ବାଣିଜ୍ୟ

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ କି? ନା ଏହା କେବଳ ଗୋଟିଏ ଧାରଣା? ଯଦି ଆପଣ ବାଇକ୍‌ ଚଳାଉଛନ୍ତି, ତେବେ…

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା (PMMVY)। ୨୦୨୬ ଜାନୁଆରୀ ୧ ତାରିଖରେ ଏହି ଯୋଜନା ୯ ବର୍ଷ…

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ କାମ ସହଜରେ ହୋଇଯାଏ। ତେବେ ବାଇକ କିଣିବା ସହଜ ହେଲେ ମଧ୍ୟ ତାହାକୁ ସୁରକ୍ଷିତ…

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର କରିବାରେ ଅଭ୍ୟସ୍ତ ଏବଂ ପ୍ରତିବର୍ଷ ସେମାନଙ୍କର ଫୋନ ଅପଡେଟ କରନ୍ତି, କିନ୍ତୁ ଅନେକ ଲୋକ…

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ। ଏହାକୁ ରିଟାୟାରିଂ ରୁମ୍‌ (Retiring Room) କୁହାଯାଏ। ଏହି ରୁମ୍‌ଗୁଡ଼ିକ ସିଙ୍ଗଲ୍‌, ଡବଲ୍‌ ଏବଂ…

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ବ୍ଲିଙ୍କିଟ୍‌ ର ସିଇଓ ଅଲବିନ୍ଦର ସିଂ ଧିଣ୍ଡସାଙ୍କୁ ନୂଆ ଦାୟିତ୍ୱ ମିଳିଛି। ଦୀପିନ୍ଦର…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ ମଧ୍ୟ ଦରମା ସଂଶୋଧନ ସମ୍ପର୍କରେ କୌଣସି ସରକାରୀ ଘୋଷଣା ହୋଇନାହିଁ। ICRA ରିପୋର୍ଟ ଅନୁଯାୟୀ,…

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ ସୁଧ ହାର ବୃଦ୍ଧି ମଧ୍ୟ ଏକ ଚିନ୍ତାର ବିଷୟ। ବଜେଟ ପାଖେଇ ଆସୁଥିବାରୁ, ଏହି…

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର ସମ୍ଭାବନା ଏବେ ବହୁତ ଅଧିକ। ରେଳ ସୁରକ୍ଷା ବଳ (RPF) ଏବଂ ଦୂରସଂଚାର ବିଭାଗ…

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪ ହଜାର ଥିବାବେଳେ ୨୨ କ୍ୟାରେଟ ଦାମ ୧ ଲକ୍ଷ ୪୧ ହଜାର ୯ ଶହ…

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି, ଅର୍ଥାତ ସିଷ୍ଟେମେଟିକ ଇନଭେଷ୍ଟମେଣ୍ଟ ପ୍ଲାନର ପ୍ରକୃତ ଶକ୍ତି ହେଉଛି ‘କମ୍ପାଉଣ୍ଡିଂ’, ଯେଉଁଥିରେ ଆପଣଙ୍କ ନିବେଶ…

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହା ଗତ ଚାରି ମାସ ମଧ୍ୟରେ ସର୍ବାଧିକ। ନଭେମ୍ବର ମାସରେ ଏହି ହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri