ବାଣିଜ୍ୟ

ଡିସେମ୍ବର ପହିଲାରୁ ଲାଗୁ ହେବ ଏସବୁ ନୂଆ ନିୟମ, ମଧ୍ୟବିତ୍ତଙ୍କ ପକେଟ ଉପରେ ପଡ଼ିବ ବୋଝ, ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୩୦।୧୧: ରାତି ପାହିଲେ ନୂଆ ମାସ। ସାରା ଦେଶରେ ଡିସେମ୍ବର ପହିଲାରୁ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଗ୍ୟାସ ଦରଠାରୁ ଆରମ୍ଭ କରି ଓଟିଟିକୁ ନେଇ ଲାଗୁ ହେବ ନୂଆ ନିୟମ, ଯାହାକି ମଧ୍ୟବିତ୍ତ ପରିବାରର ଆର୍ଥିକ ସ୍ଥିତିକୁ...

EPFO ଜାରି କଲା ନୂଆ ଗାଇଡ୍‌ଲାଇନ୍‌, ଆଧାର ବିନା ଟଙ୍କା ଉଠାଇ ପାରିବେ…

ନୂଆଦିଲ୍ଲୀ,୩୦।୧୧: ଯଦିଓ ପିଏଫ୍‌ କ୍ଲେମ୍‌ ପାଇଁ ଆଧାର କାର୍ଡ ଆବଶ୍ୟକ, ହେଲେ ନିକଟରେ ଇପିଏଫ୍‌ଓ ଆଧାର ସହ ଜଡ଼ିତ ନୂଆ ନିୟମ ଆଣିଛି। ଏଥିରେ କିଛି ଲୋକ ଆଧାର ଲିଙ୍କ ନକଲେ ମଧ୍ୟ ପିଏଫ୍‌ ଟଙ୍କା ପାଇପାରିବେ। ଆସନ୍ତୁ ଜାଣିବା...

ଜାତୀୟ ଶିକ୍ଷାନୀତିରେ ଉଚ୍ଚଶିକ୍ଷା

ଚଳିତ ଶିକ୍ଷାବର୍ଷରୁ ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟରେ ପାଠପଢ଼ା ହେବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ହେଉଛି ଆମ ଦେଶରେ ତୃତୀୟ ଜାତୀୟ ଶିକ୍ଷାନୀତି, ଯାହା ସମ୍ପୂର୍ଣ୍ଣ ଭାବେ...

ବ୍ଲାକ୍‌ ଫ୍ରାଇଡେ ସେଲ୍‌ରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୩୦।୧୧: ଦେଶର ପ୍ରମୁଖ ଇ କମର୍ସ ପ୍ଲାଟ୍‌ଫର୍ମ ତଥା ଆମାଜନ ଇଣ୍ଡିଆର ବହୁ ପ୍ରତୀକ୍ଷିତ ଅଫର ଏବଂ ପ୍ରଥମ ବ୍ଲାକ୍‌ ଫ୍ରାଇଡେ ସେଲ୍‌ (ଇଭେଣ୍ଟ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେଲ୍‌ ୨୦୨୪ ଡିସେମ୍ବର ୨ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ...

ବଜାରରେ ଲାଭାର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୩୦।୧୧: ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ ବା ଲାଭାର ନୂତନ ଉତ୍ପାଦ ତଥା ୟୁଭା ସିରିଜର ଅତ୍ୟାଧୁନିକ ମଡେଲ ‘ୟୁଭା-୪’ର ଅନାବରଣ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ୬,୯୯୯ ଟଙ୍କାର ଆକର୍ଷଣୀୟ ପ୍ରାରମ୍ଭିକ ମୂଲ୍ୟରେ ଉପଲବ୍ଧ ୟୁଭା-୪ ପାୱାର ପରଫର୍ମାନ୍ସ, ସୁନ୍ଦର ଡିଜାଇନ...

ବେଦାନ୍ତ ଲିମିଟେଡ୍‌କୁ ପ୍ଲାଟିନମ୍‌ ପୁରସ୍କାର

ନୂଆଦିଲ୍ଲୀ,୩୦।୧୧: ବେଦାନ୍ତ ଲିମିଟେଡ୍‌କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି) ଦ୍ୱାରା ଆୟୋଜିତ ୬ଷ୍ଠ ଆଇସିସି ଜାତୀୟ ବୃତ୍ତିଗତ ସ୍ବାସ୍ଥ୍ୟ ‘ଇସ୍ପାତ ଏବଂ ଖଣି କ୍ଷେତ୍ର’ ସମ୍ମାନ ବର୍ଗରେ...

ରୁପା ଦର ୧,୦୦,୦୦୦ ପାର

ଭୁବନେଶ୍ୱର,୩୦।୧୧ (ଅଭୟ ଦାଶ): କ୍ରମାଗତ ଭାବେ ରୁପା ଦର ଘରୋଇ ବଜାରରେ ବଢ଼ି ଚାଲିଛି। ଏପରିକି କିଛିଦିନର ସ୍ଥିରତା ପରେ ପୁଣି ଥରେ ରୁପା ଦର ୧,୦୦,୦୦୦ ଟଙ୍କା ପାର କରିଛି। ଶୁକ୍ରବାର ଭୁବନେଶ୍ୱରରେ ରୁପା କିଲୋଗ୍ରାମ ପିଛା ୧,୦୧,୦୦୦...

ଜିଡିପି ଅଭିବୃଦ୍ଧି ୫.୪%କୁ ହ୍ରାସ

ନୂଆଦିଲ୍ଲୀ,୩୦ା୧୧: ଭାରତର ଆର୍ଥତ୍କ ଅଭିବୃଦ୍ଧି ଜୁଲାଇ-ସେପ୍ଟେମ୍ବରରେ ପାଖାପାଖି ୨ ବର୍ଷ ତଳକୁ ଖସି ୫.୪ ପ୍ରତିଶତ ହୋଇଛି। ଉତ୍ପାଦନ ଏବଂ ଖଣି ସେକ୍ଟରରେ ଖରାପ ପ୍ରଦର୍ଶନ ଯୋଗୁ ଚଳିତ ଆର୍ଥତ୍କ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଜିଡିପି (ମୋଟ ଘରୋଇ ଉତ୍ପାଦ)...

ଏଣିକି ଓଟିପି ଆସିବାରେ ହେବ ବିଳମ୍ବ, ଏହି ସିମ୍‌ ରଖିଥିଲେ ଜାଣିନିଅନ୍ତୁ ବଡ଼ ନିୟମ

ନୂଆଦିଲ୍ଲୀ,୨୯।୧୧: ସାଧାରଣତଃ ମୋବାଇଲକୁ କେଇ ମିନିଟ ମଧ୍ୟରେ ଓଟିପି ଆସିଯାଏ । ଯାହା ଫଳରେ ଜଣେ ସାଧାରଣ ବ୍ୟକ୍ତି ସହଜରେ ନିଜ କାର୍ଯ୍ୟ କରିପାରେ । ମାତ୍ର ଏଣିକି ଓଟିପି ଆସିବାରେ ବିଳମ୍ବ ହେବ ବୋଲି ଜଣା ପଡିଛି ।...

ସୋଆ ୟୁନିଭର୍ସିଟିକୁ ‘ଫେମିନା ଆଚିଭର୍ସ ଇଷ୍ଟ ଆଓ୍ବାର୍ଡ’

ଭୁବନେଶ୍ୱର,୨୮।୧୧ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଶିକ୍ଷା ଓ ଅନୁସନ୍ଧାନ (ଏସ୍‌ଓଏ) ବା ସୋଆ ୟୁନିଭର୍ସିଟିକୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ‘ଫେମିନା ଆଚିଭର୍ସ ଇଷ୍ଟ ଆଓ୍ବାର୍ଡ-୨୦୨୪’ ରେ ସମ୍ମାନିତ କରାଯାଇଛି। ବିଶେଷ କରି ବିଶ୍ୱବିଦ୍ୟାଳୟ...

ରାଜ୍ୟ ବିଜୁଳି ଚାହିଦାର ୩୦% ପୂରଣ କରିଥାଏ ଓପିଜିସି

ଭୁବନେଶ୍ୱର,୨୮।୧୧:ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ ଲିମିଟେଡ୍‌ (ଓପିଜିସି) ଦ୍ୱାରା ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ବୁଧବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ...

ଟ୍ରେଣ୍ଡସ୍‌ର ‘ବ୍ଲାକ୍‌ ଫ୍ରାଇଡେ ସେଲ୍‌’:ମିଳିବ ଜବରଦସ୍ତ ଅଫର୍‌

ଭୁବନେଶ୍ୱର,୨୮।୧୧:ରିଲାଏନ୍ସ ଟ୍ରେଣ୍ଡସ୍‌ର ବହୁ ପ୍ରତୀକ୍ଷିତ ତଥା ଏକ୍ସକ୍ଲୁସିଭ ଡିସ୍‌କାଉଣ୍ଟ ଅଫର ‘ବ୍ଲାକ୍‌ ଫ୍ରାଇଡେ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ନଭେମ୍ବର ୨୮ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରିଲାଏନ୍ସ ଟ୍ରେଣ୍ଡସ୍‌ରେ ଉପଲବ୍ଧ। ଏହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri