ବାଣିଜ୍ୟ

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର ଲିଟର ପିଛା ପେଟ୍ରୋଲ ଏବଂ ଡିଜେଲ ଉପରେ କ୍ଷତି ବୃଦ୍ଧି ପାଇଛି। ରିପୋର୍ଟ…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ ସେବା ଯୋଗୁଁ କେତେକ କ୍ଷେତ୍ରରେ ଗୋଟିଏ ଦିନରେ ମଧ୍ୟ ଏଟିଏମ କାର୍ଡ ମିଳିଯାଉଛି।…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ ପତ୍ରକୁ ଆଧାର ସହିତ ଲିଙ୍କ ଓ ଅଥେଣ୍ଟିକେଟ କରିବା ବାଧ୍ୟତାମୂଳକ କରାଯାଇଛି। ଏପରି…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି ସୁଲଭ ଭଡ଼ା ଘର ଯୋଜନା ଉପରେ ଦ୍ରୁତ ଗତିରେ କାର୍ଯ୍ୟ କରୁଛନ୍ତି। ଏହି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ଅବସରପ୍ରାପ୍ତ କର୍ମଚାରୀଙ୍କ ଏକ ପ୍ରମୁଖ ସଂଗଠନ ‘ରିଟାୟର୍ଡ ଏମ୍ପ୍ଲଇଜ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ ଭର୍ସନ ମଡେଲକୁ ଯୁବବର୍ଗ ଏବଂ ମହତ୍ତ୍ୱାକାଂକ୍ଷୀ ସହରାଞ୍ଚଳ ଗ୍ରାହକମାନଙ୍କୁ ଦୃଷ୍ଟିଦେଇ ଡିଜାଇନ କରାଯାଇଥିଲାବେଳେ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ କ୍ରୟ ମୂଲ୍ୟରେ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି କରାଯିବ। ଏହି ନିଷ୍ପତ୍ତି…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ ବୋନସ ମିଳିପାରେ। ଏହି ବୋନସର ପ୍ରତ୍ୟକ୍ଷ ଲାଭ ସେହି କର୍ମଚାରୀମାନଙ୍କୁ ମିଳିବ, ଯାହାଙ୍କର…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ ନଗଦ ଜମା କଲେ ବ୍ୟାଙ୍କ ଏହାର ସୂଚନା ସିଧାସଳଖ ଆୟକର ବିଭାଗକୁ (Income…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ ହଟାଇବା ପାଇଁ e-KYC ପ୍ରକ୍ରିୟା ସମ୍ପୂର୍ଣ୍ଣ କରାଯାଉଛି। କାରଣ କିଛି ଲୋକ ଭୁଲ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ ନେଉନାହାନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ଜାଲିଆତି ରୋକିବା…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ଡିଜିଟାଲ ଫ୍ରଡ ଓ ସାଇବର ଠକେଇକୁ ରୋକିବା ପାଇଁ RBI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?