ବାଣିଜ୍ୟ

ରିଲିଫ୍‌ ପାଣ୍ଠିକୁ ବିପିସିଏଲ୍‌ ପକ୍ଷରୁ ୫ କୋଟି

ଭୁବନେଶ୍ୱର,୨୨।୫: ଫନୀ ପ୍ରଭାବିତ ଅଞ୍ଚଳଗୁଡିକ ଲାଗି ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌) ପକ୍ଷରୁ ୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ରିଟେଲ ମୁଖ୍ୟ (ଓଡ଼ିଶା-ଝାଡଖଣ୍ଡ) ଦେବାଶିଷ ପାଲିତ ,ଏଲ୍‌ପିଜି ରାଜ୍ୟ ମୁଖ୍ୟ ସଞ୍ଜୟ ଶର୍ମା, ମୁଖ୍ୟ ରିଟେଲ…

ଫନୀ ପ୍ରଭାବିତଙ୍କୁ ଏଚ୍‌ପିସିଏଲ୍‌ ଦେଲା ୫ କୋଟି

ଭୁବନେଶ୍ୱର,୨୨।୫: ଫନୀ ପ୍ରଭାବିତ ଅଞ୍ଚଳଗୁଡିକ ଲାଗି ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ଏଚ୍‌ପିସିଏଲ୍‌) ପକ୍ଷରୁ ୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଏଲ୍‌ପିଜି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରାକେଶ ମିଶ୍ରୀ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମୁଖ୍ୟ ତଥା…

ଫ୍ଲିପ୍‌କାର୍ଟ ମାମଲା : ଶୁଣାଣି କରିବେ ଏନ୍‌ସିଏଲ୍‌ଏଟି

ନୂଆଦିଲ୍ଲୀ,୨୨-୫: ଅନ୍‌ଲାଇନ ବିକ୍ରେତା ଫ୍ଳିପ୍‌କାର୍ଟର ଏକଚାଟିଆ କାରବାରକୁ ବିରୋଧ କରି ଆଗତ ମାମଲାକୁ ଶୁଣାଣି ଲାଗି ରାଷ୍ଟ୍ରୀୟ କମ୍ପାନୀ ବିଧି ଅପୀଲିୟ ନ୍ୟାୟାଧିକରଣ(ଏନ୍‌ସିଏଲ୍‌ଏଟି) ଗ୍ରହଣ କରିଛନ୍ତି। ବିକ୍ରେତା ସଂଘ ଭାରତୀୟ ପ୍ରତିଯୋଗିତା ଆୟୋଗ(ସିସିଆଇ)ଙ୍କ ଆଦେଶକୁ ଏନ୍‌ସିଏଲ୍‌ଏଟିରେ ଚ୍ୟାଲେଞ୍ଜ କରିଛନ୍ତି। ସିସିଆଇ ଆଦେଶ…

ରିଲାଏନ୍ସ ଦେଶର ସର୍ବବୃହତ କମ୍ପାନୀ

ନୂଆଦିଲ୍ଲୀ,୨୨-୫: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଅଏଲ କର୍ପୋରେଶନ(ଆଇଓସି)କୁ ପଛରେ ପକାଇ ଦେଶର ସବୁଠାରୁ ଅଧିକ କାରବାର କରୁଥିବା କମ୍ପାନୀ ହୋଇପାରିଛି। କାରବାର କ୍ଷେତ୍ରରେ ଏହା ଦେଶର ସର୍ବବୃହତ କମ୍ପାନୀ…

ଜେଟ୍‌ ଏୟାରଓ୍ବେଜ୍‌ର ବିଡିଂରେ ସାମିଲ ହେବେ ହିନ୍ଦୁଜା ଭ୍ରାତା

ନୂଆଦିଲ୍ଲୀ,୨୨-୫: ଆର୍ଥିକ ସଙ୍କଟ କାରଣରୁ ସାମୟିକ ବନ୍ଦ ହୋଇଯାଇଥିବା ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜର ବିଡିଂରେ ହିନ୍ଦୁଜା ଭ୍ରାତା ଭାଗ ନେବେ। ଚଳିତ ସପ୍ତାହରେ ବିଡିଂ ପ୍ରକ୍ରିୟା ଆରମ୍ଭ ହେବ। ଏଥିଲାଗି ଏୟାରଲାଇନ୍ସର ମୁଖ୍ୟ ପାର୍ଟନର ତଥା ପ୍ରତିଷ୍ଠାତା ନରେଶ…

ବିମାନ ଯାତ୍ରା ବେଳେ ମୁହଁ ହେବ ବୋର୍ଡିଂ ପାସ୍‌;ଡିଜି ଯାତ୍ରା ନାମରେ ଆରମ୍ଭ ହେବ ପ୍ରକଳ୍ପ

ନୂଆଦିଲ୍ଲୀ,୨୨-୫: ଏଣିକି ଦେଶର ସମସ୍ତ ବିମାନ ବନ୍ଦରରେ ଖୁବ୍‌ଶୀଘ୍ର ଯାତ୍ରୀଙ୍କୁ ବୋର୍ଡିଂ ପାସ୍‌ ଓ ଲମ୍ବା ଲାଇନରୁ ମୁକ୍ତି ମିଳିବାକୁ ଯାଉଛି। ବେଙ୍ଗାଲୁରୁ ବିମାନ ବନ୍ଦରରୁ ନୂତନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଇଲେକ୍ଟ୍ରୋନିକ ମାଧ୍ୟମରେ ଯାତ୍ରୀମାନେ ମୁହଁକୁ ଯାଞ୍ଚ କରି…

