ବାଣିଜ୍ୟ

ହ୍ୟାକିଂ ସମ୍ଭାବନା: ଅପ୍‌ଡେଟ୍‌ ଲାଗି ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୧୫-୫: ସିକ୍ୟୁରିଟି ଫିଚର୍ସରେ ତ୍ରୁଟି ପରିଲକ୍ଷିତ ହେବା ପରେ ହ୍ବାଟ୍ସଆପ୍‌ ଏହାର ୟୁଜରଙ୍କୁ ତୁରନ୍ତ ଏହି ଆପ୍‌କୁ ଅପ୍‌ଡେଟ୍‌ କରିନେବା ଲାଗି ଚେତାଇ ଦେଇଛି। କାରଣ ସିକ୍ୟୁରିଟିରେ ଥିବା ତ୍ରୁଟି ଯୋଗୁ ଯେକୌଣସି ମୂହୁର୍ତ୍ତରେ ୟୁଜରଙ୍କ ଫୋନ୍‌ ହ୍ୟାକ୍‌ ହୋଇଯିବାର ସମ୍ଭାବନା…

ନିଯୁକ୍ତି ସଙ୍କଟ: ନୂଆ ସରକାରଙ୍କୁ ଆହ୍ବାନ

ନୂଆଦିଲ୍ଲୀ,୧୩।୫: ଆଉ କେଇଟା ଦିନ ପରେ ଦେଶରେ ଚାଲିଥିବା ସାଧାରଣ ନିର୍ବାଚନ ମହାକୁମ୍ଭ ଶେଷ ହୋଇଯିବ। ମେ ୨୩ରେ ଫଳାଫଳ ଘୋଷଣା ପରେ କେନ୍ଦ୍ରରେ ନୂଆ ସରକାର କ୍ଷମତାକୁ ଆସିବେ। କିନ୍ତୁ ଆର୍ଥିକ ଦୃଷ୍ଟିରୁ ଦେଖିଲେ ଅନେକ ଆର୍ଥିକ ଆହ୍ବାନ ରହିଛି,…

ଏନ୍‌ବିଏଫ୍‌ସି ସେକ୍ଟରରେ ବଢ଼ିବ ସଙ୍କଟ

ନୂଆଦିଲ୍ଲୀ,୧୩।୫: ଦେଶର ଅଣ-ବ୍ୟାଙ୍କିଙ୍ଗ୍‌ କମ୍ପାନୀ କ୍ଷେତ୍ର (ଏନ୍‌ବିଏଫ୍‌ସି) ସଙ୍କଟର ଦ୍ୱାରଦେଶରେ ଛିଡ଼ା ହୋଇଛି। କେତେକ ବଡ଼ କମ୍ପାନୀ ଦ୍ୱାରା ହୋଇଥିବା ବିତ୍ତୀୟ ଅନୀୟମିତତା ଏବଂ ଋଣ ପ୍ରଦାନ ପାଇଁ ଅର୍ଥର ଅଭାବ ଯୋଗୁ ଉକ୍ତ କ୍ଷେତ୍ର ଧ୍ୱସ୍ତ ହେବାକୁ ଯାଉଛି ବୋଲି…

ପୁଞ୍ଜି ବଜାରରୁ ୩୨୦୭ କୋଟି କାଢି ନେଲେ ଏଫପିଆଇ

ମୁମ୍ବାଇ,୧୩।୫: ପୁଞ୍ଜି ବଜାରରୁ ଫରେନ ପୋର୍ଟଫୋଲିଓ ନିବେଶକମାନେ ୩୨୦୭ କୋଟି ଟଙ୍କା ପ୍ରତ୍ୟାହାର କରି ନେଇଛନ୍ତି। ଆମେରିକା ଏବଂ ଚାଇନା ମଧ୍ୟରେ ବ୍ୟବସାୟିକ ଯୁଦ୍ଧ ଯୋଗୁ ନିବେଶକଙ୍କ ଚିନ୍ତା ବଢିଯାଇଛି। ଏହାର ପ୍ରଭାବ ପୁଞ୍ଜି ବଜାରରେ ପଡିଥିବା ଜଣାପଡିଛି। ବିଦେଶୀ ନିବେଶକମାନେ…

ବ୍ରିଟେନର ଅତିଧନୀ ତାଲିକା: ହିନ୍ଦୁଜା ଭ୍ରାତା ଶୀର୍ଷରେ

ଲଣ୍ଡନ,୧୩।୫: ବ୍ରିଟେନର ଅତିଧନୀଙ୍କ ତାଲିକାରେ ଏନ୍‌ଆର୍‌ଆଇ ହିନ୍ଦୁଜା ଭ୍ରାତା ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ୨୨ ବିଲିୟନ ପାଉଣ୍ଡ(ପ୍ରାୟ ୨ ଲକ୍ଷ କୋଟି ଟଙ୍କା) ସମ୍ପତ୍ତି ସହ ହିନ୍ଦୁଜା ଭ୍ରାତା ତାଲିକାର ପ୍ରଥମ ସ୍ଥାନରେ ରହିଥିବା ବେଳେ ଅନ୍ୟତମ ପ୍ରବାସୀ ଭାରତୀୟ…

ସିମ୍‌ ଭଳି ପୋର୍ଟେବଲ ହେବ ସେଟ୍‌ ଟପ୍‌ ବକ୍ସ

ନୂଆଦିଲ୍ଲୀ,୧୩।୫: ଗ୍ରାହକଙ୍କୁ ଭଲ ତଥା ଅଧିକ ସେବା ଯୋଗାଣ ପ୍ରତି ଦୃଷ୍ଟିନିବଦ୍ଧ କରିଥିବା ଭାରତୀୟ ଟେଲିକମ ରେଗୁଲେଟୋରୀ ଅଥରିଟି(ଟ୍ରାଇ) ବର୍ଷ ଶେଷରେ ଏକ ନୂଆ ନିୟମ ଆଣିବାକୁ ଯାଉଛି। ଯାହାଦ୍ୱାରା ମୋବାଇଲ ସିମ୍‌ ଭଳି ସେଟ୍‌ ଟପ୍‌ ବକ୍ସ(ଏସ୍‌ଟିବି)କୁ ମଧ୍ୟ ପୋର୍ଟେବଲ…

ଚାଇନାକୁ ଟ୍ରମ୍ପଙ୍କ ଚେତାବନୀ: ସାଲିସ ନ କଲେ ପରିଣାମ ଭୋଗିବ

ନୂଆଦିଲ୍ଲୀ,୧୩।୫: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଥମୁନାହିଁ। ଏପରିସ୍ଥିତିରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାକୁ ଚେତାବନୀ ଦେଇଛନ୍ତି। ବାଣିଜ୍ୟ ନେଇ ଆମେରିକା ସହ ସାଲିସ କରିବାକୁ ଟ୍ରମ୍ପ କହିଛନ୍ତି। ଏଭଳି ନ କଲେ ପରିଣାମ…

ଟେଲିକମ୍‌ ନେଟଓ୍ବର୍କ ପୁନରୁଦ୍ଧାର ହେଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ) ବାତ୍ୟା ପରେ ରାଜ୍ୟର ୧୪ ଉପକୂଳବର୍ତ୍ତୀ ଜିଲାରେ ଟେଲିକମ୍‌ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି। ବିଶେଷ କରି ପୁରୀ,ଖୋର୍ଦ୍ଧା, କଟକ ଭଳି ଜିଲାଗୁଡିକରେ ଟେଲିକମ୍‌ ଭିତ୍ତିଭୂମି ବିଶେଷ ପ୍ରଭାବିତ ହୋଇଛି। ମାତ୍ର ବାତ୍ୟାର ଗୋଟିଏ ସପ୍ତାହ ପରେ ପ୍ରମୁଖ କମ୍ପାନୀଗୁଡିକ ସେମାନଙ୍କ…

ଦୃଷ୍ଟିବାଧିତଙ୍କ ଲାଗି ଆର୍‌ବିଆଇର ନୋଟ୍‌ ଚିହ୍ନିବା ଆପ୍‌

ମୁମ୍ବାଇ,୧୩।୫: ଦୃଷ୍ଟିବାଧିତଙ୍କୁ ସହଜରେ ନୋଟ୍‌ ଚିହ୍ନିବାରେ ସହାୟତା କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏକ ମୋବାଇଲ ଆପ୍‌ ଆଣିବାକୁ ଯାଉଛି। ବର୍ତ୍ତମାନ ଦେଶରେ ୫,୧୦,୨୦,୫୦,୧୦୦, ୨୦୦, ୫୦୦ ଏବଂ ୨୦୦୦ ଟଙ୍କିଆ ନୋଟ୍‌ ପ୍ରଚଳନରେ ରହିଛି। ଏହାବ୍ୟତୀତ କେନ୍ଦ୍ର ସରକାର…

ହିସାବ ଚୂଡ଼ାନ୍ତ କରିବା ପାଇଁ ଏୟାର ଇଣ୍ଡିଆକୁ ୫୦ ଦିନ ସମୟ

ନୂଆଦିଲ୍ଲୀ,୧୨-୫: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଉପରେ ଏବେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଋଣ ବକେୟା ରହିଛି। ଚଳିତ ଆର୍ଥିକ ବର୍ଷରେ ଉଡ଼ାଣ ଭରିବାକୁ ହେଲେ ଏହାକୁ ଅତିକମ୍‌ରେ ୧୨ ହଜାର କୋଟି ଟଙ୍କାର ବକେୟା…

ଆଇଟିସି ଗ୍ରୁପ୍‌ ଅଧ୍ୟକ୍ଷ ଓ୍ବାଇ.ସି.ଦେବେଶ୍ୱରଙ୍କ ପରଲୋକ

ନୂଆଦିଲ୍ଲୀ,୧୨-୫: ଆଇଟିସି ଗ୍ରୁପ୍‌ ଅଧ୍ୟକ୍ଷ ଓ୍ବାଇ.ସି. ଦେବେଶ୍ୱରଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ହେବ ରୋଗରେ ପୀଡିତ ଥିଲେ। ଦେବେଶ୍ୱର ୧୯୬୮ରେ ଆଇଟିସିରେ ଯୋଗ ଦେବା ପରେ ୧୯୮୪ ଏପ୍ରିଲ ୧୧ରେ…

୫ ଦିନରେ ରିଲାଏନ୍ସର ୧ ଲକ୍ଷ କୋଟି କ୍ଷତି

ମୁମ୍ବାଇ,୧୨-୫: ଗତ ୫ ଦିନ ହେବ ଦେଶର ଷ୍ଟକ୍‌ ବଜାରରେ ଉଠାପକା ଚାଲିବା କାରଣରୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌)ର ଶେୟାର ଉପରେ ବଡ଼ ପ୍ରଭାବ ପଡିଛି। ବଜାରରେ ନିବେଶକଙ୍କ ମଧ୍ୟରେ ଭୟର ବାତାବରଣ ତଥା ସାମଗ୍ରୀଗୁଡ଼ିକର ଦରବୃଦ୍ଧି କାରଣରୁ ଆର୍‌ଆଇଏଲ୍‌କୁ ଜୋର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?