ବାଣିଜ୍ୟ

Post Office ର ଏହି ଯୋଜନାରେ ୧୦୦୦ଟଙ୍କା କରନ୍ତୁ ନିବେଶ, ଡବଲ ହେବ ଟଙ୍କା, ୧୦ବର୍ଷ ବୟସର ପିଲା ବି ଖୋଲିପାରିବେ ଆକାଉଣ୍ଟ

ନୂଆଦିଲ୍ଲୀ,୨୩।୧: ଆଜିକାଲି ନିବେଶ ପାଇଁ ଅନେକ ବିକଳ୍ପ ଉପଲବ୍ଧ, କିନ୍ତୁ ଅଧିକାଂଶ ବିକଳ୍ପରେ ବିପଦ ରହିଛି। ଏପରି ପରିସ୍ଥିତିରେ, ଯେଉଁମାନେ ନିଜ ନିବେଶ ଉପରେ ୧୦୦ପ୍ରତିଶତ ସୁରକ୍ଷା ଏବଂ ଗ୍ୟାରେଣ୍ଟି ରିଟର୍ଣ୍ଣ ଚାହାଁନ୍ତି, ସେମାନଙ୍କ ପାଇଁ ପୋଷ୍ଟ ଅଫିସ କିଷାନ ବିକାଶ…

ଟ୍ୟାକ୍ସ ସ୍ଲାବ୍‌ରେ ହୋଇପାରେ ପରିବର୍ତ୍ତନ

ଭୁବନେଶ୍ୱର,୨୩ା୧(ଅନୁରାଧା ମହାରଣା): ଫେବୃଆରୀ ପହିଲାରେ ଦେଶର ସାଧାରଣ ବଜେଟ ଉପସ୍ଥାପିତ ହେବାକୁ ଯାଉଛି ଏବଂ ଏଥର ଟ୍ୟାକ୍ସ ସ୍ଲାବ୍‌ରେ ପରିବର୍ତ୍ତନ ଏବଂ ନୂତନ ଟିକସ ବ୍ୟବସ୍ଥା ନେଇ ଆଲୋଚନା ହେଉଛି। ଏହି ବଜେଟ ସାଧାରଣ ନାଗରିକ, ବିଶେଷକରି ମଧ୍ୟବିତ୍ତ ଏବଂ ଉଚ୍ଚ…

ଇପିଏଫ୍‌ଓରେ ଯୋଡ଼ିହେଲେ ୧୪.୬୩ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୩ା୧(ଅନୁରାଧା ମହାରଣା): କର୍ମଚାରୀଙ୍କ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ) ନଭେମ୍ବର ୨୦୨୪ ପାଇଁ ଅସ୍ଥାୟୀ ବେତନ ତଥ୍ୟ ପ୍ରକାଶ କରିଛି। ଏହି ତଥ୍ୟ ଅନୁଯାୟୀ, ୨୦୨୪ ନଭେମ୍ବରରେ ୧୪.୬୩ ଲକ୍ଷ ସଦସ୍ୟ ଇପିଏଫ୍‌ଓରେ ଯୋଡ଼ି ହୋଇଛନ୍ତି। ୨୦୨୪ ଅକ୍ଟୋବର ତୁଳନାରେ ନଭେମ୍ବରରେ ସଦସ୍ୟଙ୍କ…

ମୁଥୁଟ୍‌ ଫାଇନାନ୍ସ ଫ୍ରି ଲକର ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୨୨।୧: ଦୀର୍ଘ ୧୨ ବର୍ଷ ପରେ ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ‘ମହାକୁମ୍ଭ’ (ମହା କୁମ୍ଭ ପ୍ରୟାଗରାଜ-୨୦୨୫) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମୁଥୁଟ୍‌ ଫାଇନାନ୍ସ ପକ୍ଷରୁ ଏକ ସ୍ବତନ୍ତ୍ର ସୁବିଧା ‘ଫ୍ରି ଲକର ସେବା’ର ଶୁଭାରମ୍ଭ କରାଯାଇଛି। ଏହି ସେବା କେବଳ…

୩ୟ ତ୍ରୈମାସରେ ୬୩୯ କୋଟିର ନେଟ୍‌ ଲାଭ

ନୂଆଦିଲ୍ଲୀ,୨୨।୧(ଅଭୟ ଦାଶ): ୟୁକୋ ବ୍ୟାଙ୍କର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏପରିକି ୨୦୨୪ ଡିସେମ୍ବର ମାସ ଶେଷ ସୁଦ୍ଧା ବ୍ୟାଙ୍କ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ ୨୭.୦୪% ଅଭିବୃଦ୍ଧି ହାର ହାସଲକରି ୬୩୯ କୋଟି ଟଙ୍କାର…

ବଜେଟ ପୂର୍ବବର୍ତ୍ତୀ ସମୟ ସୁନା କିଣିବାର ସୁବର୍ଣ୍ଣ ସୁଯୋଗ:ହଂସ

ଭୁବନେଶ୍ୱର,୨୨।୧: ଚଳିତ ବର୍ଷ ଫେବୃଆରୀରେ ସରକାର ଆସନ୍ତା ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ। ଏହି ସମୟର ସରକାର ସୁନା ଉପରେ ସୀମାଶୁଳ୍କ ବଢ଼ାଇପାରନ୍ତି। ଏପରିକି ଶୁଳ୍କ ବଢ଼ିଲେ ସୁନା ଦର ମଧ୍ୟ ସେହି ଅନୁସାରେ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।…

