ବ୍ଲାକ୍ ଫ୍ରାଇଡେ ସେଲ୍ରେ ଆକର୍ଷଣୀୟ ରିହାତି
ନୂଆଦିଲ୍ଲୀ,୩୦।୧୧: ଦେଶର ପ୍ରମୁଖ ଇ କମର୍ସ ପ୍ଲାଟ୍ଫର୍ମ ତଥା ଆମାଜନ ଇଣ୍ଡିଆର ବହୁ ପ୍ରତୀକ୍ଷିତ ଅଫର ଏବଂ ପ୍ରଥମ ବ୍ଲାକ୍ ଫ୍ରାଇଡେ ସେଲ୍ (ଇଭେଣ୍ଟ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେଲ୍ ୨୦୨୪ ଡିସେମ୍ବର ୨ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ଲାଟ୍ଫର୍ମର…
ବଜାରରେ ଲାଭାର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୩୦।୧୧: ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍ ବା ଲାଭାର ନୂତନ ଉତ୍ପାଦ ତଥା ୟୁଭା ସିରିଜର ଅତ୍ୟାଧୁନିକ ମଡେଲ ‘ୟୁଭା-୪’ର ଅନାବରଣ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ୬,୯୯୯ ଟଙ୍କାର ଆକର୍ଷଣୀୟ ପ୍ରାରମ୍ଭିକ ମୂଲ୍ୟରେ ଉପଲବ୍ଧ ୟୁଭା-୪ ପାୱାର ପରଫର୍ମାନ୍ସ, ସୁନ୍ଦର ଡିଜାଇନ ଏବଂ…
ବେଦାନ୍ତ ଲିମିଟେଡ୍କୁ ପ୍ଲାଟିନମ୍ ପୁରସ୍କାର
ନୂଆଦିଲ୍ଲୀ,୩୦।୧୧: ବେଦାନ୍ତ ଲିମିଟେଡ୍କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ଦ୍ୱାରା ଆୟୋଜିତ ୬ଷ୍ଠ ଆଇସିସି ଜାତୀୟ ବୃତ୍ତିଗତ ସ୍ବାସ୍ଥ୍ୟ ‘ଇସ୍ପାତ ଏବଂ ଖଣି କ୍ଷେତ୍ର’ ସମ୍ମାନ ବର୍ଗରେ କମ୍ପାନୀକୁ…
ରୁପା ଦର ୧,୦୦,୦୦୦ ପାର
ଭୁବନେଶ୍ୱର,୩୦।୧୧ (ଅଭୟ ଦାଶ): କ୍ରମାଗତ ଭାବେ ରୁପା ଦର ଘରୋଇ ବଜାରରେ ବଢ଼ି ଚାଲିଛି। ଏପରିକି କିଛିଦିନର ସ୍ଥିରତା ପରେ ପୁଣି ଥରେ ରୁପା ଦର ୧,୦୦,୦୦୦ ଟଙ୍କା ପାର କରିଛି। ଶୁକ୍ରବାର ଭୁବନେଶ୍ୱରରେ ରୁପା କିଲୋଗ୍ରାମ ପିଛା ୧,୦୧,୦୦୦ ଟଙ୍କାରେ…
ଜିଡିପି ଅଭିବୃଦ୍ଧି ୫.୪%କୁ ହ୍ରାସ
ନୂଆଦିଲ୍ଲୀ,୩୦ା୧୧: ଭାରତର ଆର୍ଥତ୍କ ଅଭିବୃଦ୍ଧି ଜୁଲାଇ-ସେପ୍ଟେମ୍ବରରେ ପାଖାପାଖି ୨ ବର୍ଷ ତଳକୁ ଖସି ୫.୪ ପ୍ରତିଶତ ହୋଇଛି। ଉତ୍ପାଦନ ଏବଂ ଖଣି ସେକ୍ଟରରେ ଖରାପ ପ୍ରଦର୍ଶନ ଯୋଗୁ ଚଳିତ ଆର୍ଥତ୍କ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଜିଡିପି (ମୋଟ ଘରୋଇ ଉତ୍ପାଦ) ଅଭିବୃଦ୍ଧି…
ଏଣିକି ଓଟିପି ଆସିବାରେ ହେବ ବିଳମ୍ବ, ଏହି ସିମ୍ ରଖିଥିଲେ ଜାଣିନିଅନ୍ତୁ ବଡ଼ ନିୟମ
ନୂଆଦିଲ୍ଲୀ,୨୯।୧୧: ସାଧାରଣତଃ ମୋବାଇଲକୁ କେଇ ମିନିଟ ମଧ୍ୟରେ ଓଟିପି ଆସିଯାଏ । ଯାହା ଫଳରେ ଜଣେ ସାଧାରଣ ବ୍ୟକ୍ତି ସହଜରେ ନିଜ କାର୍ଯ୍ୟ କରିପାରେ । ମାତ୍ର ଏଣିକି ଓଟିପି ଆସିବାରେ ବିଳମ୍ବ ହେବ ବୋଲି ଜଣା ପଡିଛି । ଟ୍ରାଇର…
ସୋଆ ୟୁନିଭର୍ସିଟିକୁ ‘ଫେମିନା ଆଚିଭର୍ସ ଇଷ୍ଟ ଆଓ୍ବାର୍ଡ’
ଭୁବନେଶ୍ୱର,୨୮।୧୧ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଶିକ୍ଷା ଓ ଅନୁସନ୍ଧାନ (ଏସ୍ଓଏ) ବା ସୋଆ ୟୁନିଭର୍ସିଟିକୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ‘ଫେମିନା ଆଚିଭର୍ସ ଇଷ୍ଟ ଆଓ୍ବାର୍ଡ-୨୦୨୪’ ରେ ସମ୍ମାନିତ କରାଯାଇଛି। ବିଶେଷ କରି ବିଶ୍ୱବିଦ୍ୟାଳୟ ଓ…
ରାଜ୍ୟ ବିଜୁଳି ଚାହିଦାର ୩୦% ପୂରଣ କରିଥାଏ ଓପିଜିସି
ଭୁବନେଶ୍ୱର,୨୮।୧୧:ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ ଲିମିଟେଡ୍ (ଓପିଜିସି) ଦ୍ୱାରା ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ବୁଧବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜସ୍ବ…
ଟ୍ରେଣ୍ଡସ୍ର ‘ବ୍ଲାକ୍ ଫ୍ରାଇଡେ ସେଲ୍’:ମିଳିବ ଜବରଦସ୍ତ ଅଫର୍
ଭୁବନେଶ୍ୱର,୨୮।୧୧:ରିଲାଏନ୍ସ ଟ୍ରେଣ୍ଡସ୍ର ବହୁ ପ୍ରତୀକ୍ଷିତ ତଥା ଏକ୍ସକ୍ଲୁସିଭ ଡିସ୍କାଉଣ୍ଟ ଅଫର ‘ବ୍ଲାକ୍ ଫ୍ରାଇଡେ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ନଭେମ୍ବର ୨୮ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରିଲାଏନ୍ସ ଟ୍ରେଣ୍ଡସ୍ରେ ଉପଲବ୍ଧ। ଏହା ଜରିଆରେ…
କ’ଣ ଆଧାର ସହ ଲିଙ୍କ୍ କରିବାକୁ ହେବ QR କୋଡ୍ ଥିବା ପାନ୍ କାର୍ଡ? ଜାଣନ୍ତୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…
ନୂଆଦିଲ୍ଲୀ,୨୭।୧୧: ନୂତନ ପାନ୍ 2.0 ଯୋଜନାକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହି ଯୋଜନା ଅନୁଯାୟୀ, ପାନ କାର୍ଡକୁ ନବୀକରଣ କରାଯିବ। ଏଥିରେ QR କୋଡ୍ ମଧ୍ୟ ଅନ୍ତର୍ଭୂକ୍ତ କରାଯିବ। ଏଭଳି ସ୍ଥିତିରେ ଲୋକଙ୍କ ମନରେ ଏକ ପ୍ରଶ୍ନ ରହିଛି ଯେ…
ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ ଏକ୍ସପୋ ଉଦ୍ଘାଟିତ
ଭୁବନେଶ୍ୱର,୨୭।୧୧(ଅଭୟ ଦାଶ):ପ୍ରତି ବର୍ଷ ଭଳି ଚଳିତ ମଧ୍ୟ ଭୁବନେଶ୍ୱରର ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ ଏକ୍ସପୋ-୨୦୨୪’ ମଙ୍ଗଳବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। କାମଧେନୁ ଖଦି ଉଲ୍ ପାନିପଥ ପକ୍ଷରୁ ଆୟୋଜିତ ଏହି ହସ୍ତତନ୍ତ୍ର ଓ ହସ୍ତଶିଳ୍ପ…
ଆର୍ଥିକ ନିଅଣ୍ଟ ୭.୮ ଟ୍ରିଲିୟନ ଡଲାରକୁ ବୃଦ୍ଧି ଆକଳନ
ନୂଆଦିଲ୍ଲୀ,୨୭।୧୧:ବର୍ତ୍ତମାନ ସମୟରେ ଜାରି ରହିଥିବା ଭୂ ରାଜନୈତିକ ପରିସ୍ଥିତ ଓ ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ବିଶ୍ୱ ଅର୍ଥନୀତିର ଆର୍ଥିକ ନିଅଣ୍ଟକୁ ଆହୁରି ଖରାପ କରିପାରେ ବୋଲି ଅର୍ଥନୀତିଜ୍ଞମାନେ ଆକଳନ କରୁଥିବା ବେଳେ ସଂଘୀୟ ସରକାରଙ୍କ ଆର୍ଥିକ ନିଅଣ୍ଟ ଜିଡିପିର ୬.୪%ର ଅତ୍ୟଧିକ ଉଚ୍ଚସ୍ତର…
Archives


