ରକାଶ ପାଇପାରୁନାହିଁ। ଏହି କାରଣରୁ ରିପୋର୍ଟ ପ୍ରଦାନରେ ବିଳମ୍ବ ହେଉଛି। ଜଣେ ଅଧିକାରୀ କହିଛନ୍ତି ଯେ,…

୧୧ ବର୍ଷରେ ୨.୦୫ ଲକ୍ଷ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୧୩-୬: ଦେଶରେ ଗତ ୧୧ ବର୍ଷ ଭିତରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ୨.୦୫ ଲକ୍ଷ କୋଟି ଟଙ୍କାର ୫୦ ହଜାରରୁ ଅଧିକ ଠକେଇ ଓ ଜାଲିଆତି ମାମଲା ଦାଏର କରାଯାଇଛି। ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…

ଔଦ୍ୟୋଗିତ ଉତ୍ପାଦନ, ମୁଦ୍ରାସ୍ଫୀତି ବୃଦ୍ଧି

ନୂଆଦିଲ୍ଲୀ,୧୩-୬: ଖଣି ଓ ବିଜୁଳି ଉତ୍ପାଦନରେ ସୁଧାର ହେବା କାରଣରୁ ଏପ୍ରିଲରେ ଔଦ୍ୟୋଗିକ ଉପତ୍ାଦନ ବିକାଶ ହାର ୩.୪% କୁ ବୃଦ୍ଧି ପାଇଛି, ଯାହା କି, ୬ ମାସର ସର୍ବୋଚ୍ଚ ସ୍ତର କୁହାଯାଉଛି। ଅନ୍ୟପକ୍ଷରେ ମେ’ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୩.୦୫%କୁ…

ବ୍ୟାଙ୍କ ଅଫ୍‌ ଇଂଲଣ୍ଡ ଗର୍ଭନର ଦୌଡରେ ରାଜନ

ଲଣ୍ଡନ,୧୩-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ(୫୬) ବ୍ରିଟେନର ବ୍ୟାଙ୍କ ଅଫ୍‌ ଇଂଲଣ୍ଡର ଗଭର୍ନର ଦୌଡରେ ସର୍ବାଗ୍ରେ ରହିଛନ୍ତି। ସ୍ଥାନୀୟ ମିଡିଆରେ ଏ ସମ୍ପର୍କରେ ରିପୋର୍ଟ ପ୍ରକାଶ ପାଇଛି। ବ୍ୟାଙ୍କ ଅଫ୍‌ ଇଂଲଣ୍ଡରେ କାର୍ଯ୍ୟରତ ଗଭର୍ନର ମାର୍କ କାର୍ନୀଙ୍କ…

ଲଣ୍ଡନ ହାଇକୋର୍ଟରେ ଆବେଦନ ଖାରଜ;ଜାମିନ ପାଇବାରେ ନୀରବ ୪ର୍ଥ ଥର ବିଫଳ

ଲଣ୍ଡନ,୧୩-୬: ପିଏନ୍‌ବି ମହାଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ବୁଧବାର ଲଣ୍ଡନ ହାଇକୋର୍ଟରୁ ଜୋରଦାର ଝଟକା ଲାଗିଛି। ବିଚାରପତି ଇନଗ୍ରିଡ ସିମଲର ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ବିଚାରପତି ରାୟ ପ୍ରକାଶ କଲାବେଳେ…

ପ୍ରତ୍ୟାହାର ହୋଇପାରେ ଏଟିଏମ୍‌ ଚାର୍ଜ: ଆର୍‌ବିଆଇ ଗଠନ କଲା ସମୀକ୍ଷା କମିଟି

ମୁମ୍ବାଇ,୧୨-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏନ୍‌ଇଏଫ୍‌ଟି ଏବଂ ଆର୍‌ଟିଜିଏସ୍‌ ଉପରେ ଲାଗୁଥିବା ଶୁଳ୍କ ପ୍ରତ୍ୟାହାର କରିନେଇଛି। ତେବେ ଅଟୋମେଟେଡ ଟେଲର ମେଶିନ(ଏଟିଏମ୍‌) ବ୍ୟବହାର ଲାଗି ଲାଗୁଥିବା ଚାର୍ଜ ଆଦାୟର ସମୀକ୍ଷା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏକ କମିଟି ଗଠନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?