ଆର୍ଥିକ ଏକୀକରଣ ଉପରେ ଧ୍ୟାନଦେବା ଆବଶ୍ୟକ

ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା): ଆସନ୍ତା ଆର୍ଥିକ ବର୍ଷ ପାଇଁ ବଜେଟରେ ଉପଭୋକ୍ତା ଚାହିଦା ଏବଂ ପୁଞ୍ଜି ବ୍ୟୟକୁ ପ୍ରୋତ୍ସାହିତକରି ଆର୍ଥିକ ଏକୀକରଣ ଢାଞ୍ଚା ଉପରେ ଧ୍ୟାନଦେବା ଆବଶ୍ୟକ ବୋଲି ଇଣ୍ଡିଆ ରେଟିଂ ଆଣ୍ଡ ରିସର୍ଚ୍ଚ ପକ୍ଷରୁ କୁହାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ…

ପୁଞ୍ଜିବଜାରରେ ଟ୍ରମ୍ପ୍‌ ପ୍ରଭାବ:ନିବେଶକ ହରାଇଲେ ୭ ଲକ୍ଷ କୋଟି

ମୁମ୍ବାଇ,୨୨।୧(ପି.ଟି.):ଡୋନାଲ୍ଡ ଟ୍ରମ୍ପ୍‌ ଆମେରିକାର ରାଷ୍ଟ୍ରପତି ଭାବେ ଦ୍ୱିତୀୟ ଇନିଂସ୍‌ ଆରମ୍ଭ କରିବା ମାତ୍ରେ ଦୋହଲିଗଲା ଭାରତୀୟ ପୁଞ୍ଜିବଜାର। ଟ୍ରମ୍ପ୍‌ଙ୍କ ଟାରିଫ୍‌ ଘୋଷଣା ଯୋଗୁ ମଙ୍ଗଳବାର ସେସନ୍‌ରେ ବିଏସ୍‌ଇ ସେନ୍‌ସେକ୍ସ ୧୨୩୫ ପଏଣ୍ଟ (୧.୬୦%) ଖସି ୭୫,୮୩୮.୩୬ରେ ସ୍ଥିର ରହିଛି। ସେହିପରି ଏନ୍‌ଏସ୍‌ଇ…

ବଜାରରେ ଅଲ୍‌ ନ୍ୟୁ ହ୍ୟୁଣ୍ଡାଇ କ୍ରେଟା ଇଲେକ୍ଟ୍ରିକ୍‌

ଭୁବନେଶ୍ୱର,୨୧।୧ (ଅଭୟ ଦାଶ): ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ (ଏଚ୍‌ଏମ୍‌ଆଇଏଲ) ର ବହୁ ପ୍ରତୀକ୍ଷିତ ମଡେଲ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଇଲେକଟ୍ରିକ ଭେହିକଲ (ଇଭି) ‘ଇ-କ୍ରେଟା’ର ଅନାବରଣ ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ-୨୦୨୫ରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଚ୍‌ଏମ୍‌ଆଇଏଲ୍‌ର ସ୍ବୀକୃତିପ୍ରାପ୍ତ ଡିଲର…

ବିଶ୍ୱସ୍ତରୀୟ ଇଭି ଉତ୍କର୍ଷ କେନ୍ଦ୍ର ହେବ ଭାରତ

ନୂଆଦିଲ୍ଲୀ,୨୧।୧: ବର୍ତ୍ତମାନର ପରିବେଶ ଓ ବଜାର ଚାହିଦାକୁ ଆଖିଆଗରେ ରଖି ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌(ଏମ୍‌ଏସ୍‌ଆଇଏଲ) ମଧ୍ୟ ଇଲେକ୍‌ଟ୍ରିକ୍‌ ଭେଇକଲ ବା ଇଭି ଉତ୍ପାଦନରେ ମନୋନିବେଶ କରିଛି। ଏପରିକି ଭାରତକୁ ଇଭି ଉପତ୍ାଦନର ଏକ ବିଶ୍ୱସ୍ତରୀୟ ହବ୍‌ ବା ଉତ୍କର୍ଷ କେନ୍ଦ୍ର…

ଅଂଶୀଦାରମାନଙ୍କ ସହ ଆଲୋଚନା କଲେ କିଶନ ରେଡ୍ଡୀ

ଭୁବନେଶ୍ୱର,୨୧।୧: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲ୍‌କୋ ପକ୍ଷରୁ ସୋମବାର ଏକ ସ୍ବତନ୍ତ୍ର ବୈଠକର ଆୟୋଜନ କରାଯାଇଥିଲା। ଏପରିକି ଭୁବନେଶ୍ୱରସ୍ଥିତ ନାଲ୍‌କୋ ଭବନଠାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି.…

୨୨ରୁ ଫୁଲ୍‌ ପଇସା ଅସୁଲ ସେଲ୍‌

ମୁମ୍ବାଇ,୨୧।୧: ସ୍ମାର୍ଟ ବଜାରର ବହୁ ପ୍ରତୀକ୍ଷିତ ଅଫର ‘ଫୁଲ୍‌ ପଇସା ଅସୁଲ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନର ଏହି ଦରଦାମ ବୃଦ୍ଧି (ମେହେଙ୍ଗାଇକା ମିଟର) ସମୟରେ ଗ୍ରାହକଙ୍କୁ କିଛି ପରିମାଣର ରିହାତି ମିଳିବା ସହିତ ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri