ବାଣିଜ୍ୟ

ମୋଦିଙ୍କୁ ଜେଟ୍‌ କର୍ମଚାରୀଙ୍କ ଅନୁରୋଧ: ଗୋଟିଏ ମାସ ବେତନ ଦେବାକୁ ଏସ୍‌ବିଆଇକୁ କୁହନ୍ତୁ

ମୁମ୍ବାଇ,୨୯-୪:ସଙ୍କଟରେ ଅନିର୍ଦ୍ଧିଷ୍ଟ ସମୟ ଲାଗି ବିମାନ ସେବା ବନ୍ଦ କରି ଦେଇଥିବା ଜେଟ୍‌ର କର୍ମଚାରୀ ମାନେ ଗୋଟିଏ ମାସର ବେତନ ପାଇବା ପାଇଁ ପ୍ରଧାନୀମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ପାଇଲଟ୍‌ ମାନଙ୍କ ଜାତୀୟ ସଂଘ ନ୍ୟାଶନାଲ ଆଭିଏଟର୍‌ସ ଗିଲ୍‌ଡ(ଏନ୍‌ଏଜି) ଏ…

ଫେସ୍‌ବୁକ୍‌ରେ ଆସନ୍ତା ୫୦ ବର୍ଷ; ଜୀବିତଙ୍କଠୁ ଅଧିକ ହେବ ମୃତକଙ୍କ ପ୍ରୋଫାଇଲ

ନୂଆଦିଲ୍ଲୀ,୨୯-୪: ଫେସ୍‌ବୁକରେ ମୃତ ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରିଟେନସ୍ଥିତ ଅକ୍ସଫୋର୍ଡ ୟୁନିଭର୍ସିଟି ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ, ଆସନ୍ତା ୫୦ ବର୍ଷ ଅର୍ଥାତ୍‌ ୨୦୭୦ ସୁଦ୍ଧା ଫେସ୍‌ବୁକ୍‌ରେ ଜୀବିତ ଲୋକଙ୍କଠାରୁ ଅଧିକ ମୃତ ଲୋକଙ୍କ ଫ୍ରୋଫାଇଲ ଦେଖିବାକୁ…

ସର୍ଭରରେ ତ୍ରୁଟି ପାଇଁ ଦ୍ୱିତୀୟ ଦିନ ଏୟାର ଇଣ୍ଡିଆର ୧୩୭ ବିମାନ ଉଡାଣ ପ୍ରଭାବିତ

ନୂଆଦିଲ୍ଲୀ,୨୯-୪: ଏୟାର ଇଣ୍ଡିଆ ଯାତ୍ରୀଙ୍କ ଅସୁବିଧା ଦୂର ହେଉନାହିଁ। ଶନିବାର ସର୍ଭର ସଫ୍ଟଓ୍ବେରରେ ଦେଖାଦେଇଥିବା ତ୍ରୁଟିର ପ୍ରଭାବ ଯୋଗୁ ୧୪୯ ବିମାନ ଯାତ୍ରା ପ୍ରଭାବିତ ହୋଇଥିବା ବେଳେ ରବିବାର ୧୩୭ ଯାତ୍ରାରେ ଅସୁବିଧା ହୋଇଛି। ରବିବାର ଉଡ଼ାଣରେ ୧୯୭ ମିନିଟ ବିଳମ୍ବ…

୬ଘଣ୍ଟା ଅଚଳ ରହିଲା ଏୟାର ଇଣ୍ଡିଆ ସର୍ଭର: ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୨୮-୪: ଏୟାର ଇଣ୍ଡିଆ ଫ୍ଲାଇଟ୍ସ ସର୍ଭର ଶନିବାର ୬ ଘଣ୍ଟା ଅଚଳ ହୋଇଯିବା ପରେ ୧୫୫ଟି ଘରୋଇ ଓ ଅନ୍ତର୍ଜାତୀୟ ଉଡ଼ାଣ ପ୍ରଭାବିତ ହୋଇଥିଲା। ଫଳରେ ଏଥିରେ ଯାତ୍ରୀଙ୍କୁ ଅଯଥା ହଇରାଣ ହେବାକୁ ପଡ଼ିଥିଲା। ସର୍ଭରକୁ ପ୍ରାୟ ୯ଟାରେ ଠିକ୍‌ କରାଯାଇଛି…

