ଫେବୃଆରୀ ୨୮ରୁ ଇଣ୍ଡ୍ପ୍ଲାସ୍-୨୫
ଭୁବନେଶ୍ୱର,୧୯।୧୨: ଇଣ୍ଡିଆନ୍ ପ୍ଲାଷ୍ଟିକ୍ ଫେଡେରେଶନ (ଆଇପିଏଫ୍)ର ବହୁ ପ୍ରତୀକ୍ଷିତ ବି୨ବି କାର୍ଯ୍ୟକ୍ରମ ତଥା ଅନ୍ତର୍ଜାତୀୟ ପ୍ଲାଷ୍ଟିକ୍ ପ୍ରଦର୍ଶନୀ ‘ଇଣ୍ଡ୍ପ୍ଲାସ୍-୨୫’ର ୧୦ମ ସଂସ୍କରଣ କୋଲକାତାର ବିଶ୍ୱ ବାଙ୍ଗଳା ମେଳା ପ୍ରାଙ୍ଗଣରେ ଅନୁଷ୍ଠିତ ହେବାକୁ ଯାଉଛି। ଏପରିକି ଏହି ମେଳା ୨୦୨୫ ଫେବୃଆରୀ ୨୮ରୁ…
ପାକିସ୍ତାନୀ ବେଟିଂ ଆପ୍ ପ୍ରମୋସନ କରୁଛନ୍ତି ଭାରତୀୟ ସେଲିବ୍ରେଟି
ନୂଆଦିଲ୍ଲୀ,୧୮ା୧୨: ଭାରତରେ ଚାଲିଛି ପାକିସ୍ତାନୀ ବେଟିଂ ଆପ୍ ମାଲିକଙ୍କ ରାଜୁତି। ଟଙ୍କା ଦେଇ ଭାରତୀୟ ସେଲିବ୍ରେଟିଙ୍କୁ ବନାଇଛନ୍ତି ମୋହରା। ସାମାଜିକ ଗଣାମଧ୍ୟରେ ଚାଲିଛି ଜୋରଦାର ପ୍ରଚାର। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା କରାଯାଇଥିବା ଏକ ତଦନ୍ତରୁ ଏହି ଖୁଲାସା ହୋଇଛି। ସୂତ୍ରରୁ ପ୍ରକାଶ…
ନଡ଼ିଆ ତେଲ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଉପକୃତ ହେବେ ସାଧାରଣ ଲୋକ
ନୂଆଦିଲ୍ଲୀ,୧୮ା୧୨: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ ଆର. ମହାଦେବନଙ୍କ ତିନିଜଣିଆ ଖଣ୍ଡପୀଠ କହିଛନ୍ତି ଯେ, ଛୋଟ ପ୍ୟାକେଟରେ ନଡ଼ିଆ ତେଲକୁ ଖାଇବା…
ଟିପିସିଓଡିଏଲ୍ର ଗୁଣବତ୍ତା ମାସ
ଭୁବନେଶ୍ୱର,୧୮।୧୨(ଅଭୟ ଦାଶ): ଟି ପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଗୁଣବତ୍ତା ମାସ-୨୦୨୪’ ନିକଟରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘କ୍ୱାଲିଟି: ଫ୍ରମ୍ କମ୍ପ୍ଲାଏନ୍ସ ଟୁ ପରଫରମାନ୍ସ’ ରହିଥିଲା। ଏପରିକି ମାସେ ବ୍ୟାପୀ ଚାଲିଥିବା…
‘ରିଓନ୍’ର ନେଟ୍ୱର୍କ ସମ୍ପ୍ରସାରଣ
ନୂଆଦିଲ୍ଲୀ,୧୮।୧୨: ରୟାଲ ଏନ୍ଫିଲ୍ଡ (ଆର୍ଇ)ର ପ୍ରି-ଓନ୍ଡ ମୋଟରସାଇକେଲ ବ୍ୟବସାୟ ‘ରିଓନ୍’ର ନେଟ୍ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ୨୩୬ ସହରର ଗ୍ରାହକ ଓ ଆର୍ଇ ଉତ୍ସାହୀମାନେ ବର୍ତ୍ତମାନ ସହଜରେ ନିଜର ବିଦ୍ୟମାନ ମୋଟରସାଇକେଲଗୁଡିକୁ ବିକ୍ରି ଏବଂ ରୟାଲ ଏନ୍ଫିଲ୍ଡର…
ଜୟଆଲୁକ୍କାସ୍ର ଏନ୍ଆର୍ଆଇ ସୁନା ଫେଷ୍ଟ
ଭୁବନେଶ୍ୱର,୧୮।୧୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବୈଶ୍ୱିକ ଗହଣା ବ୍ରାଣ୍ଡ୍ ଜୟଆଲୁକ୍କାସ ଜୁଏଲର୍ସର ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଏନ୍ଆର୍ଆଇ ସୁନା ଫେଷ୍ଟ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଫେଷ୍ଟ ୨୦୨୫ ଜାନୁଆରୀ ୫ ପର୍ଯ୍ୟନ୍ତ ଉପଲବ୍ଧ। ଏହି ପରିପ୍ରେକ୍ଷୀରେ ଆକର୍ଷଣୀୟ…
ନିବେଶକ ହରାଇଲେ ୨ ଲକ୍ଷ କୋଟି
ମୁମ୍ବାଇ,୧୮।୧୨: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ ଘଟଣାବଳୀର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍ ମାର୍କେଟ କାରବାର ଉପରେ ପଡୁଛି। ଏପରିକି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଫଳରେ ନିବେଶକ ଲକ୍ଷାଧିକ ଟଙ୍କାର ନିବେଶ ହରାଉଥିଲାବେଳେ ପୁଞ୍ଜିବଜାରର…
ଟ୍ରେଣ୍ଡ୍ସର ଏଣ୍ଡ ଅଫ୍ ଦି ସିଜନ ସେଲ୍
ମୁମ୍ବାଇ,୧୭।୧୨ (ଅଭୟ ଦାଶ): ରିଲାଏନ୍ସ ଗ୍ରୁପର ପ୍ରମୁଖ ସଂସ୍ଥା ତଥା ରିଲାଏନ୍ସ ରିଟେଲର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଟ୍ରେଣ୍ଡସର ବହୁ ପ୍ରତୀକ୍ଷିତ ‘ଏଣ୍ଡ ଅଫ୍ ଦି ସିଜନ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ ଉପରେ ଆକର୍ଷଣୀୟ…
ମୋବାଇଲ ରପ୍ତାନିରେ ନୂଆ ମାଇଲଷ୍ଟୋନ୍
ଭୁବନେଶ୍ୱର,୧୭ା୧୨(ଅନୁରାଧା ମହାରଣା): ଭାରତରୁ ସ୍ମାର୍ଟଫୋନ ରପ୍ତାନି ଗୋଟିଏ ମାସରେ ପ୍ରଥମ ଥର ପାଇଁ ୨୦,୦୦୦ କୋଟି ଟଙ୍କା ଅତିକ୍ରମ କରି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। କମ୍ପାନୀଗୁଡିକ ଦ୍ୱାରା ଉପସ୍ଥାପିତ ଏବଂ ଶିଳ୍ପ ସଂସ୍ଥାଗୁଡ଼ିକରୁ ସଂଗୃହିତ ତଥ୍ୟରୁ ଏହା ପ୍ରକାଶ ପାଇଛି। ଚଳିତ…
ଟିକସ ଆଦାୟରେ ଉଲ୍ଲେଖନୀୟ ଅଭିବୃଦ୍ଧି
ଭୁବନେଶ୍ୱର,୧୬।୧୨ (ଅଭୟ ଦାଶ): ଦେଶର ଅର୍ଥ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ନୂଆ ନିୟମ ଓ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହା ଫଳରେ ଉଭୟ କେନ୍ଦ୍ର ଓ ରାଜ୍ୟରେ କ୍ରମାଗତ ଭାବେ ଟିକସ ଆଦାୟ ପରିମାଣ ବୃଦ୍ଧି ପାଇଛି ବୋଲି…
ରାଷ୍ଟ୍ରାୟତ୍ତ ବ୍ୟାଙ୍କର ରେକର୍ଡ ପରିମାଣର ଲାଭ
ଭୁବନେଶ୍ୱର,୧୬ା୧୨(ଅନୁରାଧା ମହାରଣା): କ୍ରମାଗତ ଭାବେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡିକର କାରବାର ବେଶ ଉତ୍ସାହ ଜନକ ରହିଛି। ଏପରିକି ବ୍ୟାଙ୍କ ଗୁଡିକର ଲାଭ ପୂର୍ବପେକ୍ଷା ବୃଦ୍ଧି ପାଇଛି। ଗତ ଆର୍ଥିକ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡିକ ସର୍ବାଧିକ ୧.୪୧ ଲକ୍ଷ କୋଟି ଟଙ୍କାର…
କୃଷକଙ୍କୁ ଆର୍ବିଆଇର ବଡ଼ ଉପହାର
ନୂଆଦିଲ୍ଳୀ,୧୪।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) କୃଷକମାନଙ୍କ ପାଇଁ ବନ୍ଧକମୁକ୍ତ ଋଣ ସୀମାକୁ ୧.୬ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛି। ଏହି ନିଷ୍ପତ୍ତି ଜାନୁଆରୀ ୧, ୨୦୨୫ରୁ କାର୍ଯ୍ୟକାରୀ ହେବ। ଇନପୁଟ ମୂଲ୍ୟ ବୃଦ୍ଧି ମଧ୍ୟରେ କ୍ଷୁଦ୍ର ଚାଷୀମାନଙ୍କୁ…
Archives


