ବାଣିଜ୍ୟ

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ ଯାଉଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI)ର ନୂଆ ଫ୍ରେମୱର୍କ ଅନୁସାରେ,…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR) ଫ୍ରେମୱର୍କ ୧୫ ଅକ୍ଟୋବର ୨୦୨୬ରୁ ଲାଗୁ ହେବ। ଏହା ଅନୁସାରେ ୨,୦୦୦ ଟଙ୍କାରୁ…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ ପଡ଼ିପାରେ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ରେଟ ବଢ଼ାଇବା ନେଇ ବିଚାର…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount Rate ଚାର୍ଜ ଲାଗିବା ନେଇ ଖବର ସାମ୍ନାକୁ ଆସିଛି। ଏହି ଚାର୍ଜ ୧୫…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି ଚାର୍ଜ ୨,୦୦୦ ଟଙ୍କାରୁ ଅଧିକ କାରବାର (ଟ୍ରାଞ୍ଜାକସନ) ଉପରେ ଲାଗୁ ହେବ। ବଡ଼…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଅନୁଯାୟୀ, ୨,୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ବ୍ୟବସାୟୀମାନଙ୍କୁ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି ବିପଦକୁ ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ଉନ୍ନତ କରିବା ପାଇଁ ସଡ଼କ…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ ଋତୁ (ନବରାତ୍ରୀ ଏବଂ ଦୀପାବଳି ୨୦୨୬) ଆରମ୍ଭ ହେବା ପୂର୍ୱରୁ ସରକାର ମହଙ୍ଗା…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି, ତେବେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ଆପଣଙ୍କ ପାଇଁ ଏକ ଉତ୍ତମ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି ଘରର ବିଲ ପୈଠ କରିବା, ଅଥବା ଦୋକାନରୁ ସାମଗ୍ରୀ କିଣିବାସବୁ କ୍ଷେତ୍ରରେ UPI…

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ ନିବେଶକମାନଙ୍କ ଦ୍ୱାରା ଲାଭ ଆଦାୟ (profit-booking) ଏବଂ ବିଶ୍ୱ ବଜାରରେ ବଦଳୁଥିବା ମନୋଭାବ…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି । ଖାଦ୍ୟ ସାମଗ୍ରୀ ଏବଂ ଇନ୍ଧନର କ୍ରମାଗତ ଦରବୃଦ୍ଧି ଯୋଗୁ ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?