ବାଣିଜ୍ୟ

ବିତ୍ତୀୟ ନିଅଣ୍ଟ ଜିଡିପିର ୩.୩୯%

ନୂଆଦିଲ୍ଲୀ,୧।୬- କେନ୍ଦ୍ର ସରକାର ୨୦୧୮-୧୯ ଆର୍ଥିକ ବର୍ଷର ବଜେଟରେ ବିତ୍ତୀୟ ନିଅଣ୍ଟ ପରିମାଣକୁ ଜିଡିପିର ୩.୪% ମଧ୍ୟରେ ରଖିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ତେବେ ଶୁକ୍ରବାର କଣ୍ଟ୍ରୋଲର ଜେନେରାଲ ଅଫ୍‌ ଆକାଉଣ୍ଟସ୍‌ ପକ୍ଷରୁ ଜାରି ତଥ୍ୟରୁ ଜଣାପଡିଛି ଯେ, ଚଳିତ ବର୍ଷ…

ବେକାରି ୪୫ ବର୍ଷର ସର୍ବୋଚ୍ଚ ସ୍ତରରେ

ନୂଆଦିଲ୍ଲୀ,୧।୬: ମୋଦି ସରକାର କ୍ଷମତାକୁ ଫେରିବାର ଦ୍ୱିତୀୟ ଦିନରେ ଶୁକ୍ରବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ବେକାରି ପରିସଂଖ୍ୟାନ ପ୍ରକାଶ କରାଯାଇଛି। ଦେଶରେ ବେକାରି ସଂଖ୍ୟା ବଢ଼ିଛି ବୋଲି ସାଧାରଣ ନିର୍ବାଚନ ବେଳେ ବିରୋଧୀ ଦଳଗୁଡ଼ିକ ଦାବି କରି ଆସୁଥିବା ବେଳେ ଏନ୍‌ଡିଏ…

ଦେଶର ମୁଣ୍ଡପିଛା ଆୟ ୧୦,୫୩୪ ଟଙ୍କା

ନୂଆଦିଲ୍ଲୀ,୧।୬: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ଦେଶର ମୁଣ୍ଡପିଛା ଆୟ ୧୦ ପ୍ରତିଶତ ବୃଦ୍ଧି ପାଇ ମାସକୁ ୧୦,୫୩୪ ଟଙ୍କା ହୋଇଛି। ଶୁକ୍ରବାର ଜାରି ସରକାରୀ ତଥ୍ୟରୁ ଏହା ଜଣାପଡିଛି। ୨୦୧୭-୧୮ ଆର୍ଥିକ ବର୍ଷରେ ଏହା ମାସକୁ ୯୫୮୦ ଟଙ୍କା…

ହାଇକୋର୍ଟ ଗଲେ ନୀରବ ମୋଦି

ଲଣ୍ଡନ,୧।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦି ଲଣ୍ଡନ ହାଇକୋର୍ଟରେ ଜାମିନ ଲାଗି ଆବେଦନ କରିଛନ୍ତି। ସ୍ଥାନୀୟ ଓ୍ବେଷ୍ଟମିନିଷ୍ଟର କୋର୍ଟ ୩ ଥର ତାଙ୍କର ଜାମିନ ଆବେଦନ ଖାରଜ କରିଛନ୍ତି। ଜୁନ୍‌ ୨୭ତାରିଖ ଯାଏ ଜେଲ୍‌ ହାଜତରେ ରହିବାକୁ ଅଦାଲତ ଗୁରୁବାର…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୧୮%

ଭୁବନେଶ୍ୱର,୧।୬(ବ୍ୟୁରୋ) – ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୦୯ ପଏଣ୍ଟ ଥିଲା। ଏହା ଏପ୍ରିଲରେ ୩ ପଏଣ୍ଟ ବୃଦ୍ଧି ଘଟି ୩୧୨ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୨୮ ପଏଣ୍ଟ…

ବୀମା ପେନେଟ୍ରେଶନ ଜିଡିପିର ୦.୯%: ଏସ୍‌ବିଆଇ ଜେନେରାଲ ଏମ୍‌ଡି

ଭୁବନେଶ୍ୱର,୧।୬- ଅଭିବୃଦ୍ଧିଶୀଳ ବଜାରଗୁଡିକୁ ବିଚାରକୁ ନେଲେ ଜଣାଯିବ ଯେ, ଦେଶରେ ବୀମା ଗ୍ରହଣ କ୍ଷେତ୍ରରେ ଭାରତର ସ୍ଥିତି ଏତେଟା ଆଖି ଦୃଶିଆ ନୁହେଁ। ବର୍ତ୍ତମାନ ଘରୋଇ ବଜାରର ବୀମା ପେନିଟ୍ରେଶନ ମୋଟ ଜିଡିପିର ୦.୯% ରହିଛି। ଏହା ଅନ୍ୟ ଅଭିବୃଦ୍ଧିଶୀଳ ବଜାର…