ପିଏନ୍‌ବି ସହ ମିଶିପାରେ ୩ ବ୍ୟାଙ୍କ

ନୂଆଦିଲ୍ଲୀ,୨୨-୫: କେନ୍ଦ୍ର ସରକାର ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସହ କ୍ଷୁଦ୍ର ବ୍ୟାଙ୍କଗୁଡ଼ିକୁ ମିଶାଇ ଏକ ବଡ଼ ବ୍ୟାଙ୍କ ଗଠନ କରିବା ପ୍ରୟାସ ଜାରି ରଖିଛନ୍ତି। ଇତିମଧ୍ୟରେ ଏସ୍‌ବିଆଇ ସହ ୫ ସହାୟକ ବ୍ୟାଙ୍କ ଏବଂ ମହିଳା ବ୍ୟାଙ୍କର ମିଶ୍ରଣ ହେବା ପରେ…

ନୂଆ ସରକାରଙ୍କୁ ପାନଗାରିଆଙ୍କ ପରାମର୍ଶ;ବିତ୍ତୀୟ ଶୃଙ୍ଖଳା ଉପରେ ଧ୍ୟାନ ଦେବା ଜରୁରୀ

ନୂଆଦିଲ୍ଲୀ,୨୨-୫: ଦେଶର ବିତ୍ତୀୟ ଶୃଙ୍ଖଳା ଦୃଢୀକରଣ ଦିଗରେ ପ୍ରତିବଦ୍ଧତା ଦେଖାଇବା ସହ ଏହା ଉପରେ ଧ୍ୟାନଦେବା ଜରୁରୀ । ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ତଥା ଅର୍ଥନୀତିଜ୍ଞ ଅରବିନ୍ଦ ପାନଗାରିଆ ନୂଆ ସରକାରଙ୍କ ଲାଗି ଏଭଳି ପରାମର୍ଶ ଦେଇଛନ୍ତି। ସେହିଭଳି କେନ୍ଦ୍ରୀୟ…

ମାର୍ଚ୍ଚରେ ମିଳିଛି ୮.୧୪ ଲକ୍ଷ ନୂଆ ଚାକିରି: ଇପିଏଫ୍‌ଓ

ନୂଆଦିଲ୍ଲୀ,୨୨-୫: କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ର ସଦ୍ୟତମ ପରିସଂଖ୍ୟାନ ଅନୁଯାୟୀ, ସଂଗଠିତ ଏବଂ ଅଣସଙ୍ଗଠିତ କ୍ଷେତ୍ରରେ ଚଳିତ ବର୍ଷ ମାର୍ଚ୍ଚରେ ୮.୧୪ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହୋଇଛି। ଫେବୃୟାରୀରେ ଏହା ୭.୮୮ ଲକ୍ଷ ଥିଲା। ବର୍ଷ ୨୦୧୮-୧୯ରେ ମୋଟ ୬୭.୫୯ ଲକ୍ଷ…

ନିର୍ବାଚନ ଫଳାଫଳ ଉପରେ ଆମେରିକା କମ୍ପାନୀଙ୍କ ନଜର;ଚାଇନା ଛାଡି ଭାରତରେ କରିବେ ନିବେଶ

ନୂଆଦିଲ୍ଲୀ,୨୨-୫: ଦେଶର ସାଧାରଣ ନିର୍ବାଚନ ଫଳାଫଳକୁ ନେଇ ଲୋକଙ୍କ ମନରେ ଉତ୍କଣ୍ଠା ବଢି ଚାଲିଥିବା ବେଳେ ଏହା ଉପରେ ଆମେରିକା କମ୍ପାନୀଙ୍କ ନଜରରେ ରହିଛି। କେନ୍ଦ୍ରରେ ଏନ୍‌ଡିଏ ସରକାର ଶାସନ କ୍ଷମତାକୁ ଫେରିଲେ ଆମେରିକା କମ୍ପାନୀଗୁଡିକ ଚାଇନା ପରିବର୍ତ୍ତେ ଭାରତ ବଜାରକୁ…

ସିଣ୍ଡିକେଟ ବ୍ୟାଙ୍କର ନୂତନ କ୍ଷେତ୍ରୀୟ ପ୍ରବନ୍ଧକ

ଭୁବନେଶ୍ୱର,୨୧-୫: ସିଣ୍ଡିକେଟ ବ୍ୟାଙ୍କ କ୍ଷେତ୍ର-୨ର ନୂତନ ପ୍ରବନ୍ଧକ ଭାବେ ଚନ୍ଦ୍ରକାନ୍ତ ଦାସ ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ କାନପୁର କ୍ଷେତ୍ରୀୟ କାର୍ଯ୍ୟାଳୟର ପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ୧୯୮୪ରେ ସିଣ୍ଡିକେଟ ବ୍ୟାଙ୍କରୁ ସେ କର୍ମମୟ ଜୀବନ ଆରମ୍ଭ…

ରାଜ୍ୟ ସମବାୟ ବ୍ୟାଙ୍କର ବ୍ୟାଙ୍କ ଅନ୍‌ ହ୍ବିଲ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧-୫ : ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳଗୁଡିକରେ ବ୍ୟାଙ୍କ ଅନ୍‌ ହ୍ବିଲ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ବିଶେଷ ପ୍ରଭାବିତ ପୁରୀ ଜିଲାରେ ଏଭଳି ୧୩ ଗୋଟି ଭ୍ରାମ୍ୟମାଣ ଏଟିଏମ୍‌ ପରିଚାଳିତ କରାଯାଉଛି। ଜିଲାର ବିଭିନ୍ନ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?