ବାଣିଜ୍ୟ

ଆଲେନ୍‌ ପକ୍ଷରୁ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬-୪: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ନୂତନ ଶିକ୍ଷା ଅଧିବେଶନ ପାଇଁ ସ୍ଥାନୀୟ ରେଳ ଅଡିଟୋରିୟମଠାରେ ଏକ ଓରିଏଣ୍ଟେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ମାସ ୨୫ରୁ ପ୍ରତିଷ୍ଠାନରେ ପାଠପଢା ଆରମ୍ଭ ହୋଇଛି। ଅଧିବେଶନକୁ ଆଲେନ୍‌ କ୍ୟାରିୟର…

ଜିଓ ଦ୍ୱିତୀୟ ସର୍ବବୃହତ ଟେଲିକମ୍‌ କମ୍ପାନୀ

ନୂଆଦିଲ୍ଲୀ,୨୬-୪: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ଆରମ୍ଭ ହେବାର ମାତ୍ର ଅଢ଼େଇ ବର୍ଷ ମଧ୍ୟରେ ଆଉ ଏକ ସଫଳତା ହାସଲ କରିଛି। ଗ୍ରାହକ ସଂଖ୍ୟା ଆଧାରରେ ଏହା ଭାରତୀ ଏୟାରଟେଲକୁ ପଛରେ ପକାଇ ଦେଶର ଦ୍ୱିତୀୟ ସର୍ବବୃହତ ଟେଲିକମ୍‌…

ଋଣ ସମାଧାନ:ଆର୍‌ବିଆଇ ଦେଇପାରେ ଅତିରିକ୍ତ ୬୦ଦିନର ସମୟ

ମୁମ୍ବାଇ,୨୬-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଅସୁଲ ହେଉ ନ ଥିବା ଋଣ(ଏନ୍‌ପିଏ) ମାମଲାର ସମାଧାନ ଲାଗି ନିୟମରେ ସଂଶୋଧନ କରିବାକୁ ପ୍ରସ୍ତୁତ ହେଉଛି। ସଂଶୋଧିତ ନିୟମରେ ବକେୟା ଋଣ ଫେରସ୍ତ ଦେବାକୁ ଆର୍‌ବିଆଇ ଅତିରିକ୍ତ ୬୦ ଦିନ ସମୟ ଦେଇପାରେ। ଏହାଦ୍ୱାରା…

ଆଳୁ ଚାଷୀଙ୍କ ଭୋକିଲା ପେଟରେ ପେପ୍ସିକୋର ଆଇନ ଛାଟ: ଚିପ୍ସ୍‌ରେ ବ୍ୟବହୃତ କିସମ ପାଇଁ ମାଗିଲା କ୍ଷତିପୂରଣ

ଅହମ୍ମଦାବାଦ,୨୫।୪: ଦେଶରେ ଚାଷୀ ଆତ୍ମହତ୍ୟା ଏବେ ବି ଥମିନି। ଚାଷୀ ଫସଳ ଅମଳ ପାଇଁ ଋଣ ପରିଶୋଧ କରିବାକୁ ଅକ୍ଷମ ହେଉଛନ୍ତି। ଆବଶ୍ୟକତା ଅନୁସାରେ ଫସଲ ଅମଳ ନ ହେବାରୁ ସେମାନଙ୍କ ଆର୍ଥିକ ସ୍ଥିତି ଲଗାତାର ଶୋଚନୀୟ ହେବାରେ ଲାଗିଛି। ଏପରି…

ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଲା

ଚେନ୍ନାଇ,୨୫-୪: ଲୋକପ୍ରିୟ ଭିଡ଼ିଓ ଆପ୍‌ ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଯାଇଛି। ବୁଧବାର ଜଷ୍ଟିସ ଏନ.କିରୁବାକରନ ଏବଂ ଜଷ୍ଟିସ ଏସ୍‌.ଏସ୍‌. ସୁନ୍ଦରଙ୍କୁ ନେଇ ଗଠିତ ମାଡ୍ରାସ ହାଇକୋର୍ଟଙ୍କ ମଦୁରାଇ ଖଣ୍ଡପୀଠ ଏହି ବ୍ୟାନକୁ ହଟାଇ ଦେଇଛନ୍ତି। ପିଲାମାନଙ୍କ ବିରୋଧରେ ହେଉଥିବା ଅପରାଧକୁ ନେଇ…

୨୩୪୮କୋଟି ଜାଲିଆତି ମାମଲା: ଭୂଷଣ ଷ୍ଟିଲ ଅଧ୍ୟକ୍ଷଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି

ନୂଆଦିଲ୍ଲୀ,୨୫-୪: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ୨୩୪୮ କୋଟି ଟଙ୍କାର ବ୍ୟାଙ୍କ ଜାଲିଆତି ମାମଲାରେ ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ୍‌ ଲିମିଟେଡର ଅଧ୍ୟକ୍ଷ ସଞ୍ଜୟ ସିଂଘଲ ଏବଂ ତାଙ୍କ ସ୍ତ୍ରୀ ଆରତୀ ସିଂଘଲଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି କରିଛି। ଆରତୀ କମ୍ପାନୀର…

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି କରିଛନ୍ତି। ସେମାନେ ଆସନ୍ତା ସପ୍ତାହରେ ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଜଣେ…

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜର ପୁନରୁଦ୍ଧାର ଆଶା କ୍ଷୀଣ ହେବାରେ ଲାଗିଛି। ଏହାର ବିମାନ ପୁଣିଥରେ ଉଡ଼ିବାର ସମ୍ଭାବନା ନ ଥିଲା ଭଳି ମନେ ହେଉଛି। କାରଣ ଏହି କମ୍ପାନୀରେ ପୁଞ୍ଜିନିବେଶ ସମ୍ଭାବନା ଖୋଜୁଥିବା ଏଟିହାଦ ଏୟାରଓ୍ବେଜ, ଟିପିଜି କ୍ୟାପିଟାଲ ଏବଂ ଇଣ୍ଡିଗୋ…

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି

ନୂଆଦିଲ୍ଲୀ,୨୪-୪:ପ୍ରମୁଖ ଅଟୋମୋବାଇଲ ମାନୁଫାକ୍‌ଚରର ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ(ଏଚ୍‌ସିଆଇଏଲ୍‌) ପକ୍ଷରୁ ନୂଆ ଆମେଜ୍‌ ଭିକ୍ସ ସିଭିଟି ବଜାରକୁ ଆସିଛି। ହୋଣ୍ଡା ଆମେଜ୍‌ ଫ୍ୟାମିଲି ସେଡାନ୍‌ ବର୍ଗରେ କମ୍ପାନୀର ଏକ ଲୋକପ୍ରିୟ ବ୍ରାଣ୍ଡ ହୋଇଥିବା ବେଳେ ଏଥିରେ ଏକ ନୂଆ ଗ୍ରେଡ ଯୋଡି…

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୪-୪: ୟୁରୋପୀୟ ଅଟୋମୋଟିଭ୍‌ ବ୍ରାଣ୍ଡ ରେନୋ ଇଣ୍ଡିଆ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପର ଶୁଭାରମ୍ଭ ଘୋଷଣା କରାଯାଇଛି। ମାସ ୨୨ ଏପ୍ରିଲଠାରୁ ୨୮ ଏପ୍ରିଲ ଯାଏ କମ୍ପାନୀର ସର୍ଭିସ ଫାସିଲିଟିଗୁଡିକରେ ଅନୁଷ୍ଠିତ ହେବ। ଗ୍ରାହକ ସନ୍ତୁଷ୍ଟି ପଦକ୍ଷେପ ବୃଦ୍ଧି ସ୍ବରୂପ…

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୭୦ ଜଣଙ୍କୁ ଏଠାରେ କମ୍ପାନୀ ପକ୍ଷରୁ…

ଆଧାର ଏକ ପରିଚୟ ପତ୍ର: ନିଲେକାନି

ବେଙ୍ଗାଲୁରୁ,୨୪-୪: ଆଧାର କୌଣସି ବ୍ୟକ୍ତିର ଗୋପନୀୟତା ବା ତାଙ୍କ ଉପରେ ନଜର ରଖିବାର ମାଧ୍ୟମ ନୁହେଁ, ବରଂ ଏହା ଏକ ପରିଚୟ ମାତ୍ର ବୋଲି ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ସହପ୍ରତିଷ୍ଠାତା ତଥା ଭାରତୀୟ ବିଶିଷ୍ଟ ପରିଚୟ ପ୍ରାଧିକରଣ(ୟୁଆଇଡିଏଆଇ)ର ପୂର୍ବତନ ଅଧ୍ୟକ୍ଷ ନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?