ଦାୟିତ୍ୱ ନେଲେ ନିର୍ମଳା ସୀଥାରାମନ : ଅର୍ଥନୀତିକୁ ସଜାଡ଼ିବା ଏବେ ଅସଲ ପରୀକ୍ଷା

ନୂଆଦିଲ୍ଲୀ,୧।୬ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ବାଣିଜ୍ୟ ଏବଂ ଉଦ୍ୟୋଗ ଏବଂ ପରେ ପ୍ରତିରକ୍ଷା ମନ୍ତ୍ରୀ ରହିଥିବା ନିର୍ମଳା ସୀଥାରାମନ ଶୁକ୍ରବାର ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତାମିଲନାଡୁର ଏକ ସାଧାରଣ ପରିବାରରେ…

ନିର୍ମଳାଙ୍କ ହାତରେ ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩୧। ୫: ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ନିର୍ମଳା ସୀତାରମଣଙ୍କୁ ଅର୍ଥମନ୍ତ୍ରଣାଳୟ ଦାୟିତ୍ୱ ପ୍ରଦାନ କରାଯାଇଛି। ମୋଦିଙ୍କ ପ୍ରଥମ ପାଳିରେ ସେ ବାଣିଜ୍ୟ ଓ ଉଦ୍ୟୋଗ, ପ୍ରତିରକ୍ଷା ଭଳି ମନ୍ତ୍ରଣାଳୟ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ଥିଲେ। ଦିଲ୍ଲୀର ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରୁ ସେ ଅର୍ଥନୀତିରେ…

ପୀୟୂଷ ଗୋୟଲଙ୍କୁ ରେଳ ମନ୍ତ୍ରଣାଳୟ ଦାୟିତ୍ୱ

ନୂଆଦିଲ୍ଲୀ,୩୧। ୫: ଗୁରୁବାର କେନ୍ଦ୍ରରେ ପ୍ରଧାନମନ୍ତ୍ରୀଙ୍କ ନରେନ୍ଦ୍ର ମୋଦିଙ୍କ ସମେତ ତାଙ୍କର ନୂଆ ମନ୍ତ୍ରୀମଣ୍ଡଳ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୋଦିଙ୍କ ପ୍ରଥମ ପାଳିରେ ରେଳ ମନ୍ତ୍ରଣାଳୟ ପୀୟୂଷ ଗୋୟଲଙ୍କ ନିକଟରେ ରହିଥିବା ବେଳେ ଚଳିତ ଥର ମଧ୍ୟ ସେ ରେଳ ମନ୍ତ୍ରୀ…

ସେୟାର ବଜାରରେ ମୋଦି ଲହର୍‌ ଜାରି: ସେନସେକ୍ସ ୪୦ ହଜାର ଟପିଲା

ନୂଆଦିଲ୍ଲୀ, ୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଟିମ୍‌ ଶପଥ ନେବାର ଦିନକ ପରେ ଭାରତୀୟ ଷ୍ଟକ୍‌ ବଜାରରେ ଖୁସିର ଲହରୀ ଖେଳିଯାଇଛି। ଶୁକ୍ରବାର ସକାଳୁ ଷ୍ଟକବଜାର ଖୋଲା ହେବା ମାତ୍ରେ ସେନସେକ୍ସ ୪୦ ହଜାର ଟପିଛି। ସେହିପରି ନିଫ୍ଟି…

ଏକକ ଏସିଆନ ମୁଦ୍ରା ଲାଗି ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ତାବ

ଟୋକିଓ,୩୧-୫: ପୂର୍ବ ଏସିଆର ଦେଶଗୁଡ଼ିକ ନିଜ ମଧ୍ୟରେ ବାଣିଜ୍ୟ କାରବାର ପାଇଁ ଏକକ ଏସିଆନ ମୁଦ୍ରା ପ୍ରଚଳନ କରିବା ଉଚିତ୍‌ ବୋଲି ମାଲେସିଆ ପ୍ରଧାନମନ୍ତ୍ରୀ ମହମ୍ମଦ ମହାତିର ଗୁରୁବାର ପ୍ରସ୍ତାବ ଦେଇଛନ୍ତି। ତାଙ୍କର କହିବାନୁଯାୟୀ,ପ୍ରସ୍ତାବିତ ଏସିଆନ ମୁଦ୍ରା ସୁନା ଆଧାରିତ ହେବା…

ଚାଇନାଠାରୁ ପଛଉଛି ଅର୍ଥନୀତି

ନୂଆଦିଲ୍ଲୀ,୩୧-୫: ଜାନୁୟାରୀ-ମାର୍ଚ୍ଚ ତ୍ରୈମାସିକ ଆର୍ଥିକ ଅଭିବୃଦ୍ଧିକୁ ହିସାବକୁ ନେଲେ ଚାଇନାଠାରୁ ଭାରତର ଅର୍ଥନୀତି ପଛଉଛି। ଘରୋଇ ଓ ବିଶ୍ୱ ସ୍ତରରେ ଚାହିଦା କମୁଥିବାରୁ ଏହାର ପ୍ରତ୍ୟକ୍ଷ ପ୍ରଭାବ ଉତ୍ପାଦନକାରୀ ଓ ସେବାଯୋଗାଣକାରୀଙ୍କ ଉପରେ ପହୁଛି। ଦେଶର ଅର୍ଥନୀତି ଧୀମା ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?