ବାଣିଜ୍ୟ

କଲ୍ୟାଣ ଜୁଏଲର୍ସ ପକ୍ଷରୁ ନୂଆ ଅଭିଯାନ

ଭୁବନେଶ୍ୱର, ୧୮-୪: କଲ୍ୟାଣ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର ଘୋଷଣା କରାଯାଇଛି। ମାଗଣା ଗୋଲ୍ଡ କଏନ ଭାବେ ଶୋ’ରୁମ ପକ୍ଷରୁ ୩୦୦ କିଲୋ ପର୍ଯ୍ୟନ୍ତ ସୁନା ଗ୍ରାହକଙ୍କୁ ପ୍ରଦାନ ଲାଗି ଯୋଜନା ହାତକୁ ନିଆଯାଇଛି। ସାରା ବିଶ୍ୱରେ ଥିବା ଗ୍ରାହକଙ୍କ ଲାଗି…

ସେଣ୍ଟ୍ରାଲ ବ୍ୟାଙ୍କରେ ସତର୍କତା ସଚେତନତା

ଭୁବନେଶ୍ୱର,୧୮-୪: ସଚେତନତା ଅଭାବ ଓ ଚାରିତ୍ରିକ ବିଷମତା ଯୋଗୁ ମଣିଷ ଭ୍ରଷ୍ଟାଚାରରେ ଲିପ୍ତ ହୋଇଥାଏ। ଏହା ଦ୍ୱାରା ସାମାଜିକ ପ୍ରଣାଳୀ ଏବଂ ଆର୍ଥତ୍କ ବ୍ୟବସ୍ଥା ଦୁର୍ବଳ ହୋଇପଡେ। ଭ୍ରଷ୍ଟାଚାର ଏକ ସାମାଜିକ ବ୍ୟାଧି ହୋଇଥିବାରୁ ଏହାକୁ ରୋକିବା ଲାଗି କଠୋର ଆଇନ…

ଷ୍ଟାଇଲ ସ୍ପାରେ ଏଣ୍ଡ ଅଫ୍‌ ସିଜନ ସେଲ୍‌

ଭୁବନେଶ୍ୱର,୧୮-୪: ପ୍ରମୁଖ ଫର୍ନିଚର ନିର୍ମାତା କମ୍ପାନୀ ଷ୍ଟାଇଲ ସ୍ପା ପକ୍ଷରୁ ଏଣ୍ଡ୍‌ ଅଫ୍‌ ସିଜନ ସେଲ୍‌ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫରରେ ଗ୍ରାହକମାନେ ୭୦% ପର୍ଯ୍ୟନ୍ତ ରିହାତି ପାଇ ପାରିବେ। ଏହା କମ୍ପାନୀର ବଛା ବଛା ପ୍ରଡକ୍ଟ ଉପରେ…

ୟୁକୋ ବ୍ୟାଙ୍କର ନୂତନ ଆଞ୍ଚଳିକ ପ୍ରବନ୍ଧକ

ଭୁବନେଶ୍ୱର,୧୮-୪: ୟୁକୋ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ପ୍ରବନ୍ଧକ ଭାବେ ଟି.ଆର, ଚୋକଲିଙ୍ଗମ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଗୁଜରାଟର ଅହମ୍ମଦାବାଦ ଆଞ୍ଚଳିକ କାର୍ଯ୍ୟାଳୟରେ ଆଞ୍ଚଳିକ ପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ୧୯୮୧ରେ ସେ ୟୁକୋ ବ୍ୟାଙ୍କରେ…

ଜେଟ୍‌ ଏୟାରଓ୍ବେଜ ନେଇ ମାଲ୍ୟାଙ୍କ ଅଭିଯୋଗ;ସରକାର ଘରୋଇ କମ୍ପାନୀଙ୍କ ପ୍ରତି ଭେଦଭାବ କରୁଛନ୍ତି

ନୂଆଦିଲ୍ଲୀ,୧୮-୪: ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯାଇଛି। କିଙ୍ଗଫିଶର ଏୟାରଲାଇନ୍ସର ପୂର୍ବତନ ମାଲିକ ତଥା ମଦ ବ୍ୟବସାୟୀ ବିଜୟ ମାଲ୍ୟା ଦୁଃଖ ବ୍ୟକ୍ତ କରିଛନ୍ତି। ଘରୋଇ ଏୟାରଲାଇନ୍ସକୁ ନେଇ କେନ୍ଦ୍ର ସରକାରଙ୍କ ଭେଦଭାବ ନୀତିକୁ ସେ ତୀବ୍ର ସମାଲୋଚନା କରିଛନ୍ତି। ସରକାର କ୍ଷତିରେ…

ବଢ଼ିଲା ଅନିଲ ଅମ୍ବାନୀଙ୍କ ଅଡ଼ୁଆ;ଅବମାନନା ମାମଲାରେ ଏନ୍‌ସିଏଲ୍‌ଏଟିଙ୍କ ନୋଟିସ

ନୂଆଦିଲ୍ଲୀ,୧୮-୪: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କ ଅଡ଼ୁଆ ବଢ଼ୁଛି ପଛେ କମିବାର ନାଁ ଧରୁନି। ଏଚ୍‌ଏସ୍‌ବିସି ଡେଜି ଶେୟାରଧାରୀଙ୍କ ଦ୍ୱାରା ଦାୟର ଅବମାନନା ମାମଲାରେ ରାଷ୍ଟ୍ରୀୟ କମ୍ପାନୀ ଆଇନ ଅପିଲୀୟ ନ୍ୟାୟାଧିକରଣ(ଏନ୍‌ସିଏଲ୍‌ଏଟି) ଅନିଲଙ୍କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି।…

କିଙ୍ଗଫିଶର ଦଶା ଭୋଗିପାରେ ଜେଟ୍‌; ଉଡାଣ ସାମୟିକ ବନ୍ଦ ଲାଗି ମ୍ୟାନେଜମେଣ୍ଟର ପ୍ରସ୍ତାବ

ନୂଆଦିଲ୍ଲୀ,୧୭-୪: କିଙ୍ଗଫିଶର ଏୟାରଲାଇନ୍ସ ଭଳି ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯିବାର ସମ୍ଭାବନା ସୃଷ୍ଟି ହୋଇଛି। ଯାହା ଜଣାପଡୁଛି ବିଜୟ ମାଲ୍ୟାଙ୍କ କମ୍ପାନୀ ଭଳି ନରେଶ ଗୋୟଲଙ୍କ କମ୍ପାନୀ ମଧ୍ୟ ବନ୍ଦ ହେବାକୁ ଯାଉଛି। କାରଣ ଜେଟ୍‌ର ଅଂଶଧନ ବିକ୍ରି ପ୍ରୟାସ ସଫଳ…

ଶକ୍ତିକାନ୍ତଙ୍କ ସ୍ବାକ୍ଷରରେ ଜାରି ହେବ ନୂଆ ୫୦ ଟଙ୍କିଆ ନୋଟ୍‌

ମୁମ୍ବାଇ,୧୭-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ନୂଆ ୫୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ମହାତ୍ମା ଗାନ୍ଧୀ ସିରିଜରେ ଜାରି ହେବାକୁ ଥିବା ନୂଆ ନୋଟ୍‌ରେ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ସ୍ବାକ୍ଷର ରହିବ। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏ…

ଟିଡିଏସ୍‌ ସାର୍ଟିଫିକେଟ ଫର୍ମାଟରେ ସଂଶୋଧନ

ନୂଆଦିଲ୍ଲୀ,୧୭-୪: ଆୟକର ବିଭାଗ ଟିଡିଏସ୍‌ ସାର୍ଟିଫିକେଟ ଅର୍ଥାତ୍‌ ଫର୍ମ ୧୬ରେ ସଂଶୋଧନ କରିଛି। ଏଥିରେ ଘରଭଡ଼ାରୁ ହେଉଥିବା ଆୟ ତଥା ଅନ୍ୟ ନିଯୁକ୍ତିଦାତାଙ୍କଠାରୁ ପ୍ରାପ୍ତ ଦରମା ସମେତ ବିଭିନ୍ନ କ୍ଷେତ୍ର ସମ୍ପର୍କରେ ତଥ୍ୟ ଦାଖଲ କରିବାକୁ ହେବ। ଏହାକୁ ଅଧିକ ବ୍ୟାପକ…

ବିମାନ ଯାତ୍ରା ଭଡ଼ା ଉପରେ ନଜର ରଖିବ ଡିଜିଟିଏ

ନୂଆଦିଲ୍ଲୀ,୧୭-୪: ଜେଟ୍‌ ଏୟାରଓ୍ବେଜରେ ସଙ୍କଟ ଦେଖାଦେବା ପରେ ବିମାନ କ୍ଷେତ୍ରରେ ଟିକେଟ ମୂଲ୍ୟ ଆକାଶଛୁଆଁ ହେଲାଣି। ଏହାଦ୍ୱାରା ଯାତ୍ରୀମାନେ ସିଧାସଳଖ ପ୍ରଭାବିତ ହେବା ସହିତ ସରକାରଙ୍କ ରାଜସ୍ବ କମିବାରେ ଲାଗିଛି। ଏଣୁ ଦୈନିକ ଭିତ୍ତିରେ ବିମାନ ଭଡା ଉପରେ ନଜର ରଖିବାକୁ…

ଜିଏସ୍‌ଟି ଅଡିଟ ରିପୋର୍ଟ ଲାଗି ଜାରି ହେଲା ଫର୍ମ

ନୂଆଦିଲ୍ଲୀ,୧୭-୪: ଆର୍ଥିକ ବର୍ଷ ୨୦୧୭-୧୮ ଲାଗି ୨ କୋଟି ଟଙ୍କାରୁ ଅଧିକ ବାର୍ଷିକ କାରବାର କରୁଥିବା କମ୍ପାନୀଗୁଡ଼ିକୁ ଜିଏସ୍‌ଟି ଅଡିଟ ରିପୋର୍ଟ ଦାଖଲ କରିବାକୁ ହେବ। ଏଥିପାଇଁ ଜିଏସ୍‌ଟି ନେଟ୍‌ଓ୍ବାର୍କ(ଜିଏସ୍‌ଟିଏନ୍‌) ନିଜର ପୋର୍ଟାଲରେ ଫର୍ମ ଜାରି କରିଛି। ଅଡିଟ ରିପୋର୍ଟ ଦାଖଲ…

ସେନସେକ୍ସ, ନିଫ୍ଟିରେ ନୂଆ ରେକର୍ଡ

ମୁମ୍ବାଇ,୧୭-୪: ଭାରତୀୟ ଶେୟାର ବଜାରରେ ମଙ୍ଗଳବାର ନିବେଶକଙ୍କ ଆଗ୍ରହ ବୃଦ୍ଧି ଯୋଗୁ ଉଭୟ ସେନସେକ୍ସ ଓ ନିଫ୍ଟିରେ ନୂଆ ରେକର୍ଡ ହୋଇପାରିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ ସୂଚକାଙ୍କ ୩୯,୩୬୪.୩୪ର ସର୍ବକାଳୀନ ଉଚ୍ଚସ୍ତରରେ ପହଞ୍ଚତ୍ଥିବା ବେଳେ ନ୍ୟାଶନାଲ ଷ୍ଟକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?