ଡ୍ରିମ୍ସରେ ହ୍ୟୁଣ୍ଡାଇ ମୋଟର୍ସର କ୍ୟାମ୍ପସ ଚୟନ
ଭୁବନେଶ୍ୱର,୮।୧୦ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍ସ ଶିଳ୍ପ ତାଲିମ କେନ୍ଦ୍ର (ଡ୍ରିମ୍ସ ଆଇଟିଆଇ)ର ସଂଖ୍ୟାଧିକ ଛାତ୍ର ରେକର୍ଡସଂଖ୍ୟକ କ୍ୟାମ୍ପସ ନିଯୁକ୍ତି ହାସଲ କରିଛନ୍ତି। ଏପରିକି ଡ୍ରିମ୍ସ ପରିସରରେ ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆ ଲିମିଟେଡ୍ ପକ୍ଷରୁ...
ସଚିନ ବିଓବିର ଗ୍ଲୋବାଲ ବ୍ରାଣ୍ଡ୍ ଆମ୍ବାସାଡର
ନୂଆଦିଲ୍ଲୀ,୮।୧୦: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର ଗ୍ଲୋବାଲ ବ୍ରାଣ୍ଡ୍ ଆମ୍ବାସାଡର ଭାବେ କିମ୍ବଦନ୍ତୀ କ୍ରିକେଟିୟର ସଚିନ ତେନ୍ଦୁଲକରଙ୍କୁ ଚୟନ କରାଯାଇଛି। ଏପରିକି ସଚିନଙ୍କୁ ନେଇ ବ୍ୟାଙ୍କ ପକ୍ଷରୁ ‘ପ୍ଲେ ଦି ମାଷ୍ଟର ଷ୍ଟ୍ରୋକ୍’ ଅଭିଯାନର ଶୁଭାରମ୍ଭ କରାଯାଇଛି। ସେହିପରି ଶତାବ୍ଦୀରୁ ଊର୍ଦ୍ଧ୍ୱ...
ଜି୬ ହସ୍ପିଟାଲିଟିକୁ ଅଧିଗ୍ରହଣ କରିବ ଓରାଭେଲ ଷ୍ଟେଜ
ନୂଆଦିଲ୍ଲୀ,୮।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଓରାଭେଲ ଷ୍ଟେଜ୍ ଏବଂ ଜି୬ ହସ୍ପିଟାଲିଟି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଏହା ଏକ ନଗଦ କାରବାର (ଟ୍ରାଞ୍ଜାକ୍ସନ) ମଧ୍ୟରେ ସହଭାଗିତା ହୋଇଥିଲାବେଳେ ପ୍ରାୟ ୫୨୫ ମିଲିୟନ ଡଲାର...
ପୁଣି ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ: ଖୁବଶୀଘ୍ର ପାର କରିଯିବ ୮୦ ହଜାର
ମୁମ୍ବାଇ,୭।୧୦: ବଢିଚାଲିଛି ସୁନା ଦାମ୍। ସୋମବାର ପୁଣି ରେକର୍ଡ ଭାଙ୍ଗିଛି ସୁନା ମୂଲ୍ୟ। ସୋମବାର ସୁନା ମୂଲ୍ୟରେ ୨୫୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମକୁ ୭୮ ହଜାର ୭୦୦ ଟଙ୍କା ହୋଇଛି। ଯେତେବେଳେ କି ଶୁକ୍ରବାର ଏହା ୭୮...
ଯୁଦ୍ଧ ପରେ ଚାଇନା ପ୍ରଭାବ: ତଳମୁହାଁ ଭାରତୀୟ ପୁଞ୍ଜି ବଜାର, ଲକ୍ଷାଧିକ କୋଟି ଟଙ୍କା ହରାଇଲେଣି ନିବେଶକ
ମୁମ୍ବାଇ,୭।୧୦: ମଧ୍ୟପ୍ରାଚ୍ୟ ବଡ଼ ଯୁଦ୍ଧାମୁହାଁ ହେଉଥିବା ବେଳେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ପ୍ରଭାବରେ ଆମେରିକା, ୟୁରୋପ ସମେତ ଏସିଆ ପୁଞ୍ଜି ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ସୁଚକାଙ୍କ...