ରାଜନୀତିକୁ ଆସିଲେ ସ୍ତ୍ରୀ ମୋତେ ଛାଡ଼ି ଦେବେ: ରାଜନ

ଚେନ୍ନାଇ,୨୮-୪: ରାଜନୀତିରେ ପ୍ରବେଶ କରିବାର ସମ୍ଭାବନାକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛନ୍ତି ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଆର୍‌ବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ। ସେ ଜଣେ ଶିକ୍ଷାବିତ ଭାବେ ନିଜର ଦାୟିତ୍ୱ ତୁଲାଇବାକୁ ପସନ୍ଦ କରିବେ। ରାଜନୀତି ପ୍ରତି ତାଙ୍କର କୌଣସି ଆଗ୍ରହ…

ଚାଇନାରୁ ଭାରତକୁ ଆସିବେ ୨୦୦ ଆମେରିକୀୟ କମ୍ପାନୀ

ନୂଆଦିଲ୍ଲୀ,୨୮-୪: ସାଧାରଣ ନିର୍ବାଚନ ପରେ ଆମେରିକାର ପ୍ରାୟ ୨୦୦ କମ୍ପାନୀ ନିଜର ମାନୁଫାକଚରିଂ ସେଣ୍ଟରକୁ ଭାରତକୁ ସ୍ଥାନାନ୍ତର କରିବାକୁ ପ୍ରସ୍ତୁତ ହୋଇଛନ୍ତି। ଆମେରିକା ଓ ଭାରତର ସମ୍ପର୍କ ସୁଦୃଢ଼ୀକରଣ ଲାଗି କାର୍ଯ୍ୟରତ ଆଡଭୋକେସୀ ଗ୍ରୁପ୍‌ ୟୁଏସ୍‌-ଇଣ୍ଡିଆ ଷ୍ଟ୍ରାଟେଜିକ ଆଣ୍ଡ ପାର୍ଟନରସିପ୍‌ ଫୋରମ(ୟୁଏସ୍‌ଆଇଏସ୍‌ପିଏଫ୍‌)…

ଆସୁଛି ହାଲ୍‌କା ହଳଦିଆ ରଙ୍ଗର ୨୦ ଟଙ୍କିଆ ନୋଟ୍‌

ମୁମ୍ବାଇ,୨୮-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ୨୦ ଟଙ୍କିଆ ନୂଆ ନୋଟ୍‌ ବଜାରକୁ ଛାଡ଼ିବାକୁ ଯାଉଛି। ମହାତ୍ମା ଗାନ୍ଧୀ ସିରିଜର ଏହି ନୂଆ ନୋଟ୍‌ରେ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ସ୍ବାକ୍ଷର ରହିବ। ଆର୍‌ବିଆଇ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ, ନୂଆ…

ବକେୟା ସ୍ପେକ୍ଟ୍ରମ ଫି ଦେବାରେ ଆର୍‌କମ୍‌ ପୁଣି ବିଫଳ

ନୂଆଦିଲ୍ଲୀ,୨୮-୪: ରିଲାଏନ୍ସ କମ୍ୟୁନିକେଶନ(ଆର୍‌କମ୍‌) ପୁଣି ଥରେ ଟେଲିକମ୍‌ ବିଭାଗ(ଡିଓଟି)କୁ ବକେୟା ୪୯୨ କୋଟି ଟଙ୍କା ଫି ଦେବାରେ ବିଫଳ ହୋଇଛି। ଜଣେ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଅନିଲ ଅମ୍ବାନୀଙ୍କ କମ୍ପାନୀ କ୍ରମାଗତ ତୃତୀୟଥର ବକେୟା ଦେବାରେ…

ଦରମା ନ ପାଇ ଜେଟ୍‌ କର୍ମଚାରୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୮-୪: ଜେଟ୍‌ ଏୟାରଓ୍ବେଜର ଜଣେ ସିନିୟର ଟେକ୍ନିସିଆନ ଦରମା ନ ପାଇବା କାରଣରୁ ଆତ୍ମହତ୍ୟା କରିଛନ୍ତି। ମହାରାଷ୍ଟ୍ରର ପାଲଘର ଜିଲାର ୪୫ ବର୍ଷୀୟ ଶୈଳେଶ ସିଂହଙ୍କୁ କ୍ୟାନ୍‌ସର ହୋଇଥିଲା। ସେ ନାଲାସୋପାଡା ପୂର୍ବରେ ସ୍ଥିତ ନିଜର ୪ ମହଲା ବାସଭବନରୁ ଡେଇଁ…

ଜିଡିପି ୭%ରୁ ଅଧିକ ରହିବ: କ୍ରିଷ୍ଣମୂର୍ତ୍ତି ସୁବ୍ରମଣ୍ୟନ

ନୂଆଦିଲ୍ଲୀ,୨୮-୪: ସାଧାରଣ ନିର୍ବାଚନ ଚାଲୁଥିବାରୁ ଦେଶରେ ଆର୍ଥତ୍କ ଗତିବିଧି ଏବେ ଧିମା ପଡ଼ିଯାଇଛି। ଉଦ୍ୟୋଗ ଜଗତ ନୂଆ ସରକାରକୁ ଅପେକ୍ଷା କରିଥିବା ବେଳେ ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ରେ ଦେଶର ଜିଡିପି ହାର ୭%ରୁ ଅଧିକ ରହିବ ବୋଲି କହିଛନ୍ତି ମୁଖ୍ୟ…

ରାଜ୍ୟଗୁଡିକୁ ଚିଠି ଲେଖିଲା ଶିଶୁ ଅଧିକାର ସଂସ୍ଥା: ଜନସନ ଆଣ୍ଡ ଜନସନର ବେବି ଶାମ୍ପୁ ବିକ୍ରି ବନ୍ଦ କର

ନୂଆଦିଲ୍ଲୀ,୨୮-୪: ଶିଶୁ ଉତ୍ପାଦ ତିଆରିରେ ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିବା କମ୍ପାନୀ ଜନସନ ଆଣ୍ଡ ଜନସନର ଭାରତରେ ଅଡୁଆ ବଢ଼ିବାରେ ଲାଗିଛି। କମ୍ପାନୀ ଦ୍ୱାରା ପ୍ରସ୍ତୁତ ବେବି ଶାମ୍ପୁରେ କ୍ୟାନସର ସୃଷ୍ଟିକାରୀ ପଦାର୍ଥ ରହିଥିବା ରିପୋର୍ଟ ମିଳିବା ପରେ ଶିଶୁ ଅଧିକାର…

ଆକ୍ସିସ, ଷ୍ଟାଣ୍ଡାର୍ଡ ଚାର୍ଟାର୍ଡ ବ୍ୟାଙ୍କକୁ ଏନ୍‌ସିଏଲ୍‌ଟି ନୋଟିସ

ମୁମ୍ବାଇ,୨୭।୪: ପୂର୍ବତନ ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଏକଜିକ୍ୟୁଟିଭ ରମେଶ ବାଓ୍ବାଙ୍କ ଆକାଉଣ୍ଟକୁ ନେଇ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)ର ମୁମ୍ବାଇ ଖଣ୍ଡପୀଠ ଆକ୍ସିସ ବ୍ୟାଙ୍କ ଏବଂ ଷ୍ଟାଣ୍ଡାର୍ଡ ଚାର୍ଟାର୍ଡ ବ୍ୟାଙ୍କର ସିଇଓ ଏବଂ ବାଓ୍ବାଙ୍କ ପରିବାର ସଦସ୍ୟଙ୍କୁ ନୋଟିସ ଜାରି କରିଛନ୍ତି। କର୍ପୋରେଟ ମନ୍ତ୍ରଣାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?