ବାଣିଜ୍ୟ

ଜରୁରୀ ପାଣ୍ଠି ଦେଲେନି ଋଣପ୍ରଦାନକାରୀ;ସାମୟିକ ବନ୍ଦ ହେଲା ଜେଟ୍‌

ନୂଆଦିଲ୍ଲୀ,୧୮-୪: ଋଣରେ ବୁଡ଼ି ଯାଇଥିବା ଜେଟ୍‌ ଏୟାରଓ୍ବେଜରେ ଦୀର୍ଘ ୨୫ ବର୍ଷ ପରେ ତାଲା ଝୁଲିଲା। ପରିଚାଳନ ବ୍ୟବସ୍ଥାକୁ ଜିଇଁ ରଖିବା ଲାଗି କମ୍ପାନୀ ମ୍ୟାନେଜମେଣ୍ଟ ବ୍ୟାଙ୍କଗୁଡ଼ିକ(ଋଣପ୍ରଦାନକାରୀ)ଠାରୁ ଜରୁରୀକାଳୀନ ଭିତ୍ତିରେ ୪୦୦ କୋଟି ଟଙ୍କା ଦେବାକୁ କହିଥିଲେ। କିନ୍ତୁ ସେମାନେ ଏହାକୁ…

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ ପସନ୍ଦ ଆସିବା ଭଳି କଣ୍ଟେଣ୍ଟ ଉପରେ କାର୍ଯ୍ୟ କରିବାକୁ ପ୍ରଡକ୍ସନ ହାଉସ ଲକ୍ଷ୍ୟ…

ଓଡ଼ିଶାରେ ହେବ ଇ-ଯାନ ଉତ୍ପାଦନ

ଭୁବନେଶ୍ୱର,୧୮-୪: ଓଡ଼ିଶାରେ ପ୍ରଥମଥର ଲାଗି ଇ-ସ୍କୁଟର ଉତ୍ପାଦନ ହେବ। ଓମ୍‌ଜୟ ଇଭି ଲିମିଟେଡ ଏହି ଇ-ଯାନଗୁଡ଼ିକୁ ଉତ୍ପାଦନ କରିବାକୁ ଯୋଜନା ରହିଛି। ଯାଜପୁର ଜିଲାର ବଡଚଣାଠାରେ ମଡେଲଗୁଡିକ ମାନୁଫାକରିଂ କରାଯିବ। ଏଠାରେ କମ୍ପାନୀ ଏକ ବିଶ୍ୱ ସ୍ତରୀୟ ଫାସିଲିଟି ସ୍ଥାପନ କରିଛି।…

ନିଯୁକ୍ତି ସୁରକ୍ଷାରେ ସହାୟକ ନୁହେଁ ସଂରକ୍ଷଣବାଦ:ରାଜନ

ୟୁନାଇଟେଡ ନେସନ୍ସ,୧୮-୪: ବିଶ୍ୱର ଦେଶଗୁଡିକ ଆପଣାଉଥିବା ସଂରକ୍ଷଣବାଦ ନିଯୁକ୍ତି ସୁରକ୍ଷା ଦିଗରେ ବିଶେଷ ଭାବେ ସହାୟକ ହେବ ନାହିଁ। ଅପରପକ୍ଷରେ ଅଟୋମେଶନ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଯୋଗୁ ନିଯୁକ୍ତି ଉପରେ ପଡୁଥିବା ପ୍ରଭାବକୁ ଏହା ସାମାନ୍ୟ ପ୍ରତିହତ କରିବାକୁ ସକ୍ଷମ ହୋଇ…

ନୂଆ ଗ୍ରୀଷ୍ମକାଳୀନ ସ୍ବତନ୍ତ୍ର ଟ୍ରେନ ଚଳାଇଲା ରେଲଓ୍ବେ

ଭୁବନେଶ୍ୱର,୧୮-୪: ପୂର୍ବତଟ ରେଳପଥ ପରିସୀମା ମଧ୍ୟ ଦେଇ ପୁଣି ଏକ ନୂଆ ଗ୍ରୀଷ୍ମକାଳୀନ ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କରାଯାଇଛି। ଜୁନ ମାସ ମାସ ଶେଷ ପର୍ଯ୍ୟନ୍ତ ସାନ୍ତ୍ରାଗାଛି-ଚେନ୍ନାଇ ସେଣ୍ଟ୍ରାଲ ଟ୍ରେନ ଚଳାଚଳ କରାଇବାକୁ ରେଲଓ୍ବେ ପକ୍ଷରୁ ଘୋଷଣା କରାଯାଇଛି। ଯାତ୍ରୀ ଭିଡକୁ…

୪,୧୫୨ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ କଲା ଏଲ୍‌ଆଇସି

ଭୁବନେଶ୍ୱର, ୧୮-୪: ଭାରତୀୟ ଜୀବନ ବୀମା ନିଗମ(ଏଲଆଇସି)ର ପୂର୍ବ କେନ୍ଦ୍ରୀୟ ଜୋନ ବୀମା ପ୍ରିମିୟମ ସଂଗ୍ରହ କ୍ଷେତ୍ରରେ ରେକର୍ଡ ହାସଲ କରିଛି। ଜୋନ ପ୍ରଥମ ପ୍ରିମିୟମ ଆୟ ଭାବେ ୪୧୫୨ କୋଟି ଟଙ୍କା ସଂଗ୍ରହ କରିବାକୁ ସକ୍ଷମ ହୋଇଥିବା ପ୍ରବନ୍ଧକ ସି.ବିକାଶ…

ହିରୋ ଚ୍ୟାଲେଞ୍ଜ-୨୦୧୯ ଘୋଷଣା

ନୂଆଦିଲ୍ଲୀ,୧୮-୪: ଇଂଲଣ୍ଡର ଲିଭରପୁଲ ଓ୍ବାଟର ପ୍ରିନ୍ସ ଡକ୍‌ରେ ଦି ହିରୋ ଚ୍ୟାଲେଞ୍ଜ-୨୦୧୯ ଗଲ୍ଫ ନାଇଟ୍‌ ଅନୁଷ୍ଠିତ ହେବ। ବିଶ୍ୱରଖ୍ୟାତି ସମ୍ପନ୍ନ ଗଲ୍ଫର ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥି ଲାଗି ପ୍ରଶଂସକଙ୍କୁ ମାଗଣାରେ ଟିକେଟ ପ୍ରଦାନ କରାଯିବ। ମେ ୯ରୁ ୧୨…

ଏସ୍‌ବିଆଇ ଲାଇଫର ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ

ଭୁବନେଶ୍ୱର,୧୮-୪: ଏସ୍‌ବିଆଇ ଲାଇଫ ଇନସ୍ୟୁରାନ୍ସ ପକ୍ଷରୁ ସ୍ଥାନୀୟ ଇନଫୋସିଟି ଇନଫିନିଆ ଟାଓ୍ବାରରେ ନୂଆ ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ ହୋଇଛି। ଏସ୍‌ବିଆଇ ଲାଇଫର ଏମ୍‌ଡି ତଥା ସିିଇଓ ସଞ୍ଜୀବ ନୌଟିଆଲ ଏହାର ଉନ୍ମୋଚନ କରିଥିଲେ। ନୂଆ କାର୍ଯ୍ୟାଳୟ ଦ୍ୱାରା ସମ୍ପୂର୍ଣ୍ଣ ସୁରକ୍ଷା ଉତ୍ପାଦ…

ନାଲ୍‌କୋ ପକ୍ଷରୁ ଆମ୍ବେଡକର ଜୟନ୍ତୀ

ଭୁବନେଶ୍ୱର,୧୮-୪: ରାଷ୍ଟ୍ରାୟତ୍ତ ନାଲ୍‌କୋ ପକ୍ଷରୁ ସ୍ଥାନୀୟ ନାଲ୍‌କୋ ନଗରଠାରେ ଭାରତ ରତ୍ନ ବାବା ସାହେବ ବି.ଆର. ଆମ୍ବେଡ୍‌କରଙ୍କ ୧୨୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ନାଲ୍‌କୋ ଅଧ୍ୟକ୍ଷ ତପନ କୁମାର ଚାନ୍ଦ ଏହି ଅବସରରେ ଆମ୍ବେଡକରଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।…

ଆକର୍ଷଣୀୟ ରିହାତି ଦେଉଛି ଦୁରିଆନ୍‌

ଭୁବନେଶ୍ୱର,୧୮-୪: ପ୍ରମୁଖ ଫର୍ନିଚର ବ୍ରାଣ୍ଡ ଦୁରିଆନ ପକ୍ଷରୁ ଆକର୍ଷଣୀୟ ରିହାତି ଘୋଷଣା କରାଯାଇଛି। ଏହି ସମୟରେ ଗ୍ରାହକମାନେ ଦୁରିଆନର ଶୋ’ରୁମରେ ଫ୍ଲାଟ ୫୦% ରିହାତି ପାଇ ପାରିବେ। ଏହି ଅଫର ବଛାବଛା ହୋମ୍‌ ଏବଂ ଅଫିସ ଫର୍ନିଚର ଉପରେ ଲାଗୁ ହେବ।…

ଆଦିତ୍ୟ ହ୍ୟୁଣ୍ଡାଇରେ ଫ୍ରି କାର୍‌ କେୟାର କ୍ଲିନିକ କ୍ୟାମ୍ପ

ଭୁବନେଶ୍ୱର,୧୮-୪:ସ୍ଥାନୀୟ ଉତ୍ତରାସ୍ଥିତ ଆଦିତ୍ୟ ହ୍ୟୁଣ୍ଡାଇ ଶୋ’ରୁମରେ ଫ୍ରି କାର୍‌ କେୟାର କ୍ଲିନିକ ଶୁଭାରମ୍ଭ ହୋଇଛି। ଚଳିତ ମାସ ୨୧ ଯାଏ ଏହି କ୍ୟାମ୍ପ ଚାଲିବ। ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆ ଲିମିଟେଡର ପାର୍ଟସ ଏବଂ ସ୍ପେୟାର ବିଭାଗ ଆଞ୍ଚଳିକ ପ୍ରବନ୍ଧକ ଅଂଶୁମାଳି ସରକାର,…

ଟେଷ୍ଟି ଟ୍ରିଟ୍‌ର ନୂଆ ପ୍ରଡକ୍ଟ

ଭୁବନେଶ୍ୱର, ୧୮-୪: ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡ୍‌ର ଟେଷ୍ଟି ଟ୍ରିଟ୍‌ ବ୍ରାଣ୍ଡ ପକ୍ଷରୁ ୫ଟି ସ୍ବାଦରେ ପଟାଟୋ ଚିପ୍ସ ବଜାରକୁ ଆସିଛି। ଏହା ମଧ୍ୟରେ ଚିଜ୍‌,ସୋର କ୍ରିମ ଆଣ୍ଡ ଓନିଅନ, ଟ୍ୟାଙ୍ଗି ଟମୋଟୋ, କ୍ଲାସିକ ସଲ୍ଟ ଏବଂ ଦେଶୀ ମସାଲା ମ୍ୟାଜିକ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?