ରିଲାଏନ୍ସ ଜିଓର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ ୪ଜି ଫିଚର ଫୋନ୍ର ଶୁଭାରମ୍ଭ ଇଣ୍ଡିଆ ମୋବାଇଲ୍ କଂଗ୍ରେସ-୨୦୨୪ ପରିସରରେ ହୋଇଯାଇଛି। ଜିଓଭାରତ...
ମାମାଆର୍ଥ ସହ ମିଶୋର ବୁଝାମଣା
ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉକ୍ତ ବୁଝାମଣା ଅନୁଯାୟୀ ବ୍ରାଣ୍ଡ୍ର ଉଚ୍ଚ ଗୁଣାତ୍ମକ ବ୍ୟକ୍ତିଗତ ଯତ୍ନ ଉପତ୍ାଦକୁ...
ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ
ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି ଦ୍ରୁତଗତିରେ ମଧ୍ୟ ବୃଦ୍ଧି ପାଇବ। ତେଣୁ ଦେଶରେ ଏଆଇ ଓ ମେଶିନ ଲର୍ନିଂ...
ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%
ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି ହାର ପହଞ୍ଚତ୍ଛି। ୨୦୨୪ ସେପ୍ଟେମ୍ବର ପାଇଁ ପ୍ରକାଶିତ ଗ୍ରାହକ ମୂଲ୍ୟ ସୂଚକାଙ୍କ...
ବନ୍ଧନ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧୫।୧୦: ବନ୍ଧନ ମ୍ୟୁଚୁଆଲ ଫଣ୍ଡ (ବିଏମ୍ଏଫ୍)ର ନୂତନ ଉତ୍ପାଦ ‘ବନ୍ଧନ ନିଫ୍ଟି ୫୦୦ ଭାଲ୍ୟୁ ୫୦ ଇଣ୍ଡେକ୍ସ ଫଣ୍ଡ୍ ଓ ବନ୍ଧନ ନିଫ୍ଟି ୫୦୦ ମୋମେଣ୍ଟମ୍ ୫୦ଇଣ୍ଡେକ୍ସ ଫଣ୍ଡ୍ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଓପନ୍-ଏଣ୍ଡେଡ୍ ଇଣ୍ଡେକ୍ସ ସ୍କିମ୍ଗୁଡିକ...
୧୦ ଦିନରେ ୧୩୪%ର ଅଭିବୃଦ୍ଧି ହାସଲ
ନୂଆଦିଲ୍ଲୀ,୧୫।୧୦: ଭାରତରେ ପାର୍ବଣ ଋତୁ ବ୍ୟବସାୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଅବଧିକୁ ଚିହ୍ନିତ କରୁଛି। ଏହି ଗୁରୁତ୍ୱପୂର୍ଣ୍ଣ କର୍ପୋରେଟ ଆବଶ୍ୟକତାକୁ ସମ୍ବୋଧିତ କରି ଭାରତର ଅଗ୍ରଣୀ ବି୨ବି ଅନ୍ଲାଇନ ମାର୍କେଟପ୍ଲେସ୍ ଆମାଜନ ବିଜ୍ନେସ୍ ପକ୍ଷରୁ ଶୁଭାରମ୍ଭ କରାଯାଇଥିବା ଏକ ଉତ୍ସର୍ଗୀକୃତ କର୍ପୋରେଟ୍...
ଜିଓର ତ୍ରୈମାସିକ ନେଟ୍ ଲାଭ ୬୫୩୯ କୋଟି
ମୁମ୍ବାଇ,୧୫।୧୦: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈୟମାସର ପରିଚାଳନାଗତ ଏବଂ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଡିଜିଟାଲ କ୍ଷେତ୍ରରେ କମ୍ପାନୀ ଚଳିତ ବର୍ଷ ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛି।...
ଶେୟାର ବଜାରରେ ଉତ୍ସାହ
ମୁମ୍ବାଇ,୧୫।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ସୋମବାର...
ସେପ୍ଟେମ୍ବରରେ ବଢିଲା ହୋଲସେଲ ଦରଦାମ୍
ନୂଆଦିଲ୍ଲୀ,୧୩।୧୦: ଭାରତର ହୋଲସେଲ ମୂଲ୍ୟ ସୂଚକାଙ୍କ ସେପ୍ଟେମ୍ବର ମାସରେ ବୃଦ୍ଧି ପାଇଛି। ଖାଦ୍ୟ ମୂଲ୍ୟ ବୃଦ୍ଧି କାରଣରୁ ସେପ୍ଟେମ୍ବରରେ ମୁଦ୍ରାସ୍ଫୀତି ୧.୮୪% ବୃଦ୍ଧି ପାଇଛି। ଅଗଷ୍ଟରେ ୩.୨୬% ବୃଦ୍ଧି ତୁଳନାରେ ସେପ୍ଟେମ୍ବରରେ ଖାଦ୍ୟ ମୂଲ୍ୟ ୯.୫% ବୃଦ୍ଧି ପାଇଛି। ଅଗଷ୍ଟରେ...
ଅଗଷ୍ଟରେ କମିଲା ଶିଳ୍ପ ଉତ୍ପାଦନ
ଭୁବନେଶ୍ୱର, ୧୨ା୧୦(ଅନୁରାଧା ମହାରଣା): ପ୍ରାୟ ୨ ବର୍ଷର ବ୍ୟବଧାନ ପରେ ଚଳିବର୍ଷ ଅଗଷ୍ଟ ମାସରେ ଦେଶର ଶିଳ୍ପ ଉତ୍ପାଦନ ହ୍ରାସ ପାଇଛି। ଖଣି ଏବଂ ବିଦ୍ୟୁତ୍ କ୍ଷେତ୍ରଗୁଡିକ ଖରାପ ପ୍ରଦର୍ଶନ ସହ ଉତ୍ପାଦନ କ୍ଷେତ୍ରରେ ସ୍ଥିରତା କାରଣରୁ ଅଗଷ୍ଟରେ ଶିଳ୍ପ ଉତ୍ପାଦନ ...
ଜେଏସ୍ଏଲ୍ର ଏମ୍ପ୍ଲଇ ଆସିଷ୍ଟାନ୍ସ ପ୍ରୋଗ୍ରାମ
ନୂଆଦିଲ୍ଲୀ,୧୨।୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ପରିସରରେ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏପରିକି କମ୍ପାନୀର କର୍ପୋରେଟ କାର୍ଯ୍ୟାଳୟ ସମେତ...
ଏସ୍ଏମ୍ଏଲ୍ର ନୂତନ ଅଭିଯାନ
ଭୁବନେଶ୍ୱର, ୧୨।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସତ୍ୟା ମାଇକ୍ରୋକ୍ୟାପିଟାଲ ଲିମିଟେଡ୍ (ଏସ୍ଏସ୍ଏଲ୍)ର ନୂତନ ଅଭିଯାନ ‘ମାଗଣା ସ୍ବାସ୍ଥ୍ୟସେବା ଶିବିର’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି ଏସ୍ଏସ୍ଏଲ୍ ଓ ସତ୍ୟା ଶକ୍ତି ଫାଉଣ୍ଡେଶନର ମିଳିତ ସହଯୋଗରେ ମେଗା ହେଲ୍ଥ...
Archives


