ବାଣିଜ୍ୟ

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ କେବେ ଭାରତୀୟ ଟ୍ରେନର ଏସି କୋଚ୍‌ରେ ଯାତ୍ରା କରିଥିବେ, ତେବେ ଆପଣ ଜାଣିଥିବେ...

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କୁଚିପୁଡ଼ି ନୃତ୍ୟାଙ୍ଗନା ଶାଲୁ ଜିନ୍ଦଲଙ୍କ ଜନ୍ମଦିବସକୁ ‘ସେବା ଦିବସ’ ଭାବେ...

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ ସମାନ କାମ କରୁଥିବା ନଜର ଆସିପାରନ୍ତି। କହିବାର ତାତ୍ପର୍ଯ୍ୟ ତାଙ୍କ କମ୍ପାନୀ ରିଲାଏନ୍ସ...

ଜିଓର ଦୀପାବଳି ଅଫର, ମାତ୍ର ଏତିକି ଟଙ୍କାରେ ମିଳିବ ଅନଲିମିଟେଡ ୫ଜି ଡାଟା

ନୂଆଦିଲ୍ଲୀ,୨୩।୧୦: ଦେଶର ଲୋକପ୍ରିୟ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଦୀପାବଳି ଅଫର ଭାବରେ ମାଗଣା ଇଣ୍ଟରନେଟ ସୁବିଧା ଯୋଗାଉଛି। ଏହାପୂର୍ବରୁ ସେପ୍ଟେମ୍ବରରେ କମ୍ପାନୀ ଏୟାରଫାଇବର ସହିତ ୧ ବର୍ଷ ପାଇଁ ଏକ ମାଗଣା ଇଣ୍ଟରନେଟ ଯୋଜନା ପ୍ରବର୍ତ୍ତନ କରିଥିଲା। ଏଥି...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୩।୧୦: ଚଳିତ ପାର୍ବଣ ଋତୁରେ ପ୍ରତ୍ୟେକ ଅବସରକୁ ସ୍ବତନ୍ତ୍ର କରିବା ପାଇଁ ଗ୍ରାହକମାନେ ଆମାଜନ ଡଟ୍‌ ଇନ୍‌ର ଫେଷ୍ଟିଭ ଗିଫ୍ଟିଙ୍ଗ ଷ୍ଟୋରକୁ ଅନ୍ବେଷଣ କରିପାରିବେ। ଏପରିକି ପ୍ରତି କ୍ରୟ ଉପରେ ୨୦୦ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ସହ ଫେଷ୍ଟିଭ ଗିଫ୍ଟିଙ୍ଗରେ ୫୦%...

ଖସିଲା ଶେୟାର ବଜାର

ମୁମ୍ବାଇ,୨୩।୧୦: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର...

ଓଡ଼ିଶା ବଜାରରେ ଜିନ୍ଦଲ ପାନ୍ଥର ସିମେଣ୍ଟ

ଭୁବନେଶ୍ୱର,୨୩।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସହାୟକ କମ୍ପାନୀ ଜିନ୍ଦଲ ପାନ୍ଥର ସିମେଣ୍ଟ (ଜେପିସି) ବର୍ତ୍ତମାନ ଓଡ଼ିଶା ବଜାରରେ ଉପଲବ୍ଧ ବୋଲି ଜିନ୍ଦଲ ଗ୍ରୁପ୍‌ ପକ୍ଷରୁ ବିସ୍ତୃତ ଭାବେ...

ଲାଇଫ୍‌ ଷ୍ଟାଇଲର ଅଲ୍‌ ନ୍ୟୁ କଲେକ୍ସନ

ନୂଆଦିଲ୍ଲୀ,୨୩।୧୦: ଲାଇଫ୍‌ଷ୍ଟାଇଲ୍‌’ର ଅଲ ନ୍ୟୁ କଲେକ୍ସନର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଚଳିତ ପାର୍ବଣ ଋତୁର ସ୍ବତନ୍ତ୍ର ଫେଷ୍ଟିଭ କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଲାଇଫ୍‌ ଷ୍ଟାଇଲର ଫେଷ୍ଟିଭ୍‌ କଲେକ୍ସନରେ ପାରମ୍ପରିକ ଏବଂ ଫ୍ୟୁଜନ୍‌ ସ୍ବଦେଶୀ ପରିଧାନର କାଳାତୀତ...

୭% ରହିବ ଜିଡିପି ଅଭିବୃଦ୍ଧି ହାର

ଭୁବନେଶ୍ୱର,୨୩ା୧୦(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର(ଜିଡିପି) ଆକଳନକୁ ୭% ସ୍ଥିର ରଖିଛି। ଏହା ଜୁଲାଇ ଆକଳନ ସହିତ ମେଳ ଖାଉଥିବାବେଳେ ଆଇଏମ୍‌ଏଫ୍‌ କହିଛି , ମହାମାରୀ ସମୟରେ ଚାହିଦା...

‘ଅର୍ଥନୈତିକ ଅଭିବୃଦ୍ଧି ସହ ଭାରତର ଉତ୍ଥାନ ହେଉଛି’

ଭୁବନେଶ୍ୱର,୨୨ା୧୦(ଅନୁରାଧା ମହାରଣା): ୭% ଜିଡିପି ଅଭିବୃଦ୍ଧି ଏବଂ ୧,୫୧,୦୦୦ରୁ ଅଧିକ ଷ୍ଟାର୍ଟଅପ୍‌ ସହିତ ଭାରତ ଏହାର ଅର୍ଥନୀତିକୁ ନୂଆରୂପ ଦେବାକୁ ଯାଉଛି। ନିକଟରେ ନୂଆଦିଲ୍ଲୀରେ ଆୟୋଜିତ ବାର୍ଷିକ ଭାରତ ନେତୃତ୍ୱ ସମ୍ମିଳନୀରେ ଭାରତ ଓ ଚାଇନାର ଅର୍ଥନୈତିକ ଅଭିବୃଦ୍ଧି ସମ୍ପର୍କରେ ବିଶେଷ...

ଶେୟାର ବଜାର କାରବାରରେ ହ୍ରାସ

ମୁମ୍ବାଇ,୨୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ...

ଅଭ୍ୟୁଦୟ ଆଇସିସିର ନୂଆ ସଭାପତି

ନୂଆଦିଲ୍ଲୀ,୨୨।୧୦: ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ନୂତନ ସଭାପତି ଭାବେ ଜିନ୍ଦଲ ଷ୍ଟେନଲେସ୍‌ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ମନୋନୀତ ହୋଇଛନ୍ତି। ଏପରିକି ଆଇସିସିର ବାର୍ଷିକ ପୂର୍ଣ୍ଣାଙ୍ଗ ଅଧିବେଶନରେ ଅଭ୍ୟୁଦୟଙ୍କୁ ନୂଆ ସଭାପତି ଭାବେ ଘୋଷଣା କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri