ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍! ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ସମୟରେ, ତରଳୀକୃତ ପ୍ରାକୃତିକ ଗ୍ୟାସ (LNG)…
ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା
ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ ଯୋଜନା କରୁଥିବା ଲୋକଙ୍କ ପାଇଁ ଭଲ ଖବର ଆସିଛି । ଦେଶର ଅଧିକାଂଶ…
୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍ପିଆଇ
ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍ ୟିଲ୍ଡ (ଲାଭ) ବୃଦ୍ଧି ସହ ଡଲାର ମଜଭୁତ ହେବା କାରଣରୁ ନିବେଶକମାନେ କୌଣସି ବିପଦରୁ…
ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍ ଅର୍ଥନୀତି
ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା ବିଶ୍ୱର ସବୁଠାରୁ ବଡ଼ ଅର୍ଥବ୍ୟବସ୍ଥା ଭାବେ ଉଭା ହୋଇପାରେ ବୋଲି ଆମେରିକୀୟ ଅର୍ଥଶାସ୍ତ୍ରୀ…
ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍ଙ୍କ ଆହ୍ବାନ
ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଛନ୍ତି। ଏହାଦ୍ୱାରା ବ୍ରିକ୍ସ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ଆର୍ଥିକ ସହଯୋଗ ଅଧିକ…
କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!
ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ ତାରିଖ ସୁଦ୍ଧା ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ନକଲେ ଏଲପିଜି (LPG) ସିଲିଣ୍ଡର ବୁକିଂ…
ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍ଟ୍ୟାଗ୍
ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍ ଭଳି ଫାସ୍ଟାଗ୍ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍ଟ୍ୟାଗ୍ ମାଧ୍ୟମରେ ସେମାନଙ୍କର ଫାସ୍ଟାଗ୍ ବ୍ୟାଙ୍କ କିମ୍ବା ସେବା ପ୍ରଦାନକାରୀ ସଂସ୍ଥା ବଦଳାଇ ପାରିବେ। ପୋର୍ଟିଂ ପାଇଁ ବିଦ୍ୟମାନ ଫାସ୍ଟାଗ୍କୁ ପ୍ରତ୍ୟାହାର…
ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’
ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି ା ଏଥିରେ ଅତ୍ୟନ୍ତ ଆକର୍ଷଣୀୟ ଓ ମନୋରମ ପ୍ଲାଟିନମ ଗହଣାର ପ୍ରଦର୍ଶନ କରାଯାଉଛି।…
ପେମେଣ୍ଟ ଲିଙ୍କ୍ ସହ ସ୍ଥାନୀୟ ମୁଦ୍ରାରେ କାରବାର କର
ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋୟଲ ଶୁକ୍ରବାର ଆହ୍ବାନ ଦେଇଛନ୍ତି। ଭାରତ ନିଜର ତତ୍କାଳୀନ ପେମେଣ୍ଟ ସିଷ୍ଟମ, ୟୁନିଫାଏଡ୍…
Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?
ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ ଅପେକ୍ଷା କରିବାକୁ ପଡିବ । ଲଗାତାର ଚାରି ଦିନ ପାଇଁ ସାରା ଦେଶରେ…
BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…
ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ୧୧ଟି…
ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…
ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି, ଯାହା ଆପଣଙ୍କ ଝିଅ ଜନ୍ମ ହେବାଠାରୁ ବଡ଼ ହେବା ପର୍ଯ୍ୟନ୍ତ ଆପଣଙ୍କୁ ଆର୍ଥିକ…

