କମିବ ଆଳୁ-ପିଆଜ ଦର! ବଜେଟ୍ରେ ବଡ଼ ଘୋଷଣା କଲେ ସରକାର
ନୂଆଦିଲ୍ଲୀ,୧।୨: ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ଆମର ଅର୍ଥନୀତି ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଗତ ୧୦ ବର୍ଷ ଧରି ଆମର ବିକାଶ ଟ୍ରାକ…
ବଜେଟ୍ ୨୦୨୫-୨୬କୁ ନେଇ ପ୍ରଥମ ପ୍ରତିକ୍ରିୟା ଦେଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ସମୟ ମଧ୍ୟରେ ସେ ବିଭିନ୍ନ କ୍ଷେତ୍ର ପାଇଁ ଅନେକ ଘୋଷଣା କରିଥିଲେ। ଏହା ସହିତ, ଏହି ବଜେଟରେ ମଧ୍ୟବିତ୍ତ ବର୍ଗକୁ ଏକ ବଡ଼ ଆଶ୍ୱସ୍ତି ଦିଆଯାଇଛି।…
ମଧ୍ୟବିତ୍ତଙ୍କ ପାଇଁ ଏ କ’ଣ ହୋଇଗଲା, ବଜେଟରେ ଚମକାଇଲେ ନିର୍ମଳା
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଶନିବାର ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ସେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି। ତେବେ ଆୟକର ସ୍ଲାବକୁ ନେଇ ସେ ବଡ଼ ଘୋଷଣା କରିଛନ୍ତି। ଏଣିକି ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ…
Union Budget 2025: ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଥର ବଜେଟରେ ୧୦ ଦିଗ ପ୍ରତି ବିଶେଷ ଧ୍ୟାନ
ନୂଆଦିଲ୍ଲୀ,୧।୨: ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ଆମର ଅର୍ଥନୀତି ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଗତ ୧୦ ବର୍ଷ ଧରି ଆମର ବିକାଶ ଟ୍ରାକ…
Union Budget 2025: ଏଥର ନିର୍ମଳା ସୀତରାମନଙ୍କ ନୂଆ ଟିମ୍ ପ୍ରସ୍ତୁତ କରିଛନ୍ତି ବଜେଟ୍: ଜାଣନ୍ତୁ ପରଦା ପଛରେ କିଏ କିଏ ଅଛନ୍ତି
ନୂଆଦିଲ୍ଲୀ,୧।୨: କେନ୍ଦ୍ର ନରେନ୍ଦ୍ର ମୋଦି ସରକାର ୩.୦ର ବଜେଟ ଲୋକସଭାରେ ଉପସ୍ଥାପିତ ହେଛଛି। ୨୦୧୪ରେ ମୋଦି ସରକାର କ୍ଷମତାକୁ ଆସିବା ପରେ, ଅର୍ଥମନ୍ତ୍ରୀ ନିର୍ମଳା ସୀତରାମନ ମୋଦି ସରକାରଙ୍କ ୧୪ତମ ବଜେଟ ଉପସ୍ଥାପନ କରୁଛନ୍ତି। ଗତ ବର୍ଷ ଜୁଲାଇ ୨୦୨୪ରେ ଭାରତୀୟ…
ବଜେଟ୍ ପୂର୍ବରୁ ଚମକିଲା ଶେୟାର ମାର୍କେଟ୍
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ବଜେଟ ପୂର୍ବରୁ ଶେୟାର ବଜାରରେ ବୃଦ୍ଧି ଦେଖିବାକୁ ମିଳିଛି। ଷ୍ଟକ ମାର୍କେଟ ଧୀରେ ଧୀରେ ଆରମ୍ଭ ହୋଇଛି। ସକାଳ ୯.୫୨ ସମୟରେ ବମ୍ବେ ଷ୍ଟକ…
ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଦେଲେ ରାଷ୍ଟ୍ରପତି: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧।୨: ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ସାଧାରଣ ବଜେଟ। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଟିମ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ…
ଆଜି ସ୍ବତନ୍ତ୍ର ଧଳା ଶାଢି ପିନ୍ଧି ବଜେଟ୍ ଉପସ୍ଥାପନ କରିବେ ନିର୍ମଳା ସୀତାରାମନ୍: ଜାଣନ୍ତୁ କିଏ ଦେଇଥିଲେ ଉପହାର
ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଆଜି ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥ…
ଶେୟାର ବଜାର କାରବାରରେ ଉତ୍ସାହ
ମୁମ୍ବାଇ,୧।୨: କ୍ରମାଗତ ଚତୁର୍ଥ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସ ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି ଶୁକ୍ରବାର ବମ୍ବେ ଷ୍ଟକ୍…
Union Budget 2025:କିଛି ସମୟ ପରେ ଖୋଲିବ ବଜେଟ୍ ପେଡି: ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଲେ ନିର୍ମଳା ସୀତାରାମନ୍
ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ପୂର୍ବରୁ ସେଠାରେ ପହଞ୍ଚିଛନ୍ତି। ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନ ଉପସ୍ଥିତ ଅଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ଆଜି…
ଆଜିଠାରୁ ଦେଶରେ ୪ ବଡ଼ ପରିବର୍ତ୍ତନ: ସାଧାରଣ ଲୋକଙ୍କ ପକେଟକୁ କରିପାରେ ପ୍ରଭାବିତ
ନୂଆଦିଲ୍ଲୀ,୧।୨: ଆଜିଠାରୁ ୨୦୨୫ ବର୍ଷର ଦ୍ୱିତୀୟ ମାସ ଅର୍ଥାତ୍ ଫେବୃଆରୀ ଆରମ୍ଭ ହୋଇଛି। ଆଜି ଟଙ୍କା ସମ୍ବନ୍ଧୀୟ କାର୍ଯ୍ୟକଳାପ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ। ଆଜିଠାରୁ ଏପରି ଅନେକ ପରିବର୍ତ୍ତନ ହେବାକୁ ଯାଉଛି, ଯାହା ସାଧାରଣ ଲୋକଙ୍କ ପକେଟକୁ ପ୍ରଭାବିତ…
ଖୁସି ଖବର: ବଜେଟ୍ ପୂର୍ବରୁ କମିଲା ଗ୍ୟାସ୍ ଦର
ନୂଆଦିଲ୍ଲୀ,୧।୨: ଗ୍ରାହକଙ୍କ ପାଇଁ ଖୁସି ଖବର। ବଜେଟ୍ ପୂର୍ବରୁ କମର୍ସିଆଲ ଗ୍ୟାସ୍ ଦର କମିଯାଇଛି। ୧୯ କେଜି ଏଲ୍ପିଜି ସିଲିଣ୍ଡର ଦର ୭ ଟଙ୍କା କମିଛି। ଫଳରେ ଦିଲ୍ଲୀରେ ୧୯ କେଜି ଗ୍ୟାସ ସିଲିଣ୍ଡର ଦର ୧୭୯୭ ଟଙ୍କାରେ ପହଞ୍ଚିଛି। ପୂର୍ବରୁ…
Archives


