ବାଣିଜ୍ୟ

ହେମରାଜଙ୍କ ଚମତ୍କାର କଳା ପ୍ରଦର୍ଶନ

ଭୁବନେଶ୍ୱର,୧।୧(ଅଭୟ ଦାଶ): ବର୍ତ୍ତମାନର ଅତ୍ୟାଧୁନିକ ସୁବିଧା ସୁଯୋଗ ଓ ସୋସିଆଲ ମିଡିଆ ଯୁଗରେ ମଧ୍ୟ ଯାଦୁକଳାର ଚାହିଦା ପୂର୍ବ ପରି ରହିଛି ବୋଲି ଡାଇମଣ୍ଡ ଷ୍ଟାର ଯାଦୁଗର ହେମରାଜ ମତପ୍ରକାଶ କରିଛନ୍ତି। ଏପରିକି ଭୁବନେଶ୍ୱରର ରବି ଟକିଜରେ ଜାରି ରହିଥିବା ‘ହେମରାଜ…

ଗ୍ଲୋବାଲ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅଗ୍ରଗତି

ଭୁବନେଶ୍ୱର,୩୧ା୧୨(ଅନୁରାଧା ମହାରଣା): ଗତ ଦଶନ୍ଧି ମଧ୍ୟରେ କେନ୍ଦ୍ର ସରକାରଙ୍କ ଅନୁକୂଳ ନୀତି ଏବଂ ବ୍ୟାପକ ସଂସ୍କାର ଯୋଗୁ ଭାରତର ଦ୍ରୁତଗତିରେ ବୃଦ୍ଧି ଘଟୁଛି। ଏହା ସହ ବିଶ୍ୱ ସ୍ତରରେ ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚକାଙ୍କରେ ଭାରତର ମାନ୍ୟତାରେ ଉଲ୍ଲେଖନୀୟ ଉନ୍ନତି ହୋଇଛି । ଭାରତର…

୨୦୨୪ରେ ୪,୪୯,୦୨୨ ବିରିୟାନି ଅର୍ଡର

ଭୁବନେଶ୍ୱର,୩୧।୧୨ (ଅଭୟ ଦାଶ): ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସବୁ ବର୍ଗର ଗ୍ରାହକ ଅନ୍‌ଲାଇନ ଜରିଆରେ ଅତ୍ୟାବଶ୍ୟକ ସାମଗ୍ରୀଠାରୁ ଆରମ୍ଭକରି ଖାଦ୍ୟ ପଦାର୍ଥ ପର୍ଯ୍ୟନ୍ତ ଅର୍ଡର କରୁଛନ୍ତି। ଏପରିକି ଭୁବନେଶ୍ୱରବାସୀ ୨୦୨୪ରେ ୪,୪୯,୦୨୨ ଚିକେନ ବିରିୟାନି ଅର୍ଡର କରିଥିଲାବେଳେ ଅନ୍‌ଲାଇନ ମାଧ୍ୟମରେ ଅନ୍ୟାନ୍ୟ ଖାଦ୍ୟ…

ପତଞ୍ଜଳିର ନିଃଶୁଳ୍କ ଇଣ୍ଟିଗ୍ରେଟେଡ୍‌ ଯୋଗ ଶିବିର

ଭୁବନେଶ୍ୱର,୩୧ା୧୨(ଅନୁରାଧା ମହାରଣା): ପତଞ୍ଜଳି ଯୋଗପୀଠର ସହାୟକ ସଂସ୍ଥା ପତଞ୍ଜଳି ଯୋଗ ସମିତି, ରାଜସ୍ଥାନ ଏବଂ ଚୌମୁ ଭାରତ ସ୍ବାଭିମାନ ଟ୍ରଷ୍ଟ ପକ୍ଷରୁ ରାଜସ୍ଥାନର ଜୟପୁରଠାରେ ଏକ ସ୍ବତନ୍ତ୍ର ଏକଦିବସୀୟ ନିଃଶୁଳ୍କ ଇଣ୍ଟିଗ୍ରେଟେଡ୍‌ ଯୋଗ ଶିବିର ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଗୁରୁ ରାମଦେବଙ୍କ…

ସାମାଜିକ ପ୍ରତିଷ୍ଠାନକୁ ଏସ୍‌ବିଆଇର ସହାୟତା

ଭୁବନେଶ୍ୱର,୩୧।୧୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ରାଜ୍ୟର ଦୁଇଟି ପ୍ରମୁଖ ସାମାଜିକ ପ୍ରତିଷ୍ଠାନ (ଓପନ୍‌ ଲର୍ନିଂ ସିଷ୍ଟମ୍ସ ଭୁବନେଶ୍ୱର ଏବଂ ଗୋବିନ୍ଦ ଗୋଧାମ ଗୋଶାଳା, ପୁରୀ)କୁ ଯଥାକ୍ରମେ ଏକ ସ୍କୁଲ ବସ୍‌ ଏବଂ ପିକ୍‌-ଅପ୍‌ ଭ୍ୟାନ୍‌ ଯୋଗାଇଦିଆଯାଇଛି।…