କୋଇଲାରୁ ବିଦ୍ୟୁତ୍ ଉତ୍ପାଦନ ବନ୍ଦ କରିବାରେ ଇଂଲଣ୍ଡ ପ୍ରଥମ
ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ଅକ୍ଟୋବର ପହିଲାରେ ଇଂଲଣ୍ଡ (ୟୁକେ) ଏହାର ଶେଷ କୋଇଲା ଭିତ୍ତିକ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ର ବନ୍ଦ କରି କୋଇଲାରୁ ବିଦ୍ୟୁତ୍ ଉତ୍ପାଦନକୁ ସମ୍ପୂର୍ଣ୍ଣ ରୂପେ ହଟାଇବା କ୍ଷେତ୍ରରେ ଜି୭ ଦେଶ ମଧ୍ୟରେ ପ୍ରଥମ ହୋଇଛି। ୨୦୨୫ରେ କୋଇଲାରୁ...
ସାରା ଦେଶରେ ରିଲାଏନ୍ସର ସ୍ବଚ୍ଛତା ଅଭିଯାନ
ଭୁବନେଶ୍ୱର,୭।୧୦(ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ(ଆର୍ଆଇଏଲ୍)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ଉଇ କେୟାର ଫର୍ ସ୍ବଚ୍ଛତା ଅଭିଯାନର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୭୫,୦୦୦ ରୁ ଅଧିକ ରିଲାଏନ୍ସ ସ୍ବେଚ୍ଛାସେବୀ ଦେଶବ୍ୟାପୀ ସ୍ବଚ୍ଛତା ହିଁ ସେବା ଜନ ଆନ୍ଦୋଳନର ଏକ...
ରେପୋରେଟ୍ ହାର ପରିବର୍ତ୍ତନ ଆଶା କ୍ଷୀଣ
ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ସୋମବାର ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଦ୍ୱି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକରେ ପ୍ରମୁଖ ସୁଧ ହାର ରେପୋ ହାରରେ ହ୍ରାସ ହେବାର ସମ୍ଭାବନା କମ୍ ରହିଛି। ବିଶେଷଜ୍ଞମାନଙ୍କ ମତାନୁସାରେ, ଖୁଚୁରା ମୁଦ୍ରାସ୍ଫୀତି ଏବେ...
ଆମାଜନ ଗୋଲ୍ଡ ଭାଉଚରର ଶୁଭାରମ୍ଭ
ନୂଆଦିଲ୍ଲୀ,୭।୧୦: ଚଳିତ ପାର୍ବଣ ଋତୁରେ ସୁନା, ରୁପା ଓ ମୂଲ୍ୟବାନ ଅଳଙ୍କାର କ୍ରୟ କରିବା ସହିତ ପ୍ରିୟଜନଙ୍କୁ ଉପହାର ଦେବା ପାଇଁ ଆମାଜନ ଗୋଲ୍ଡ ଭାଉଚର ଏକ ସରଳ ସମାଧାନ ପାଲଟିଛି। ଏପରିକି ଏହା ଜରିଆରେ ଉପଭୋକ୍ତା ଅଳଙ୍କାର କ୍ରୟଠାରୁ...
ଚଳିତ ଆର୍ଥିକ ବର୍ଷରେ ୧୦,୦୦୦ ନୂଆ କର୍ମଚାରୀ ନିଯୁକ୍ତ କରିବ ଭାରତୀୟ ଷ୍ଟେଟ ବ୍ୟାଙ୍କ
ମୁମ୍ବାଇ,୬ା୧୦: ଦେଶର ସର୍ବ ବୃହତ ଋଣ ପ୍ରଦାନକାରୀ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏହାର ସାଧାରଣ ବ୍ୟାଙ୍କିଙ୍ଗ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏବଂ ବୈଷୟିକ ଦକ୍ଷତା ବୃଦ୍ଧି ପାଇଁ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୧୦,୦୦୦ ନୂତନ କର୍ମଚାରୀ...
ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…
ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍(ଏଫ୍ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ ମୋଟା ଅଙ୍କର ସୁଧ ପାଇବା ଆଶାରେ ଏଥିରେ ଅନେକ ପୁଞ୍ଜିନିବେଶ କରିଥାନ୍ତି। ହେଲେ...
ରାଜ୍ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର
ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍ ରାଜ୍ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର ଓଡ଼ିଶାରେ ପରିଚିତ ରାଜ୍ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ଚଳିତ ବର୍ଷର ଦୁର୍ଗାପୂଜା, ଦୀପାବଳି ଏବଂ...
Archives


