ବାଣିଜ୍ୟ

ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀଗୁଡିକ କେବଳ ଭଏସ୍ କଲ୍ ଏବଂ ଡାଟା ବ୍ୟବହାର କରୁନଥିବା ଗ୍ରାହକଙ୍କୁ SMS ପାଇଁ…

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ ଓ ମନଲୋଭା କଳାକୃତିର ହାଣ୍ଡିକ୍ରାଫ୍ଟ ସାମଗ୍ରୀ କିଣିବାକୁ ଅଧିକ ପସନ୍ଦ କରୁଛନ୍ତି। ଏପରିକି ଭୁବନେଶ୍ୱରର…

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ ବ୍ରିଟିଶ ସେଫ୍ଟି କାଉନସିଲ୍‌ ପକ୍ଷରୁ ସମ୍ମାନଜନକ ‘ସୋର୍ଡ ଅଫ୍‌ ଅନର’ ସମ୍ମାନରେ ସମ୍ମାନିତ କରାଯାଇଛି।…

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪ ଅଗଷ୍ଟ ସୁଦ୍ଧା ୧୪ଟି କ୍ଷେତ୍ରରେ ୧.୪୬ ଲକ୍ଷ…

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ କ୍ଷେତ୍ରରେ ଭୁବନେଶ୍ୱରର ଜୟଦେବବିହାରସ୍ଥିତ ଓଏସିସ୍‌ ଫର୍ଟିଲିଟି ସେଣ୍ଟର ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି।…

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର ଉପରେ ଆକର୍ଷଣୀୟ ରିହାତି ଦିଆଯାଉଛି। ଫ୍ୟାଶନ ବ୍ରାଣ୍ଡ ସାମଗ୍ରୀ ଉପରେ ବର୍ତ୍ତମାନ ୫୦%ର ରିହାତି…

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ଦୈନନ୍ଦିନ ଜୀବନରେ ବିଜ୍ଞାନଭିତ୍ତିକ ଚିନ୍ତାଧାରାକୁ ସମୃଦ୍ଧ କରିବା ଉଦ୍ଦେଶ୍ୟରେ ଏହି…

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର ଆନୁଷ୍ଠାନିକ ଶୁଭାରମ୍ଭ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହ ଉତ୍ସବରେ…

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ସହ ଆମେରିକାର ମୁଦ୍ରାସ୍ଫୀତ ହାର କମିବା ଯୋଗୁ ଭାରତୀୟ ପୁଞ୍ଜିବଜାରରେ ବଡ…

୪ ଦିନରେ ନିବେଶକ ହରାଇଲେ ୧୦ଲକ୍ଷ କୋଟି

ଭୁବନେଶ୍ୱର,୨୦।୧୨:ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛୁ। ଚଳିତ ସପ୍ତାହର ଶେଷ ୪ଟି କାର୍ଯ୍ୟଦିବସର ଫଳାଫଳ…

ଇପିଏଫଓ ଧାରକଙ୍କ ପାଇଁ ଖୁସି ଖବର, ବଢିବ ଇପିଏଫ ବେତନ ସୀମା!

ନୂଆଦିଲ୍ଲୀ,୧୯।୧୨: କେନ୍ଦ୍ର ସରକାର ଖୁବ ଶୀଘ୍ର କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ) ଯୋଜନା ଅନ୍ତର୍ଗତ ବେତନ ସୀମାକୁ ବଢାଇପାରନ୍ତି। ବର୍ତ୍ତମାନ ଏହା ୧୫,୦୦୦ରୁ, ୨୧, ୦୦୦ ଟଙ୍କାକୁ ବୃଦ୍ଧି କରିବାର ସମ୍ଭାବନା ରହିଛି। ଗତ କିଛି ଦିନ ଧରି ଇପିଏଫ…

ଜେଏସ୍‌ଡବ୍ଲ୍ୟୁ ଗ୍ରୀନ୍‌ ଏନର୍ଜି ସହ ଇମ୍ଫାର ବୁଝାମଣା

ଭୁବନେଶ୍ୱର,୧୯।୧୨: ଇଣ୍ଡିଆ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜେ (ଇମ୍ଫା) ଲିମିଟେଡ୍‌ ଏବଂ ଜେଏସ୍‌ଡବ୍ଲ୍ୟୁ ଗ୍ରୀନ୍‌ ଏନର୍ଜି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଇମ୍ପାର ସ୍ମେଲଟର ୟୁନିଟ୍‌ ଲାଗି ଅକ୍ଷୟ ଶକ୍ତି ସଂଗ୍ରହ କରିବା ନିମନ୍ତେ ଜେଏସ୍‌ଡବ୍ଲ୍ୟୁ ଏନର୍ଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri