ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…
ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ। EPFO ନିୟମ ଅନୁଯାୟୀ, ଯଦି ଆପଣ ୧୦ବର୍ଷ ପାଇଁ ଅବଦାନ ଦିଅନ୍ତି, ତେବେ ଆପଣ…
ଶୂନ୍ୟ ନିର୍ଗମନକୁ ଆଦିତ୍ୟ ଆଲୁମିନିୟମର ଗୁରୁତ୍ୱ
ଭୁବନେଶ୍ୱର,୧୮ା୧(ଅନୁରାଧା ମହାରଣା): ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ର ସହଯୋଗୀ କମ୍ପାନୀ ଆଦିତ୍ୟ ଆଲୁମିନିୟମ ତାହାର ଲପଙ୍ଗାସ୍ଥିତ କାରଖାନାରୁ ନିର୍ଗତ ଫ୍ଲାଏ ଆଶ୍ ନିକଟସ୍ଥ ସିମେଣ୍ଟ ପ୍ଲାଣ୍ଟକୁ ଯୋଗାଣ କରିବ। ଏଥିପାଇଁ ଏକ ୫ବର୍ଷିଆ ଚୁକ୍ତି ସ୍ବାକ୍ଷରିତ କରିଛି। ଏହାସହ କମ୍ପାନୀ ଫ୍ଲାଏ ଆଶ୍…
୨୦୨୪ରେ ରିଲାଏନ୍ସ ରିଟେଲର ୭୭୯ ନୂଆ ଷ୍ଟୋର
ମୁମ୍ବାଇ,୧୮।୧(ଅଭୟ ଦାଶ): ୨୦୨୪ କ୍ୟାଲେଣ୍ଡର ଇୟରରେ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍ (ଆର୍ଆର୍ଭିଏଲ୍) ମୋଟ ୭୭୯ ନୂଆ ଷ୍ଟୋର ଖୋଲିଛି। ଏହାର ଅର୍ଥ ହେଉଛି କମ୍ପାନୀ ଗତ ବର୍ଷ ପ୍ରତିଦିନ ୨ରୁ ଅଧିକ ନୂଆ ଷ୍ଟୋର ଖୋଲିଥିଲା ଯାହା ଏକ ରେକର୍ଡ…
ଲକ୍ଷେ ଟପିଲା ରୁପା ଦର
ଭୁବନେଶ୍ୱର,୧୮।୧: ବର୍ତ୍ତମାନ ସାରା ଦେଶରେ ବିବାହ ଋତୁ ଆରମ୍ଭ ହୋଇଯାଇଛି। ଏପରିକି ବିବାହ ସାଙ୍ଗକୁ ଅନ୍ୟାନ୍ୟ ଶୁଭକାର୍ଯ୍ୟରେ ସବୁବର୍ଗର ଲୋକ ଅଳ୍ପ ବହୁତ ସୁନା ଓ ରୁପା ଓ ମୂଲ୍ୟବାନ ଧାତୁ କିଣିଥାନ୍ତି। ହେଲେ ବିବାହ ଋତୁ ଆରମ୍ଭରୁ ଓଡିଶା ବଜାରରେ…
ଭାରତର ଅଭିବୃଦ୍ଧି ୬.୭% ରହିବ: ବିଶ୍ୱବ୍ୟାଙ୍କ
ଓ୍ବାଶିଂଟନ,୧୭।୧: ଆଗାମୀ ୨ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ଅଭିବୃଦ୍ଧି ହାର ବାର୍ଷିକ ୬.୭ ପ୍ରତିଶତ ରହିବ ବୋଲି ବିଶ୍ୱବ୍ୟାଙ୍କର ସଦ୍ୟତମ ଅଭିବୃଦ୍ଧି ଆକଳନରେ କୁହାଯାଇଛି। ଭାରତର ଅଭିବୃଦ୍ଧି ସହ ୨୦୨୫-୨୬ ବର୍ଷରେ ଦକ୍ଷିଣ ଏସିଆରେ ଆର୍ଥତ୍କ ଅଭିବୃଦ୍ଧି ୬.୨ ପ୍ରତିଶତକୁ…
୧୦୫ ପ୍ରକଳ୍ପରେ ୪.୮ ନିୟୁତ ଟଙ୍କା ନିବେଶ
ଭୁବନେଶ୍ୱର,୧୭।୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଜାତୀୟ ଷ୍ଟାର୍ଟଅପ୍ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ ଆଲୁମିନିୟମ ଉତ୍ପାଦନ କ୍ଷେତ୍ର ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବ୍ୟବସାୟିକ ଚ୍ୟାଲେଞ୍ଜଗୁଡ଼ିକୁ ମୁକାବିଲା କରୁଥିବା ୭୦ରୁ ଅଧିକ…
ଆକାଶଛୁଆଁ ହେଲା ଆଦାନୀ ଗ୍ରୁପର ଶେୟାର, ୧୫୦ ବିଲିଅନ କ୍ଷତି କରିଥିବା ହିଣ୍ଡେନବର୍ଗରେ ପଡିଲା ତାଲା
ନୂଆଦିଲ୍ଲୀ,୧୬।୧:ଆଦାନୀ ଗ୍ରୁପର ୧୫୦ ବିଲିଅନର ପର୍ଦ୍ଦାଫାଶ କରି କମ୍ପାନୀକୁ ଦୋହଲାଇ ଦେଇଥିବା ହିଣ୍ଡେନଗ୍ରୁପରେ ତାଲା ପଡିଛି। ହିଣ୍ଡେନବର୍ଗର ପ୍ରତିଷ୍ଠାତା ଆଣ୍ଡରସନ, ଫାର୍ମକୁ ବନ୍ଦ କରିବା ନେଇ ବଡ଼ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତିକୁ ନେଇ ସେ କହିଛନ୍ତି ଯେ, ଏହା ଏକ…
ମୋତେ ଚାଲାକି କରି ଆସେନି…ଆଦାନୀ ଗ୍ରୁପକୁ ଦୋହଲାଇ ଦେଇଥିବା ହିଣ୍ଡେନବର୍ଗ କମ୍ପାନୀ ବନ୍ଦ
ନୂଆଦିଲ୍ଲୀ,୧୬।୧: ଆଦାନୀ ଗ୍ରୁପର ବଡ଼ ଖୁଲାସା କରିଥିବା ଏବଂ ଆମେରିକୀୟ ସର୍ଟ ସେଲିଂ ଫାର୍ମ ହିଣ୍ଡେନବର୍ଗ ଏବେ ନିଜ ଦୋକାନ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ହିଣ୍ଡେନବର୍ଗ ରିସର୍ଚ୍ଚର ପ୍ରତିଷ୍ଠାତା ନାଥନ ଆଣ୍ଡରସନ କମ୍ପାନୀକୁ ବନ୍ଦ କରିବା ପାଇଁ ଏକ ଆଶ୍ଚର୍ଯ୍ୟଜନକ…
ବଡ଼ ଘୋଷଣା, ଆଜିଠୁ BSNL ବନ୍ଦ କଲା ଇଣ୍ଟରନେଟ୍ ସେବା
ନୂଆଦିଲ୍ଲୀ,୧୫।୧:ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଗ୍ରାହକମାନଙ୍କୁ ଏକ ବଡ଼ ଝଟକା ଲାଗିବାକୁ ଯାଉଛି। ଏହି ସରକାରୀ ଟେଲିକମ କମ୍ପାନୀ ଆଜିଠାରୁ ଏହାର ଗୋଟିଏ ସେବା ବନ୍ଦ କରିବାକୁ ଯାଉଛି। ଯାହା ଲକ୍ଷ ଲକ୍ଷ ଗ୍ରାହକଙ୍କୁ ପ୍ରଭାବିତ କରିବ। ସାରା ଦେଶରେ…
ଉତ୍ତର ଭାରତରେ ରାମରାଜ ଇନର ଓ୍ବେର ରେଞ୍ଜ
ନୂଆଦିଲ୍ଲୀ,୧୫।୧: ଦେଶର ପାରମ୍ପରିକ ତଥା ସାଂସ୍କୃତିକ ପୋଷାକର ଏକ ପ୍ରମୁଖ ବା ପ୍ରିମିୟମ ବ୍ରାଣ୍ଡ୍ ‘ରାମରାଜ କଟନ୍’ ଉତ୍ତର ଭାରତ (ଉତ୍ତରାଞ୍ଚଳ ବଜାର)ରେ ବ୍ରାଣ୍ଡ୍ର ଇନର ଓ୍ବେର ରେଞ୍ଜ ଯଥା ଭେଷ୍ଟସ, ବ୍ରିଫସ, ଟ୍ରଙ୍କସ ଏବଂ ବକ୍ସର୍ସ ବର୍ଗର ବିସ୍ତାରିତ ସମ୍ପର୍କରେ…
ମୁଥୁଟ୍ ଫାଇନାନ୍ସକୁ ଗ୍ରେଡ୍ ପ୍ଲେସ୍ ଟୁ ଓ୍ବାର୍କର ମାନ୍ୟତା
ନୂଆଦିଲ୍ଲୀ,୧୫।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଫାଇନାନ୍ସିଆଲ ସର୍ଭିସ୍ ବ୍ରାଣ୍ଡ ମୁଥୁଟ୍ ଫାଇନାନ୍ସକୁ ନିକଟରେ ଆଉ ଏକ ସମ୍ମାନ ‘ଗ୍ରେଡ୍ ପ୍ଲେସ୍ ଟୁ ଓ୍ବାର୍କ’ର ମାନ୍ୟତା ମିଳିଛି। ଏପରିକି କ୍ରମାଗତ ୪ର୍ଥ ଥର ପାଇଁ କମ୍ପାନୀକୁ ଏହି ମାନ୍ୟତା…
ରିଲାଏନ୍ସ ଜୁଏଲ୍ସର ଡ୍ରିମ୍ ଡାଇମଣ୍ଡ ସେଲ୍
ମୁମ୍ବାଇ,୧୫।୧ (ଅଭୟ ଦାଶ): ରିଲାଏନ୍ସ ଜୁଏଲ୍ସର ବହୁ ପ୍ରତୀକ୍ଷିତ ତଥା ବାର୍ଷିକ ଅଭିଯାନ ‘ଡ୍ରିମ୍ ଡାଇମଣ୍ଡ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ୍ ଗ୍ରାହକଙ୍କୁ ହୀରାର କାଳଜୟୀ ଉତ୍କର୍ଷକୁ ପାଳନ କରିବା ପାଇଁ ଏକ ସୁଯୋଗ ପ୍ରଦାନ…
Archives


