ବାଣିଜ୍ୟ

ଜେଟ୍‌ ବନ୍ଦ ହେବା ଲାଗି ସରକାର ଦାୟୀ : ସ୍ପାଇସ୍‌ଜେଟ ଅଧ୍ୟକ୍ଷ

ନୂଆଦିଲ୍ଲୀ,୫-୬: ଘରୋଇ ଏୟାରଲାଇନ୍ସ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ ଅଚାନକ ବନ୍ଦ ହୋଇଯିବାକୁ ନେଇ ସ୍ପାଇସ୍‌ଜେଟ୍‌ ଅଧ୍ୟକ୍ଷ ଅଜୟ ସିଂ ମୁହଁ ଖୋଲିଛନ୍ତି। ଜେଟ୍‌ ବନ୍ଦ ହୋଇଯିବା ସମସ୍ତଙ୍କ ପାଇଁ ନିଦରୁ ଜାଗି ଉଠିବାର ବେଳ ବୋଲି ସେ ଉଲ୍ଲେଖ କରିଛନ୍ତି। ଏଥିପାଇଁ…

ବଜେଟ ପ୍ରସ୍ତୁତି କାମ ଆରମ୍ଭ;୧୦ରୁ ଅର୍ଥମନ୍ତ୍ରଣାଳୟରେ ବାହ୍ୟ ପ୍ରବେଶ ବନ୍ଦ

ନୂଆଦିଲ୍ଲୀ,୫-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଜୁଲାଇ ୫ରେ ଉପସ୍ଥାପିତ ହେବାକୁ ଯାଉଛି। ଏଭଳି ସ୍ଥିତିରେ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସୋମବାରଠାରୁ ଅର୍ଥ ମନ୍ତ୍ରଣାଳୟରେ ‘କ୍ୱାରେଣ୍ଟାଇନ’ଲାଗୁ ହୋଇଯିବ। ଅର୍ଥାତ ଅର୍ଥ ମନ୍ତ୍ରଣାଳୟ ମଧ୍ୟକୁ ବାହ୍ୟ ବ୍ୟକ୍ତିଙ୍କ…

ଆଜି ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୫-୬: ବୁଧବାର ଇଦଉଲଫିତର ପଡୁ ଥିବାରୁ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦଶ, ଚଣ୍ଡୀଗଡ, ଦିଲ୍ଲୀ, ହରିୟାଣା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପୁଡୁଚେରୀ, ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା,ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟରେ ବ୍ୟାଙ୍କ ବନ୍ଦ ରହିବ। ସେହିଭଳି ଜୁନ ୧୫ରେ ଓଡ଼ିଶାରେ ରଜ…

ଫିନୋଲେକ୍ସ ପକ୍ଷରୁ ଫନୀ ସହାୟତା

ଭୁବନେଶ୍ୱର,୪-୬: ଭାରତର ସର୍ବବୃହତ୍‌ ପିଭିସି ପାଇପ୍ସ ଏବଂ ଫିଟିଂ ନିର୍ମାଣକାରୀ କମ୍ପାନୀ ଫିନୋଲେକ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ସହାୟତା ଯୋଗାଇ ଦିଆଯାଇଛି। କମ୍ପାନୀ ଏହାର ସିଏସ୍‌ଆର୍‌ ପାର୍ଟନର ମୁକୁଲ ମାଧବ ଫାଉଣ୍ଡେଶନ ସହ ମିଳିତ ଫନୀ ପ୍ରଭାବିତ…

ଆର୍‌ବିଆଇର ଆର୍ଥତ୍କ ସାକ୍ଷରତା ସପ୍ତାହ

ଭୁବନେଶ୍ୱର,୪-୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଆର୍ଥତ୍କ ସାକ୍ଷରତା ସପ୍ତାହ ପାଳନ କରାଯାଉଛି। ଏହା ଚଳିତ ମାସ ୩ରୁ ୭ ଯାଏ ଅନୁଷ୍ଠିତ ହେବ। ଅର୍ଥ ସଂକ୍ରାନ୍ତ ବିଭିନ୍ନ ପ୍ରମୁଖ ପ୍ରସଙ୍ଗ ଉପରେ ଲୋକଙ୍କ ମଧ୍ୟରେ ସଚେତନତା ଲାଗି ଏଭଳି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଆଇବିଓସିର ୧୦ ଲକ୍ଷ

ଭୁବନେଶ୍ୱର,୪-୬: ଫନୀ ପ୍ରଭାବିତଙ୍କୁ ସହାୟତା ଲାଗି ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେଶନ (ଏଆଇବିଓସି) ପକ୍ଷରୁ ୧୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସେହିଭଳି ସର୍ବଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫିସର୍ସ ଫେଡେରେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୧…

ମର୍ଚ୍ଚାଣ୍ଟ ଖଣି ଲିଜ ବୃଦ୍ଧି ପ୍ରସ୍ତାବକୁ ଶିଳ୍ପର ବିରୋଧ

ନୂଆଦିଲ୍ଲୀ,୪-୬:ଅଣକ୍ୟାପ୍ଟିଭ ବା ମର୍ଚ୍ଚାଣ୍ଟ ଖଣିର ଲିଜ୍‌ ଅବଧି ବଢାଇବା ଲାଗି ଖଣିଜ ସଂଘ ଫିମି ପକ୍ଷରୁ ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗକୁ ଦିଆଯାଇଥିବା ପ୍ରସ୍ତାବକୁ ଇସ୍ପାତ ଏବଂ ପେଲେଟ ନିର୍ମାତାମାନେ ବିରୋଧ କରିଛନ୍ତି। ଲିଜ ଅବଧି ଆସନ୍ତା ବର୍ଷ ମାର୍ଚ୍ଚରେ…

