ବାଣିଜ୍ୟ

ଅର୍ଥନୀତିରେ ଆସିବ ଦ୍ରୁତ ପରିବର୍ତ୍ତନ: ଶିଳ୍ପ ଜଗତ

ନୂଆଦିଲ୍ଲୀ,୩୧। ୫- ନୂଆ ସରକାରଙ୍କୁ ନେଇ ଦେଶର ଶିଳ୍ପ ଜଗତ ବେଶ ଆଶାବାଦୀ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିରେ ଅର୍ଥନୀତିରେ ଦ୍ରୁତ ପରିବର୍ତ୍ତନ ଆସିବା ନେଇ ଶିଳ୍ପକ୍ଷେତ୍ର ଆଶା ପ୍ରକଟ କରିଛି। ସେହିଭଳି ଟିକସ, ଶ୍ରମ ଏବଂ ଭୂମି…

ଜୁଲାଇ ପ୍ରଥମ ସପ୍ତାହରେ ଆସିପାରେ ବଜେଟ

ନୂଆଦିଲ୍ଲୀ,୩୧-୫: ମୋଦି ସରକାର ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳରେ ଚଳିତ ଆର୍ଥିକ ବର୍ଷ ପାଇଁ ଜୁଲାଇ ପ୍ରଥମ ସପ୍ତାହରେ ପୂର୍ଣ୍ଣାଙ୍ଗ ବଜେଟ ଆଣିପାରନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ଚଳିତ ବର୍ଷ ଫେବୃୟାରୀରେ ଅନ୍ତରୀଣ ବଜେଟ ଉପସ୍ଥାପନ କରାଯାଇଥିଲା। ଏଥିରେ ନିଆଯାଇଥିବା କେତେକ ନିଷ୍ପତ୍ତିକୁ…

ଆର୍‌ଟିଜିଏସ୍‌ ଜରିଆରେ ଟଙ୍କା ପଠାଇବା ହେଲା ଶସ୍ତା

ନୂଆଦିଲ୍ଲୀ,୩୧-୫: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗ୍ରାହକଙ୍କୁ ଆଶ୍ୱସ୍ତ କରି ରିୟଲ ଟାଇମ୍‌ ଗ୍ରସ୍‌ ସେଟେଲମେଣ୍ଟ(ଆର୍‌ଟିଜିଏସ୍‌) ସମୟକୁ ସନ୍ଧ୍ୟା ୬ଟା ବୃଦ୍ଧି କରିଛନ୍ତି। ପୂର୍ବରୁ ଏହା ଅପରାହ୍ନ ସାଢ଼େ ୪ଟା ଯାଏ ଥିଲା। ଏହାର ଖୋଲିବା ସମୟ ସକାଳ ୮ଟା ରଖାଯାଇଛି। ଆର୍‌ବିଆଇ…

ଜୁନ ୧୩ରେ ଜଲାନ କମିଟିର ବୈଠକ

ନୂଆଦିଲ୍ଲୀ,୩୧-୫: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ନିକଟରେ କେତେ ବଳକା ଅର୍ଥ ରହିବା ଉଚିତ୍‌ ସେ ସମ୍ପର୍କରେ ତର୍ଜମା ପାଇଁ ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ପରବର୍ତ୍ତୀ ବୈଠକ ଜୁନ୍‌ ୧୩ରେ ବସିବ ବୋଲି ଅର୍ଥ ସଚିବ ସୁଭାଷ…

ଆମାଜନରୁ କିଣିହେବ ଫାଷ୍ଟାଗ୍‌

ନୂଆଦିଲ୍ଲୀ,୩୧-୫: ଫାଷ୍ଟାଗ୍‌ ଏବେ ଇ-କମର୍ସ ପ୍ଲାଟଫର୍ମ ଆମାଜନରେ ଉପଲବ୍ଧ ହେବ। ଟୋଲ ପ୍ଲାଜାଗୁଡ଼ିକରେ ଟୋଲ୍‌ ଟିକସ ଦେବା ସମୟରେ ଲମ୍ବା ଲାଇନର ସମ୍ମୁଖୀନ ହେଉଥିବା ଗାଡ଼ିଗୁଡ଼ିକ ପାଇଁ ଫାଷ୍ଟାଗ୍‌ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ରାଷ୍ଟ୍ରୀୟ ହାଇଓ୍ବେଜ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ)ର ନିଷ୍ପତ୍ତି…

ଭାରତକୁ ଲଣ୍ଡନ କୋର୍ଟଙ୍କ ପ୍ରଶ୍ନ;ନୀରବଙ୍କୁ କେଉଁ ଜେଲ୍‌ରେ ରଖିବ

ଲଣ୍ଡନ,୩୧-୫: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ରୁ ବାହାରିବା ଉଦ୍ୟମ ପୁନର୍ବାର ବେକାର ହୋଇଯାଇଛି। ଲଣ୍ଡନର ଓ୍ବେଷ୍ଟମିନିଷ୍ଟର କୋର୍ଟ ତାଙ୍କର ହାଜତ ମିଆଦକୁ ଜୁନ୍‌ ୨୭ ତାରିଖ ଯାଏ ବୃଦ୍ଧି କରିଛନ୍ତି। ତେବେ ତାଙ୍କୁ ପ୍ରତ୍ୟର୍ପଣ କରାଗଲେ କେଉଁ ଜେଲ୍‌ରେ…

ପୂର୍ବତଟ ରେଳପଥ ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା

ଭୁବନେଶ୍ୱର,୩୦-୫: ପୂର୍ବତଟ ରେଳପଥର ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା ଭାବେ ରବି ଶଙ୍କର ମିତ୍ର ଯୋଗ ଦେଇଛନ୍ତି। ସେ ଭାରତୀୟ ରେଳବାଇ ଆକାଉଣ୍ଟସ ସେବାର ୧୯୮୭ ବ୍ୟାଚ୍‌ ଅଧିକାରୀ। ଏହି ନୂତନ ପଦବୀରେ ଯୋଗଦାନ ପୂର୍ବରୁ ସେ ଗୌହାଟିସ୍ଥିତ ଉତ୍ତର ସୀମାନ୍ତ…

ମୁଖ୍ୟ ମନ୍ତ୍ରୀଙ୍କୁ ଭେଟିଲେ ଆଇଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦-୫: ଆଇଟିସି ଅଧ୍ୟକ୍ଷ ତଥା ନିର୍ଦ୍ଦେଶକ ସଞ୍ଜୀବ ପୁରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥ ଗ୍ରହଣ ଉତ୍ସବ ପରେ ସାକ୍ଷାତ କରିଛନ୍ତି। ବାତ୍ୟା ପ୍ରଭାବିତଙ୍କ ଲାଗି ଆଇଟିସି ପକ୍ଷରୁ ୫ କୋଟି ଟଙ୍କାର ଏକ ଚେକ୍‌ ମୁଖ୍ୟ ମନ୍ତ୍ରୀଙ୍କୁ ପୁରୀ ପ୍ରଦାନ…

ରିୟଲ ଇଷ୍ଟେଟ ଲାଗି ଆସୁଛି ରେଣ୍ଟାଲ ପଲିସି

ନୂଆଦିଲ୍ଲୀ,୩୦-୫: ରିୟଲ ଇଷ୍ଟେଟ୍‌ ସେକ୍ଟର ଲାଗି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଏକ ନୂଆ ରେଣ୍ଟାଲ ପଲିସୀ ଆଣିବାକୁ ଯାଉଛନ୍ତି। ଭଡ଼ା ସୂତ୍ରରେ ଘରୁ ମିଳୁଥିବା ଲାଭ ଉପରେ ୧୦ ବର୍ଷ ପର୍ଯ୍ୟନ୍ତ ଟିକସ ଛାଡ଼ ଦେବାକୁ ସରକାର ବିଚାର କରୁଛନ୍ତି। ନିବେଶକୁ…

ଜିଏସ୍‌ଟି ଫାଙ୍କି ମାମଲା; ଅଧିକାରୀଙ୍କ କ୍ଷମତାର ସମୀକ୍ଷା କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦-୫: ସୁପ୍ରିମକୋର୍ଟ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଫାଙ୍କି ଅଭିଯୋଗରେ ଟିକସ ଅଧିକାରୀଙ୍କ ଦ୍ୱାରା ଯେକୌଣସି ବ୍ୟକ୍ତିଙ୍କୁ ଗିରଫ କରିବାର ଅଧିକାର ରହିଛି କି ନା ତାହାର ସମୀକ୍ଷା କରିବେ। ଟିକସ ଅଧିକାରୀଙ୍କ ଅଧିକାରକୁ ନେଇ ସର୍ବୋଚ୍ଚ ଅଦାଲତରେ ମାମଲା ଦାଏର…

କରେନ୍ସି ମନିଟରିଂ ତାଲିକାରୁ ଭାରତୀୟ ମୁଦ୍ରାକୁ ବାଦ୍‌ ଦେଲା ଆମେରିକା

ଓ୍ବାଶିଂଟନ,୩୦ -୫: ଆମେରିକା ଏହାର କରେନ୍ସି ମନିଟରିଂ ତାଲିକାରୁ ଭାରତୀୟ ମୁଦ୍ରାକୁ ବାଦ୍‌ ଦେଇଛି। ତେବେ ଚାଇନାର ମୁଦ୍ରା ଏବେ ମଧ୍ୟ ଏହି ତାଲିକାରେ ରହିଛି। ଏସିଆର ଦେଶଗୁଡ଼ିକ ଦୁର୍ବଳ ହୋଇଥିବା ନିଜର ମୁଦ୍ରାକୁ ଦୃଢ଼ କରିବାକୁ ପଦକ୍ଷେପ ନେବାକୁ ଏହା…

ଆଜି କୋର୍ଟରେ ହାଜର ହେବେ ନୀରବ ମୋଦି

ନୂଆଦିଲ୍ଲୀ,୩୦-୫: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଗୁରୁବାର ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ଅଦାଲତରେ ହାଜର କରାଯିବ। ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପିଏନ୍‌ବି ମହାଠକେଇ ମାମଲାରେ ଭାରତକୁ ପ୍ରତ୍ୟର୍ପଣ କରାଯିବା ନେଇ ଶୁଣାଣି ହେଉଛି। ଇତିମଧ୍ୟରେ ଓ୍ବେଷ୍ଟମିନିଷ୍ଟର ମାଜିଷ୍ଟ୍ରେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?