ବାଣିଜ୍ୟ

ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଉଲ୍ଲେଖନୀୟ ଅଭିବୃଦ୍ଧିି

ନୂଆଦିଲ୍ଲୀ,୨୭-୫: ୨୦୦୪ ପରଠାରୁ ଦେଶରେ ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଅଭିବୃଦ୍ଧି ଉଲ୍ଲେଖନୀୟ ରହିଛି। ନିର୍ବାଚନର ପ୍ରଭାବ ବର୍ତ୍ତମାନ ଶେୟାର ବଜାର ଉପରେ ପରିଲକ୍ଷିତ ହୋଇଛି। ଏଥିଯୋଗୁ ବଜାର କିଛି ମାସ ଧରି ଅସ୍ଥିର ରହିଛି। ତେବେ ସମ୍ପତ୍ତି ସୃଷ୍ଟି ଲାଗି ଆଗ୍ରହୀ…

ଶାକାହାରୀ ଯାତ୍ରୀଙ୍କୁ ମାଂସାହାରୀ ଖ୍ୟାଦ୍ୟ ପରଷି ଅଡ଼ୁଆରେ ଏୟାର ଏସିଆ ବିମାନ: ଲାଗିଲା ଦେଢ଼ଲକ୍ଷ ଟଙ୍କାର ଜରିମାନା

ଅମୃତଶର,୨୭।୫: ଜଣେ ଶାକାହାରୀ ଯାତ୍ରୀଙ୍କୁ ବିମାନରେ ମାଂସାହାରୀ ଖାଦ୍ୟ ଦେଇ ହଇରାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ କନଜ୍ୟୁମର କୋର୍ଟରେ ଅଭିଯୋଗ କରାଯାଇଥିବା ବେଳେ ଏବେ ତା’ର ଶୁଣାଣି ହୋଇଛି। କୋର୍ଟ ଏହି ମାମଲାରଳ ଶୁଣାଣି କରି ଏୟାର ଏସିଆ ବିମାନ…

ଅଶୋକ ଗୁଲାଟି ହୋଇପାରନ୍ତି କେନ୍ଦ୍ର କୃଷି ମନ୍ତ୍ରୀ

ନୂଆଦିଲ୍ଲୀ,୨୭-୫: ଆସନ୍ତା ୩୦ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟଥର ଶପଥଗ୍ରହଣ କରିବାକୁ ଯାଉଛନ୍ତି। ସର୍‌ପ୍ରାଇଜ ବା ଚକିତ କରିବାରେ ତାଙ୍କର ତୁଳନା ନାହିଁ। ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ରାମନାଥ କୋବିନ୍ଦ, ମନ୍ତ୍ରୀ ଭାବେ କେ.ଜେ.ଆଲ୍‌ଫୋନ୍ସ ଓ ହରଦୀପ ସିଂହ ପୁରୀଙ୍କ…

୧୦୦ ବିମାନ ସହ ୪ର୍ଥ ସ୍ଥାନରେ ସ୍ପାଇସ୍‌ଜେଟ୍‌

ମୁମ୍ବାଇ,୨୭-୫: ଘରୋଇ ବିମାନ କମ୍ପାନୀ ସ୍ପାଇସ୍‌ଜେଟ୍‌ ରବିବାର ଏକ ବୋଇଂ ୭୩୭ ବିମାନକୁ ସାମିଲ କରିଛି। ଫଳରେ କମ୍ପାନୀ ନିକଟରେ ବିମାନ ସଂଖ୍ୟା ଏବେ ୧୦୦ରେ ପହଞ୍ଚିଲାଣି। ଏତେ ସଂଖ୍ୟକ ବିମାନ ରଖିବାରେ ଏୟାର ଇଣ୍ଡିଆ, ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜ୍‌,…

ରପ୍ତାନିକାରୀଙ୍କ ଲାଗି ଜିଏସ୍‌ଟି ରିଫଣ୍ଡ ପ୍ରକ୍ରିୟାରେ ପରିବର୍ତ୍ତନ

ନୂଆଦିଲ୍ଲୀ,୨୭-୫: ରପ୍ତାନିକାରୀଙ୍କ ଲାଗି ଜିଏସ୍‌ଟି ପ୍ରକ୍ରିୟାକୁ ସରଳ କରିବା ତଥା ଏଥିରେ ଗତିଶୀଳତା ଆଣିବା ଲକ୍ଷ୍ୟରେ ଅର୍ଥ ମନ୍ତ୍ରଣାଳୟ ପଦକ୍ଷେପ ନେବାକୁ ଯାଉଛି। ଏହା ଅଧୀନରେ ଜିଏସ୍‌ଟି ରିଫଣ୍ଡକୁ ମଞ୍ଜୁରୀ ତଥା ପ୍ରୋସେସିଂ ଉଭୟ କାମକୁ ଗୋଟିଏ ବ୍ୟବସ୍ଥା ବା ପ୍ରାଧିକରଣ…

ପରିସଂଖ୍ୟାନ ପ୍ରଣାଳୀରେ ସଂସ୍କାର ସପକ୍ଷରେ ନୀତି ଆୟୋଗ

ନୂଆଦିଲ୍ଲୀ,୨୭-୫: ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଭାରତୀୟ ପରିସଂଖ୍ୟାନ ପ୍ରଣାଳୀରେ ସଂସ୍କାର ଏବଂ ଏହାକୁ ଆଧୁନିକ ରୂପ ଦେବା ସପକ୍ଷରେ ମତବ୍ୟକ୍ତ କରିଛନ୍ତି। ଏହାଦ୍ୱାରା ବାସ୍ତବିକ ସମୟର ପରିସଂଖ୍ୟାନ ମିଳିବ ଏବଂ ଏହାର ବ୍ୟବହାର ନୀତି ବିଶ୍ଲେଷଣରେ କରାଯାଇପାରିବ ବୋଲି…

ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗୁଜବ

ନୂଆଦିଲ୍ଲୀ,୨୭-୫: କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ନେଇ ସୋସିଆଲ ମିଡିଆରେ ହେଉଥିବା ପ୍ରଚାର ଏକ ଗୁଜବ ବୋଲି ସରକାରୀ ମୁଖପାତ୍ର କହିଛନ୍ତି। ସୋସିଆଲ ମିଡିଆରେ ହେଉଥିତ୍ବା ପ୍ରଚାର ସମ୍ପୂର୍ଣ୍ଣ ଭୁଲ୍‌ ଏବଂ ଭିତ୍ତିହୀନ ବୋଲି ସେ କହିଛନ୍ତି।…

ସୁଇସ୍‌ ବ୍ୟାଙ୍କରେ କଳାଧନ: ୧୧ ଭାରତୀୟଙ୍କୁ ଜାରି ହେଲା ନୋଟିସ୍‌

ନୂଆଦିଲ୍ଲୀ,୨୭-୫: ବ୍ୟାଙ୍କିଙ୍ଗ୍‌ ଗୋପନୀୟତାକୁ ନେଇ ବିଶ୍ୱରେ ସମାଲୋଚନାର ଶିକାର ହୋଇଆସୁଥିବା ସୁଇଜରଲାଣ୍ଡ ଏବେ ନିଜର ମତ ପରିବର୍ତ୍ତନ କରିଛି। ନିକଟ ଅତୀତରେ ଏହା ଭାରତୀୟଙ୍କ କଳାଧନ ସମ୍ପର୍କିତ ତଥ୍ୟ ପ୍ରଦାନ କରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ସୁଇଜରଲାଣ୍ଡ ୧୧…

ଡ୍ୟୁକର ନୂଆ ସମର ୨୦୧୯ କଲେକ୍ସନ

ଭୁବନେଶ୍ୱର,୨୬-୫ : ଡ୍ୟୁକ ଫ୍ୟାସନ୍ସ ଲିମିଟେଡ ପକ୍ଷରୁ ନୂଆ ସମର କଲେକ୍ସନ ୨୦୧୯ ଶୁଭାରମ୍ଭ ହୋଇଛି। ବିଭିନ୍ନ ଷ୍ଟାଇଲ ଏବଂ ରଙ୍ଗରେ ଏହି କଲେକ୍ସନଗୁଡିକ ବଜାରରେ ଉପଲବ୍ଧ। ଏହା ମଧ୍ୟରେ ଶାର୍ଟ,ଟ୍ରାଉଜର ଏବଂ ଡେନିମ୍‌ ରହିଛି। ଏଥିରେ ଷ୍ଟାଇଲ ଏବଂ ଫ୍ୟାଶନ…

ସେଣ୍ଟ୍ରାଲ ବ୍ୟାଙ୍କ ମୁଖ୍ୟ ସତର୍କତା ଅଧିକାରୀଙ୍କ ସମ୍ବଲପୁର ଗସ୍ତ

ଭୁବନେଶ୍ୱର,୨୬-୫: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ମୁଖ୍ୟ ସତର୍କତା ଅଧିକାରୀ ପର୍ଶୁରାମ ପଣ୍ଡା ପ୍ରଥମଥର ଲାଗି ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଣ୍ଡା ବ୍ୟାଙ୍କରେ ହେଉଥିବା ଠକାମୀ ଏହାର ନିବାରଣ ଉପରେ ଗୁରୁତ୍ୱାରୋପ କରିଥିଲେ।…

ଜୁନ ୨୩ରେ ଫିଟ୍‌ଜୀର ଏକ୍ସଟ୍ରା ରେ ଏଜ୍‌ ପରୀକ୍ଷା

ଭୁବନେଶ୍ୱର,୨୬-୫: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍‌ଜୀ ପକ୍ଷରୁ ଏକ୍ସଟ୍ରା ରେ ଏଜ ପରୀକ୍ଷା ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଜୁନ ୨୩ରେ ଅନୁଷ୍ଠିତ ହେବ। ଦ୍ୱାଦଶ ଶ୍ରେଣୀ ପାସ କରିଥିବା ଛାତ୍ରୀଛାତ୍ରଙ୍କ ଜେଇଇରେ ସଫଳତା ଲାଭ କରିବାର ସ୍ବପ୍ନକୁ ପୂରଣ କରିବା…

ମୋଦିଙ୍କ ନିର୍ବାଚନୀ ପ୍ରତିଶ୍ରୁତି; ଅର୍ଥନୀତିକୁ ମିଳିବ ୧୦୦ ଲକ୍ଷ କୋଟି

ନୂଆଦିଲ୍ଲୀ,୨୬-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଖୁବଶୀଘ୍ର ଦ୍ୱିତୀୟ କାର୍ଯ୍ୟକାଳ ସମ୍ଭାଳିବାକୁ ଯାଉଛିି। ନୂଆ ସରକାର ଗଠନ ପରେ ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ପାଳନ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହେବ। ବିଶେଷଜ୍ଞଙ୍କ ମତରେ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?