୨୩୨ ରେଳ ଷ୍ଟେଶନରେ ନିର୍ମାଣ ହେବ ପୂର୍ବନିର୍ମିତ ଶୌଚାଳୟ

ଭୁବନେଶ୍ୱର,୪-୬: ସ୍ବଚ୍ଛ ଭାରତ ମିଶନ ପଦକ୍ଷେପ ଅନ୍ତର୍ଗତ ୨୩୨ ରେଳ ଷ୍ଟେଶନରେ ପୂର୍ବନିର୍ମିତ ଶୌଚାଳୟ ନିର୍ମାଣ କରାଯିବ। ଏଥି ଲାଗି ପୂର୍ବତଟ ରେଳପଥ, ରାଇଟ୍ସ ଏବଂ ମହାନଦୀ କୋଲ ଫିଲ୍ଡ ଲିମିଟେଡ (ଏମ୍‌ସିଏଲ୍‌) ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ରେଳ ଷ୍ଟେଶନର…

୪୦% ଲୋକ ଧୂମପାନ ଛାଡ଼ିବାକୁ ଉଦ୍ୟମ କରୁଛନ୍ତି: ସର୍ଭେ

ଭୁବନେଶ୍ୱର, ୪।୬(ବ୍ୟୁରୋ) ଦେଶର ଅଗ୍ରଣୀ ଜେନେରାଲ୍‌ ଇନସ୍ୟୁରାନ୍ସ କମ୍ପାନି ଆଇସିଆଇସିଆଇ ଲୋମ୍ବାର୍ଡ ପକ୍ଷରୁ ଭୁବନେଶ୍ୱରରେ ଧୂମପାନକାରୀଙ୍କ ଅଭ୍ୟାସ ଏବଂ ସେମାନଙ୍କ ଉପରେ ବନ୍ଧୁମାନଙ୍କର ପ୍ରଭାବ ଜାଣିବା ପାଇଁ ଏକ ସର୍ଭେ କରାଯାଇଥିଲା। ସର୍ଭେରେ ଭାଗ ନେଇଥିବା ୪୦% ଲୋକ କହିଛନ୍ତିି, ସେମାନେ…

ଓଡ଼ିଶାରେ ଜନା ସ୍ମଲ ଫାଇନାନ୍ସ ବ୍ୟାଙ୍କ ଶାଖାର ସମ୍ପ୍ରସାରଣ: ବରିଷ୍ଠ ନାଗରିକଙ୍କ ପାଇଁ ଫିକ୍ସଡ଼ ଡ଼ିପୋଜିଟରେ ମିଳିବ ୯.୬% ସୁଧ

ଭୁବନେଶ୍ୱର, ୪।୬: ଜନା ସ୍ମଲ ଫାଇନାନ୍ସ ବ୍ୟାଙ୍କ ଲିଃ. ପକ୍ଷରୁ ଓଡ଼ିଶାର ଭଦ୍ରକ ଏବଂ ବାଲେଶ୍ୱରରେ ଦୁଇଟି ନୂତନ ଶାଖାର ଶୁଭାରମ୍ଭ କରାଯାଇଛିା ଜନା ସ୍ମଲ ଫାଇନାନ୍ସ ବ୍ୟାଙ୍କ ପକ୍ଷରୁ ୩ବର୍ଷର ଫିକ୍ସଡ଼ ଡ଼ିପୋଜିଟରେ ୯% ଏବଂ ବରିଷ୍ଠ ନାଗରିକଙ୍କ ପାଇଁ…

ରାସନ କାର୍ଡଧାରୀଙ୍କୁ ମିଳିପାରେ ୧ କେଜି ଚିନି

ନୂଆଦିଲ୍ଲୀ,୪-୬: କେନ୍ଦ୍ର ସରକାର ସାର୍ବଜନୀନ ବିତରଣ ପ୍ରଣାଳୀ ଅର୍ଥାତ ରାସନ କାର୍ଡ ଜରିଆରେ ଶସ୍ତା ଦରରେ ୧୬.୩ କୋଟି ଅତିରିକ୍ତ ପରିବାରଙ୍କୁ ୧ କେଜି ଚିନି ଉପଲବ୍ଧ କରିପାରେ। ଏନେଇ ବିଚାର ଚାଲିଥିବା ଜଣାପଡିଛି। ଏହାଦ୍ୱାରା ସରକାରୀ କୋଷାଗାର ଉପରେ ୪,୭୨୭…

ମେ’ରେ ମାନୁଫାକ୍‌ଚରିଂ ସୂଚକାଙ୍କ ୫୨.୭

ନୂଆଦିଲ୍ଲୀ,୪-୬: ଚାହିଦା ବୃଦ୍ଧି ପାଇବା ଯୋଗୁ କମ୍ପାନୀଗୁଡ଼ିକର ଉତ୍ପାଦନ ଚଳିତ ବର୍ଷ ମେ’ରେ ବଢ଼ିଛି। ଫଳରେ ମାନୁଫାକ୍‌ଚରିଂ କ୍ଷେତ୍ରରେ ଗତିବିଧିରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହାଦ୍ୱାରା ଏହି କ୍ଷେତ୍ରରେ ନିଯୁକ୍ତି ମଧ୍ୟ ବଢ଼ିଛି ବୋଲି ସୋମବାର ଜାରି ମାସିକ ସର୍ବେକ୍ଷଣରୁ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?