ଶୀଘ୍ର କରିନିଅନ୍ତୁ କାମ, ଜାନୁଆରୀରେ ଏତିକି ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୩୦।୧୨: ଆଉ ଦିନକ ପରେ ୨୦୨୫ ବର୍ଷ ଆରମ୍ଭ ହେବ । ପ୍ରତିମାସ ଭଳି ୨୦୨୫ ଜାନୁଆରୀରେ ୧୫ ଦିନ ବ୍ୟାଙ୍କ ବନ୍ଦ ରହିବ । ଯଦି ଆପଣଙ୍କର ଜରୁରୀ ବ୍ୟାଙ୍କ କାମ ରହିଛି, ତେବେ ଛୁଟି ତାଲିକା ବିଷୟରେ ଜାଣିନେବା…

ଘରୋଇ ବ୍ୟାଙ୍କରୁ ମୁହଁ ଫେରାଉଛନ୍ତି କର୍ମଚାରୀ

ଭୁବନେଶ୍ୱର,୩୦ା୧୨(ଅନୁରାଧା ମହାରଣା): ଘରୋଇ ବ୍ୟାଙ୍କଗୁଡ଼ିକରେ ଚାକିରି ତ୍ୟାଗ ଓ ପରିବର୍ତ୍ତନକାରୀ କର୍ମଚାରୀଙ୍କ ସଂଖ୍ୟା ହାରରେ ପ୍ରାୟ ୨୫ ପ୍ରତିଶତ ବୃଦ୍ଧି ଘଟିଛି। କର୍ମଚାରୀଙ୍କ ଘରୋଇ ବ୍ୟାଙ୍କରୁ ଏପରି ମୁହଁ ଫେରାଇ ନେବା ଦ୍ୱାରା  କାର୍ଯ୍ୟ ସମ୍ପାଦନରେ ବିପଦ ସୃଷ୍ଟି ହେବା ନେଇ ଆଶଙ୍କା…

ଭୁବନେଶ୍ୱରରେ ସ୍କୋଡାର ଇଣ୍ଡିଆ ଡ୍ରିମ୍‌ ଟୁର୍‌ ଟିମ୍‌

ଭୁବନେଶ୍ୱର,୩୦।୧୨: ସ୍କୋଡା ଅଟୋ ଇଣ୍ଡିଆର ନୂତନ ଅଭିଯାନ ‘ଇଣ୍ଡିଆ ଡ୍ରିମ୍‌ ଟୁର୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସର୍ବଭାରତୀୟ କାର୍ଯ୍ୟକ୍ରମ ବ୍ରାଣ୍ଡ୍‌ର ନୂତନ ମଡେଲ ‘ସ୍କୋଡା କ୍ୟାଲାକ’ର ପ୍ରଚାର ଓ ପ୍ରସାର ସାଙ୍ଗକୁ ମଡେଲର ଆଭିମୁଖ୍ୟ ଓ ବିଶେଷତ୍ୱ ସମ୍ପର୍କରେ ଅବଗତ…

ନଭେମ୍ବରରେ ରପ୍ତାନି କ୍ଷେତ୍ରର ବୃଦ୍ଧି ୬୪.୪%

ନୂଆଦିଲ୍ଲୀ,୩୦।୧୨: କ୍ରମାଗତ ଭାବେ ଘରୋଇ ବଜାର ରପ୍ତାନି କ୍ଷେତ୍ରର ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହୋଇଥିବା ବାଣିଜି୍ୟକ ଚୁକ୍ତି ଅନୁଯାୟୀ ଭାରତ ୨୦୨୪ ନଭେମ୍ବର ମଧ୍ୟରେ ଅଷ୍ଟ୍ରେଲିଆକୁ ରପ୍ତାନି କରିଥିବା ସାମଗ୍ରୀ ପରିମାଣ ୬୪.୪% ବୃଦ୍ଧି ପାଇଁ…

ପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୮।୧୨(ତପନ ସ୍ବାଇଁ): ଚଳିତବର୍ଷ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶାର ସୁଇମିଂ ସେନ୍‌ସେଶନ ପ୍ରତ୍ୟାଶା ରାୟ ଚେନ୍ନାଇରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂ ଓ ଡାଇଭିଂ ଚାମ୍ପିୟନଶିପ୍‌ରେ ମଧ୍ୟ ଚମକ ଦେଖାଇଛନ୍ତି। ସେ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂରେ ୩…

ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ

ଭୁବନେଶ୍ୱର,୨୮।୧୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ‘କଳିଙ୍ଗ ସୁରକ୍ଷା ଉକତ୍ର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ୧୫ତମ ଜାତୀୟ ସୁରକ୍ଷା କନ୍‌କ୍ଲେଭ-୨୦୨୪ ଅବସରରେ କମ୍ପାନୀକୁ ଏହି ପୁରସ୍କାର ରୌପ୍ୟ ବର୍ଗରେ ପ୍ରଦାନ କରାଯାଇଛି।…

ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍‌ ପ୍ଲାଟ୍‌ଫର୍ମ ‘ଗ୍ରୀନ୍‌ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍‌ ରୋଡ୍‌ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାର ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri