ଟ୍ରେଣ୍ଡସ୍ର ‘ବ୍ଲାକ୍ ଫ୍ରାଇଡେ ସେଲ୍’:ମିଳିବ ଜବରଦସ୍ତ ଅଫର୍
ଭୁବନେଶ୍ୱର,୨୮।୧୧:ରିଲାଏନ୍ସ ଟ୍ରେଣ୍ଡସ୍ର ବହୁ ପ୍ରତୀକ୍ଷିତ ତଥା ଏକ୍ସକ୍ଲୁସିଭ ଡିସ୍କାଉଣ୍ଟ ଅଫର ‘ବ୍ଲାକ୍ ଫ୍ରାଇଡେ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ନଭେମ୍ବର ୨୮ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରିଲାଏନ୍ସ ଟ୍ରେଣ୍ଡସ୍ରେ ଉପଲବ୍ଧ। ଏହା...
କ’ଣ ଆଧାର ସହ ଲିଙ୍କ୍ କରିବାକୁ ହେବ QR କୋଡ୍ ଥିବା ପାନ୍ କାର୍ଡ? ଜାଣନ୍ତୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…
ନୂଆଦିଲ୍ଲୀ,୨୭।୧୧: ନୂତନ ପାନ୍ 2.0 ଯୋଜନାକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହି ଯୋଜନା ଅନୁଯାୟୀ, ପାନ କାର୍ଡକୁ ନବୀକରଣ କରାଯିବ। ଏଥିରେ QR କୋଡ୍ ମଧ୍ୟ ଅନ୍ତର୍ଭୂକ୍ତ କରାଯିବ। ଏଭଳି ସ୍ଥିତିରେ ଲୋକଙ୍କ ମନରେ ଏକ ପ୍ରଶ୍ନ ରହିଛି...
ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ ଏକ୍ସପୋ ଉଦ୍ଘାଟିତ
ଭୁବନେଶ୍ୱର,୨୭।୧୧(ଅଭୟ ଦାଶ):ପ୍ରତି ବର୍ଷ ଭଳି ଚଳିତ ମଧ୍ୟ ଭୁବନେଶ୍ୱରର ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ ଏକ୍ସପୋ-୨୦୨୪’ ମଙ୍ଗଳବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। କାମଧେନୁ ଖଦି ଉଲ୍ ପାନିପଥ ପକ୍ଷରୁ ଆୟୋଜିତ ଏହି ହସ୍ତତନ୍ତ୍ର ଓ...
ଆର୍ଥିକ ନିଅଣ୍ଟ ୭.୮ ଟ୍ରିଲିୟନ ଡଲାରକୁ ବୃଦ୍ଧି ଆକଳନ
ନୂଆଦିଲ୍ଲୀ,୨୭।୧୧:ବର୍ତ୍ତମାନ ସମୟରେ ଜାରି ରହିଥିବା ଭୂ ରାଜନୈତିକ ପରିସ୍ଥିତ ଓ ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ବିଶ୍ୱ ଅର୍ଥନୀତିର ଆର୍ଥିକ ନିଅଣ୍ଟକୁ ଆହୁରି ଖରାପ କରିପାରେ ବୋଲି ଅର୍ଥନୀତିଜ୍ଞମାନେ ଆକଳନ କରୁଥିବା ବେଳେ ସଂଘୀୟ ସରକାରଙ୍କ ଆର୍ଥିକ ନିଅଣ୍ଟ ଜିଡିପିର ୬.୪%ର ଅତ୍ୟଧିକ...
PAN ୨.୦ ଆଣିଲେ ସରକାର; QR କୋଡ୍ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍ ହେବ। ଆନୁମାନିକ ୧,୪୩୫ କୋଟି ଟଙ୍କା ବ୍ୟୟରେ ଏହି ଯୋଜନା ପ୍ରସ୍ତୁତ କରାଯାଉଛି।...
ବାର୍ଷିକ ଋଣ ଯୋଜନାରେ ଉଲ୍ଲେଖନୀୟ ଅଭିବୃଦ୍ଧି
ଭୁବନେଶ୍ୱର,୨୬।୧୧: ଓଡ଼ିଶାର ୧୭୭ ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବଠକ ସୋମବାର ଭୁବନେଶ୍ୱରର ଜୟଦେବ ବିହାର ନିକଟସ୍ଥ ହୋଟେଲ ମେ’ଫେୟାରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୟୁକୋ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଏସ୍ଏଲ୍ବିସି ଓଡ଼ିଶାର ଅଧ୍ୟକ୍ଷ ବିଜୟ କୁମାର...
ବ୍ରିଟେନ୍-ଜର୍ମାନୀ ଗସ୍ତରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୧୧(ଅନୁରାଧା ମହାରଣା): ରାଜ୍ୟକୁ ଅର୍ଥନୈତିକ ଶକ୍ତି ଯୋଗାଇବା ଲକ୍ଷ୍ୟରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ବ୍ରିଟେନ-ଜର୍ମାନୀ ଗସ୍ତରେ ଅଛନ୍ତି। ରବିବାର ସେ ଲଣ୍ଡନରେ ପହଞ୍ଚିଥିବାବେଳେ ସ୍ଥାନୀୟ ଏକ ହୋଟେଲରେ ତାଙ୍କୁ ବ୍ରିଟେନର ବିକ୍ରମ ଦୋରାଇସ୍ବାମୀ ଏବଂ ପ୍ରବାସୀ ଭାରତୀୟ ତାଙ୍କର...
ଗୁଣାତ୍ମକ ଉତ୍ପାଦକୁ ଓଡ଼ିଶା ପ୍ଲାଷ୍ଟୋର ଗୁରୁତ୍ୱ
ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓଡ଼ିଶା ପ୍ଲାଷ୍ଟୋ ପ୍ରୋ ପ୍ୟାକ ଓଡ଼ିଶା ଏବଂ ଓଡ଼ିଶା ପ୍ଲାଷ୍ଟୋର ୪ ଦିନିଆ ପ୍ରଦର୍ଶନୀରେ ଅଂଶଗ୍ରହଣ କରି ଉତ୍ସାହଜନକ କାରବାର ଓ ପ୍ରତିକ୍ରିୟା ହାସଲ କରିଛି। ବିଶେଷ କରି...
ମଣିପାଲ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର,୨୬।୧୧: ଭୁବନେଶ୍ୱର ମଣିପାଲ ହସ୍ପିଟାଲକୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି ଏକ ବିରଳ କ୍ୟାନସର ରୋଗର ପୀଡିତ ୬୫ବର୍ଷିୟା ମହିଳାଙ୍କର ସଫଳ ଅସ୍ତ୍ରୋପଚାର ହସ୍ପିଟାଲରେ କରାଯାଇଛି। ମଣିପାଲ ହସ୍ପିଟାଲର ଅଭିଜ୍ଞ ସର୍ଜନ ତଥା କ୍ୟାନସର ବିଶେଷଜ୍ଞଙ୍କ ଏକ...
ଏସ୍-ଆଇଏଲ୍ଏଫ୍ ସହ ସିଆଇଆଇର ବୁଝାମଣା
ନୂଆଦିଲ୍ଲୀ,୨୬।୧୧: ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଏବଂ ସାସାକାୱା-ଇଣ୍ଡିଆ ଲେପ୍ରୋସି ଫାଉଣ୍ଡେଶନ ବା ଏସ୍-ଆଇଏଲ୍ଏଫ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଏସ୍-ଆଇଏଲ୍ଏଫ୍ ଓ ସିଆଇଆଇ ମଧ୍ୟରେ ଏକ ବୁଝାମଣ ପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହେବା...
ସୁଜୁକି ଇଣ୍ଡିଆର ମାଇଲେଜ ରାଲି
ଭୁବନେଶ୍ୱର,୨୫।୧୧ (ଅଭୟ ଦାଶ): ସୁଜୁକି ମୋଟରସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମାଇଲେଜ ରାଲି’ ର ଶୁଭାରମ୍ଭ ସର୍ବଭାରତୀୟ ସ୍ତରରେ ଆରମ୍ଭ କରାଯାଇଛି। ଏପରି କି କମ୍ପାନୀର ପ୍ରମୁଖ ମଡେଲ ସୁଜୁକି ଆସେସ୍ ୧୨୫ର ଗୁଣବତ୍ତା ଓ...
ବଜାରରେ ରୟାଲ ଏନ୍ଫିଲ୍ଡର ଗୁଆନ କ୍ଲାସିକ ୩୫୦
ଭୁବନେଶ୍ୱର,୨୫।୧୧: ଦେଶର ପ୍ରମୁଖ ପ୍ରିମିୟମ୍ ବୁଲେଟ୍ ବ୍ରାଣ୍ଡ ତଥା ରୟାଲ ଏନ୍ଫିଲ୍ଡର ଅଲ ନ୍ୟୁ ଗୁଆନ କ୍ଲାସିକ ୩୫୦’ର ସର୍ବଭାରତୀୟ ଅନାବରଣ ଉତ୍ସବ ସହ ବଜାର ପ୍ରବେଶ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡର ଓଡ଼ିଶା ୟୁନିଟ...
Archives


