ବାଣିଜ୍ୟ

ଦୁର୍ନୀତିରେ ସମ୍ପୃକ୍ତି ଅଭିଯୋଗ;୧୨ ବରିଷ୍ଠ ଆୟକର ଅଧିକାରୀ ବିଦା

ନୂଆଦିଲ୍ଲୀ,୧୧-୬: ନିର୍ମଳା ସୀତାରାମନ୍‌ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଦେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ଦୁର୍ନୀତି, ଯୌନ ନିର୍ଯାତନା ଅଭିଯୋଗରେ ୧୨ ବରିଷ୍ଠ ଆୟକର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅର୍ଥାତ୍‌ ସେମାନଙ୍କୁ ଚାକିରିରୁ ଜବରଦସ୍ତ…

ରେନୋ ‘କ୍ୱିଡ’ର ୩ ଲକ୍ଷରୁ ଉର୍ଦ୍ଧ୍ୱ ୟନିଟ ବିକ୍ରି

ଭୁବନେଶ୍ୱର,୧୧-୬: ପ୍ରମୁଖ କମ୍ପାନୀ ରେନୋ ଏହାର ଅନ୍ୟତମ ଲୋକପ୍ରିୟ ମଡେଲ ‘କ୍ୱିଡ’ର ୩ ଲକ୍ଷରୁ ଉର୍ଦ୍ଧ୍ୱ ୟୁନିଟ ଯାନ ବିକ୍ରି କରିବାକୁ ସକ୍ଷମ ହୋଇଛି। ଘରୋଇ ବଜାରର କ୍ଷୁଦ୍ରକାର ସେଗମେଣ୍ଟରେ ରେନୋ କ୍ୱିଡର ଲୋକପ୍ରିୟତା ବଢିଥିବା କମ୍ପାନୀ କହିଛି। ଏହା ବ୍ରାଣ୍ଡ…

ଉତ୍ପାଦନ ୧୮% ହ୍ରାସ କଲା ମାରୁତି ସୁଜୁକି

ନୂଆଦିଲ୍ଲୀ,୧୧-୬: ଦେଶର ପ୍ରମୁଖ କାର୍‌ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଗତ ମାସରେ ଏହାର ଉତ୍ପାଦନକୁ ୧୮% କମାଇଛି। ଗତ ୪ ମାସ ଧରି କମ୍ପାନୀ ଏହାର ଉତ୍ପାଦନ ହ୍ରାସ କରିଥିବା ରେଗୋଲେଟୋରୀ ଫାଇଲିଂରୁ ଜଣାପଡିଛି। ମେ ମାସରେ କମ୍ପାନୀ ୧.୫୧…

ୟୁକ୍ରେନରେ ଡାକ୍ତରୀ ଶିକ୍ଷାର ସୁଯୋଗ

ଭୁବନେଶ୍ୱର,୧୦-୬(ବ୍ୟୁରୋ): ଗ୍ଲୋବାଲ ଫୋକସ୍‌ ଏଜୁକେଶନ ଗ୍ରୁପ ପକ୍ଷରୁ ୟୁକ୍ରେନରେ ଏମ୍‌ବିବିଏସ୍‌ ଶିକ୍ଷା ଶୀର୍ଷକ ଏକ ସେମିନାର ସ୍ଥାନୀୟ ଏକ ହୋଟେଲରେ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ମେଡିକାଲ କଲେଜଗୁଡିକରେ ସିଟ୍‌ କମ୍‌ ରହିବା ଏବଂ ବ୍ୟୟବହୁଳ ମେଡିକାଲ ଶିକ୍ଷା ଯୋଗୁ ଏହା…

ଗ୍ରାହକ ସମ୍ପର୍କ ବୃଦ୍ଧି ଲାଗି ଏଲ୍‌ଜିର ପଦକ୍ଷେପ

ଭୁବନେଶ୍ୱର,୧୦-୬: ପ୍ରମୁଖ କମ୍ପାନୀ ଏଲ୍‌ଜି ପକ୍ଷରୁ ଗ୍ରାହକ ସମ୍ପର୍କ ବୃଦ୍ଧି କରିବା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏଥି ଲାଗି କମ୍ପାନୀ ଇନଫୋବିପ ସହ ମିଳିତ ହୋଇଛି। ବିକ୍ରି ପରବର୍ତ୍ତୀ ସେବା କ୍ଷେତ୍ରରେ ହ୍ବାଟସ ଆପ୍‌ ବିଜନେସ ସଲ୍ୟୁଶନକୁ ବ୍ୟବହାର…

ଫୋଭର ପକ୍ଷରୁ କଳାକୃତି ପ୍ରଦର୍ଶନୀ

କଲିକତା,୧୦-୬: ମୋବେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ପକ୍ଷରୁ କଲିକତା ସ୍ଥିତ ଏହାର ପ୍ରିମିୟମ ବ୍ରାଣ୍ଡ ଶୋ’ରୁମ ‘ଫୋଭର’ରେ ଏକ ଆର୍ଟ ଏକ୍‌ଜିବିଶନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନ୍ତର୍ଜାତୀୟ ଫର୍ନିଚର, ଡେକର, କିଚେନ୍ସ, ଲାଇଟସ ଏବଂ ହ୍ୟାଣ୍ଡ କ୍ରାଫ୍ଟ ଫ୍ୟାନ ଉପଲବ୍ଧ ହେଉଛି।…

ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଠକେଇ ମାମଲା;ସାମ୍ନାକୁ ଆସିଲା ଅଡିଟରଙ୍କ କାରସାଦି

ନୂଆଦିଲ୍ଲୀ,୧୦-୬: ଋଣ ସଙ୍କଟରେ ଫସିଥିବା ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ରେ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। କମ୍ପାନୀକୁ ଗୋଷ୍ଠୀଗତ ଭାବେ ଲୁଟ କରାଯାଇଥିବା ବେଳେ ଏହି ଧାରାରେ ଅଡିଟରମାନେ ମଧ୍ୟ ସମ୍ପୃକ୍ତ ଥିବା ତଦନ୍ତରୁ ସାମ୍ନାକୁ ଆସିଛି। ଅଡିଟରମାନେ କେବଳ କମ୍ପାନୀର ଶୀର୍ଷ ପଦାଧିକାରୀଙ୍କ…

ଏ.ବି.ସିଂଙ୍କ ‘ଜିନ୍ଦେଗୀ’ ପଦକ୍ଷେପ; ଗରିବ ମେଧାବୀଙ୍କ ଡାକ୍ତର ହେବା ସ୍ବପ୍ନକୁକରୁଛି ସାକାର

ଭୁବନେଶ୍ୱର,୧୦-୬(ବ୍ୟୁରୋ): ଦିନେ ଡାକ୍ତର ହେବେ ବୋଲି ସେ ସ୍ବପ୍ନ ଦେଖିଥିଲେ। ସେଥିଲାଗି ମେଡିକାଲ କୋଚିଂରେ ମଧ୍ୟ ନାମ ଲେଖାଇଥିଲେ। ହେଲେ ସମୟର ସୁଅରେ ତାଙ୍କର ସେ ସ୍ବପ୍ନ ସ୍ବପ୍ନରେ ରହିଗଲା। ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିବା ତାଙ୍କ ବାପା କିଡନୀ ରୋଗରେ…

ବ୍ରାଣ୍ଡେଡ ପୋଷାକ ମେଳାରେ ରିହାତି

ଭୁବନେଶ୍ୱର,୧୦-୬: ସ୍ଥାନୀୟ ହୋଟେଲ ନିୟୁ ମ୍ୟାରିୟନଠାରେ ଆରମ୍ଭ ହୋଇଥିବା ବ୍ରାଣ୍ଡେଡ ପୋଷାକ ମେଳାରେ ଗ୍ରାହକଙ୍କ ଲାଗି ଆକର୍ଷଣୀୟ ରିହାତି ପ୍ରଦାନ କରାଯାଉଛି। କମ୍ପାନୀ ପକ୍ଷରୁ ଗ୍ରାହକଙ୍କ ଲାଗି ୩୫ ହଜାରରୁ ଊର୍ଦ୍ଧ୍ୱ ଷ୍ଟକ ବର୍ତ୍ତମାନ ସଂଯୋଗ କରାଯାଇଛି। ପାର୍ବଣ ଏବଂ ବିବାହ…

ଜୁନ ୨୦ରେ ଜିଏସ୍‌ଟି ପରିଷଦ ବୈଠକ

ନୂଆଦିଲ୍ଲୀ,୧୦-୬: ଚଳିତ ମାସ ୨୦ତାରିଖରେ ଜିଏସ୍‌ଟି ପରିଷଦ ବୈଠକ ଅନୁଷ୍ଠିତ ହେବ। ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଅଧୀନରେ ୫୦ କୋଟି ଟଙ୍କାର କାରବାରକୁ ଇ-ଇନଭଏସ୍‌ ସୀମା ଭାବେ ଲାଗୁ କରିବା ଲାଗି ବୈଠକରେ ନିଷ୍ପତ୍ତି ହୋଇପାରେ। ଟିକସ ଠକେଇକୁ…

ପାକିସ୍ତାନରୁ ଆମଦାନୀ ୯୨% ହ୍ରାସ

ନୂଆଦିଲ୍ଲୀ,୧୦-୬: ଚଳିତବର୍ଷ ମାର୍ଚ୍ଚ ମାସରେ ଦେଶ ମଧ୍ୟକୁ ପାକିସ୍ତାନରୁ ଆମଦାନୀ ୯୨% ହ୍ରାସ ଘଟି ୨.୮୪ ନିୟୁତ ରହିଛି। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନରୁ ଆସୁଥିବା ସାମଗ୍ରୀ ଉପରେ ୨୦୦% ଟିକସ ଲାଗୁ କରିଥିଲା। ଏହା ପରେ ସେଠାରୁ…

ବ୍ୟାଙ୍କିଙ୍ଗ ସଂସ୍କାର,ମିଶ୍ରଣ ନେଇ ହୋଇପାରେ ଘୋଷଣା

ନୂଆଦିଲ୍ଲୀ,୧୦-୬: ଆଗାମୀ ବଜେଟରେ ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ସଂସ୍କାର ଏବଂ ବ୍ୟାଙ୍ଗ ମିଶ୍ରଣ ନେଇ ବିଭିନ୍ନ ପଦକ୍ଷେପ ଉପରେ ସରକାର ଘୋଷଣା କରିପାରନ୍ତି। ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ ଡଲାର ଅର୍ଥନୀତି ଭାବେ ପରିବର୍ତ୍ତିିତ କରିବା ଲାଗି ବ୍ୟାଙ୍କିଙ୍ଗ ଶିଳ୍ପ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?