ବାଣିଜ୍ୟ

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

ନୂଆଦିଲ୍ଲୀ,୨୪-୪: ଆସନ୍ତା ୨୬ରୁ ଘରୋଇ ନେଟଓ୍ବାର୍କରେ ସ୍ପାଇସଜେଟ୍‌ ନୂଆଦିଲ୍ଲୀ ଏବଂ ମୁମ୍ବାଇରୁ ଅନ୍ୟ ସହରକୁ ଦୈନିକ ୨୮ ନୂଆ ବିମାନ ଉଡ଼ାଇବ ବୋଲି ମଙ୍ଗଳବାର କମ୍ପାନୀ ପକ୍ଷରୁ କୁହାଯାଇଛି। ସ୍ପାଇସଜେଟ୍‌ କହିଛି ଯେ, ଏହା ମୁମ୍ବାଇ-ଜୟପୁର-ମୁମ୍ବାଇ, ମୁମ୍ବାଇ-ଅମୃତସର-ମୁମ୍ବାଇ, ମୁମ୍ବାଇ-ମାଙ୍ଗାଲୋର-ମୁମ୍ବାଇ ଏବଂ ମୁମ୍ବାଇ-କୋଏମ୍ବାଟୁର-ମୁମ୍ବାଇ,…

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୪-୪: ଆସନ୍ତା ମେ’ ୨ ପରେ ଭାରତ ସମେତ ୮ଟି ଦେଶ ଇରାନରୁ ଅଶୋଧିତ ତେଲ କିଣିପାରିବେ ନାହିଁ। ଏ ସଂକ୍ରାନ୍ତରେ ପୂର୍ବରୁ ଆମେରିକା କଟକଣା କୋହଳ କରିଥିଲା। ତେବେ ଉକ୍ତ ତାରିଖ ପରେ କଟକଣା ପୁନର୍ବାର ଲାଗୁ ହେବ ବୋଲି…

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜ ପୁଣିଥରେ ଉଡ଼ିବା ନେଇ ସଂଶୟ ରହିଛି। ଗତ ୭ ମାସ ମଧ୍ୟରେ ୪୧୦ ଜଣ ପାଇଲଟ ଓ କ୍ୟାପ୍ଟେନ ଚାକିରି ଛାଡ଼ିଛନ୍ତି। ଏବେ ଜେଟ୍‌ ନିକଟରେ ୧୫୨୭ ପାଇଲଟ ରହିଛନ୍ତି ବୋଲି ଏୟାରଲାଇନର ପାଇଲଟ ସଂଘ, ନ୍ୟାଶନାଲ…

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ନୂଆଦିଲ୍ଲୀ,୨୪-୪: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଅଧୀନରେ ଗ୍ରାହକଙ୍କୁ ଫାଇଦା ନ ଦେଇ ଆମେରିକାର ମଲ୍ଟି ନ୍ୟାଶନାଲ ଏଫ୍‌ଏମ୍‌ସିଜିି କମ୍ପାନୀ ପ୍ରକ୍ଟର ଆଣ୍ଡ ଗ୍ୟାମ୍ବଲ(ପି ଆଣ୍ଡ ଜି) ୨୫୦ କୋଟି ଟଙ୍କା ଚଳୁ କରିଦେଇଛି ବୋଲି ଜିଏସ୍‌ଟି ଲାଭ ଯାଞ୍ଚ କରୁଥିବା…

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେର ସ୍ଲଟକୁ ନେଇ ବିଭିନ୍ନ ବିବାଦ ଉପୁଜୁଥିବା ବେଳେ ଏହାକୁ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ନିଜର ପ୍ରତିକ୍ରିୟା ରଖିଛି। ବିମାନ କମ୍ପାନୀର ସ୍ଲଟକୁ ଅସ୍ଥାୟୀ ଭାବେ ଅନ୍ୟ ସଂସ୍ଥାକୁ ଦିଆଯାଉଛି ବୋଲି ମନ୍ତ୍ରଣାଳୟ ପ୍ରକାଶ କରିଛି।…

ଇରାନ ତେଲ କଟକଣା;ଅର୍ଥନୀତି ଉପରେ ପଡ଼ିବ ପ୍ରତିକୂଳ ପ୍ରଭାବ

ନୂଆଦିଲ୍ଲୀ,୨୪-୪: ଇରାନଠାରୁ ତେଲ ଆମଦାନି ବନ୍ଦ କରିବାକୁ ଭାରତ ସମେତ ୮ ଦେଶକୁ ଆମେରିକା ନିର୍ଦ୍ଦେଶ ଦେବା ପରେ ଏହାର ପ୍ରଭାବ ଅନ୍ତର୍ଜାତୀୟ ବଜାର ଉପରେ ପଡିଛି। ମଙ୍ଗଳବାର ଅଶୋଧିତ ତେଲ ପାଞ୍ଚ ମାସର ସର୍ବୋଚ୍ଚ ସ୍ତର ଛୁଇଁଛି। ଆମେରିକାର ଏଭଳି…

