ବାଣିଜ୍ୟ

ଆମେରିକାରେ ଚାଇନା କମ୍ପାନୀ ହୁଏଇ ବ୍ୟାନ୍‌

ଓ୍ବାଶିଂଟନ,୧୭-୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାର ଟେଲିକମ୍‌ କମ୍ପାନୀ ହୁଏଇ ଓ ଏହାର ସହଯୋଗୀ କମ୍ପାନୀଗୁଡ଼ିକୁ ବ୍ୟାନ କରିଦେଇଛନ୍ତି। ଏଣିକି ରାଷ୍ଟ୍ରୀୟ ସୁରକ୍ଷା ହିତରେ ବିଦେଶରେ ନିର୍ମିତ ଟେଲିକମ୍‌ ଉପକରଣ ବ୍ୟବହାର ନ କରିବା ଲାଗି ଆମେରିକା କମ୍ପାନୀଗୁଡ଼ିକୁ ପରାମର୍ଶ…

ଅଧିକ ସୁବିଧାଜନକ ହେବ ଡିଜିଟାଲ ନେଣଦେଣ;ଆର୍‌ବିଆଇ ଜାରି କଲା ଭିଜନ ୨୦୨୧ ଡକ୍ୟୁମେଣ୍ଟ

ମୁମ୍ବାଇ,୧୭-୫: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସୁରକ୍ଷିତ, ସୁବିଧାଜନକ, ଦ୍ରୁତ ଏବଂ ଶସ୍ତା ଡିଜିଟାଲ ଦେୟ ପ୍ରଣାଳୀକୁ ନେଇ ଏକ ଭିଜନ ଡକ୍ୟୁମେଣ୍ଟ ଜାରି କରିଛି। ଆସନ୍ତା ୨ ବର୍ଷ ଭିତରେ ଅନ୍‌ଲାଇନ ଦେୟ ବ୍ୟବସ୍ଥାରେ ଆସିବାକୁ ଥିବା ବୃଦ୍ଧିକୁ ଦୃଷ୍ଟିରେ ରଖି…

ଆମାଜନରେ ବିକ୍ରି ହେଉଛି ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ;ଜୋର ଧରିଲା ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭-୫: ଅନ୍‌ଲାଇନ ସପିଂ ପ୍ଲାଟଫର୍ମ ଆମାଜନରେ ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ ବିକ୍ରି ହେବାକୁ ନେଇ ଦେଶରେ ବିରୋଧ ଆରମ୍ଭ ହୋଇଯାଇଛି। ଏହାକୁ ନେଇ ସୋସିଆଲ ମିଡିଆରେ କମ୍ପାନୀକୁ ବଏକଟ କରିବାକୁ ଆହ୍ବାନ ଦିଆଯାଉଛି। ଟୁଇଟରରେ #ବଏକଟଆମାଜନ ହ୍ୟାଶ୍‌ଟ୍ୟାଗ୍‌ ସହିତ…

କୋଟିଏ ଲୋକଙ୍କୁ ନିଯୁକ୍ତି ଲାଗି ବ୍ଲୁପ୍ରିଣ୍ଟ

ନୂଆଦିଲ୍ଲୀ,୧୬।୫: ଦେଶରେ ଇଲେକ୍ଟ୍ରିକ ଯାନ ପ୍ରଚଳନକୁ ପ୍ରୋତ୍ସାହିତ କରିବାକୁ ଯାଇ କେନ୍ଦ୍ର ସରକାର ଏକ ସ୍ବତନ୍ତ୍ର କର୍ମବଳ ସୃଷ୍ଟି କରିବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ଏହି ମିଶନକୁ ସଫଳତା ପୂର୍ବକ ଲାଗୁ କରାଗଲେ ଦେଶରେ ପ୍ରାୟ ୧ କୋଟି ନୂଆ ନିଯୁକ୍ତି…

ମାଲ୍ୟା, ମୋଦିଙ୍କ ପ୍ରତ୍ୟର୍ପଣ ତଥ୍ୟ ଦେଲାନି ଏମ୍‌ଇଏ

ନୂଆଦିଲ୍ଲୀ,୧୬।୫: ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟା ଏବଂ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ସମ୍ପର୍କରେ ତଥ୍ୟ ଦେବାକୁ ମନା କରିଦେଇଛନ୍ତି ବୈଦେଶିକ ମନ୍ତ୍ରଣାଳୟ(ଏମ୍‌ଇଏ)। ଏ ସମ୍ପର୍କରେ ଆର୍‌ଟିଆଇରେ ପ୍ରଶ୍ନ ପଚାରାଯାଇଥିଲା ବେଳେ ଏହି ଆଇନର ଦ୍ୱାହି ଦେଇ ବୈଦେଶିକ…

ବ୍ୟାଙ୍କିଙ୍ଗ୍‌ ସିଷ୍ଟମରେ ନଗଦ ସଙ୍କଟ

ନୂଆଦିଲ୍ଲୀ,୧୬।୫: ଦେଶରେ ସାଧାରଣ ନିର୍ବାଚନ କାରଣରୁ କେନ୍ଦ୍ର ସରକାର ଖର୍ଚ୍ଚ କମାଇ ଦେଇଛନ୍ତି। ଫଳରେ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ଲିକ୍ୟୁଡିଟି(ନଗଦ) କମିଗଲାଣି। ଏବେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ୪୦,୮୫୯ କୋଟି ଟଙ୍କାର ନଗଦ ସଙ୍କଟ ଦେଖାଦେଇଛି। ପୂର୍ବବର୍ଷ ଏହି ଅବଧିରେ ୧୫,୮୫୭ କୋଟି ଟଙ୍କା…

ଘର କ୍ରେତା ବକେୟା ଉପରେ ଦେବେ ୧୨% ଜିଏସ୍‌ଟି

ନୂଆଦିଲ୍ଲୀ,୧୬।୫: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ବିଲ୍‌ଡରଙ୍କ ଦ୍ୱାରା ନିର୍ମିତ ପ୍ରକଳ୍ପକୁ ଯଦି ନିର୍ମାଣ ଶେଷ ହୋଇଥିବା ସାର୍ଟିଫିକେଟ ମିଳିଯାଏ, ତେବେ ଘର କ୍ରେତା ବକେୟା ଅର୍ଥ ଉପରେ ୧୨% ଜିଏସ୍‌ଟି ଦେବାକୁ ବାଧ୍ୟ ରହିବେ ବୋଲି ସିବିଆଇସି ସ୍ପଷ୍ଟ…

ଅଂଶଧନ କିଣିବାକୁ ଅନୁରୋଧ କଲା ଏଟିହାଦ, ବ୍ୟାଙ୍କ ସମୁହ; ଜେଟ୍‌ ପାଇଁ ହିନ୍ଦୁଜା ଭ୍ରାତାଙ୍କୁ ଗୁହାରି

ନୂଆଦିଲ୍ଲୀ,୧୬।୫: ଜେଟ୍‌ ଏୟାରଓ୍ବେଜ ପାଇଁ ଏନ୍‌ଆର୍‌ଆଇ ହିନ୍ଦୁଜା ଭ୍ରାତା ଏବେ ଶେଷ ଆଶା ହୋଇଛନ୍ତି। କମ୍ପାନୀ ବଡ଼ ଆକାରର ଅଂଶଧନ କିଣିବା ଲାଗି ଏଟିହାଦ ଏୟାରଓ୍ବେଜ ଏବଂ ଏସ୍‌ବିଆଇ ନେତୃତ୍ୱାଧୀନ ବ୍ୟାଙ୍କ ସମୂହ ପକ୍ଷରୁ ସେମାନଙ୍କୁ ଅନୁରୋଧ କରାଯାଇଛି। ପ୍ରାପ୍ତ ସୂଚନାରୁ…

ଅର୍ଜୁନ ତେନ୍ଦୁଲକରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ

ମୁମ୍ବାଇ, ୧୫ା୫ (ପି.ଟି.)-ମୁମ୍ବାଇ ଟି୨୦ ଲିଗ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚରେ ଅର୍ଜୁନ ତେନ୍ଦୁଲକର ଅଲ୍‌ରାଉଣ୍ଡ ପ୍ରଦର୍ଶନ କରିଥିବାବେଳେ ତାଙ୍କ ଦଳ ଆକାଶ ଟାଇଗର୍ସ ମୁମ୍ବାଇ ଓ୍ବେଷ୍ଟର୍ନ ସବ୍‌ଅର୍ବ ୫ ଉଇକେଟରେ ଟ୍ରିମ୍ଫ୍‌ ନାଇଟ୍‌ ମୁମ୍ବାଇ ନର୍ଥ ଇଷ୍ଟ ଦଳକୁ ହରାଇ…

ଡ୍ରିମ୍ସ ସ୍ବୟଂଶାସିତ କଲେଜକୁ ଗାନ୍ଧୀ ସମ୍ମାନ

ଭୁବନେଶ୍ୱର,୧୫-୫: ଇଣ୍ଡିଆନ ସୋସାଇଟ ଫର ଟେକ୍ନିକାଲ ଏଜୁକେଶନ (ଆଇଏସ୍‌ଟିଇ) ପକ୍ଷରୁ ୨୦୧୮ ବର୍ଷ ପାଇଁ ଡ୍ରିମ୍ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟକୁ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଭାବେ ଗାନ୍ଧୀ ସମ୍ମାନ ପ୍ରଦାନ କରାଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ରାଜେନ୍ଦ୍ର କୁମାର ଦାସଙ୍କୁ ନାରାୟଣ…

ସ୍ମାର୍ଟ ମୋବିଲିଟିକୁ ହ୍ୟୁଣ୍ଡାଇର ପ୍ରୋତ୍ସାହନ

ଭୁବନେଶ୍ୱର,୧୫-୫: ହ୍ୟୁଣ୍ଡାଇ ମୋଟର୍ସ ପକ୍ଷରୁ ସ୍ମାର୍ଟମୋବିଲିଟିକୁ ପ୍ରୋତ୍ସାହନ ସ୍ବରୂପ ନୂଆ କର୍ପୋରେଟ କ୍ୟାମ୍ପେନ ଆରମ୍ଭ କରାଯାଇଛି। ଏହା ‘ଓ୍ବାନ୍ସ ଅପନ ଏ ଟାଇମ୍‌ ହ୍ୟୁଣ୍ଡାଇ ଏ କାର କମ୍ପାନୀ’ ଭାବେ ଆରମ୍ଭ ହୋଇଛି। ଭବିଷ୍ୟତର ଶେୟାର୍ଡ ମୋବିଲିଟି, କନେକଟେଡ ଏବଂ କ୍ଲିନ…

କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଏଏଆଇ, ସିଆଇଆଇର ନିବେଦନ

କଲିକତା,୧୫-୫: ଫନୀ ଦ୍ୱାରା ପୁରୀ,ଖୋର୍ଦ୍ଧା,କଟକ ସମେତ ରାଜ୍ୟର ୧୪ଟି ଜିଲାର ୧୫୯ ବ୍ଳକ, ୧୮୧୬୮ ଗ୍ରାମ, ୫୨ଟି ସହରାଞ୍ଚଳ ଏବଂ ୧.୬୫ କୋଟି ଜନସାଧାରଣ ପ୍ରଭାବିତ ହୋଇଛନ୍ତି। ଲୋକମାନେ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବାରୁ ସେମାନଙ୍କୁ ରିଲିଫ ଏବଂ ଥଇଥାନ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?