Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ
ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍ ରୁ ତେଲ ସରିଲେ ଆପଣ ଗଡେଇ ଗଡେଇ ତ ନେଇପାରିବେ ହେଲେ କାର୍ରୁ ତେଲ…
ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା
ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍ ନୀତା ଏମ୍ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି ଇଣ୍ଡିଆନ କନ୍ଫରେନ୍ସ ଆଟ୍ ହାର୍ଭାର୍ଡ (ଆଇସିଏଚ୍) ପକ୍ଷରୁ ନିକଟରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୫…
ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍ ପୋଷ୍ଟ’ ସେବା
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍କା ଦେଇଛି। ରେଡିଷ୍ଟର୍ଡ ବୁକ୍ ପୋଷ୍ଟ(ଆର୍ବିପି) ସେବା ଅଧୀନରେ ୫ କିଗ୍ରାର ପୁସ୍ତକ ପଠାଇବା ଲାଗି…
ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର
ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଅକ୍ଟୋବରରେ ସ୍ପଟ୍ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍ବିଆଇ ପକ୍ଷରୁ ପ୍ରକାଶିତ ମାସିକ ବୁଲେଟିନ୍ରେ ଏହି ସୂଚନା ଦିଆଯାଇଛି। ଆର୍ବିଆଇ ଅକ୍ଟୋବରରେ ୨୭.୫ ବିଲିୟନ ଡଲାର…
ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍ସ
ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’ ମିଳିଛି। ଉଲ୍ଲେଖଯୋଗ୍ୟ, ଆଉଟ୍ଲୁକ ବିଜ୍ନେସ୍ ସ୍ପଟ୍ଲାଇଟର ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବ ‘ଆଚିଭର୍ସ ଆଓ୍ବାଡର୍ସ-୨୦୨୪’…
ବିଓଏମ୍ର ନୂତନ ଶାଖା ଉଦ୍ଘାଟିତ
ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର(ବିଓଏମ୍) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର ନିର୍ଦ୍ଦେଶକ ପ୍ରଜ୍ଞାସ୍ମିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ ଉଦ୍ଘାଟନ କରିଥିଲେ।…
ପପ୍କର୍ନରେ ଜିଏସ୍ଟିକୁ ନେଇ ବିବାଦ
ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍ଟି ଲାଗୁ ହୋଇଛି। ସାଦା ପପ୍କର୍ନ ଉପରେ ୫ ପ୍ରତିଶତ ଜିଏସ୍ଟି ଲାଗୁ ହୋଇଥିବାବେଳେ ବ୍ରାଣ୍ଡେଡ୍ ପପ୍କର୍ନ ଉପରେ ୧୨%ଏବଂ…
ଡିପିଆର୍ ବିକଶିତ କରିବ ସିପିସିଏଲ୍
ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍ସଲଟାନ୍ସି ଲିମିଟେଡ (ସିପିସିଏଲ୍) କୁ ନିକଟରେ ଆଉ ଆଉ ଦୁଇଟି ପ୍ରକଳ୍ପ ମିଳିଛି। ଏପରିକି ଉକ୍ତ ସ୍ବାକ୍ଷର ପ୍ରକଳ୍ପ (ସେତୁ) ପାଇଁ…
ଓଡ଼ିଶାରେ ଅଟୋମେଟେଡ୍ ଇ-ଷ୍ଟାମ୍ପିଙ୍ଗ୍ ସଲ୍ୟୁଶନର ଶୁଭାରମ୍ଭ
ଭୁବନେଶ୍ୱର,୨୪।୧୨: ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ବିଫ୍ଟ ଇଣ୍ଡିଆର ପ୍ଲାଟ୍ଫର୍ମରେ ଷ୍ଟକ ହୋଲ୍ଡିଙ୍ଗ୍ ସହ ସହଭାଗିତାରେ ଇଲେକ୍ଟ୍ରୋନିକ ବ୍ୟାଙ୍କ ଗ୍ୟାରେଣ୍ଟି ପାଇଁ ଅଟୋମେଟେଡ ଇ-ଷ୍ଟାମ୍ପିଙ୍ଗ୍ (ଏଇଏସ୍) ସଲ୍ୟୁଶନର ଶୁଭାରମ୍ଭ କରାଯାଇଛି। ସ୍ବିଫ୍ଟ ଇଣ୍ଡିଆ ହେଉଛି ଭାରତୀୟ ଆର୍ଥିକ ଶିଳ୍ପର ଘରୋଇ ବଜାର ଆବଶ୍ୟକତାକୁ…
ବେଦାନ୍ତର ଅଗ୍ନି ନିରାପତ୍ତା ତାଲିମ ଶିବିର
ଭୁବନେଶ୍ୱର,୨୪।୧୨ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଅଗ୍ନି ଜାଗରୁକତା ପଦକ୍ଷେପ ଅଧୀନରେ ଏକ ତାଲିମ ଶିବିର ‘ଅଗ୍ନି ନରାପତ୍ତା ତାଲିମ ’କାର୍ଯ୍ୟକ୍ରମ ଝାରସୁଗୁଡ଼ାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଶାୟୀ ଛାତ୍ର ଓ କର୍ମଚାରୀମାନଙ୍କୁ ଅତ୍ୟାବଶ୍ୟକ…
ବଜାରରେ ହୋଣ୍ଡାର ଆକ୍ଟିଭା ୧୨୫
ଭୁବନେଶ୍ୱର,୨୪।୧୨:ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ୨୦୨୫ ଆକ୍ଟିଭା ୧୨୫ (ହୋଣ୍ଡାର ଆକ୍ଟିଭା ୧୨୫)’ ର ଅନାବରଣ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଏଚ୍ଏମ୍ଏସ୍ଆଇର ଏମଡି/ପରିଚାଳନା ନିର୍ଦ୍ଦେଶକ, ସଭାପତି ତଥା…
କୃଷି ଓ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ
ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା): କୃଷି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକମାନଙ୍କ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ସମ୍ପର୍କିତ ତଥ୍ୟ ସୋମବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉଭୟ କୃଷି ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ଚଳିତ ବର୍ଷ…
Archives