କେନ୍ଦ୍ରକୁ ଶିବସେନାର ପରାମର୍ଶ;ଜେଟ୍‌ ଏୟାରଓ୍ବେଜ କର୍ମଚାରୀଙ୍କୁ ବଞ୍ଚାଅ

ମୁମ୍ବାଇ,୨୩-୪: ଜେଟ୍‌ ଏୟାରଓ୍ବେଜକୁ ଅଧିଗ୍ରହଣ କରି ଏହି ଏୟାରଲାଇନ କର୍ମଚାରୀଙ୍କୁ ବଞ୍ଚାଇବାକୁ ଶିବସେନା ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛି। ଦଳର ମୁଖପତ୍ର ‘ସାମ୍‌ନା’ର ସମ୍ପାଦକୀୟରେ ଲେଖାଯାଇଛି ଯେ, ବେକାରିଙ୍କର ଅଭିଶାପ ସ୍ବାଧ୍ୱୀଙ୍କ ଅଭିଶାପଠାରୁ ଅଧିକ ଶକ୍ତିଶାଳୀ। ୨୬/୧୧ ମୁମ୍ବାଇ…

ବିଆଇଏସ୍‌ ଅଧୀନକୁ ଆସିବ ହେଲମେଟ ସୁରକ୍ଷାମାନ

ନୂଆଦିଲ୍ଲୀ,୨୩-୪: ଦୁଇଚକିଆ ଗାଡ଼ିଚାଳକମାନେ ବ୍ୟବହାର କରୁଥିବା ହେଲମେଟର ସୁରକ୍ଷା ମାନକୁ ବ୍ୟୁରୋ ଅଫ୍‌ ଇଣ୍ଡିଆନ ଷ୍ଟାଣ୍ଡାର୍ଡ(ବିଆଇଏସ୍‌) ଅଧୀନକୁ ଅଣାଯିବ। ଏଥିପାଇଁ ଏକ ନୂଆ ନିୟମ ଲାଗୁ ହେବ। ହେଲମେଟ ପ୍ରସ୍ତୁତି ବିଆଇଏସ୍‌ ମାନଦଣ୍ଡ ଅନୁଯାୟୀ ହେଉ ନ ଥିବାରୁ ଏହାର ମାନ…

ସୁପ୍ରିମକୋର୍ଟରେ ଟିକଟକ୍‌ ମାମଲାର ଶୁଣାଣି;ମାଡ୍ରାସ ହାଇକୋର୍ଟକୁ ୨୪ ସୁଦ୍ଧା ସମୟ, ନଚେତ ବ୍ୟାନ ହଟିବ

ନୂଆଦିଲ୍ଲୀ,୨୩-୪: ଭାରତ ସମେତ ବିଶ୍ୱର ବହୁ ଦେଶରେ ଅତ୍ୟନ୍ତ ଲୋକପ୍ରିୟ ସର୍ଟ ଭିଡ଼ିଓ ଆପ୍‌ ଟିକ୍‌ଟକ ଉପରେ ଲାଗିଥିବା ବ୍ୟାନ୍‌ ହଟିଯିବା ସମ୍ଭାବନା ରହିିଛି। ସୋମବାର ଏ ସଂକ୍ରାନ୍ତରେ ସୁପ୍ରିମକୋର୍ଟରେ ଆଗତ ମାମଲାର ଶୁଣାଣି ହୋଇଥିଲା। ମାଡ୍ରାସ ହାଇକୋର୍ଟ ବ୍ୟାନ ସଂକ୍ରାନ୍ତରେ…

ନୀରବ,ଚୋକ୍‌ସୀଙ୍କ ପଳାୟନର ପ୍ରଭାବ;ରୁପା ଗହଣା ରପ୍ତାନି କମିଛି ୭୫%

ନୂଆଦିଲ୍ଲୀ,୨୩-୪: ହୀରା ବ୍ୟବସାୟୀ ନୀରବ ମୋଦି ଓ ମେହୁଲ ଚୋକ୍‌ସୀଙ୍କ ବିଦେଶ ପଳାୟନ ପରେ ଭାରତୀୟ ରୁପା ଗହଣା ବଜାର ବେଶ୍‌ ପ୍ରଭାବିତ ହୋଇଛି। ଦେଶର ରୁପା ଗହଣା ରପ୍ତାନି ୨୦୧୮-୧୯ ଆର୍ଥିକ ବର୍ଷରେ ପ୍ରାୟ ୭୫% କମିଛି। ପଞ୍ଜାବ ନ୍ୟାଶନାଲ…

ସଜହ ହେବ ବ୍ୟବସାୟ;ଇଜ୍‌ ଅଫ୍‌ ଡୁଇଂ ବିଜନେସ ର଼୍ୟାଙ୍କିଙ୍ଗରେ ଟପ୍‌ ୫୦ରେ ସ୍ଥାନ ପାଇବା ଲକ୍ଷ୍ୟ

ନୂଆଦିଲ୍ଲୀ,୨୩-୪: ବ୍ୟବସାୟୀ ସୁଗମତା କ୍ଷେତ୍ରରେ ଭାରତ ଆଉ କିଛି ଦିନ ଭିତରେ ଇତିହାସ ରଚିବାକୁ ଯାଉଛି। କେନ୍ଦ୍ର ସରକାର ଦେଶରେ ବ୍ୟବସାୟ ସୁଗମତାକୁ ଆହୁରି ସହଜ କରିବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ବ୍ୟବସାୟୀ ଖୁସିରେ ଉଛୁଳି…

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ବ୍ରିଟେନରେ। ବ୍ରିଟେନର ୧୬ ବର୍ଷର ବାଳକ ଏଡଓ୍ବାର୍ଡ ରିକେଟ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?